ଆଜି ଶ୍ରୀମନ୍ଦିରରେ ନନ୍ଦ ଉତ୍ସବ
ପୁରୀ ଅଫିସ,୧୨ା୮: ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ମଙ୍ଗଳବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହୋଇଛି। ବୁଧବାର ନନ୍ଦ ଉତ୍ସବ ଅନୁଷ୍ଠିତ ହେବ। ଶ୍ରୀକୃଷ୍ଣ ଜନ୍ମ ନୀତି ପାଇଁ ମଙ୍ଗଳବାର ସନ୍ଧ୍ୟା ଧୂପ ବେଶରେ ମହାପ୍ରଭୁ ୬ମୂର୍ତ୍ତି ଅଳଙ୍କାର ଲାଗି…
ସମ୍ବଲପୁର ଜିଲାର ପ୍ରଥମ କରୋନା ଯୋଦ୍ଧାଙ୍କ ମୃତ୍ୟୁ
ସମ୍ବଲପୁର,୧୨।୮(ବ୍ୟୁରୋ): ସମ୍ବଲପୁର ଜିଲାରେ ପ୍ରଥମ କରୋନା ଯୋଦ୍ଧା ରେଙ୍ଗାଲି ଥାନାର କନଷ୍ଟେବଳ ପେଟ୍ରସ ଟିଗା (୪୦)ଙ୍କର ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସୋମବାର ବିଳମ୍ବିତ ରାତିରେ ସେ ହଠାତ୍ ଗୁରୁତର ହୋଇପଡ଼ିବା ପରେ ତାଙ୍କୁ ବୁର୍ଲା ମେଡିକାଲ ନିଆଯାଇଥିଲା। ସେଠାରେ କରୋନା ପରୀକ୍ଷା…
ହାଇକୋର୍ଟଙ୍କୁ ପୁରୁଣା ମାମଲା ଅଡୁଆ
କଟକ ଅଫିସ,୧୨ା୮: ବହୁ ପୁରୁଣା ମାମଲାଗୁଡ଼ିକର ଶୁଣାଣି ବେଳେ ଏବେ ହାଇକୋର୍ଟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହି ମାମଲାଗୁଡ଼ିକ ପ୍ରାୟ ୧୬ରୁ ୨୦ ବର୍ଷ ହେଲା ଗଡୁଥିବା ବେଳେ ଆବେଦନକାରୀଙ୍କ ସମ୍ପର୍କରେ କୌଣସି ସୂଚନା ମିଳୁନି। ଅନେକ ମାମଲାରେ ଆବେଦନକାରୀ ଜୀବିତ…
ସୁଦୀକ୍ଷାଙ୍କ ମୃତ୍ୟୁକୁ ନେଇ ରାଜନୀତି
ବୁଲନ୍ଦସହର,୧୨ା୮ : ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ଜଣେ ମେଧାବୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିବାଦ ସୃଷ୍ଟି ହୋଇଛି। ଆମେରିକାର ଏକ କଲେଜରେ ପଢ଼ୁଥିବା ୨୦ ବର୍ଷୀୟା ସୁଦୀକ୍ଷା ଭାଟି ସୋମବାର ସ୍କୁଟିରେ ଯାଉଥିବାବେଳେ ବୁଲନ୍ଦସହରର ଅଉରଙ୍ଗାବାଦ ଅଞ୍ଚଳରେ ଦୁର୍ଘଟଣାର ଶିକାର ହୋଇଥିଲେ।…
ଇତିହାସମୁଖୀ ଐତିହ୍ୟ ପ୍ରାଣୀ
ଭୁବନେଶ୍ୱର, ୧୨।୮(ଅସମାପିକା ସାହୁ): ପୃଥିବୀର ବୃହତ୍ତମ ସ୍ଥଳଚର ପ୍ରାଣୀ ହେଉଛି ହାତୀ। ଏହି ଜୀବ ସହ ଭଗବାନ ଗଣେଶଙ୍କ ମୁଖମଣ୍ଡଳର ସାମଞ୍ଜସ୍ୟ ରହିଥିବା କାରଣରୁ ଏହାକୁ ଦେଖିଲେ ମନରେ ଏକ ପ୍ରକାର ଭକ୍ତିଭାବ ସୃଷ୍ଟି ହୋଇଥାଏ। ହେଲେ ଅନେକ ସମୟରେ ଭୟ…
ପ୍ରତିିଶୋଧମୂଳକ ରାଜନୀତି ଆଘାତ ଦେଇଛି: ପାଇଲଟ୍
ନୂଆଦିଲ୍ଲୀ, ୧୨ା୮ : ରାଜନୀତିରେ ପ୍ରତିଶୋଧମୂଳକ ମନୋଭାବ ରଖିବା ଠିକ୍ ନୁହେଁ ବୋଲି କଂଗ୍ରେସ ନେତା ସଚିନ ପାଇଲଟ୍ ମଙ୍ଗଳବାର କହିଛନ୍ତି। ମାସକ ପରେ ଜୟପୁର ଫେରି ସେ ଦଳରେ କେବେ କୌଣସି ପଦ ଚାହିଁ ନ ଥିଲେ ବୋଲି କହିଛନ୍ତି।…
୧୫ ଯାଏ ପ୍ରବଳ ବର୍ଷା
ଭୁବନେଶ୍ୱର, ୧୨।୮(ବ୍ୟୁରୋ): ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ବଳୟ ଏବେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ତତ୍ସଂଲଗ୍ନ ଅଞ୍ଚଳ ଉପରେ ପରିବ୍ୟାପ୍ତ ହୋଇ ରହିଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୨.୧ କିମି ଉଚ୍ଚତା ପର୍ଯ୍ୟନ୍ତ…
ଆଜି ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ
ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ବୁଧବାର ମଧ୍ୟାହ୍ନ ୧୨.୩୦ ମିନିଟରେ ପ୍ରକାଶ ପାଇବ। ଏନେଇ ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୋମବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ରାଜ୍ୟରେ ପ୍ରାୟ…
ପ୍ରଣବ ମୁଖାର୍ଜୀ ଗୁରୁତର
ନୂଆଦିଲ୍ଲୀ, ୧୨ା୮: ପୂର୍ବତନ ରାଷ୍ଟ୍ରପତି ତଥା କଂଗ୍ରେସର ବରିଷ୍ଠ ନେତା ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ି ଥିବା ଜଣାପଡ଼ିଛି। ସେ ଏବେ ମିଲିଟାରି ହସ୍ପିଟାଲରେ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି। ୮୪ ବର୍ଷୀୟ ମୁଖାର୍ଜୀ ସୋମବାର ମସ୍ତିଷ୍କ ସର୍ଜରି ପୂର୍ବରୁ କରୋନା…
କ୍ୟାବିନେଟ୍ ବୈଠକ ଆଜି
ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ବୁଧବାର ୫ଟା ୩୦ମିନିଟ୍ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍ଫରେନ୍ସରେ ହେବାକୁ ଥିବା ଏହି ବୈଠକରେ ୧୮ ପ୍ରସ୍ତାବକୁ ମଞ୍ଜୁରୀ ମିଳିବ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି।…
ମୋଦିଙ୍କ ଯୋଜନା ଗୁଜରାଟରେ ପ୍ରତ୍ୟାଖ୍ୟାତ
ଅହମ୍ମଦାବାଦ/ନୂଆଦିଲ୍ଲୀ,୧୨ା୮ : ଭାଜପା ଶାସିତ ଗୁଜରାଟରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍ଏଫ୍ବିଓ୍ବାଇ)କୁ ଶକ୍ତ ଝଟ୍କା ଲାଗିଛି। ଗୁଜରାଟ ଏହି ମହତ୍ତ୍ୱାକାଂକ୍ଷୀ ଶସ୍ୟ ବୀମା ଯୋଜନାକୁ ଅତ୍ୟଧିକ ପ୍ରିମିୟମ ବୋଝ ସୃଷ୍ଟିକାରୀ ଭାବେ ଅଭିହିତ କରି ପ୍ରତ୍ୟାଖ୍ୟାନ କରିଦେଇଛି। ପୂର୍ବରୁ ପଶ୍ଚିମବଙ୍ଗ, ବିହାର,…
୨୯୬ ଛୁଇଁଲା କରୋନା ମୃତ୍ୟୁ
ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୨ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ୧୦ଜଣଙ୍କର କରୋନାଜନିତ ମୃତ୍ୟୁ ଘଟିଥିବାବେଳେ ୨ଜଣ ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ଜୀବନ ଯାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ୧୦ ମୃତକଙ୍କ…
Archives


