Home Left

ଜଳିଗଲା ଯୁଦ୍ଧ ବିମାନ ଆକାଶ ଧୂଆଁମୟ

ଓ୍ବାଶିଂଟନ,୩୧।୭: କାଲିଫର୍ନିଆର ନେଭାଲ ଏୟାର ଷ୍ଟେଶନ ଲେମୁର୍‌ ନିକଟରେ ବୁଧବାର ଏକ ଆମେରିକୀୟ ଯୁଦ୍ଧ ବିମାନ F-35 ଦୁର୍ଘଟଣାଗ୍ରସ୍ତ ହୋଇଛି। ଜେଟ ଦୁର୍ଘଟଣାଗ୍ରସ୍ତ ହେବା ପରେ ତୁରନ୍ତ ଏଥିରେ ନିଆଁ ଲାଗିଗଲା ଏବଂ ଆକାଶରେ ଧୂଆଁ ଉଠିବାକୁ ଲାଗିଲା। ଏହି ଘଟଣାର…

ଦାରିଙ୍ଗବାଡି ଅଗ୍ନିଶମ ବିଭାଗର ନିଆରା ପ୍ରୟାସ ନିଜେ ଫିଟ ସହ ପରିବେଶ ରଖିଲେ ସୁନ୍ଦର-ସ୍ବଚ୍ଛ

ଦାରିଙ୍ଗବାଡ଼ି,୩୦।୭(ଅରୁଣ ସାହୁ): କେତେବେଳେ ରାସ୍ତାରେ ବିରାଟକାୟ ଗଛ ପଡି ରାସ୍ତା ଅବରୋଧ ତ କେଉଁଠି ଘରେ ନିଆଁ ଲାଗି ବିପଦ ଆସୁଛି ଆଉ କେତେବେଳେ ରାସ୍ତା ଦୁର୍ଘଟଣା, କିଏ ପାଣିରେ ବୁଡି ଯାଉଥିବା ବେଳେ ଉଦ୍ଧାର କରି ଲୋକଙ୍କ ଜୀବନକୁ ରକ୍ଷା…

ସ୍କୁଲରେ ଶିକ୍ଷକ ଅଭାବ: ୫ରୁ ତାଲା ବନ୍ଦ ଆନ୍ଦୋଳନ ଚେତାବନୀ

ଅତାବିରା, ୩୧ା୭(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲା ଅତାବିରା ବ୍ଲକ ଲରାସରା ପଞ୍ଚାୟତ ଖଇରପାଲିସ୍ଥିତ ସରକାରୀ ୟୁଜିଏମ୍‌ଇ ସ୍କୁଲରେ ଶିକ୍ଷକ ଅଭାବରୁ ପାଠପଢ଼ାରେ ବ୍ୟାଘାତ ହେଉଥିବା ଅଭିଭାବକ ଅଭିଯୋଗ କରିଛନ୍ତି l ଏହାକୁ ନେଇ ବୁଧବାର ସ୍କୁଲ କମିଟି ଓ ଶିକ୍ଷକଙ୍କ ବୈଠକ ଅନୁଷ୍ଠିତ…

ଉଚ୍ଛେଦ ସମୟରେ ପୋଲିସ-ଜନତା ମୁହାଁମୁହିଁ

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରସ୍ଥିତ ଲମ୍ବା ବିଲଡିଂ ଛକରୁ ଭଟଲି ରୋଡ୍‌ ଛକ ରାସ୍ତାପାର୍ଶ୍ୱରେ ବୁଧବାର ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ବିନା ଲିଖିତ ନୋଟିସ୍‌ରେ ପ୍ରଶାସନ ପକ୍ଷରୁ ବୋଲଡୋଜର ଲଗାଇ ଉଚ୍ଛେଦ କରାଯାଇଥିବା ଲୋକେ ଅଭିଯୋଗ କରିଛନ୍ତି । ଏହାକୁ ନେଇ…

ବେଇମାନ ଟ୍ରମ୍ପ, ଭାରତକୁ ଝଟକା ଦେବା ପରେ ପାକିସ୍ତାନ ସହ ହାତ ମିଳାଇ ବଡ଼ କଥା କହିଲା ଆମେରିକା

ଓ୍ବାଶିଂଟନ,୩୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ ସହିତ ହାତ ମିଳାଇ ଭାରତକୁ ଚକିତ କରିଛନ୍ତି। ଗୁରୁବାର (୩୧ ଜୁଲାଇ) ଟ୍ରମ୍ପ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି ଯେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଶିକ୍ଷକ ବଦଳି ଉପରେ ହାଇକୋର୍ଟଙ୍କ ଅନ୍ତରୀଣ ରହିତାଦେଶ

ଭୁବନେଶ୍ୱର/କଟକ,୩୧ା୭,(ରବିନାରାୟଣ ଜେନା/କାର୍ତ୍ତିକ ସାହୁ): ରାଜ୍ୟରେ ଶିକ୍ଷକ ବଦଳି ଲାଗି ବିଧାୟକ ଓ ଏମ୍‌ପିଙ୍କ ସୁପାରିସ୍‌ ପ୍ରସଙ୍ଗ ଏବେ ଭିନ୍ନ ମୋଡ଼ ନେଇଛି। ଏ ସଂକ୍ରାନ୍ତୀୟ ଏକ ମାମଲାର ବିଚାରକରି ହାଇକୋର୍ଟଙ୍କ ପକ୍ଷରୁ ମଙ୍ଗଳବାର ଅନ୍ତରୀଣ ରହିତାଦେଶ ଜାରି କରାଯାଇଛି। ଏହାକୁ ନେଇ…

ଲାଓସ୍‌ରୁ ୪ ଓଡ଼ିଆଙ୍କୁ ଉଦ୍ଧାର ଲାଗି ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ବୈଦେଶିକ ମନ୍ତ୍ରଣାଳୟ ନିର୍ଦ୍ଦେଶକଙ୍କୁ ଶ୍ରମ ଆୟୁକ୍ତଙ୍କ ପତ୍ର

ଭୁବନେଶ୍ୱର,୩୧ା୭(ରବିନାରାୟଣ ଜେନା): ଦକ୍ଷିଣ ଏସିଆର ଲାଓସ୍‌ରେ ଫସିଥିବା କେନ୍ଦ୍ରାପଡ଼ାର ୪ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶ୍ରମ ବିଭାଗ ପକ୍ଷରୁ ବୁଧବାର ନୂଆଦିଲ୍ଲୀସ୍ଥିତ ବୈଦେଶିକ ମନ୍ତ୍ରଣାଳୟ ନିର୍ଦ୍ଦେଶକଙ୍କୁ ପତ୍ର ଲେଖି…

ଅପାରଗତା ଲୁଚାଇବାକୁ ଭାଜପା ଯୁବ, ମହିଳା ମୋର୍ଚ୍ଚାର ଅପଚେଷ୍ଟା: ବିଜେଡି

ଭୁବନେଶ୍ୱର, ୩୧ା୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ମହିଳା ଶାଖା ଦ୍ୱାରା ମଙ୍ଗଳବାର ରାଜରାସ୍ତାରେ କରାଯାଇଥିବା ପ୍ରତିବାଦ କାର୍ଯ୍ୟକ୍ରମ ଉପରେ ବୁଧବାର ବିଜେଡି କଡ଼ା ପ୍ରତିକ୍ରିୟା ଦେଇଛି। ଶଙ୍ଖ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ମୁଖପାତ୍ର ଈପ୍‌ସିତା ସାହୁ କହିଛନ୍ତି, ଭାଜପା…

ନାରୀ ନିର୍ଯାତନା ବନ୍ଦ ନ ହେବା ଯାଏ ଜାରି ରହିବ ଆନ୍ଦୋଳନ

ଭୁବନେଶ୍ୱର, ୩୧ା୭(ରବିନାରାୟଣ ଜେନା): ରାଜ୍ୟରେ ନାରୀ ନିର୍ଯାତନା ଯେପର୍ଯ୍ୟନ୍ତ ବନ୍ଦ ନ ହୋଇଛି ସେପର୍ଯ୍ୟନ୍ତ ମହିଳା କଂଗ୍ରେସ ପକ୍ଷରୁ ଆନ୍ଦୋଳନ ଜାରି ରହିବ ବୋଲି ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ମୀନାକ୍ଷୀ ବାହିନୀପତି କହିଛନ୍ତି। ବୁଧବାର ମୀନାକ୍ଷୀଙ୍କ ନେତୃତ୍ୱରେ ପ୍ରଦେଶ କଂଗ୍ରେସ…

ଜଗନ୍ନାଥଙ୍କୁ ନେଇ ରାଜ୍ୟ ସରକାର ଖେଳ ଖେଳୁଛନ୍ତି: କଂଗ୍ରେସ

ଭୁବନେଶ୍ୱର,୩୧ା୭ (ରବିନାରାୟଣ ଜେନା): ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ଆରାଧ୍ୟ ଦେବତା। ମାତ୍ର ରାଜ୍ୟ ସରକାର ଜଗନ୍ନାଥଙ୍କୁ ନେଇ ଯେଉଁ ଖେଳ ଖେଳୁଛନ୍ତି ତାହା ସମସ୍ତ ଜଗନ୍ନାଥପ୍ରେମୀଙ୍କୁ ବ୍ୟଥିତ କରୁଛି ବୋଲି ପିସିସି ମୁଖପାତ୍ର ଲଲାଟେନ୍ଦୁ ଦାସ କ୍ଷୋଭର ସହ କହିଛନ୍ତି।…

ଲାଇଭ୍‌ ଭିଡିଓରେ ମହିଳା ଏମ୍‌ବିକେଙ୍କ ଆତ୍ମହତ୍ୟା ଉଦ୍ୟମ

କୋରାପୁଟ /ନାରାୟଣପାଟଣା, ୩୧ା୭, (ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ପଥରଦେଉଳ ସାହିରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବ୍ଲକରେ କାର୍ଯ୍ୟରତ ମିଶନଶକ୍ତିର ମାଷ୍ଟର ବୁକ୍‌ କିପର (ଏମ୍‌ବିକେ) ଭବାନୀ ପ୍ରଧାନ ନ୍ୟାୟ ନ ପାଇ ବୁଧବାର…

ଯୋଦ୍ଧା ଭୂମିକାରେ ରିଷଭ

ବେଙ୍ଗାଲୁରୁ : ଅଭିନେତା ରିଷଭ ଶେଟ୍ଟୀଙ୍କର ପରବର୍ତ୍ତୀ ଫିଲ୍ମର ଘୋଷଣା ବୁଧବାର କରାଯାଇଛି। ଅଶ୍ୱିନ ଗଙ୍ଗାରାଜୁଙ୍କ ନିର୍ଦ୍ଦେଶନାରେ ନିର୍ମାଣ ହେବାକୁ ଥିବା ଏକ ଐତିହାସିକ ଆକ୍ସନ ଡ୍ରାମା ଫିଲ୍ମରେ ରିଷଭ ମୁଖ୍ୟ ଭୂମିକାରେ ନଜରକୁ ଆସିବେ। ବୁଧବାର ଫିଲ୍ମ ନିର୍ମାତାଙ୍କ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri