Home Left

ଫସିଛନ୍ତି ହଜାରେ ଡ୍ରାଇଭର

ଟୋକିଓ,୧୯ା୧୨: ବରଫ ଝଡ଼ ଯୋଗୁ ଜାପାନର ବିଭିନ୍ନ ସ୍ଥାନରେ ବହୁ ଲୋକ ଫସିରହିଛନ୍ତି। ୧୦,୦୦୦ରୁ ଊର୍ଦ୍ଧ୍ୱ ଘରର ବିଦ୍ୟୁତ୍‌ ସଂଯୋଗ କଟିଯାଇଛି। ରାଜଧାନୀ ଟୋକିଓ ସହ ନିଗାଟାକୁ ସଂଯୋଗ କରୁଥିବା କାନେଟ୍‌ସୁ ଏକ୍ସପ୍ରେସ୍‌ଓ୍ବେ ବରଫ ଦ୍ୱାରା ଆଚ୍ଛାଦିତ ହୋଇଛି। ସେଠାରେ ବୁଧବାର…

ଗୀତା ମେହେଟ୍ଟାଙ୍କ ପରାମର୍ଶରେ ଚାଲିଛି କରୋନା ମୁକାବିଲା: ବିକ୍ରମ ଆରୁଖ

ଭଞ୍ଜନଗର,୧୯।୧୨(ଡି.ଏନ.ଏ.): କରୋନାର ସଫଳ ମୁକାବିଲା କରିବାରେ ରାଜ୍ୟ ସରକାର ସଫଳ ହୋଇଛନ୍ତି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମୁଛି। ଆଗାମୀ ଦିନରେ ଓଡ଼ିଶା କରୋନା ମୁକ୍ତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାର ଭୟାବହତା ସମ୍ପର୍କରେ ଆମେରିକାରେ ରହୁଥିବା ତାଙ୍କ…

ଶତ୍ରୁତାରୁ ଟାର୍ଗେଟ୍‌ ଶିଶୁ

ଅନୁଗୋଳ/ ଢେଙ୍କାନାଳ ଅଫିସ,୧୯ା୧୨ ରାଜ୍ୟରେ ବଢ଼ୁଛି ଶିଶୁ ନିଖୋଜ ଓ ହତ୍ୟା ଘଟଣା। ଏନ୍‌ସିଆର୍‌ବି ତଥ୍ୟ ଅନୁଯାୟୀ ଓଡ଼ିଶାରୁ ଦୈନିକ ୧୨ ଜଣ ଶିଶୁ ନିଖୋଜ ହେଉଛନ୍ତି। ତେବେ କିଛିଦିନ ହେଲା ଏପରି ମାମଲାରେ ତୀବ୍ରତା ପରିଲକ୍ଷିତ ହେଉଛି। ବିଶେଷକରି କଳି,…

ବଡସିମଲଇ ଗ୍ରାମର ସୋଲାର ଜଳ ପ୍ରକଳ୍ପ ଅଚଳ

ରିଆମାଳ, ୧୯।୧୨(ଡି.ଏନ.ଏ.) -ଦେବଗଡ ଜିଲା ରିଆମାଳ ବ୍ଲକ ବଡସିମଲଇ ଗ୍ରାମରେ ଜଳାଭାବ ଯୋଗୁ ଏକ ସୋଲାର ଜଳ ପ୍ରକଳ୍ପ ହୋଇଛି। କିନ୍ତୁ ଦୀର୍ଘ ୩ ମାସରୁ ଅଧିକ ହେଲାଣି ଏହି ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି। ଗ୍ରାମବାସୀ ଜଳ ପାଇଁ ହନ୍ତସନ୍ତ…

ଧନିଆ ପତ୍ରରେ ରହିଛି ଏପରି ଗୁଣ

ଧନିଆ ପତ୍ର କେବଳ ତରକାରିର ସ୍ବାଦ ବଢ଼ାଇଥାଏ ତାହା ନୁହେଁ, ଏଥିରେ ପୋଷକତତ୍ତ୍ୱ, ପୋଟାସିୟମ, କ୍ୟାଲ୍‌ସିୟମ, ଭିଟାମିନ୍‌ ଓ ମାଙ୍ଗାନିଜ ଭରପୂର ମାତ୍ରାରେ ରହିଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ମଣିଷକୁ ରୋଗମୁକ୍ତ କରାଇଥାଏ। ଜାଣନ୍ତୁ ଏହାର ଉପକାରୀ…

ମାର୍ଭେଲକୁ ବଞ୍ଚାଇଥିଲା ଆଇରନ ମ୍ୟାନ୍‌

ଆଇରନ ମ୍ୟାନ୍‌ ହେଉ କି, ସ୍ପାଇଡରମ୍ୟାନ୍‌, ହଲ୍‌କ, କ୍ୟାପଟେନ୍‌ ଆମେରିକା ଭଳି ସୁପର ହ୍ୟୁମାନ ଭଳି କାଳ୍ପନିକ କାହାଣୀ ଓ ଚରିତ୍ର ଉପରେ ଫିଲ୍ମ ନିର୍ମାଣ କରୁଥିବା ମାର୍ଭେଲ ବିଷୟରେ କିଏ ବା ନ ଜାଣେ। ମୁଖ୍ୟତଃ ଯୁବ ପିଢ଼ିଙ୍କ ମଧ୍ୟରେ…

ସକାଳେ ଏସବୁ କରିବା ମନା…

ଶୀତଦିନେ କେତେକ କାମ ନ କରିବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏସବୁ କଲେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଶୀତଦିନେ ସକାଳୁ ଗରମ ପାଣିରେ ଗାଧୋଇବା ସ୍ବାସ୍ଥ୍ୟ ପାଇଁ ହାନୀକାରକ। ଏହା ଦ୍ୱାରା ତ୍ୱଚା ଶୁଷ୍କ ହୋଇଯାଏ ଏବଂ ଫାଟି…

ମାହିଙ୍କୁ କେବେ ମିଳିବ ବିଶ୍ୱାସୀ ଜୀବନ ସାଥୀ: ସଲମାନଙ୍କ ସହିତ ଅନ୍ତରଙ୍ଗ ସିନ୍‌ କରିବାକୁ ଆଗ୍ରହୀ

ମୁମ୍ବାଇ,୧୯।୧୨: ବଲିଉଡ୍‌ର ବୋଲ୍ଡ ଅଭିନେତ୍ରୀ ମାହି ଗିଲ୍‌‌ ଶନିବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୫ ଡିସେମ୍ବର ୧୯ରେ ସେ ଚଣ୍ଡିଗଡ଼ଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ରିମ୍ପି କୌର ଗିଲ୍‌। ୧୮ ବର୍ଷ ବୟସରେ ତାଙ୍କର ବିବାହ ହୋଇଥିଲା।…

ହୃଦୟକୁ ବ୍ୟାଗରେ ରଖି ବଞ୍ଚିଛନ୍ତି ମହିଳା

କୁହାଯାଏ ବଞ୍ଚିଥିବା ମଣିଷର ମୁଖ୍ୟ ଅଙ୍ଗ ହେଉଛି ହାର୍ଟ ବା ହୃଦୟ । ଏହା ଯଦି କିଛି ସେକେଣ୍ଡ ପାଇଁ ବନ୍ଦ ହୋଇଯାଏ ତେବେ ମଣିଷର ମୃତ୍ୟୁ ଘଟିଥାଏ ବୋଲି କୁହାଯାଏ । ହେଲେ ବ୍ରିଟେନରେ ଏମିତି ଜଣେ ମହିଳା ଅଛନ୍ତି…

ଥାଇରଏଡ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ନିତି ଏଥିରୁ ଫାଳେ…

ବ୍ୟସ୍ତବହୁଳ ଜୀବନ ଶୈଳୀରେ କେତେକଙ୍କଠାରେ ଥାଇରଏଡ୍‌ ସମସ୍ୟା ଦେଖାଦେଇଥାଏ। ଗଳାରେ ଥିବା ଏଣ୍ଡୋକ୍ରାଇନ୍‌ ଗ୍ଲାଣ୍ଡରୁ ଥାଇରଏଡ୍‌ ହରମୋନ୍‌ କ୍ଷରଣ ହୋଇଥାଏ । ଏହା ଶରୀରର ମେଟାବୋଲିଜିମ୍‌ ପ୍ରକ୍ରିୟାକୁ ନିୟନ୍ତ୍ରିତ କରେ। ହାଇପୋଥାଇରଏଡ୍‌ ସମସ୍ୟା ଯୋଗୁ ଶରୀରର ଓଜନ ଦ୍ରୁତଗତିରେ ବଢିଯାଏ। ସେହିପରି…

୧୧୩ ଦିନର କରୋନା ଲଢେଇରେ ଜିତିଲେ ବୃଦ୍ଧ

ଅହମ୍ମଦାବାଦ, ୧୮।୧୨-କରୋନାକୁ ହରାଇଛନ୍ତି ଜଣେ ବୃଦ୍ଧ। ଦୀର୍ଘ ୧୧୩ ଦିନ ଧରି କରୋନା ସହ ଲଢେଇ କରି ବୃଦ୍ଧ ଜଣକ ସୁସ୍ଥ ହୋଇ ଫେରିଛନ୍ତି ଘରକୁ । ସେ ହେଲେ ଅହମ୍ମଦାବାଦର ଦେବେନ୍ଦ୍ର ପରମାର। ସିଭିଲ ହସ୍ପିଟାଲରୁ ଶୁକ୍ରବାର ଦେବେନ୍ଦ୍ରଙ୍କୁ ଡିସଚାର୍ଜ…

ଅଙ୍କିତାଙ୍କୁ ୩୬: ସୁଶାନ୍ତଙ୍କୁ ଏବେ ବି ପାରି ନାହାନ୍ତି ଭୁଲି

ମୁମ୍ବାଇ,୧୯।୧୨: ଛୋଟ ପରଦାର ପବିତ୍ର ରିସ୍ତାରୁ କ୍ୟାରିୟର ଆରମ୍ଭ କରିଥିବା ସୁନ୍ଦରୀ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଶନିବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୪ ଡିସେମ୍ବର ୧୯ରେ ସେ ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ। ପବିତ୍ର ରିସ୍ତାରେ ଅଭିନୟ କରୁଥିବାବେଳେ ଅଭିନେତା ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?