Home Left

ଦୁର୍ଘଟଣାପରେ ଏହି ଲୋକପ୍ରିୟ ଅଭିନେତ୍ରୀଙ୍କ ମୁହଁରୁ ବାହାରିଥିଲା ୬୮ଖଣ୍ଡ କାଚ: ଏବେ ଚିହ୍ନିବା କଷ୍ଟକର

ବଲିଉଡ୍‌ର ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ମହିମା ଚୌଧୁରୀ। ଦୀର୍ଘ ଦିନ ହେବ ସେ ଫିଲ୍ମ ଦୁନିଆ ସହ ଲୋକଲୋଚନରୁ ଦୂରରେ ରହିଥିଲେ। ବର୍ତ୍ତମାନ ତାଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।…

ବରିଷ୍ଠ ଓକିଲ ପ୍ରଶାନ୍ତଭୂଷଣ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ,୧୪।୮: ମାନ୍ୟବର ସୁପ୍ରିମକୋର୍ଟଙ୍କ ଉପରେ ଦୁଇଟି ଅପମାନସୂଚକ ଟୁଇଟ୍‌ କରି ଫସିଯାଇଛନ୍ତି ବରିଷ୍ଠ ଓକିଲ ପ୍ରଶାନ୍ତଭୂଷଣ। ଏହି ମାମଲାରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି ଅଗଷ୍ଟ ୨୦ରେ କରାଯିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟର ପ୍ରଧାନ…

କୋମାରୁ ଏବେ ଉଠିଲ କହି ବରୁଣ ଧାଓ୍ବନଙ୍କୁ ଚିଡେଇଲେ ପ୍ରଶଂସକ, ଜାଣନ୍ତୁ କାହିଁକି

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଅନେକ ସେଲିବ୍ରିଟି ସିବିଆଇ ଯାଞ୍ଚ୍‌ ଦାବି କରିଛନ୍ତି। ଅଭିନେତା ବରୁଣ ଧାଓ୍ବନ ମଧ୍ୟ ଏହାକୁ ସମର୍ଥନ କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ସୁଶାନ୍ତ ଆତ୍ମହତ୍ୟା ସିବିଆଇ ଯାଞ୍ଚ୍‌ ପାଇଁ କହିଛନ୍ତି।…

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମାର ଶାନ୍ତି ପାଇଁ ଏପରି କଲେ ଭଉଣୀ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୨ ମାସ ବିତିଯାଇଛି। ହେଲେ ଆଜି ପର୍ଯ୍ୟନ୍ତ ତାଙ୍କ ମୃତ୍ୟୁ ରହସ୍ୟରୁ ପରଦା ଉଠୁ ନାହିଁ। ସୁଶାନ୍ତଙ୍କ ପ୍ରଶଂସକ ତଥା ପରିବାର ସମସ୍ତେ ସତ ଜାଣିବାକୁ ଚାହିଁ ବସିଛନ୍ତି। ପରିବାର ପକ୍ଷରୁ ପାଟଣାରେ…

ନିଜଠାରୁ ୧୪ ବର୍ଷ ବଡ଼ ବ୍ୟକ୍ତିଙ୍କୁ ବିବାହ କରିଥିଲେ ଏହି ପ୍ରସିଦ୍ଧ ଗାୟିକା, ବର୍ଷେ ପରେ ଘଟିଥିଲା ଏମିତି…

ମୁମ୍ବାଇ: ଆଜି ବଲିଉଡ୍‌ର ସଫଳ ଗାୟିକା ସୁନିଧି ଚୌହାନଙ୍କ ଜନ୍ମଦିନ। ୧୯୮୩ ମସିହାରେ ସୁନିଧି ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଛୋଟବେଳୁ ଫିଲ୍ମରେ ଗୀତ ଗାଇ ସେ ତାଙ୍କର କ୍ୟାରିୟର ଆରମ୍ଭ କରିଥିଲେ। ଆଜିର ଏହି ଖାସ୍‌ ଦିନରେ ଜାଣନ୍ତୁ ସୁନିଧିଙ୍କ ବିଷୟରେ…

ଗର୍ଲଫ୍ରେଣ୍ଡଙ୍କ ସହ ହୋଟେଲ ଯାଇଥିଲେ ଯୁବକ, ପରେ ଘଟିଲା ଏମିତି

ଭୋପାଳ,୧୪।୮: ମଧ୍ୟପ୍ରଦେଶର ଉଜୈନରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଘରୋଇ ହୋଟେଲ ରୁମ୍‌ରେ ଜଣେ ଯୁବତୀଙ୍କୁ ତୀକ୍ଷ୍ଣ ଅସ୍ତ୍ରରେ ହତ୍ୟା କରାଯାଇଛି। ଏହି ଘଟଣା କରିବା ପରେ ଅଭିଯୁକ୍ତ ଜଣକ ପଳାଇ ଯାଇଥିଲେ। ହୋଟେଲର ମ୍ୟାନେଜର ଏ ସମ୍ପର୍କରେ ପୋଲିସକୁ…

ଭେଣ୍ଟିଲେଟରକୁ ଯିବା ପୂର୍ବରୁ ପୁଅଙ୍କୁ ଗାଁରୁ ଏହି ଜିନିଷ ଆଣିବାକୁ କହିଥିଲେ ପୂର୍ବତନ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ହସ୍ପିଟଲ ଯିବା ପୂର୍ବରୁ ପୁଅ ଅଭିଜିତ୍‌ ମୁଖାର୍ଜିଙ୍କୁ କଲ୍‌ କରି ଏକ ଅନୁରୋଧ କରିଥିଲେ। ସେ ପୁଅକୁ କହିଥିଲେ, ଗାଁ କଥା ବହୁତ ମନେ ପଡୁଛି। ମୋ ପାଇଁ ଗାଁରୁ…

ସ୍ବାମୀଙ୍କଠାରୁ ଅଲଗା ହେଲେ ବଲିଉଡ୍‌ର ଏହି ଲୋକପ୍ରିୟ ଅଭିନେତ୍ରୀ

ବଲିଉଡ୍‌ର ସଫଳ ଯୋଡିଙ୍କ ମଧ୍ୟରୁ ଅନ୍ୟତମ ଥିଲେ ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା ଏବଂ ରଣଭୀର ସୁରୀ। ବିବାହର ୧୦ ବର୍ଷ ପରେ ଏହି ଯୋଡି ପରସ୍ପରଠାରୁ ଅଲଗା ହୋଇଛନ୍ତି। ତେବେ ୨୦୧୫ରୁ ସେମାନେ ପରସ୍ପରଠାରୁ ଅଲଗା ରହୁଥିଲେ। ଫିଲ୍ମ ‘ତିତ୍‌ଲି’ର…

ଗେହଲଟଙ୍କ ପାଖରେ ବସିବେ ନାହିଁ ପାଇଲଟ, ଜାଣନ୍ତୁ କାହିଁକି

ଜୟପୁର,୧୪।୮: ରାଜସ୍ଥାନ କଂଗ୍ରେସରେ ଯଦିଓ ସବୁ ସ୍ବାଭାବିକ ହୋଇଛି କିନ୍ତୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ଙ୍କୁ ଆଗକୁ ମଧ୍ୟ ତିକ୍ତ ବାସ୍ତବତାକୁ ସାମ୍ନା କରିବାକୁ ପଡିବ। ଉପମୁଖ୍ୟମନ୍ତ୍ରୀ ପଦରୁ ପଟାଯିବା ପରେ ସଚିନ ବିଧାନସଭାରେ ଅଶୋକ ଗେହଲଟଙ୍କ ପାଖ ସିଟ୍‌ରେ ନ…

ସହରବାସୀଙ୍କୁ ଡେଙ୍ଗୁ, ମ୍ୟାଲେରିଆ ଭୟ

କେନ୍ଦ୍ରାପଡ଼ା ଅଫିସ, ୧୪।୮ – ୨୦୧୪ ଫେବୃୟାରୀ ୨୩ରୁ ରାଜ୍ୟରେ ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ଆରମ୍ଭ ହେଲାଣି। ତେବେ କେନ୍ଦ୍ରାପଡ଼ା ସହରରେ ଏହି ମିଶନ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ ହୋଇପାରି ନାହିଁ। ୨୪ଟି ମହିଳା ଆରୋଗ୍ୟ ସମିତି ଗଠନ ହେବାକୁ…

ଲିଜାର୍ଡ ଡେ: ଏବେ ସଙ୍କଟରେ

ଲିଜାର୍ଡ ଡେ, ପ୍ରତିବର୍ଷ ଅଗଷ୍ଟ ୧୪ରେ ପାଳନ ହୋଇଥାଏ। ଗୋଧିଠାରୁ ଆରମ୍ଭ କରି ଏଣ୍ଡୁଅ, ଝିଟିପିଟି ଆଦି ଏହି ଶ୍ରେଣୀର ଅନ୍ତର୍ଭୁକ୍ତ। ତେବେ ବିଭିନ୍ନ କାରଣରୁ ଏହି ପ୍ରଜାତିର ପ୍ରାଣୀ ଏବେ ସଙ୍କଟରେ… ପରିବର୍ତ୍ତିତ ସମୟ ସହ ତାଳ ମିଳାଇ ଚାଲିବା…

ଚିନ୍ତା ବଢାଉଛି କରୋନା: ଗୋଟିଏ ଦିନରେ ୬୪,୫୫୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୧୦୦୭ ମୃତ

ନୂଆଦିଲ୍ଲୀ,୧୪।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୪ ହଜାର ୫୫୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri