Home Left

ରୁଷିଆର କରୋନା ଭ୍ୟାକ୍ସିନକୁ ମାଙ୍କଡ଼ ଦେହରେ ବି ପରୀକ୍ଷା କରିବ ନାହିଁ ଆମେରିକା!

ଓ୍ବାଶିଂଟନ,୧୫।୮: କରୋନା ମହାମାରୀ ସାରା ବିଶ୍ୱକୁ ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଏବେ ଏହାର ଭ୍ୟାକ୍ସିନ ଖୋଜିବାରେ ଲାଗିପଡିଛନ୍ତି ସମସ୍ତ ବିକାଶଶୀଳ ଦେଶ। ଏହାରି ମଧ୍ୟରେ ରୁଷିଆ ଚଳିତ ମାସରେ ପ୍ରଥମ କରୋନା ଟିକା ପ୍ରସ୍ତୁତ କରିଥିବା ଦାବି କରିଛି। ହେଲେ…

ଭଦ୍ରକ ଜିଲା ବଳିଦାନର ମାଟି: ଜିଲାପାଳ

ଭଦ୍ରକ ଅଫିସ,୧୫।୮(ଡି.ଏନ୍‌.ଏ.): ଭଦ୍ରକ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ କଲେଜ ପଡ଼ିଆରେ ଶନିବାର ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଛନ୍ତି। ସେ ତାଙ୍କ…

୭୫ ବର୍ଷ ବୟସ୍କ ବୃଦ୍ଧ କଲେ ଏପରି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲୁଧିଆନା,୧୫।୮: ପଞ୍ଜାବରେ ନିଶାର ମାୟା ଜାଲରେ ଯୁବଗୋଷ୍ଠୀ ପଡ଼ିଛନ୍ତି। ଦିନକୁ ଦିନ ଏଠାରେ ଡ୍ରଗ୍ସ୍‌ ଚୋରା କାରବାର ବଢ଼ିବା ସହିତ ନାନା ପ୍ରକାର ଅପରାଧ ବୃଦ୍ଧି ପାଉଛି। ଏନେଇ ସଚେତନତା ସୃଷ୍ଟି କରିବା ଲାଗି ୭୫ ବର୍ଷ ବୟସ୍କ ବୃଦ୍ଧ ନିହାଙ୍ଗ୍‌…

ଅଙ୍କିତା ଶେୟାର କଲେ ନିଜ ଆକାଉଣ୍ଟ ଡିଟେଲ୍ସ: ସୁଶାନ୍ତଙ୍କ ଭଉଣୀ ରଖିଲେ ଏଭଳି ପ୍ରତିକ୍ରିୟା

ମୁମ୍ବାଇ: ବଲିଉଡ୍‌ ଭର୍ସାଟାଇଲ ଅଭନେତା ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାରେ ପ୍ରତିଦିନ ନୂଆ ନୂଆ ଚାଞ୍ଚଲ୍ୟକର ଖୁଲାସା ହେଉଛି। ନିକଟରେ ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଏକ୍ସ-ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ ଯେଉଁ ଘରେ ରହୁଛନ୍ତି ତା’ର ଇଏମ୍‌ଆଇ ସୁଶାନ୍ତ ଭରୁଥିଲେ ବୋଲି ଏକ…

ରାଜ୍ୟରେ ଆହୁରି ୨ ଦିନ ବର୍ଷିବ: ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକାଅଂଶ ସ୍ଥାନରେ ବର୍ଷା ଲାଗିରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ୯ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ଦେବଗଡ଼,…

ଆଜି ଆଉ ୯ ମୁଣ୍ଡ ନେଲା କରୋନା: ଏହି ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି କରୋନା। ରାଜ୍ୟରେ ଶନିବାର କରୋନା ସଂକ୍ରମଣରେ ୯ଜଣଙ୍କ ମୃତ୍ୟୁ ଘଟିଛି। ସେଥିରୁ ଜଣେ କଟକ ଜିଲାର(୬୭ ବର୍ଷୀୟା ବୃଦ୍ଧା, ୫୦ ବର୍ଷୀୟ ବ୍ୟକ୍ତି), ଗଞ୍ଜାମର ୫୩ବର୍ଷୀୟ ବ୍ୟକ୍ତି, କେନ୍ଦୁଝରର ୫୮ ବର୍ଷୀୟ…

୩ ଫୁଟ୍‌ ୮ ଇଞ୍ଚର ଠେକୁଆ

ଡାରିଅସ୍‌ ଏକ ଠେକୁଆ। ହେଲେ ସାଧାରଣ ଠେକୁଆଠୁ ଏହା ଭିନ୍ନ। କାରଣ ଏହା ବେଶ୍‌ ବିରାଟକାୟ। ଆଉ ଗିନିଜ ଓ୍ବାର୍ଲଡ ରେକର୍ଡସ୍‌ରେ ଏହା ସବୁଠାରୁ ବଡ ଠେକୁଆ ଭାବେ ସ୍ଥାନ ପାଇଛି। ଏହାର ଉଚ୍ଚତା ୫ ଫୁଟ୍‌ ୮ ଇଞ୍ଚ ହୋଇଥିବା…

ଜେଲ୍‌ ନା ହୋଟେଲ

ଜେଲ୍‌ ବା ବନ୍ଦୀଶାଳା କଥା କହିଲେ ଛାତିରେ ଛନକା ପଶିଯାଏ। କେଉଁ ଏକ ଅଜଣା ଭୟରେ ମନ ଆତଙ୍କିତ ହୋଇଉଠେ। ଜେଲରେ କଠୋର ଦଣ୍ଡ ମିଳେ। ଅନ୍ଧାର ଭିତରେ ରହିବାକୁ ହୁଏ। ଖାଇବା ପାଇଁ ଭଲଖାଦ୍ୟ ମିଳେନି। କାହା ସହିତ ମିଳାମିଶା…

ଚୌଦ୍ୱାର ସହରର ବିଭିନ୍ନ ସ୍ଥାନରେ ନିରାଡମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ

ଚୌଦ୍ୱାର,୧୫।(ଡି.ଏନ୍‌.ଏ): କଟକ ଜିଲା ଚୌଦ୍ୱାର ସହରର ବିଭିନ୍ନ ସ୍ଥାନରେ କରୋନା କଟକଣାକୁ ଦୃଷ୍ଟିରେ ରଖି ନିରାଡମ୍ବର ଭାବେ ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଚୌଦ୍ୱାର ପୌରକାର୍ଯାଳୟ ପରିସରରେ ନିର୍ବାହୀ ଅଧିକାରୀ ପବିତ୍ର ବେହେରା ପତାକା ଉତ୍ତୋଳନ କରିଥିଲେ । ସେହିପରି…

ଚନ୍ଦ୍ରରେ ଘର ତିଆରି କରିବାକୁ ସ୍ବତନ୍ତ୍ର ଇଟା ପ୍ରସ୍ତୁତ କଲେ ଭାରତୀୟ ବୈଜ୍ଞାନିକ !

ବେଙ୍ଗାଲୁରୁ,୧୫।୮: ଚନ୍ଦ୍ରରେ ଘର ତିଆରି କରିବାକୁ ଭାରତୀୟ ବୈଜ୍ଞାନିକମାନେ ଏକ ସ୍ବତନ୍ତ୍ର ଇଟା ପ୍ରସ୍ତୁତ କରିଥିବା କୁହାଯାଉଛି। ବିଶେଷ ଧରଣର କିଛି ପଦାର୍ଥକୁ ନେଇ ଏହା ତିଆରି କରାଯାଇଛି। ଚନ୍ଦ୍ରରୁ ସଂଗ୍ରହ କରାଯାଇଥିବା ମାଟି, ବ୍ୟାକ୍ଟେରିଆ ଓ ଗୁଆର ବିନ୍ସରେ ଏହା…

ଶେଷରେ ମାନିଲେ କିଆରା

କଥାରେ ଅଛି-ଏ ମନ ଖୋଜୁଥାଏ ଯାହା କାଳେ ପ୍ରାପତ ହୁଏ ତାହା। ଦେଖୁନାହାନ୍ତି, ନିଜର ଆଶା ପୂରଣ ହେବା ପରେ କିଆରା କେମିତି ଖୁସିରେ ଉଛୁଳୁଛନ୍ତି। କଥା କ’ଣ କି ସେ ନିକଟରେ ଏକ ନୂଆ ସିନେମା ସାଇନ୍‌ କରିଛନ୍ତି। ପୁଣି…

ପୁରୁଷୋତ୍ତମପୁରରେ ସ୍ବାଧୀନତା ଦିବସ: ଜାଣନ୍ତୁ କେଉଁଠି କିଏ କଲେ ପତାକା ଉତ୍ତୋଳନ

ପୁରୁଷୋତ୍ତମପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ୭୪ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ ଏବଂ ଓକିଲ ସଂଘ କାର୍ଯ୍ୟାଳୟରେ ବିଚାରପତି ଦିଲ୍ଲୀପ କୁମାର ବାରିକ ପତାକା ଉତ୍ତୋଳନ କରିଛନ୍ତି। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri