Home Left

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡ୍ସରେ ବିଶ୍ୱଜିତ

ପୁରୀ ଅଫିସ,୧୧।୮: ବୟସ ମାତ୍ର ୧୯। ହେଲେ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁାକୁ ସ୍ଥାନିତ କରିପାରିଛନ୍ତି ପୁରୀ କୁମୁଟିପାଟଣାର ବିଶ୍ୱଜିତ ନାୟକ। ଆଇସ୍‌କ୍ରିମ୍‌ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ବିଶ୍ୱଜିତ ଏହି କୃତିତ୍ୱ ହାସଲ…

ଦଣ୍ଡବତ ଯାତ୍ରାରେ ସନ୍ଥ: ବିଶ୍ୱର ମଙ୍ଗଳ ପାଇଁ ରାଜସ୍ଥାନରୁ ପୁରୀ

ନୟାଗଡ଼ ଅଫିସ,୧୧।୮: ବିଶ୍ୱର ମଙ୍ଗଳ କାମନା ସହ ଭାରତରେ ଶାନ୍ତି ପ୍ରତିଷ୍ଠା ପାଇଁ ରାମସିଂ ଭଗତ ନାମକ ଜଣେ ସନ୍ଥ ରାଜସ୍ଥାନରୁ ଶ୍ରୀକ୍ଷେତ୍ର ଧାମ ପୁରୀକୁ ଦଣ୍ଡବତ ଯାତ୍ରାରେ ବାହାରିଛନ୍ତି। ୧୫ରୁ ୨୦ ଦିନ ଭିତରେ ପୁରୀରେ ପହଞ୍ଚି ଜଗନ୍ନାଥଙ୍କୁ ଦର୍ଶନ କରି…

ଗରିବ ପରିବାରରେ କରୋନା ଦୁର୍ଦ୍ଦଶା: ଭୋକ ଉପାସରେ ୩ ନାବାଳକ

ବାରିପଦା ଅଫିସ,୧୧।୮: ମୟୂରଭଞ୍ଜ ଜିଲାରେ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଯେଉଁ ଗରିବ ପରିବାରରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି ସେମାନଙ୍କ ଦୁର୍ଦ୍ଦଶା କହିଲେ ନସରେ। ଏଭଳି ଏକ ଘଟଣା ମୟୂରଭଞ୍ଜ ଜିଲା ବାରିପଦା ମ୍ୟୁନସିପାଲିଟି ଅଧୀନ ୧୬ନଂ. ଓ୍ବାର୍ଡର…

ରାସ୍ତା, କୋଠାବାଡ଼ି କାମର ସମୀକ୍ଷା

ପୁରୀ ଅଫିସ,୧୧।୮: ପୁରୀ ସର୍କିଟ ହାଉସରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ସୋମବାର ପୂର୍ତ୍ତ ବିଭାଗର ଖୋର୍ଦ୍ଧା ଓ ପୁରୀ ଖଣ୍ଡର ବିଭିନ୍ନ ପ୍ରକଳ୍ପ ଅନ୍ତର୍ଗତ ରାସ୍ତା ଓ କୋଠାବାଡ଼ି ନିର୍ମାଣ ସଂକ୍ରାନ୍ତରେ ସମୀକ୍ଷା କରିଛନ୍ତି। ଏହି ବୈଠକରେ…

ଅନୁଷ୍କା ଶର୍ମାଙ୍କ ବେବି ବମ୍ପ୍‌ ସହ ବିରାଟ କୋହଲି

ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ କୋହଲିଙ୍କୁ ଅନୁଷ୍କାଙ୍କ ବେବି ବମ୍ପ୍‌ ସହ ଦେଖିବାକୁ ମିଳୁଛି। ଏହି ଫଟୋର ସତ୍ୟତା ଯାଞ୍ଚ…

ଅନିଶ୍ଚିତତାରେ ବ୍ୟାଖ୍ୟାନ କେନ୍ଦ୍ର ପ୍ରକଳ୍ପ

ପୁରୀ ଅଫିସ,୧୧।୮: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଐତିହ୍ୟ ଓ ପରମ୍ପରାକୁ ଅଧିକ ସୁଦୂରପ୍ରସାରୀ ତଥା ଲୋକାଭିମୁଖୀ କରିବା ପାଇଁ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ଇଣ୍ଟରପ୍ରିଟେଶନ ସେଣ୍ଟର (ବ୍ୟାଖ୍ୟାନ କେନ୍ଦ୍ର)ର ପରିକଳ୍ପନା କରାଯାଇଛି। ଓଡ଼ିଶା ତଥା ଦେଶ ବିଦେଶରୁ ଆସୁଥିବା ଶ୍ରଦ୍ଧାଳୁ ଏବଂ…

ପ୍ରସିଦ୍ଧ କବି ରାହତ ଇନ୍ଦୋରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୧୧।୮: ପ୍ରସିଦ୍ଧ ଉର୍ଦ୍ଦୁ କବି ରାହତ ଇନ୍ଦୋରୀ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। କିଛି ଘଣ୍ଟା ତଳେ ସେ ନିଜ ଫେସବୁକ୍‌ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଉଭୟ ଫେସବୁକ୍‌ ଓ ଟୁଇଟରରେ ସେ ଲେଖିଛନ୍ତି କରୋନାର ପ୍ରାରମ୍ଭିକ ଲକ୍ଷଣ…

ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ମାମଲାରେ ହାଇକୋର୍ଟ ନିର୍ଦ୍ଦେଶ: ଭିଡିଓ କନଫରେନ୍ସରେ ହାଜର ହେବେ ଯୁବତୀ

କଟକ ଅଫିସ,୧୧।୮: ନିଜ ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ପାଇଁ ଜଣେ ଯୁବତୀ ହାଇକୋର୍ଟରେ ରୁଜୁ କରିଥିବା ହେବିୟସ୍‌ କର୍ପସ ମାମଲାର ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ଯାଜପୁର ଏସ୍‌ପି ତଦନ୍ତ ରିପୋର୍ଟ ଦାଖଲ କରିଛନ୍ତି। ବରୀ ଥାନା ଅଧିକାରୀ ଯୁବତୀଙ୍କ ଘରକୁ…

ସ୍ତ୍ରୀଙ୍କ ମୃତ୍ୟୁ ପରେ ସ୍ବାମୀ କଲେ ଏମିତି କାମ, ସମସ୍ତେ ହେଲେ ଆଶ୍ଚର୍ଯ୍ୟ

ବେଙ୍ଗାଲୁରୁ,୧୧।୮: କର୍ନାଟକରେ ଜଣେ ଶିଳ୍ପପତି ନୂଆ ଘରେ ପ୍ରବେଶ କରିବା ସମୟରେ ଦିବଂଗତ ସ୍ତ୍ରୀଙ୍କ ଅଭାବ ପୂରଣ ପାଇଁ ଏକ ନୂଆ ପନ୍ଥା ଆପଣାଇଥିଲେ। ଶିଳ୍ପପତି ଶ୍ରୀନିବାସ ସ୍ତ୍ରୀଙ୍କ ଉପସ୍ଥିତିକୁ ଅନୁଭବ କରିବା ପାଇଁ ସ୍ତ୍ରୀ ମାଧବୀଙ୍କ ସିଲିକନ ମହମ ପ୍ରତିମୂର୍ତ୍ତି…

‘କାଳିଆ ଟଙ୍କା ଆଦାୟ ସମ୍ପୂର୍ଣ୍ଣ ସ୍ଥଗିତ ହେଉ’

ଭୁବନେଶ୍ୱର,୧୧।୮ (ବ୍ୟୁରୋ): ଗତ ମାସରେ ରାଜ୍ୟ ସରକାରଙ୍କ କୃଷି ବିଭାଗ କାଳିଆ ଟଙ୍କା ହାତେଇଥିବା ଅଯୋଗ୍ୟ ହିତାଧିକାରୀମାନଙ୍କଠାରୁ ଅର୍ଥ ଆଦାୟ ସକାଶେ ଜିଲା କୃଷି ଅଧିକାରୀମାନଙ୍କୁ ଚିଠି କରିଥିଲା। ଏହା ମିଳିବାପରେ ରାଜ୍ୟର ଲକ୍ଷେ ଚାଷୀଙ୍କଠାରୁ ଟଙ୍କା ଆଦାୟ ଲାଗି ନିଷ୍ପତ୍ତି…

ଏମ୍‌ଆର୍‌ୟୁଟି ସ୍କିମ୍‌ କାର୍ଯ୍ୟକାରୀ କରିବାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର୧୧।୮(ବ୍ୟୁରୋ):  କେନ୍ଦ୍ରୀୟ ଯୋଜନା କାର୍ଯ୍ୟକାରୀ କରିବା ହେଉ କିମ୍ବା ବିପର୍ଯ୍ୟୟ ପରିଚାଳନା କରିବା କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟଗୁଡ଼ିକ ପାଇଁ ଅନେକ ସମୟରେ ଦୃଷ୍ଟାନ୍ତ ପାଲଟିଛି। ଅଟଳ ମିଶନ ଫର୍‌ ରିଜୁଭେନ୍‌ଶନ ଆଣ୍ଡ ଅର୍ବାନ ଟ୍ରାନ୍ସଫରମେଶନ(ଏମ୍‌ଆର୍‌ୟୁଟି) ସ୍କିମ୍‌ କାର୍ଯ୍ୟକାରୀ ହେଉଥିବା ୨୦ଟି…

ଭିଜିଲାନ୍ସ ଜାଲରେ ସହକାରୀ ପ୍ରାଣୀ ଚିକିତ୍ସାଧିକାରୀ

ପିପିଲି, ୧୧।୮(ସ୍ବ.ପ୍ର./ଡି.ଏନ୍‌.ଏ): ସରକାରୀ ସହାୟତା ମଞ୍ଜୁର ପାଇଁ ଜଣେ ଚାଷୀଙ୍କଠାରୁ ୬ହଜାର ଟଙ୍କା ଲାଞ୍ଚ ନେଇ ପିପିଲି ପ୍ରାଣୀ ଚିକିତ୍ସା କେନ୍ଦ୍ରର ସହକାରୀ ପ୍ରାଣୀ ଚିକିତ୍ସାଧିକାରୀ ଡା. ଶୁଭ୍ରାଂଶୁ ସାହୁ ସୋମବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ନାମରେ ୟୁ/ସି ୭ପିସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri