ବୈତରଣୀ ଜଳସ୍ତର ବୃଦ୍ଧି
ଭଣ୍ଡାରିପୋଖରୀ,୧୫ା୮: ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିବା ଫଳରେ ବୈତରଣୀର ଜଳସ୍ତର ଆଖୁଆପଦା ଆନିକଟଠାରେ ଶନିବାର ସକାଳ ୯ଟାରୁ ବୃଦ୍ଧି ପାଇବା ଆରମ୍ଭ କରିଛି। ଆନିକଟଠାରେ ବୈତରଣୀ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ବନ୍ୟାଜଳ ଅପରାହ୍ନ ୨ଟାରେ ୧୭.୧୬…
କୃଷି ମନ୍ତ୍ରୀଙ୍କ ପାଟଣା ଗସ୍ତ: ବୁଲି ଦେଖିଲେ ଲେମନ୍ ଗ୍ରାସ ଚାଷ
ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଯମୁନା ପଶି ପଞ୍ଚାୟତ କୋଡ଼ଖମଣ ଗ୍ରାମର ଲେମନ ଗ୍ରାସ ଚାଷ, ବାଁଉଶୁଳି ପଞ୍ଚାୟତ ଗୁଡିପୋଖରୀ ଗ୍ରାମର ଧାଡି ରୁଆ ଧାନ ଚାଷକୁ ଶନିବାର ମନ୍ତ୍ରୀ ଅରୁଣ କୁମାର ସାହୁ ପରିଦର୍ଶନ କରିବା ସହ ଚାଷୀମାନଙ୍କ…
ସୋନୁ ସୁଦଙ୍କୁ ସାହାଯ୍ୟ ମାଗିଲେ ଏହି ଲୋକପ୍ରିୟ ଅଭିନେତା
କରୋନା ମହାମାରୀ ସମୟରେ ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟକରି ଚର୍ଚ୍ଚାକୁ ଆସିଛନ୍ତି ବଲିଉଡ୍ ଅଭିନେତା ସୋନୁ ସୁଦ। ଫିଲ୍ମରେ ସେ ଯେତିକି ପରିଚିତ ଥିଲେ ଏବେ ତାଠାରୁ ଅଧିକ ପରିଚିତ ହୋଇଛନ୍ତିି ତାଙ୍କର ବଦାନ୍ୟତା ପାଇଁ। ପ୍ରବାସୀ ଶ୍ରମିକଙ୍କୁ ନିଜ ଘରେ ପହଞ୍ଚାଇବାଠାରୁ…
ଆମେରିକା ପ୍ରସ୍ତୁତ କରୁଛି ନୂଆ କରୋନା ଭାଇରସ!
ଓ୍ବାଶିଂଟନ, ୧୫।୮: ସମଗ୍ର ବିଶ୍ୱରେ କରୋନା ମହାମାରୀ ସଙ୍କଟ ଥମିବାର ନାଁ ଧରୁନି। ଏଥିରୁ ମୁକ୍ତି ପାଇବା ପାଇଁ ସବୁ ଦେଶ ଟିକା ତିଆରି କରିବାରେ ଲାଗିପଡ଼ିଛନ୍ତି। ଆମେରିକା ମଧ୍ୟ ଅନେକ ଟିକା ଉପରେ ପରୀକ୍ଷା ଚଳାଇଛି। ଆମେରିକା ଏବେ ଏକ…
ନୟାଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସୁଦାମ ମାରାଣ୍ଡି
ନୟାଗଡ଼ ଅଫିସ,୧୫ା୮: ନୟାଗଡସ୍ଥିତ ପୋଲିସ ଟ୍ରେନିଂ ସ୍କୁଲ(ପିଟିଏସ୍)ଠାରେ ୭୪ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଶନିବାର ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରଛନ୍ତି।…
ସମସ୍ତଙ୍କୁ ମିଳିବ ସ୍ମାର୍ଟ ହେଲଥ୍ କାର୍ଡ
ନୂଆଦିଲ୍ଲୀ,୧୫।୮: ଦେଶର ସମସ୍ତ ଲୋକଙ୍କୁ ଏବେ ମିଳିବ ଡିଜିଟାଲ ସ୍ମାର୍ଟ ହେଲଥ୍ କାର୍ଡ। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ରୋଗର ବିବରଣୀ, ଔଷଧ ବିଷୟରେ ଆବଶ୍ୟକ ତଥ୍ୟ, ହସ୍ପିଟାଲ ଏବଂ ଔଷଧ ଦୋକାନର ତଥ୍ୟ ଆଦି ରହିବ। ଏହି ସ୍ମାର୍ଟ କାର୍ଡ ଦ୍ୱାରା…
ବନ୍ୟା ପାଣି ଭିତରେ ଠିଆ ହୋଇ ପତାକା ଉତ୍ତୋଳନ କଲେ ପୋଲିସ କର୍ମୀ
ବହରାଇଚ୍,୧୫।୮: ସମଗ୍ର ଦେଶରେ ୭୪ତମ ସ୍ବାଧିତନା ଦିବସ ପାଳିତ ହୋଇଛି। କରୋନା ପ୍ରକୋପ ଯୋଗୁଁ ଲୋକମାନେ ସାମାଜିକ ଦୂରତ୍ୱ ରକ୍ଷା କରି ଏହି ଉତ୍ସବ ପାଳନ କରିଛନ୍ତି। ଏହି ସମୟରେ କିଛି ଏଭଳି ଏକ ଦୃଶ୍ୟ ଆସିଛି, ଯାହାକୁ ଦେଖିଲେ ଲାଗିବ…
ସୁସ୍ଥ ହୋଇଥିବା କରୋନା ସଂକ୍ରମିତ ୩ ମାସ ପରେ ପୁଣି ହୋଇପାରନ୍ତି ସଂକ୍ରମିତ!
ନ୍ୟୁୟର୍କ,୧୫।୮: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାରୁ ପ୍ରଥମେ ଆରମ୍ଭ ହୋଇଥିବା ଏହି ସଂକ୍ରମଣ ଏବେ ବିଶ୍ୱର କୋଟି କୋଟି ଲୋକଙ୍କୁ ତା କବଳକୁ ନେଇ ସାରିଲାଣି। ଏହି ସଂକ୍ରମଣକୁ ନେଇ ପ୍ରତିଦିନ କିଛି ନା…
ଲାଲକିଲାରେ କୁନି ପିଲାଙ୍କୁ ମନେପକାଇଲେ ମୋଦି
ନୂଆଦିଲ୍ଲୀ,୧୫।୮: କରୋନା କାଳରେ ଦେଶରେ ୭୪ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସକାଳ ସାଢ଼େ ୭ଟାରେ ଲାଲକିଲାରେ ପହଞ୍ଚି ପତାକା ଉତ୍ତୋଳନ କରିଥିଲେ। ଏହାପରେ ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ସମ୍ବୋଧନ ଆରମ୍ଭରୁ ତାଙ୍କୁ କୁନି…
ସ୍ବାଧୀନତା ଦିବସରେ ବୁଡ଼ିଲା ବ୍ଲକକୁ ସଂଯୋଗ କରୁଥିବା ପୋଲ: ଏନ୍ଏସି କାର୍ଯ୍ୟାଳୟରେ ପଶିଲା ବର୍ଷାଜଳ
ଧାମନଗର,୧୫।୮(ଡି.ଏନ୍.ଏ.): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକ କାର୍ଯ୍ୟାଳୟକୁ ସଂଯୋଗ କରୁଥିବା ଯଅ ନଦୀ ପୋଲ ଉପରେ ବର୍ଷା ଜଳ ମାଡିଯାଇଛି। ଫଳରେ ପୋଲଟି ସମ୍ପୂର୍ଣ୍ଣ ବୁଡ଼ି ଯାଇଥିବା ବେଳେ…
ପାକିସ୍ତାନ ଓ୍ବେବ୍ସାଇଟ୍କୁ ହ୍ୟାକ୍ କଲେ ଭାରତୀୟ ହ୍ୟାକର୍ସ: ତ୍ରିରଙ୍ଗା ଉଡାଇ ଲେଖିଲେ ଏପରି କିଛି
ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ଭାରତୀୟ ହ୍ୟାକରମାନେ ପୁଣିଥରେ ପାକିସ୍ତାନୀ ୱେବ୍ସାଇଟକୁ ଟାର୍ଗେଟ କରିଛନ୍ତି। ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଭାରତୀୟ ହ୍ୟାକର୍ସମାନେ ପାକିସ୍ତାନର ଫାତିମା ଜିନ୍ନା ମହିଳା ବିଶ୍ୱବିଦ୍ୟାଳୟର ୱେବସାଇଟ ହ୍ୟାକ କରିଥିଲେ। ‘ଇଣ୍ଡିଆନ ସାଇବର ଟ୍ରୁପ’ ନାମ…
କଟକଣା ମଧ୍ୟରେ କେନ୍ଦୁଝରରେ ସ୍ବାଧୀନତା ଦିବସ: କୃଷି ମନ୍ତ୍ରୀ କଲେ ପତାକା ଉତ୍ତୋଳନ
କେନ୍ଦୁଝର,୧୫।୮(ସ୍ବ.ପ୍ର.): କରୋନା କଟକଣା ମଧ୍ୟରେ କେନ୍ଦୁଝରରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ଶନିବାର ସ୍ଥାନୀୟ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏ ଥିରେ ମୁଖ୍ୟ ଅତିଥି ଭାବରେ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଉଦ୍ବୋଧନ ଦେଇଛନ୍ତି।…
Archives


