Home Left

ସଞ୍ଜୟ ଦତ୍ତଙ୍କୁ ଫୁସ୍‌ଫୁସ୍‌ କ୍ୟାନସର, ଚିକିତ୍ସା ପାଇଁ ଯିବେ ବିଦେଶ

ମୁମ୍ବାଇ, ୧୨।୮: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର। ସଞ୍ଜୟଙ୍କୁ ଫୁସ୍‌ଫୁସ୍‌ କର୍କଟ (କ୍ୟାନସର) ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ଏହା ତୃତୀୟ ଷ୍ଟେଜ୍‌ରେ ଅଛି। ଏହାର ଚିକିତ୍ସା ପାଇଁ ସେ ଶୀଘ୍ର ବିଦେଶ ଯିବେ…

ଆଇପିଏଲ୍‌ ପାଇଁ ୟୁଏଇ ଯିବେ ୫୦ ନେଟ୍‌ ବୋଲର

ନୂଆଦିଲ୍ଲୀ, ୧୨ା୮ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୦ ସଂସ୍କରଣ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ହେବ। ଏହା ପାଖାପାଖି ଅନ୍ୟ ୫୦ କ୍ରିକେଟରଙ୍କ ଲାଗି ପରୋକ୍ଷରେ ଆଶୀର୍ବାଦ ଭଳି ହୋଇ ପାରେ। ଏହି ଖେଳାଳିମାନେ ୮ଟି ଦଳର ନେଟ୍‌ ବୋଲର…

ପୁଅ ଷ୍ଟୁଆର୍ଟ ବ୍ରଡ୍‌ଙ୍କୁ ଦଣ୍ଡିତ କଲେ ମ୍ୟାଚ୍‌ ରେଫରି କ୍ରିସ୍‌

ଦୁବାଇ, ୧୧ା୮ (ପି.ଟି.)-ମାଞ୍ଚେଷ୍ଟରରେ ପ୍ରଥମ ଟେଷ୍ଟ ମ୍ୟାଚ ବେଳେ ପାକିସ୍ତାନ ସ୍ପିନର ୟାସିର ଶାହାଙ୍କ ଆଉଟ ପରେ ଆପତ୍ତିଜନକ ଭାଷା ବ୍ୟବହାର କରିଥିବାରୁ ଇଂଲଣ୍ଡ ଫାଷ୍ଟ ବୋଲର ଷ୍ଟୁଆର୍ଟ ବ୍ରଡ୍‌ ଦଣ୍ଡିତ ହୋଇଛନ୍ତି। ମ୍ୟାଚ୍‌ ରେଫରି କ୍ରିସ୍‌ ବ୍ରଡ୍‌ ଯିଏକି ତାଙ୍କ…

ବାଇକ୍‌ରେ ପକାଇ ପାରିବେ ନାହଁ ୫ ଲିଟରରୁ ଅଧିକ ତେଲ

ନୂଆଦିଲ୍ଲୀ, ୧୧।୮: ମିଜୋରାମ ସରକାର ମଙ୍ଗଳବାର ପ୍ରତି ଯାନ ପାଇଁ ଇନ୍ଧନ ପରିମାଣ ସ୍ଥିର କରିଛନ୍ତି। ବର୍ତ୍ତମାନ ମିଜୋରମରେ ସ୍କୁଟର ପ୍ରତି ୩ ଲିଟର, ଅନ୍ୟ ଦୁଇ ଚକିଆ ଯାନ ଲାଗି ୫ ଲିଟର ଏବଂ କାର୍‌ ପାଇଁ ୧୦ ଲିଟର…

ରୁଷିଆର କରୋନା ଟିକା ଉପରେ ବିଶ୍ୱକୁ ହେଉନାହିଁ ଭରସା? ଜାଣନ୍ତୁ ୫ କାରଣ

ମସ୍କୋ,୧୧।୮: ରୁଷିଆ ଆଣିଲା ବିଶ୍ୱର ପ୍ରଥମ କରୋନା ଟିକା। ଏନେଇ ମଙ୍ଗଳବାର ରୁଷିଆ ପ୍ରଧାନମନ୍ତ୍ରୀ ଭ୍ଲାଡିମିର ପୁଟିନ୍‌ ଘୋଷଣା କରିଛନ୍ତି। ହେଲେ ଏହାର ଟିକାକୁ ସନ୍ଦେହଜନକ ଦୃଷ୍ଟିରେ ଦେଖାଯାଉଛି। କାରଣ କରୋନା ଟିକା ପ୍ରସ୍ତୁତ ନେଇ ଶହେରୁ ଅଧିକ ଦେଶ ପ୍ରୟାସ…

ନୂଆଁଖାଇ ପାଇଁ ସମ୍ବଲପୁରରେ ହଟିଲା ସପ୍ତାହାନ୍ତ ଶଟ୍‌ଡାଉନ୍‌ କଟକଣା: ୩ ଦିନ ପାଇଁ ନିୟମ ବାତିଲ

ସମ୍ବଲପୁର,୧୧।୮(ବ୍ୟୁରୋ): ବଦଳିଲା ଶଟ୍‌ଡାଉନ୍‌ ନିୟମ। ଅଗଷ୍ଟ ୧୫ ସ୍ବାଧୀନତା ଦିବସ ଏବଂ ଅଗଷ୍ଟ ୨୩ ନୂଆଁଖାଇରେ ଶଟ୍‌ଡାଉନ୍‌ ହେବନାହିଁ ସମ୍ବଲପୁର। ଏହାକୁ ନେଇ ୩ ଦିନ ଅଗଷ୍ଟ ୧୫,୨୨ ଓ ୨୩ ତାରିଖରେ ଶଟ୍‌ଡାଉନ୍‌ କଟକଣାକୁ ବାତିଲ କରାଯାଇଛି। ଏହା ବଦଳରେ…

ପୋଲିସକୁ ହତ୍ୟା କଲା ପୋଲିସ

ଜାମସେଦପୁର, ୧୧।୮: ଜଣେ ପୋଲିସ କର୍ମଚାରୀ ଆଉ ଜଣେ ପୋଲିସଙ୍କୁ ହତ୍ୟା କରିଛନ୍ତି। ଏଭଳି ଏକ ଘଟଣା ଝାଡ଼ଖଣ୍ଡର ପୂର୍ବ ସିଂହଭୂମ ଜିଲା ଘାଟଶୀଳା ସହରରେ ଘଟିଯାଇଛି। ଘାଟଶୀଳା ଜେଲ୍‌ କମ୍ପ୍ଲେକ୍ସ ବାରାକରେ ରହୁଥିବା କନ୍‌ଷ୍ଟେବଳ ମନୀଷ କୁମାର ସୋମବାର ରାତିରେ…

‘ବୁଲାତି ହେ ପର୍‌ ଜାନେକା ନେହିଁ’: ଆଜି ବି ଇଣ୍ଟରନେଟରେ ଭାଇରାଲ ଇନ୍ଦୋରୀଙ୍କ କବିତାର ଏହି ପଂକ୍ତି

ନୂଆଦିଲ୍ଲୀ,୧୧।୮: ପରଲୋକରେ ଖ୍ୟାତନାମା କବି ରାହତ ଇନ୍ଦୋରୀ। ହୃଦଘାତରେ ତାଙ୍କର ନିଧନ ହୋଇଥିବା ସୂଚନା ମିଳିଥିବା ବେଳେ ସେ କରୋନାରେ ମଧ୍ୟ ଆକ୍ରାନ୍ତ ଥିବା ଜଣାପଡ଼ିଛି। ତେବେ ଅନେକ କବିତା ପାଇଁ ସେ ଚର୍ଚ୍ଚିତ ହୋଇଛନ୍ତି। ସେଥିରୁ ଗୋଟିଏ ଥିଲା ‘ବୁଲାତି…

ୟେଦୁରପ୍ପାଙ୍କ ପରେ କରୋନାକୁ ହରାଇଲେ ଏହି ମୁଖ୍ୟମନ୍ତ୍ରୀ

ଭୋପାଳ, ୧୧।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ସୋମବାର କରୋନାରୁ ଆରୋଗ୍ୟ ଲାଭ କରିଥିଲେ। ଏହାର ଦିନକ ପରେ ମଙ୍ଗଳବାର ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କରୋନାକୁ ମାତ୍‌ ଦେଇଛନ୍ତି। କରୋନାରୁ ସୁସ୍ଥ ହୋଇଥିବା ନେଇ ନିଜେ ଶିବରାଜ ଟୁଇଟ୍‌…

ସ୍ତ୍ରୀ-ପିଲାଙ୍କ ନାମରେ ଟାଟୁ କରି ରାଇନା ଟ୍ରୋଲ: ପ୍ରଶଂସକ କରୁଛନ୍ତି ଏଭଳି ପ୍ରଶ୍ନ

ନୂଆଦିଲ୍ଲୀ,୧୧।୮: ୟୁଏଇରେ ସେପ୍ଟେମ୍ବର ୧୯ଠାରୁ ଆରମ୍ଭ ହେବାକୁ ଯାଉଛି ଆଇପିଏଲ୍‌। ଏହାକୁ ନେଇ ସମସ୍ତ ଖେଳାଳି ପ୍ରସ୍ତୁତି ଆରମ୍ଭ କଲେଣି। ଏସବୁ ମଧ୍ୟରେ ଭାରତୀୟ କ୍ରିକେଟର ସୁରେଶ ରାଇନା ହାତରେ କରିଥିବା ଏକ ଟାଟୁର ଫଟୋ ଶେୟାର କରି ଟ୍ରୋଲ ହୋଇଛନ୍ତି।…

୧୦୨ ଦିନ ପରେ ଏହି ଦେଶରେ ସାମ୍ନାକୁ ଆସିଲା ପ୍ରଥମ କରୋନା କେସ୍‌

ଓ୍ବେଲିଂଟନ, ୧୧।୮: ୧୦୨ ଦିନ ପରେ ନ୍ୟୁଜିଲାଣ୍ଡରେ ମଙ୍ଗଳବାର ଚିହ୍ନଟ ହୋଇଛି ପ୍ରଥମ କରୋନା ଆକ୍ରାନ୍ତ। ଏହି କାରଣରୁ ପ୍ରଧାନମନ୍ତ୍ରୀ ଦେଶର ବୃହତ ସହର ଓ୍ବେଲିଂଟନର ଅଧିବାସୀଙ୍କୁ ଘରେ ଲକ୍‌ ଡାଉନ୍‌ରେ ରହିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଦେଶକୁ କରୋନା ମୁକ୍ତ…

ରାଜଧାନୀରେ ବଢ଼ୁଛି ସଂକ୍ରମଣ: ଆଜି ଆଉ ୧୦୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ମଙ୍ଗଳବାର ଏଠାରେ ଆଉ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟାେ ୪୧୭୧କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୦ କ୍ୱାରାଣ୍ଟାଇନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri