Home Left

ରାସ୍ତାରେ ଗଡୁଛି ଘର, ଏଥିରେ ରହିଛି ବେଡ୍‌ରୁମଠାରୁ ଆରମ୍ଭ କରି ଯାବତୀୟ ସୁବିଧା

ସୋସିଆଲ ମିଡିଆରେ ଏବେ ଲକ୍ଷେ ଟଙ୍କିଆ ଘରର ଏକ ଫଟୋ ଖୁବ୍‌ ତୀବ୍ର ବେଗରେ ଭାଇରାଲ ହେଉଛି। ଏହାର ବିଶେଷତ୍ତ୍ୱ ହେଲା ଯେଉଁଆଡ଼େ ଚାହିଁବେ ଏହି ଘରକୁ ଗଡ଼ାଇ ପାରିବେ। ମନକୁ ପ୍ରଶ୍ନ ଉଠୁଥିବ ଘର ଗଡ଼ିବ କେମିତି? ତେବେ ପ୍ରକୃତ…

ପିପିିଇ କିଟ୍‌ ଖୋଲିବା ପରେ ବାହାରୁଛି ଲିଟର ପରିମାଣର ଝାଳ: ଭିଡିଓ ଭାଇରଲ

ବେଜିଂ,୧୩।୮: କରୋନା ମହାମାରୀ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଥିବା ବେଳେ ଏବେସୁଦ୍ଧା ୨ କୋଟିରୁ ଊର୍ଦ୍ଧ୍ୱ ଲୋକ ଏହାର ଶିକାର ପାଲଟି ଗଲେଣି। ଏହାସହ ୭ ଲକ୍ଷରୁ ଅଧିକ ଲୋକଙ୍କର ମୃତ୍ୟୁ ମଧ୍ୟ ହେଲାଣି। ଏହି ମହାମାରୀ ସମୟରେ…

ରୁଷିଆର କରୋନା ଭ୍ୟାକ୍ସିନକୁ ନେଇ ଉଠୁଛି ପ୍ରଶ୍ନ: ଦେଖାଯାଉଛି ୧୪୪ ପ୍ରକାରର ପାର୍ଶ୍ୱ ପ୍ରତିକ୍ରିୟା!

ମସ୍କୋ,୧୩।୮: ରୁଷିଆ ପ୍ରଥମ କରି କରୋନା ମହାମାରୀର ଭ୍ୟାକ୍ସିନ ବା ଟିକା ପ୍ରସ୍ତୁତ କରିଥିବା ଦାବି କରିଛି ସତ। ଏମିତିକି କିଛି ଦେଶ ମଧ୍ୟ ଏହାକୁ କ୍ରୟ କରିବାକୁ ଅର୍ଡର ଦେଇ ସାରିଲେଣି। କିନ୍ତୁ ଏବେବି ଏହି ଭ୍ୟାକ୍ସିନକୁ ନେଇ ପ୍ରଶ୍ନ…

ବିଶ୍ୱର ସବୁଠୁ ଦ୍ରୁତତମ ବଲ୍‌ ପକାଇଥିଲେ ଏହି ବୋଲର୍‌

ପାକିସ୍ତାନର ପୂର୍ବତନ ବୋଲର ସୋଏବ ଅଖତର ଆଜି ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୭ ମସିହା ଅଗଷ୍ଟ ୧୩ରେ ରାଉଲପିଣ୍ଡି ଜନ୍ମଗ୍ରହଣ କରିଥିବା ସୋଏବ କ୍ରିକେଟରେ ଅନେକ ରେକର୍ଡ ହାସଲ କରିଛନ୍ତି। ଏ ଗରିବ ପରିବାରରେ ଜନ୍ମଗ୍ରହଣ କରିଥିବା ସୋଏବ ଏକ…

ସତ ହୋଇଥିଲା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୩।୮: ଭାରତୀୟ ରାଜନୀତିରେ ଏମିତି କେତେଜଣ ରାଜନେତା ରହିଛନ୍ତି ଯେଉଁମାନେ କାଳ କାଳ ଧରି ଅମର ହୋଇ ରହିବେ। ଏମାନଙ୍କ ମଧ୍ୟରୁ ଜଣେ ହେଲେ ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ଭାରତର ୧୩ତମ ରାଷ୍ଟ୍ରପତି ତଥା ଭାରତ ରତ୍ନ ସମ୍ମାନରେ…

ନଦୀରେ ଚାଲୁଛି ବାଇକ୍‌, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ବ୍ୟକ୍ତି ବାଇକ୍‌ ତିଆରି କରି ପାଣିରେ ଚଳାଉଥିବା ଦେଖିବାକୁ ମିଳିଛି। ଏହି ଭିଡିଓଟିକୁ ଆଇଏଏସ୍‌ ଅଧିକାରୀ ଅବନୀଶ ଶରଣ ଶେୟାର କରିଛନ୍ତି। ଏହା ଉପରେ ସେ…

ଏହି ପ୍ରସିଦ୍ଧ ଅଭିନେତାଙ୍କ ତୃତୀୟ ସ୍ତ୍ରୀଙ୍କୁ ବିବାହ କରିଥିଲେ ମିଥୁନ ଚକ୍ରବର୍ତ୍ତୀ

ବିଗତ ଦିନର ଅଭିନେତ୍ରୀ ଯୋଗିତା ବାଲିଙ୍କର ଏକ ସ୍ବଳ୍ପ ଚଳଚ୍ଚିତ୍ର କ୍ୟାରିୟର ହୋଇଥାଇପାରେ କିନ୍ତୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ବଡ କଳାକାରଙ୍କ ସହ ସେ କାମ କରିଥିଲେ। ସେ ଡେବ୍ୟୁ ଚଳଚ୍ଚିତ୍ରରେ ଅମିତାଭ ବଚ୍ଚନଙ୍କ ଭଳି ଷ୍ଟାରଙ୍କ ସହ ଅଭିନୟ କରିଥିଲେ ଯୋଗିତା।…

ପାକିସ୍ତାନ ଡିଗ୍ରୀଧାରୀ ଡାକ୍ତରଙ୍କୁ ଭାରତରେ ଚିକିତ୍ସା କରିବା ମନା

ନୂଆଦିଲ୍ଲୀ, ୧୩।୮: ପାକିସ୍ତାନର ମେଡ଼ିକାଲ କଲେଜରୁ ଡିଗ୍ରୀ ହାସଲ କରିଥିବା ଡାକ୍ତର ଏବେ ଭାରତରେ ଚିକିତ୍ସା କରି ପାରିବେ ନାହିଁ। ଏନେଇ ମେଡ଼ିକାଲ କାଉନସିଲ୍‌ ଅଫ୍‌ ଇଣ୍ଡିଆ(ଏମ୍‌ସିଆଇ) ପକ୍ଷରୁ ଏକ ସର୍କୁଲାର ଜାରି କରାଯାଇଛି। ପାକ୍‌ ଅଧିକୃତ ଜମ୍ମୁ କଶ୍ମୀର ଏବଂ…

ନୃତ୍ୟ ଗୋପାଳ କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନ୍‌ରେ ଯାଇପାରନ୍ତି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୩।୮: ଦେଶରେ କରୋନା ପଜିଟିଭ୍‌ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୨୪ ଲକ୍ଷରେ ପହଞ୍ଚିିଲାଣି। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏବେ ଏହା କବଳରେ। ଇତିମଧ୍ୟରେ ଶ୍ରୀରାମ ଜନ୍ମଭୂମି ତୀର୍ଥ…

ସ୍ବାଧିନତା ଦିବସରେ ପତାକା ଉତ୍ତୋଳନ କରି ଏଥର ରେକର୍ଡ କରିବେ ମୋଦି

ନୂଆଦିଲ୍ଲୀ,୧୩।୮: ଦେଶର ଲୋକତାନ୍ତ୍ରିକ ଶାସନ ବ୍ୟବସ୍ଥାର ପ୍ରତିକ ଲାଲାକିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥର ୧୫ ଅଗଷ୍ଟରେ ପତାକା ଉତ୍ତୋଳନ କରିବେ। ଏହାସହ ସେ ଏଥର ରାଜନିତିକ ଇତିହାସରେ ଏକ ରେକର୍ଡ କରିବେ। ମୋଦି ଏଠାରେ ଲଗାତାର ସପ୍ତମ ଥର ଲାଗି…

ରାଜରାସ୍ତାରେ ବୁଲୁଥିଲା ଦୁଇମୁଣ୍ଡିଆ ବିଷାକ୍ତ ସାପ

କଲ୍ୟାଣ, ୧୩।୮: ମହାରାଷ୍ଟ୍ର କଲ୍ୟାଣ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ରାଜରାସ୍ତାରେ ବୁଲୁଥିବା ଏକ ଦୁଇମୁଣ୍ଡିଆ ବିଷାକ୍ତ ସାପକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ପ୍ରାୟ ୧୧ ସେଣ୍ଟିମିଟର ଲମ୍ବ ଏହି ବିରଳ ପ୍ରଜାତିର ସାପର ଭିଡ଼ିଓ ଏବେ…

କିଏ ସେହି ‘AU’, ଯାହାକୁ ୬୩ଥର କଲ କରିଥିଲେ ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତା ପ୍ରତିଦିନ ନୂଆ ନୂଆ ତଥ୍ୟ ଆସୁଛି। ଏହି ମାମଲାରେ ଛନ୍ଦି ହୋଇପଡିତତ୍ବା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ କଲ୍‌ ବିବରଣୀ ଧୀରେ ଧୀରେ ସାମ୍ନାକୁ ଆସୁଛି। ସୁଶାନ୍ତଙ୍କ ମୃତ୍ୟୁ ପୂର୍ବରୁ ବଲିଉଡ୍‌ର ଅନେକ କଳାକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri