୧୦୩ ବର୍ଷରେ ହାତରେ ପ୍ରଥମ ଟାଟୁ କଲେ ଏହି ମହିଳା
୧୦୩ ବର୍ଷୀୟା ଜଣେ ମହିଳା ହାତରେ ଟାଟୁ କରି ଚର୍ଚ୍ଚାକୁ ଆସିଛନ୍ତି। ଆମେରିକାରେ ରହୁଥିବା ଡୋରଥି ପଲକ ନାମକ ଏହି ମହିଳା ଜଣଙ୍କ ହାତରେ ବେଙ୍ଗ ଟାଟୁ କରିଛନ୍ତି। କରୋନା ଯୋଗୁ ସେ ମିଶିଗନସ୍ଥିତ ଏକ ହସ୍ପିଟାଲରେ ଆଇସୋଲେଟ୍ ଥିଲେ। ସେଠାରେୁ…
୧୦ ରାଜ୍ୟରେ ଯଦି କରୋନା ସଂକ୍ରମଣକୁ ରୋକାଯାଇ ପାରିବ ତେବେ ଦେଶ ଜିତିବ କରୋନା ଯୁଦ୍ଧ: ମୋଦି
ନୂଆଦିଲ୍ଲୀ,୧୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କରୋନା ଭାଇରସ ମହାମାରୀର ସ୍ଥିତିକୁ ନେଇ ଆଲୋଚନା କରିଛନ୍ତି। ବୈଠକରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଉପସ୍ଥିତ ଥିଲେ। ଭିଡିଓ କନଫରେନସିଂ ଜରିଆରେ ଆୟୋଜିତ ଏହି ବୈଠକରେ ଆନ୍ଧ୍ରପ୍ରଦେଶ,…
ଡଙ୍ଗାରେ ବର ପାଣିରେ ବରଯାତ୍ରୀ: ବନ୍ୟା ବିଭିଷୀକାରେ ହେଉଛି ଏଭଳି ବିବାହ
ପାଟନା,୧୧।୮: ଗୋଟିଏ ପଟେ କରୋନା ଦେଶର ମେରୁଦଣ୍ଡ ଭାଙ୍ଗିଦେଇଥିବା ବେଳେ ଅନ୍ୟପଟେ ବନ୍ୟା ଦାଉ ସାଧୁଛି। ବିହାର ଏହି ସମୟରେ ବନ୍ୟା ଘେରରେ ରହିଛି। ରାଜ୍ୟର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଲୋକଙ୍କ ଘରେ ପାଣି ପଶିଯାଇଛି। ଫଳରେ ଲୋକଙ୍କୁ…
କରୋନା ଆକ୍ରାନ୍ତ ଥିବା ସୋସିଆଲ ମିଡିଆରେ ପୋଷ୍ଟ କରି ଜଣାଇଲେ ସରପଞ୍ଚ: ଗୋଟିଏ ଦିନ ପୂର୍ବରୁ ଉପସ୍ଥିତ ଥିଲେ ରକ୍ତଦାନ ଶିବିରରେ
କୋରୁକୋଣ୍ଡା,୧୧।୮(ଡି.ଏନ୍.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ପଞ୍ଚାୟତ ସରପଞ୍ଚ ବଂଶୀଧର ମୁଦୁଲି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସେ ନିଜେ ସୋସିଆଲ ମିଡିଆ (ଫେସ୍ବୁକ୍) ପୋଷ୍ଟ କର ଜଣାଇଛନ୍ତି॥ ଏହା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସଙ୍ଗରୋଧରେ…
ମୂଲ୍ୟବାନ ଜିନିଷ ପରିବର୍ତ୍ତେ ଚୋରି ହେଉଛି ଗୋବର: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ଚୋରି ବିଷୟରେ ଆମେ ଅନେକ ଖବର ଶୁଣିଛୁ। ଚୋରମାନେ ବିଶେକରି ସୁନା, ରୂପା ଅଳଙ୍କାର ଅବା ମୂଲ୍ୟବାନ ଜିନିଷ ଚୋରିକରି ନେଇଥାନ୍ତି। ତେଣୁ ଏପରି ଜିନିଷକୁ ଲୋକମାନେ ଲୁଚାଇ ରଖିଥାନ୍ତି। ହେଲେ ଛତିଶଗଡ଼ର କୋରିଆ ଜିଲାରୁ ଏକ ଭିନ୍ନ ଜିନିଷ ଚୋରି…
ଭଦ୍ରକ ଜିଲାର ଜଣେ ବିଡିଓଙ୍କୁ କରୋନା: ଜାଣନ୍ତୁ ସେ କେଉଁ ବ୍ଲକର
ପଦ୍ମପୁର:(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଡିଓ, ସାମାଜିକ ନିରାପତ୍ତା ଅଧିକାରୀ, ଓ ଜଣେ କନିଷ୍ଠ ଯନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହାକୁ ନେଇ ବ୍ଲକର ସମସ୍ତ କର୍ମଚାରୀ ଭୟଭୀତ ହୋଇପଡିଛନ୍ତି। ମଙ୍ଗଳବାର ସମସ୍ତଙ୍କର ସ୍ବାବ ଟେଷ୍ଟ ହେବ ବୋଲି ଜଣାପଡିଛି।…
ଇଡି ଅଫିସ୍ରେ ସୁଶାନ୍ତଙ୍କ ଭଉଣୀ
ମୁମ୍ବାଇ,୧୧।୮: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଓ ସିବିଆଇ ଯାଞ୍ଚ କରୁଛି। ସୋମବାର ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତିଙ୍କ ସମେତ ତାଙ୍କ ଭାଇ ଓ ପିତାଙ୍କୁ ୧୦ ଘଣ୍ଟା ଧରି ଇଡି ଜେରା…
ଚାଇନା ସେନାଙ୍କୁ ଦିଆଗଲା କରୋନା ଟିକା !
ବେଜିଂ,୧୧।୮: କରୋନା ଟିକାକୁ ସାରା ବିଶ୍ୱ ଅପେକ୍ଷା ରଖିଥିବା ବେଳେ ରୁଷିଆ ଅଗଷ୍ଟ ୧୨ରେ କରୋନା ଟିକା ପ୍ରଥମ କରି ଆଣିବ ବୋଲି ଦାବି କରିଛି। ଏହାକୁ ଆଉ ଗୋଟିଏ ଦିନ ବାକି ଥିବା ବେଳେ ଏବେ ଖବର ଆସିଛି କି…
ନବବିବାହିତ ସ୍ତ୍ରୀଙ୍କ ସହ ଝଗଡା: ଚରମ ପଦକ୍ଷେପ ନେଲେ ଏହି ଖେଳାଳି
ଜାମସେଦ୍ପୁର,୧୧।୮: ନବବିବାହିତ ସ୍ତ୍ରୀଙ୍କ ସହ ଝଗଡା ହେବାରୁ ଜଣେ ଜାତୀୟସ୍ତରର ହ୍ୟାଣ୍ଡବଲ ଖେଳାଳି ବ୍ୟକ୍ତିଗତ ରିଭଲଭର ସାହାଯ୍ୟରେ ଗୁଳି ଚଳାଇ ଆତ୍ମହତ୍ୟା କରିଛନ୍ତି। ଜାମସେଦପୁରର ଗୋଲମୁରୀରେ ସହକାରୀ ସବ ଇନ୍ସପେକ୍ଟର ତରୁଣ ପାଣ୍ଡେ କ୍ରୀଡା କୋଟା ଅଧୀନରେ ପୋଲିସରେ ଚାକିରି ପାଇଥିଲେ।…
ମାଲିକ ନ କଲେ ଆଣ୍ଟିଜେନ ଟେଷ୍ଟ, ସିଲ୍ ହେବ ଦୋକାନ
ଗଞ୍ଜାମ,୧୧।୮(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଏ ନେଇ ଗଞ୍ଜାମ ସହରରେ ଥିବା ସମସ୍ତ ଦୋକାନ ମାଲିକମାନେ ଆଣ୍ଟିଜେନ ଟେଷ୍ଟ କରିବା ନିମନ୍ତେ ଗଞ୍ଜାମ ତହସିଲଦାର ଅବନୀ କୁମାର ସାହୁ ପରାମର୍ଶ ଦେଇଛନ୍ତି l ଯଦି…
ଖୋଲିଲା ସ୍କୁଲ: ଏପରି ପଢ଼ୁଛନ୍ତି ପିଲାମାନେ, ଗୋଟିଏ ବି ଆସୁନି କରୋନା ମାମଲା
ବ୍ୟାଙ୍କକ, ୧୧।୮:କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଲୋକେ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏଥିରୁ ରକ୍ଷା ପାଇବା ପାଇଁ ଲକ୍ଡାଉନ୍, ଶଟ୍ଡାଉନ୍ ଜାରି କରାଯାଇଛି। ଏହି ସମୟରେ…
ଭଗବାନଙ୍କୁ ବି ଛାଡିଲେନି ଦୁର୍ବୃତ୍ତ: ମଉଁନେଇ ମନ୍ଦିରରୁ ଚୋରି
ସାକ୍ଷୀଗୋପାଳ,୧୧।୮(ଡି.ଏନ୍.ଏ ): ପୁରୀ ଜିଲା ସାକ୍ଷୀଗୋପାଳ ବଜାରରେ ଅବସ୍ଥିତି ମା’ ମଉଁନେଇ ମନ୍ଦିରରୁ ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତମାନେ ମନ୍ଦିରର ପାର୍ଶ୍ୱ ଦରଜା ତାଲାଭାଙ୍ଗି ଭିତରେ ପଶି ମା’ଙ୍କ ହୁଣ୍ଡିରୁ ସବୁ ଟଙ୍କା ନେଇଯାଇଛନ୍ତି। ସକାଳୁ ପୂଜକ ମନ୍ଦିର…
Archives


