Home Left

ବାପଘରକୁ ଯିବା ପାଇଁ ବାରମ୍ବାର ଜିଦ୍‌ କରୁଥିଲେ ସ୍ତ୍ରୀ, ସ୍ବାମୀ ନେଲେ ଏମିତି ପଦକ୍ଷେପ; ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଜୟପୁର,୧୬ା୮: ରାଜସ୍ଥାନର ବୁଣ୍ଡି ଜିଲାରୁ ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ସ୍ତ୍ରୀ ବାରମ୍ବାର ବାପଘରକୁ ଯିବାକୁ ଜିଦ୍‌ ଧରିବାରୁ କ୍ରୋଧିତ ହୋଇ ଠେଙ୍ଗାରେ ପିଟିପିଟି ମାରି ଦେଇଛନ୍ତି ସ୍ବାମୀ। ସୂଚନାଯୋଗ୍ୟ, ବୁଣ୍ଡି ଜିଲା ଦାରାସ୍ଥିତ ନାୟାଗୋନର ନନ୍ଦକିଶୋର କାମରୁ…

କରୋନା ନେଲା ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ଜୀବନ

ପୁରୁଷୋତ୍ତମପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ରବିବାର ଆଉଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭାଟକୁମରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡାକ୍ତର ବି . କ୍ରିଷ୍ଣା (୪୫)। ଏହାକୁ ମିଶାଇ ଏଠାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା…

ଭୋଜି ଖାଇ ୨୪ ଗୁରୁତର ଘଟଣା: ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ସଜନାଗଡ଼,୧୬।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ବାଲେଶ୍ୱର ଏମ୍‌ପି ତଥା…

ଧୋନୀଙ୍କ କ୍ରିକେଟ ଜୀବନ:ରନ୍‌ ଆଉଟ୍‌ରୁ ଆରମ୍ଭ-ରନ୍‌ ଆଉଟ୍‌ରେ ଶେଷ

ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ୧୬ ବର୍ଷର କ୍ରିକେଟ କ୍ୟାରିଅର ବେଶ୍‌ ରୋମାଞ୍ଚକର ଥିଲା। କ୍ରିକେଟ ଖେଳରେ ପ୍ରଥମ ମ୍ୟାଚ୍‌ରେ ସେ ରନ୍‌ଆଉଟ୍‌ ହୋଇଥିଲେ। ସେହିପରି କ୍ୟାରିଅରର ଶେଷ ମ୍ୟାଚ୍‌ରେ ମଧ୍ୟ ଧୋନୀ…

ପ୍ରଥମ ବ୍ୟାଚ୍‌ କରୋନା ଟିକା ପ୍ରସ୍ତୁତି ଶେଷ, ଜାଣନ୍ତୁ କେଉଁମାନଙ୍କୁ ପ୍ରଥମେ ଦିଆଯିବ ଏହି ଟିକା

ମସ୍କୋ,୧୬ା୮: ଶନିବାର ରୁଷିଆ କରୋନା ଟିକା ପ୍ରସ୍ତୁତ ଶେଷ କରିଛି ବୋଲି କହିଛି। ଏହାପୂର୍ବରୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ମଙ୍ଗଳବାର ଘୋଷଣା କରିଥିଲେ ଯେ, ରୁଷିଆ ଏକ ସଫଳ କରୋନା ଟିକା ପ୍ରସ୍ତୁତ କରିଛି, ଯାହା ସମସ୍ତ ଅନୁସନ୍ଧାନ ଦେଇ…

କରିନାଙ୍କ ପାଇଁ ହାତ କାଟି ଦେଇଥିଲେ ସୈଫ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ..

ବମ୍ବେ: ଆଜି ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ହାପି ବର୍ଥ ଡେ। ପଟୌଦୀ ପରିବାରର ଦଶମ ନବାବ ସୈଫ ୧୯୯୨ରେ ଫିଲ୍ମ ‘ବେଖୁଦି’ରୁ ନିଜ ଅଭିନୟ ଜୀବନ ଆରମ୍ଭ କରିଥିଲେ। ୨୦୧୨ରେ କରିନା କପୁରଙ୍କୁ ବିବାହ କରିବାକୁ ନେଇ ସେ ଚର୍ଚ୍ଚାକୁ…

ଟ୍ରମ୍ପ୍‌ଙ୍କ ସାନଭାଇଙ୍କ ପରଲୋକ: ସ୍ନେହରେ ଡାକୁଥିଲେ ‘ହନି’

ଓ୍ବାଶିଂଟନ, ୧୬।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସାନଭାଇ ରର୍ବଟ ଟ୍ରମ୍ପ୍‌ଙ୍କର ପରଲୋକ ହୋଇଯାଇଛି। ନ୍ୟୁୟର୍କରେ ଏକ ହସ୍ପିଟାଲରେ ଚିକିତ୍ସାଧରୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ରର୍ବଟଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟ ଜନକ ଥିବାରୁ…

ଧୋନୀ ୭.୨୯ ମିନିଟ୍‌ରେ ସନ୍ୟାସ ନେବା ପଛରେ କ’ଣ ରହିଛି ଏହି କାରଣ? ଜାଣନ୍ତୁ..

ନୂଆଦିଲ୍ଲୀ,୧୬।୮: ଭାରତୀୟ କ୍ରିକେଟ ଟିମ୍‌ର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସନ୍ୟାସ ଘୋଷଣା କରିଛନ୍ତି। ନିଜର ବଳିଷ୍ଠ ନିର୍ଣ୍ଣୟ ଏବଂ ଶାନ୍ତ ସ୍ବଭାବକୁ ନେଇ ପରିଚିତ ମାହି ଶନିବାର ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଶାନ୍ତିପୂର୍ଣ୍ଣ ଭାବେ…

କରୋନା କଟକଣା ସତ୍ତ୍ୱେ ଗାଁରେ ଚାଲିଥିଲା ଭୋଜି: ଏହାକୁ ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ ଭର୍ତ୍ତି

ସଜନାଗଡ଼,୧୬।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରେ ୫ ଜଣ ଶିଶୁଥିବା…

ପୁଣି ସ୍ଥିତି ଜାହିର କଲା ମାଓବାଦୀ ସଂଗଠନ: ପୋଷ୍ଟର ଜାରି କରି ଲେଖିଲା ଏମିତି…

ବାଲିଗୁଡ଼ା,୧୬ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଦାରିଙ୍ଗବାଡ଼ି ଛକ ନିକଟ ଧୁଙ୍ଗିଆଦିଆ ଘାଟିରେ ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। କେକେବିଏନ୍‌ ମାଓବାଦୀ ସଂଗଠନ ପକ୍ଷରୁ ଏହି ପୋଷ୍ଟର ଜାରି କରାଯାଇଥିବା ବେଳେ ଏଥିରେ ଅଗଷ୍ଟ ୧୮ରୁ ୨୪…

ଚାଇନା କରୁଛି ଆକ୍ରମଣ ଷଡ଼ଯନ୍ତ୍ର

ଓ୍ବାଶିଂଟନ, ୧୬।୮: ଚାଇନା ଏବଂ ଆମେରିକା ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚିଛି। ଚାଇନା ତାଇଓ୍ବାନ ଉପରେ ଆକ୍ରମଣ କରିବାକୁ ଷଡ଼ଯନ୍ତ୍ର ରଚିଥିବା ଆମେରିକା ସୈନ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ଚାଇନାକୁ ବୁଦ୍ଧି ଶିଖାଇବା ପାଇଁ ଆମେରିକା ଯୁଦ୍ଧପୋତ ଏବଂ ଏୟାରକ୍ରାଫ୍ଟ…

୭ ନଂର ଯାଦୁଗର ଧୋନୀ: ଏହି ୭ ରେକର୍ଡ ତାଙ୍କୁ କରିଛି ସବୁଠାରୁ ଶ୍ରେଷ୍ଠ

ନୂଆଦିଲ୍ଲୀ,୧୬।୮: ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି ଭାରତୀୟ କ୍ରିକେଟ ଟିମ୍‌ର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ ଏକାଧିକ ରେକର୍ଡ ନିଜ ନାମରେ କରିଛନ୍ତି। କୁହାଯାଏ ଧୋନୀଙ୍କ ଶୁଭ ନମ୍ବର ୭। ଏଣୁ ତାଙ୍କ ଜର୍ସିରେ ମଧ୍ୟ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri