କରୋନା ସଂକ୍ରମଣ ସତ୍ତ୍ୱେ ଜାତୀୟ ହକି କ୍ୟାମ୍ପ ଆରମ୍ଭ ହେବ
ନୂଆଦିଲ୍ଳୀ,୧୩।୮(ପି.ଟି.): କେତୋଟି କୋଭିଡ୍-୧୯ ମାମଲା ସତ୍ତ୍ୱେ ଅଗଷ୍ଟ ୧୯ ତାରିଖରୁ ଭାରତୀୟ ଜାତୀୟ ହକି ଦଳ ପାଇଁ ଟ୍ରେନିଂ କ୍ୟାମ୍ପ ଆରମ୍ଭ ହେବ। ଅଧିନାୟକ ମନପ୍ରୀତ୍ ସିଂଙ୍କ ସମେତ ଭାରତୀୟ ଦଳର ଅଧ ଡଜନ ଖେଳାଳି କୋଭିଡ୍-୧୯ ଟେଷ୍ଟରେ ପଜିଟିଭ୍ ବୋଲି…
ଲେବାନନ୍ ବିସ୍ଫୋରଣ ପରେ ଫ୍ୟାକ୍ଟ୍ରିକୁ ନେଇ ସରକାର ତତ୍ପର
ଭୁବନେଶ୍ୱର,୧୩।୮(ବ୍ୟୁରୋ): ଲେବାନନ୍ ବିସ୍ଫୋରଣ ଘଟଣା ପରେ ରାଜ୍ୟର କଳକାରଖାନାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଫ୍ୟାକ୍ଟ୍ରି ଆଣ୍ଡ ବଏଲର ନିର୍ଦ୍ଦେଶକ ଗତ ସୋମବାର ରାଜ୍ୟରେ ଥିବା ସବୁ କଳକାରଖାନାକୁ ଚିଠି ଲେଖିଛନ୍ତି। ଫ୍ୟାକ୍ଟ୍ରିଗୁଡିକର ନିରାପତ୍ତା ଏବଂ ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ…
‘ଔଷଧର ନାଁ କ୍ୟାପିଟାଲ ଲେଟରରେ ଲେଖ’
କଟକ ଅଫିସ,୧୩।୮: ଏକ ଅନ୍ତରୀଣ ଜାମିନ ଆବେଦନର ଶୁଣାଣିବେଳେ ଡାକ୍ତରମାନଙ୍କ ଖରାପ ହସ୍ତାକ୍ଷରକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଡାକ୍ତରମାନେ ଛୋଟ ଅକ୍ଷରରେ ଔଷଧ ନାଁ ଲେଖୁଥିବା ଯୋଗୁ କେବଳ ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟ ନୁହନ୍ତି, ବରଂ ଔଷଧ…
ତରଭା ବ୍ଲକ କାର୍ଯ୍ୟାଳୟ ଶଟ୍ଡାଉନ
ତରଭା,୧୩ା୮(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲାପାଳ ମୋନିଷା ବାନାର୍ଜୀଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ତରଭା ବ୍ଲକ କାର୍ଯ୍ୟାଳୟକୁ ୨୪ ଘଣ୍ଟା ପାଇଁ ଶଟ୍ଡାଉନ ଘୋଷଣା କରାଯାଇଛି। ଏଥିସହିତ ବ୍ଲକ କାର୍ଯ୍ୟାଳୟର ସମସ୍ତ ଅଞ୍ଚଳକୁ ତରଭା ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟରାଇଜ୍ କରାଯାଇଛି ବୋଲି ବିଡିଓ ନିହାର…
ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ: ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା
ତିହିଡ଼ି,୧୩ା୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ପ୍ରକାଶ ଯେ, ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କମାରିଆ ଗ୍ରାମର…
ପୂର୍ବତନ ଖେଳାଳିଙ୍କ ଅଭିଜ୍ଞତାକୁ ବେକାର ହେବାକୁ ଦିଅନି: ଡ୍ରାଭିଡ୍
ମୁମ୍ବାଇ,୧୩।୮(ପି.ଟି.): ଜାତୀୟ କ୍ରିକେଟ ଏକାଡେମୀ (ଏନ୍ସିଏ) ହେଡ୍ କୋଚ୍ ରାହୁଲ ଡ୍ରାଭିଡ୍ ଭାରତୀୟ କ୍ରିକେଟ କେଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦ୍ୱାରା ଆୟୋଜିତ ଓ୍ବେବିନାରରେ ଯୋଗ ଦେଇ ରାଜ୍ୟ ଆସୋସିଏଶନଗୁଡିକୁ ବହୁ ମୂଲ୍ୟ ଉପଦେଶ ଦେଇଛନ୍ତି। ପୂର୍ବତନ କ୍ରିକେଟରମାନଙ୍କ ଅଭିଜ୍ଞତାର ଫାଇଦା ଯେତେ…
ସୁବର୍ଣ୍ଣପୁରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ
ସୋନପୁର,୧୩।୮(ନି.ପ୍ର.)-ଗଡଜାତ ପରମ୍ପରା ଅନୁସାରେ ନୂଆଁଖାଇ ଲଗ୍ନ ବୁଧବାର ସନ୍ଧ୍ୟାରେ ସୋନପୁର ଗଡଭିତର ଜଗନ୍ନାଥ ମନ୍ଦିର ପରିସରରେ ଧାର୍ଯ୍ୟ ହୋଇଛି । ଆସନ୍ତା ୨୩ ତାରିଖ ଋଷି ପଞ୍ଚମୀ ଶୁକ୍ଳ ପକ୍ଷ ରବିବାର ସମଲେଇ ମନ୍ଦିରରୁ ସ୍ବତନ୍ତ୍ର ଭାବେ ପାହୁର ଶୋଭାଯାତ୍ରା ସକାଳ…
ରାଜସ୍ଥାନ ରୟାଲ୍ସ ଫିଲ୍ଡିଂ କୋଚ୍ ଦିଶାନ୍ତ କରୋନା ପଜିଟିଭ୍
ନୂଆଦିଲ୍ଲୀ,୧୩।୮(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଦଳ ରାଜସ୍ଥାନ ରୟାଲ୍ସ ଫିଲ୍ଡିଂ କୋଚ୍ ଦିଶାନ୍ତ ୟାଗନିକ୍ କୋଭିଡ୍-୧୯ ଟେଷ୍ଟରେ ପଜିଟିଭ୍ ବୋଲି ଜଣାପଡିଛି। ଏ ନେଇ ବୁଧବାର ଦଳ ତରଫରୁ ଘୋଷଣା କରାଯାଇଛି। ଆସନ୍ତା ସପ୍ତାହରେ ଆଇପିଏଲ୍ ଖେଳିବାକୁ ସବୁ ଦଳ…
କଣ୍ଟେନ୍ମେଣ୍ଟ ଜୋନ୍ ଉଠାଇବା ପାଇଁ ବିକ୍ଷୋଭ
କଣ୍ଟାବାଞ୍ଜି, ୧୩ା୮(ଡି.ଏନ.ଏ.) ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସିପକାପଡ଼ା କଣ୍ଟେନ୍ମେଣ୍ଟ ଜୋନ୍ ଉଠାଇବା ପାଇଁ ସିଲ୍ ସ୍ଥାନରେ ଲୋକେ ବୁଧବାର ବିକ୍ଷୋଭ କରିଥିଲେ। ଏସ୍ଡିପିଓ ସରୋଜ କୁମାର ମହାପାତ୍ର ଘଟଣାସ୍ଥଳରେ ପହଞ୍ଚି ବିକ୍ଷୋଭକାରୀଙ୍କୁ ବୁଝାଶୁଝା କରିଥିଲେ। ହେଲେ ଆନ୍ଦୋଳନକାରୀ ଅଭିଯୋଗ କରିଥିଲେ ଯେ,…
ମେଗା ପାଣି ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ: ଉପକୃତ ହେବେ ୧୯ ପଞ୍ଚାୟତର ଲୋକ
ବାଲେଶ୍ୱର ଅଫିସ,୧୩।୮- ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳର କୋଷ୍ଟାଲ କେନାଲର ଦକ୍ଷିଣରେ ଥିବା ଗ୍ରାମଗୁଡ଼ିକରେ ଭୂତଳ ଜଳ ଲବଣାକ୍ତ ହୋଇଯାଇଛି। ଏହି ଅଞ୍ଚଳବାସୀ ପିଇବା ପାଣି ପାଇବା ପାଇଁ ଅସୁବିଧାର ସମ୍ମୁଖୀନ ହୋଇଆସୁଛନ୍ତି। ଏଥିପାଇଁ ସୁବର୍ଣ୍ଣରେଖା ନଦୀରୁ ପାଣି ଉତ୍ତୋଳନ ପରେ…
ଫିଫା ବିଶ୍ୱକପ ଯୋଗ୍ୟତା ପର୍ଯ୍ୟାୟ: ଭାରତ-କାତାର ମ୍ୟାଚ ୨୦୨୧କୁ ଘୁଞ୍ଚିଲା
ନୂଆଦିଲ୍ଲୀ, ୧୩।୮- ୨୦୨୨ ଫିଫା ବିଶ୍ୱକପର ଏସିଆନ କ୍ୱାଲିଫାଇଂ ମ୍ୟାଚ ଗୁଡ଼ିକ ୨୦୨୧କୁ ଘୁଞ୍ଚାଇ ଦିଆ ଯାଇଛି। କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ଏସିଆନ ଫୁଟବଲ କନ୍ଫେଡେରେଶନ (ଏଏଫସି) ଫିଫା ବିଶ୍ୱକପ ଏବଂ ୨୦୨୩ ଏସିଆନ କପ୍ର ଅକ୍ଟୋବର ଓ…
ସିଏସକେ ପ୍ରି ସିଜନ କ୍ୟାମ୍ପରେ କାହିଁକି ଯୋଗଦେବେନି ଜାଡେଜା
ନୂଆଦିଲ୍ଲୀ, ୧୨।୮- ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ)ରେ ହେବାକୁଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ପୂର୍ବରୁ ଚେନ୍ନାଇ ସୁପରକିଙ୍ଗ୍ସ (ସିଏସକେ) ଚେନ୍ନାଇରେ ଏକ ପ୍ରି-ସିଜନ କଣ୍ଡିଶନିଂ କ୍ୟାମ୍ପ କରିବ। ଏହା ଅଗଷ୍ଟ ୧୫ରୁ ୨୦ ମଧ୍ୟରେ ହେବ। ଭାରତର ନାମୀ ଖେଳାଳିଙ୍କ ମଧ୍ୟରୁ…
Archives


