Home Left

ଅଗଷ୍ଟ ୧୫ ପରେ ଜମ୍ମୁ-କଶ୍ମୀରର ୨ଟି ଜିଲାରେ ଆରମ୍ଭ ହୋଇପାରେ ୪ଜି ସେବା

ଶ୍ରୀନଗର,୧୧।୮: ଜମ୍ମୁ-କଶ୍ମୀରରେ ଖୁବ୍‌ଶୀଘ୍ର ଆରମ୍ଭ ହୋଇପାରେ ୪ଜି ଇଣ୍ଟରନେଟ ସେବା। ଅଗଷ୍ଟ ୧୫ ପରେ ଜମ୍ମୁ-କଶ୍ମୀରର ୨ଟି ଜିଲାରେ ୪ଜି ଇଣ୍ଟରନେଟ ସେବା ପରୀକ୍ଷାମୂଳକ ଭାବେ ଆରମ୍ଭ କରାଯିବ ବୋଲି କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଛନ୍ତି। ରାଜ୍ୟରେ ୪ଜି ଇଣ୍ଟରନେଟ…

ଝାରସୁଗୁଡାରୁ ଗୋଟିଏ ଦିନରେ ସର୍ବାଧିକ ୬୭ ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡା ଅଫିସ,୧୧ା୮: ଝାରସୁଗୁଡା ଜିଲାରୁ ମଙ୍ଗଳବାର ଗୋଟିଏ ଦିନରେ ସର୍ବାଧିକ ୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ପଜିଟିଭଙ୍କୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬୭ରେ…

ସୁଶାନ୍ତଙ୍କ ଆତ୍ମହତ୍ୟା ପରେ ଲଗାତାର ବଦଳା ଯାଇଛି କମ୍ପାନୀର ଆଇପି ଆଡ୍ରେସ୍‌!

ମୁମ୍ବାଇ, ୧୧।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ଜୁନ୍‌ ୨୩ଠାରୁ ଅଗଷ୍ଟ ୭ ମଧ୍ୟରେ ତାଙ୍କ କମ୍ପାନୀର ଆଇପି ଆଡ୍ରେସ୍‌ ୩ ଥର ପରିବର୍ତ୍ତନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଲଗାତାର ୧୭ ଥର ଏହାକୁ ବଦଳା ଯାଇଛି।…

ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲରେ ଶିଶୁକନ୍ୟା ଜନ୍ମ

ଝାରସୁଗୁଡା ଅଫିସ,୧୧ା୮: ଝାରସୁଗୁଡା ଜିଲା କୋଭିଡ୍‌ ହସ୍ପିଟାଲରେ ସୋମବାର ରାତିରେ ଜଣେ ପ୍ରସୁତି ମହିଳା ଏକ ଶିଶୁକନ୍ୟାକୁ ଜନ୍ମ ଦେଇଛନ୍ତି। ଏ ନେଇ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି। ସୂଚନା ମୁତାବକ, ପ୍ରସୁତି ମହିଳାଜଣଙ୍କ କରୋନାରେ ଆକ୍ରାନ୍ତ…

ସିଲ୍‌ ହେଲା ଇସ୍କନ ମନ୍ଦିର: ପୂଜକଙ୍କ ସମେତ ୨୨ କରୋନା ପଜିଟିଭ

ବ୍ରିନ୍ଦାବନ,୧୧।୯: ଜନ୍ମାଷ୍ଟମୀ ପୂର୍ବରୁ ବ୍ରିନ୍ଦାବନର ଇସ୍କନ ମନ୍ଦିରକୁ ସିଲ୍‌ କରି ଦିଆଯାଇଛି। ଏଠାରେ ପୂଜାରୀଙ୍କ ସମେତ ୨୨ ଜଣ କରୋନାରେ ସଂକ୍ରମିତ ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ଜନ୍ମାଷ୍ଟମୀ ଥିବାରୁ ଏଠାରେ ଭକ୍ତଙ୍କ ଗହଳି ଲାଗିଥାଆନ୍ତା। ହେଲେ ଗୋଟିଏ…

୨୨ ବର୍ଷୀୟ ଯୁବକଙ୍କ ମୃତ୍ୟୁ, ପରିବାରକୁ ୬୫ ବର୍ଷୀୟ ବୃଦ୍ଧଙ୍କ ମୃତଦେହ ଦେଲା ଡାକ୍ତରଖାନା

ଭୋପାଳ, ୧୧।୮: ମଧ୍ୟପ୍ରଦେଶର ରେୱାରେ ସ୍ବାସ୍ଥ୍ୟ ବିଭାଗର ଏକ ବଡ଼ ଅବହେଳା ଦେଖିବାକୁ ମିଳିଛି। ଏଠାରେ ଥିବା ଏକ ଡାକ୍ତରଖାନାରେ ଜଣେ ୨୨ ବର୍ଷ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଥିଲା, କିନ୍ତୁ ୬୨ ବର୍ଷ ବୃଦ୍ଧ ବ୍ୟକ୍ତିଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର…

ସ୍ତ୍ରୀଙ୍କୁ କରୋନା ହୋଇଥିବା ଶୁଣି ଜୀବନ ହାରିଲେ ସ୍ବାମୀ

ମୁଜାଫରପୁର, ୧୧।୮: ସ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା ଶୁଣିବା ପରେ ହାର୍ଟଆଟାର୍କରେ ପ୍ରାଣ ହରାଇଛନ୍ତି ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବିହାରର ଆନନ୍ଦପୁର ଗଙ୍ଗାଲିଆ ଗ୍ରାମରେ। ଗ୍ରାମର ଏକ ଦମ୍ପତି ସାରେୟା ସିଏଚ୍‌ଜିରେ କରୋନା ପରୀକ୍ଷା କରାଇଥିଲେ। ତେବେ…

ଡିସେମ୍ବର ସୁଦ୍ଧା ଆସିବ କରୋନା ଟିକା!

ମୁମ୍ବାଇ.୧୧।୮: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଏବେ ଏହାର ଟିକା ବା ଭ୍ୟାକ୍ସିନକୁ ନେଇ ଚାଲିଛି ଗବେଷଣା। ଆଉ ଗୋଟିଏ ଦିନ ପରେ ରୁଷିଆ କରୋନା ଟିକା ଭେଟି ଦେବ ବୋଲି କହିଥିବା ବେଳେ ଏବେ…

ମାଡ଼ି ଆସିଲେ ୧୦୦ରୁ ଅଧିକ ଲୁଟେରା: ଆଖିବୁଜା ଗୁଳିରେ ୧୩ ପୋଲିସ ଅଧିକାରୀ ଆହତ

ସିକାଗୋ, ୧୧।୮: କରୋନା ମହାମାରୀ ସଙ୍କଟ ସମୟରେ ସିକାଗୋ ସହରର ଲକ୍ସରୀ କମର୍ସିଆଲ୍‌ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏକା ସହିତ ୧୦୦ରୁ ଅଧିକ ଲୁଟେରା ଏହି ଅଞ୍ଚଳରେ ପହଞ୍ଚି ଭଙ୍ଗାରୁଜା କରିବା ସହିତ ଲୁଟ୍‌ପାଟ୍‌ ଆରମ୍ଭ କରିଥିଲେ। ପୋଲିସ…

୨୦ ବର୍ଷ ହେବ ଅକ୍ଷୟ କୁମାରଙ୍କ ଅପେକ୍ଷାରେ ଥିଲେ ଏହି ଯୁବତୀ, ମିଳିଲା ଏମିତି ଉତ୍ତର

ବଲିଉଡର ଅନ୍ୟତମ ଲୋକପ୍ରିୟ ଅଭିନେତା ହେଉଛନ୍ତି ଅକ୍ଷୟ କୁମାର। ତାଙ୍କର ପ୍ରଶଂସକ ମଧ୍ୟ ଅନେକ ଅଛନ୍ତି। ନିକଟରେ ଅକ୍ଷୟଙ୍କ ବାର୍ତ୍ତାକୁ ୨୦ ବର୍ଷ ଅପେକ୍ଷା କରିଥିବା ଜଣେ ପ୍ରଶଂସକ ଟୁଇଟରରେ ଅଭିନେତାଙ୍କୁ ମେସେଜ କରିଥିଲେ। ଶେଷରେ, ଅକ୍ଷୟ ଏହି ପ୍ରଶଂସକଙ୍କୁ ଏକ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ୍ସରେ ବିଶ୍ୱଜିତ

ପୁରୀ ଅଫିସ,୧୧।୮: ବୟସ ମାତ୍ର ୧୯। ହେଲେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁାକୁ ସ୍ଥାନିତ କରିପାରିଛନ୍ତି ପୁରୀ କୁମୁଟିପାଟଣାର ବିଶ୍ୱଜିତ ନାୟକ। ଆଇସ୍‌କ୍ରିମ୍‌ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ବିଶ୍ୱଜିତ ଏହି କୃତିତ୍ୱ ହାସଲ…

ଦଣ୍ଡବତ ଯାତ୍ରାରେ ସନ୍ଥ: ବିଶ୍ୱର ମଙ୍ଗଳ ପାଇଁ ରାଜସ୍ଥାନରୁ ପୁରୀ

ନୟାଗଡ଼ ଅଫିସ,୧୧।୮: ବିଶ୍ୱର ମଙ୍ଗଳ କାମନା ସହ ଭାରତରେ ଶାନ୍ତି ପ୍ରତିଷ୍ଠା ପାଇଁ ରାମସିଂ ଭଗତ ନାମକ ଜଣେ ସନ୍ଥ ରାଜସ୍ଥାନରୁ ଶ୍ରୀକ୍ଷେତ୍ର ଧାମ ପୁରୀକୁ ଦଣ୍ଡବତ ଯାତ୍ରାରେ ବାହାରିଛନ୍ତି। ୧୫ରୁ ୨୦ ଦିନ ଭିତରେ ପୁରୀରେ ପହଞ୍ଚି ଜଗନ୍ନାଥଙ୍କୁ ଦର୍ଶନ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri