Home Left

ଜିଲାପାଳଙ୍କ ନିର୍ଦ୍ଦେଶକୁ ବେଖାତିର: ସ୍ବାଧୀନତା ଦିବସରେ ଉପସ୍ଥିତ ହେଲେ ୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା

ବଡ଼ବିଲ,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଶନିବାର ୭୪ ତମ ସ୍ବାଧୀନତା ଦିବସ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଦିବସ ପାଳନ ସମିତି ସଭାପତି ତଥା ବଡ଼ବିଲ ତହସିଲଦାର କ୍ଷୀରୋଦ କୁମାର ବେହେରା ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ସମିତି ସମ୍ପାଦକ ତଥା ପୌର…

ମାତ୍ର ପାଞ୍ଚ ଜଣ ବରଯାତ୍ରୀ

ବଲିଉଡ୍‌ର ଲୋକପ୍ରିୟ ଅଭିନେତାଙ୍କ ମଧ୍ୟରେ ଅମିତାଭ ବଚ୍ଚନଙ୍କ ସ୍ଥାନ କେଉଁଠି ତାହା କହିବା ବାହୁଲ୍ୟ। ଦିନ ଥିଲା, ସିନେମାଟିଏ ପାଇବାକୁ ତାଙ୍କୁ ବେଶ୍‌ ପରିଶ୍ରମ କରିବାକୁ ପଡୁଥିଲା। କିନ୍ତୁ ନିଜର ଅଭିନୟ ଦକ୍ଷତା ବଳରେ ସେ ହିନ୍ଦୀ ସିନେମା ଜଗତରେ ଯେଉଁ…

ଗଞ୍ଜାମରେ ପାଳିତ ହେଲା ଜିଲାସ୍ତରୀୟ ସ୍ବାଧୀନତା ଦିବସ; ସଂଗ୍ରାମୀଙ୍କ ତ୍ୟାଗ, ବଳିଦାନ ପାଇଁ ଆମେ ପାଇଛୁ ସ୍ବାଧିନତା: ଜିଲାପାଳ

ଛତ୍ରପୁର,୧୫।୮(ଡି.ଏନ୍‌.ଏ):ଗଞ୍ଜାମରେ ଜିଲାସ୍ତରୀୟ ୭୪ ତମ ସ୍ବାଧୀନତା ଦିବସ ସମାରୋହ ଶନିବାର ଛତ୍ରପୁରସ୍ଥିତ ପୋଲିସ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛିା ଏଥିରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରଛନ୍ତି । ଜିଲାପାଳ ତାଙ୍କ…

କମିଶନରଙ୍କ ସ୍ଥାନରେ କରୋନା ଯୋଦ୍ଧା କଲେ ପତାକା ଉତ୍ତୋଳନ

ବାରାଣସୀ,୧୫।୮: ଦେଶ ପାଳନ କରିଛି ୭୪ତମ ସ୍ବାଧିନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କଠାରୁ ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ବିଭିନ୍ନ ସ୍ଥାନରେ ଗର୍ବର ସହ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ଉତ୍ତର ପ୍ରଦେଶର ବାରାଣସୀରେ କିନ୍ତୁ ଦେଖିବାକୁ ମିଳିଛି ଭିନ୍ନ…

ଫଟୋ ପାଇଁ

ଫଟୋଗ୍ରାଫି ଏକ ନିଶା। ଏଇ ନିଶା ଯେବେ ବଢି ବଢି ଚାଲେ, ଫଟୋ ଉଠାଉଥିବା ମଣିଷଜଣକ ଭୁଲିଯାଏ ସବୁକିଛି। ଏମିତିକି ନିଜେ ନିଜକୁ ବି। କେମିତି, କେଉଁ ସ୍ଥିତିରେ ସେ ପାଇବ ଏକ ପରଫେକ୍ଟ କ୍ଲିକ୍‌, ସେଥିପାଇଁ ସେ କରେ ଯେତେସବୁ…

୭୩ ବର୍ଷରେ ସୁନା ୧୦ ଗ୍ରାମ୍‌ ଦାମ୍‌ ବଢ଼ିଛି ୬୦୦ ଗୁଣା: ୧୯୪୭ରେ ଥିଲା ୮୮ ଟଙ୍କା…

ନୂଆଦିଲ୍ଲୀ,୧୫।୮: ଦେଶ ୧୯୪୭ ଅଗଷ୍ଟ ୧୫ରେ ସ୍ବାଧୀନ ହୋଇଥିଲା। ଇତିମଧ୍ୟରେ ୭୩ ବର୍ଷ ବିତି ଯାଇଛି। ଏହି ସମୟ ମଧ୍ୟରେ ଦେଶର ଜନସଂଖ୍ୟା ବଢ଼ି ୧୩୦ କୋଟିରୁ ଅଧିକରେ ପହଞ୍ଚିିଛି। ୧୯୪୭ରେ ଜନସଂଖ୍ୟା ୩୪ କୋଟି ଥିଲା। ୧୯୫୧ ଜନଗଣନା ସମୟରେ…

କରୋନା କଟକଣା ଯୋଗୁ ପାଟଣା ବ୍ଲକରେ ନିରାଡମ୍ବରେ ପାଳିତ ହେଲା ସ୍ବାଧୀନତା ଦିବସ

ପାଟଣା,୧୫।୮(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଶନିବାର ୭୪ତମ ସ୍ବାଧୀନତା ଦିବସ କରୋନା କଟକଣା ଯୋଗୁ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି। ମୁଖ୍ୟାଳୟ ଷ୍ଟାଡିୟମ୍‌ଠାରେ ମୁଖ୍ୟ ଅତିଥିଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା…

ସୋସିଆଲ ମିଡ଼ିଆରେ ସ୍ବାଧୀନତାର ରଙ୍ଗ

ସ୍ବାଧୀନତା ଦିବସର ରଙ୍ଗ ଏବେ ସୋସିଆଲ ମିଡ଼ିଆରେ ବୋଳି ହୋଇ ଯାଇଛି। ବର୍ତ୍ତମାନ ଫେସବୁକ୍‌ ଆଉ ହ୍ବାଟ୍ସଆପ୍‌ର ସମୟ। ପ୍ରତ୍ୟେକ ହାତରେ ସ୍ମାର୍ଟଫୋନ୍‌। ଆଉ ପ୍ରତ୍ୟେକଙ୍କ ନାମରେ ଫେସ୍‌ବୁକ୍‌ ତଥା ହ୍ବାଟ୍ସଆପ୍‌ରେ ଗୋଟିଏ ଲେଖାଏଁ ଆକାଉଣ୍ଟ। ସେହି ଫେସ୍‌ବୁକ୍‌ ହ୍ବାଟ୍ସଆପ୍‌ରେ ସ୍ବାଧୀନତାକୁ…

ଘରେ ଲଗେଇବେ କେଉଁ ଫଟୋ

ଘରର କାନ୍ଥ ସଜାଇବା ପାଇଁ ସମସ୍ତେ ସୁନ୍ଦର ସୁନ୍ଦର ଫଟୋ ଲଗାନ୍ତି। ତେବେ ଜାଣନ୍ତିକି ଏହାର ପ୍ରଭାବ ପୂରା ପରିବାର ଉପରେ ପଡିଥାଏ। ବାସ୍ତୁଶାସ୍ତ୍ର ଅନୁସାରେ ଫଟୋ କେବଳ ଘରର ଶୋଭା ବଢାଏ ନାହିଁ, ବରଂ ଭାଗ୍ୟ ବି ଚମକାଇପାରେ। ଜାଣନ୍ତୁ…

ମାଟିରେ ମିଶିବାକୁ ଯାଉଛି ବ୍ରିଟିଶ ଅମଳର ଐତିହାସିକ ପାରାଗୁଡି!

ଗଞ୍ଜାମ,୧୫।୮(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ଅନେକ ଐତିହାସିକ ସ୍ଥାନ ମଧ୍ୟରୁ ପାରାଗୁଡ଼ି ଅନ୍ୟତମ l ଏହା ଜୟଶ୍ରୀ ଛକଠାରୁ ଅନୀତି ଦୂର ପୁରୁଣା ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ l ବ୍ରିଟିଶ ଅମଳରୁ ଏହା ନିର୍ମାଣ ହୋଇଥିବା ସ୍ଥାନୀୟ ଅଞ୍ଚଳର ବୟସ୍କ ବ୍ୟକ୍ତିମାନେ…

ଫଟୋ ଶେୟାର କରି ମୋଦିଙ୍କୁ ସ୍ବାଧିନତା ଦିବସର ଶୁଭେଚ୍ଛା ଜଣାଇଲେ ବନ୍ଧୁ ନେତନ୍ୟାହୁ

ଜେରୁଜେଲମ,୧୫।୮: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେନଜାମିନ ନେତନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିଜର ଜଣେ ଭଲ ବନ୍ଧୁ କହିବା ସହ ୭୪ତମ ସ୍ବାଧିନତା ଦିବସର ଶୁଭେଚ୍ଛା ଜଣାଇଛନ୍ତି। ମୋଦିଙ୍କ ସହ ସେ ସମସ୍ତ ଦେଶବାସୀଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ମୋଦିଙ୍କୁ ଶୁଭେଚ୍ଛା…

ମୁକ୍ତି ସଂଗ୍ରାମରେ…

ଭାରତୀୟ ମୁକ୍ତି ସଂଗ୍ରାମରେ କଟକ ନଗରର ଅବଦାନ ଅନେକ। ଏହିଠାରୁ ରାଜ୍ୟର କୋଣ ଅନୁକୋଣକୁ ପ୍ରତିଧ୍ୱନିତ୍ୱ ହେଉଥିଲା ସଂଗ୍ରାମର ଡାକ ଓ ରାଜ୍ୟବ୍ୟାପୀ ସୃଷ୍ଟି କରୁଥିଲା ନବଜାଗରଣ। ସ୍ବାଧୀନତା ଆନ୍ଦୋଳନର ଅନେକ ଶିଖର ପୁରୁଷଙ୍କ ପାଦ କଟକ ମାଟିରେ ପଡ଼ିଛି ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri