Home Left

ଭରସା ହରାଉଛି ଅଭିଯୋଗ ବାକ୍ସ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ସଂକ୍ରମଣରୁ ଥାନା ଓ ପୋଲିସ କର୍ମଚାରୀଙ୍କୁ ଦୂରେଇ ରଖିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ କେତେକ ପଦକ୍ଷେପ ଗ୍ରହଣ କରାଯାଇଛି। ଅଭିଯୋଗକାରୀଙ୍କୁ ଆଉ ଥାନା ଭିତରକୁ ଛଡ଼ାଯାଉନି। ଅନ୍ୟତମ ବିକଳ୍ପ ସ୍ବରୂପ ଥାନା ପରିସରରେ ଅଭିଯୋଗ ବାକ୍ସର ବ୍ୟବସ୍ଥା ହୋଇଛି।…

ବାପାଙ୍କ ମୃତଦେହ ଦେଖିବାକୁ ୫୧ ହଜାର

କୋଲକାତା, ୧୧ା୮: ପଶ୍ଚିମବଙ୍ଗର ଏକ ଘରୋଇ ହସ୍ପିଟାଲରେ କରୋନାରେ ପ୍ରାଣ ହରାଇଥିବା ଜଣେ ବ୍ୟକ୍ତିଙ୍କ ମରଶରୀର ଦେଖିବା ପାଇଁ ତାଙ୍କ ପୁଅଙ୍କଠାରୁ କର୍ତ୍ତୃପକ୍ଷ ୫୧ ହଜାର ଟଙ୍କା ଦାବି କରିଥିଲେ। ଶନିବାର ରାତିରେ ହରି ଗୁପ୍ତାଙ୍କର ଏକ ହସ୍ପିଟାଲରେ ମୃତ୍ୟୁ ହୋଇଥିଲା।…

‘ପିଲାଙ୍କୁ ସ୍କୁଲ୍‌କୁ ଫେରାଇ ଆଣିବା ଦେଶର ନୈତିକ କର୍ତ୍ତବ୍ୟ’

ଲଣ୍ଡନ, ୧୧।୮(ପି.ଟି.): କରୋନା ଜନିତ ଲକ୍‌ଡାଉନ ପରେ ପିଲାମାନଙ୍କୁ ସ୍କୁଲ୍‌କୁ ଫେରାଇ ଆଣିବା ଦେଶର ନୈତିକ କର୍ତ୍ତବ୍ୟ ବୋଲି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ସୋମବାର କହିଛନ୍ତି। ଏଥିସହିତ ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷାକୁ ମଧ୍ୟ ଅଗ୍ରାଧିକାର ଦେବାକୁ ସେ ପରାମର୍ଶ ଦେଇଛନ୍ତି।…

ହିନ୍ଦୀକୁ ନେଇ ବର୍ଷିଲେ କୁମାରସ୍ବାମୀ

ବେଙ୍ଗାଲୁରୁ, ୧୧।୮: ନୂଆ ଶିକ୍ଷାନୀତିକୁ ନେଇ ବିତର୍କ ଚାଲିଥିବାବେଳେ ଭାଷାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ହିନ୍ଦୀ ଭାଷାକୁ ନେଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ସମାଲୋଚନା କରିଛନ୍ତି। ହିନ୍ଦୀ ରାଜନୀତି ପାଇଁ ଦକ୍ଷିଣ ଭାରତୀୟ ନେତାମାନେ ପ୍ରଧାନମନ୍ତ୍ରୀ ହେବା…

ଆଣ୍ଡାମାନକୁ ସାମୁଦ୍ରିକ ଓଏଫ୍‌ସି ସଂଯୋଗ

ନୂଆଦିଲ୍ଲୀ, ୧୧।୮(ଆଇଏଏନ୍‌ଏସ୍‌): ଚେନ୍ନାଇରୁ ପୋର୍ଟ ବ୍ଲେୟାରକୁ ସଂଯୋଗ କରୁଥିବା ସାମୁଦ୍ରିକ ଅପ୍ଟିକାଲ ଫାଇବର କେବୁଲ (ଓଏଫ୍‌ସି)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଉଦ୍‌ଘାଟନ କରିଛନ୍ତି। ଏହି ସଂଯୋଗ ଫଳରେ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜକୁ ମୋବାଇଲ ଓ ଲ୍ୟାଣ୍ଡଲାଇନ ମୋବାଇଲ ଟେଲିଫୋନ ସେବା…

ପାକିସ୍ତାନରୁ ଅଲଗା ହେବ ବେଲୁଚିସ୍ତାନ, ସିନ୍ଧ୍‌

ଇସ୍‌ଲାମାବାଦ/ନୂଆଦିଲ୍ଲୀ, ୧୧ା୮: ବେଲୁଚିସ୍ତାନ ଓ ସିନ୍ଧ୍‌ ପାକିସ୍ତାନଠାରୁ ଅଲଗା ହୋଇ ସ୍ବାଧୀନ ହେବାକୁ ଚାହୁଁଛନ୍ତି। ଏଥିଲାଗି ବେଲୁଚିସ୍ତାନର ୪ ସଙ୍ଗଠନ ସହ ସିନ୍ଧ୍‌ର ଏକ ସଙ୍ଗଠନ ହାତ ମିଳାଇଛି। ବେଲୁଚିସ୍ତାନର ବେଲୁଚ୍‌ ଲିବରେଶନ ଆର୍ମି (ବିଏଲ୍‌ଏ), ବେଲୁଚିସ୍ତାନ ଲିବରେଶନ ଫ୍ରଣ୍ଟ (ବିଏଲ୍‌ଏଫ୍‌),…

ଲାପ୍‌ସ ପଲିସି ପୁନରୁଦ୍ଧାର ଲାଗି ଏଲ୍‌ଆଇସିର ସୁବିଧା

ଭୁବନେଶ୍ୱର,୧୧।୮:ଲାପ୍‌ସ ହୋଇଥିବା ପଲିସି ପୁନରୁଦ୍ଧାର ଲାଗି ଭାରତୀୟ ଜୀବନ ବୀମା ନିଗମ ଏହାର ପଲିସିଧାରୀଙ୍କୁ ସୁବିଧା ପ୍ରଦାନ କରିଛି। ବର୍ତ୍ତମାନର ଚ୍ୟାଲେଞ୍ଜିଂ ସମୟରେ ଲୋକଙ୍କ ଲାଗି ଏଲ୍‌ଆଇସି ଏଭଳି ଏକ ସୁବିଧା ଆଣିଥିବା କହିଛି। ଚଳିତ ମାସ ୧୦ ତାରିଖଠାରୁ ୯ା୧୦ା୨୦୨୦…

ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବଜାର ପ୍ରବେଶ

ଢେଙ୍କାନାଳ ଅଫିସ,୧୧ା୮ ଢେଙ୍କାନାଳ ସହର କୁଞ୍ଜକାନ୍ତଠାରେ ଥିବା ସୋମ୍‌ ଅଟୋରେ ସୋମବାର ମଧ୍ୟାହ୍ନରେ ପ୍ରମୁଖ ଦୁଇଚକିଆ ଯାନ ନିର୍ମାଣକାରୀ କମ୍ପାନୀ ହିରୋ ମୋଟୋକର୍ପ ଲିମିଟେଡ୍‌ ପକ୍ଷରୁ ହିରୋ ଏକ୍ସଟ୍ରିମ୍‌ ୧୬୦-ଆର୍‌ ବାଇକ୍‌ର ବଜାର ପ୍ରବେଶ ହୋଇଛି। ସୋମ୍‌ ଅଟୋର ସ୍ବତ୍ୱାଧିକାରୀ ହର୍ଷବର୍ଦ୍ଧନ…

କୋହଲି ସବୁଠୁ ଲୋକପ୍ରିୟ କ୍ରିକେଟର

ନୂଆଦିଲ୍ଲୀ, ୧୦।୮- କରୋନା ଭାଇରସ ସଂକ୍ରମଣ ଯୋଗୁ ଭାରତୀୟ କ୍ରିକେଟ ଦଳ ଖେଳିବା ତ ଦୂରର କଥା ଏପର୍ଯ୍ୟନ୍ତ ଅଭ୍ୟାସ ମଧ୍ୟ ଆରମ୍ଭ କରି ପାରିନାହିଁ। ମାତ୍ର ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଏବେ ମଧ୍ୟ ଦର୍ଶକଙ୍କ ପସନ୍ଦର କ୍ରିକେଟର…

ଅବସର ଯୋଜନାକୁ ଖଣ୍ଡନ କଲେ ଏହି କ୍ରିକେଟର୍‌

ମାଞ୍ଚେଷ୍ଟର, ୧୦।୮- ନିକଟ ଅତୀତରେ ଦକ୍ଷତା ଅନୁସାରେ ପ୍ରଦର୍ଶନ କରିପାରି ନ ଥିଲେ ହେଁ ଏବେ ଅବସର ନେବାକୁ ତାଙ୍କର କୌଣସି ଯୋଜନା ନାହିଁ ବୋଲି ଇଂଲଣ୍ଡ ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ ପ୍ରକାଶ କରିଛନ୍ତି। ୨୦୨୧-୨୨ ଆଶେସ ସିରିଜ ଖେଳିବା…

ଆମେରିକାରୁ ୪ କୋଟି ଟଙ୍କା ସ୍କଲାରଶିପ୍‌ ପାଇଥିବା ଭାରତୀୟ ଛାତ୍ରୀଙ୍କ ଦୁର୍ଘଟଣାରେ ମୃତ୍ୟୁ

ନୋଏଡା, ୧୦।୮: ଆମେରିକାର ବାବସନ କଲେଜରୁ ୪ କୋଟି ଟଙ୍କା ସ୍କଲାରଶିପ ପାଇ ଅଧ୍ୟୟନ କରୁଥିବା ଭାରତୀୟ ଛାତ୍ରୀ ସୁଦୀକ୍ଷା ଭାଟିଙ୍କର ସୋମବାର ଏକ ସଡ଼କ ଦୁର୍ଘଟଣାରେ ବିୟୋଗ ଘଟିଛି। ଦାଦ୍ରି ଅଞ୍ଚଳର ଡେରି ସ୍କାନର ଗ୍ରାମର ବାସିନ୍ଦା ସୁଦୀକ୍ଷା ନିଜ…

କୂଅରେ ଦେଖାଗଲେ ହଜାର ହଜାର ସଂଖ୍ୟକ ସାପ

ଛତ୍ରପୁର, ୧୦।୮: ମଧ୍ୟପ୍ରଦେଶ ଓ ଉତ୍ତର ପ୍ରଦେଶ ସୀମାନ୍ତ ଛତ୍ରପୁର ଜିଲାରେ ଚକିତ କଲାଭଳି ଏକ ଘଟଣା ଦେଖିବାକୁ ମିଳିଛି। ଜିଲାର ହର୍‌ପାଲପୁର ଅନ୍ତର୍ଗତ ଭଣ୍ଡାର ଗ୍ରାମର ଏକ ରାସ୍ତା ପାର୍ଶ୍ୱସ୍ଥ କୂଅରେ ଅଚାନକ ହଜାର ହଜାର ସଂଖ୍ୟକ ସାପକୁ ଦେଖି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri