Home Left

ଚଳିତବର୍ଷ ଭାରତୀୟ ଖେଳ ଜଗତରେ ସର୍ବାଧିକ ପସନ୍ଦର ଟୁଇଟ୍‌: ଜାଣନ୍ତୁ କେଉଁ ଖେଳାଳି କରିଥିଲେ ଏହି ଟୁଇଟ୍‌

ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆରେ ବେଶୀ ସକ୍ରିୟ ନ ଥାନ୍ତି। ସେ ତାଙ୍କର ଅଫିସିଆଲ ସୋସିଆଲ ମିଡିଆ ଆକାଉଣ୍ଟରେ ଫଟୋ କିମ୍ବା ମେସେଜ ପୋଷ୍ଟ କରିବାର ଦୀର୍ଘ ସମୟ ହେଲାଣି। ସୋସିଆଲ ମିଡିଆରେ ସକ୍ରିୟ ନ…

ମଦ, କଫ୍‌ ସିରପ କାରବାର ବିରୋଧରେ ବାହାରିଲେ ମହିଳା, ପିଲାଙ୍କୁ ଧରି ଏସ୍‌ପି ଅଫିସ ଆଗରେ ଧାରଣା

ବରଗଡ଼ ଅଫିସ,୧୫।୧୨: ବରଗଡ଼ ଜିଲାରେ ଚୋରା ମଦ, କଫ୍‌ ସିରପ କାରବାର ବଢି ଚାଲିଛି। ଏହାକୁ ନେଇ ଅସନ୍ତୋଷ ମଧ୍ୟ ଲାଗିରହିଛି। ବରଗଡ଼ ପୌରପରିଷଦ ଅନ୍ତର୍ଗତ ୱାର୍ଡ ନଂ-୧, ୨ ଏବଂ ୩ରେ ଅବାଧରେ ଏହି କାରବାର ଚାଲିଥିବା ଅଭିଯୋଗ ହୋଇଛି।…

ବିବାହ ପାଇଁ ବିଳମ୍ବରେ ପ୍ରସ୍ତାବ ଦେଲେ ପ୍ରେମିକ: ଏଭଳି ନିଷ୍ପତ୍ତି ନେଲେ ପ୍ରେମିକା

ପ୍ରେମ, ଭଲପାଇବାକୁ ନେଇ ସମସ୍ତଙ୍କର ଚିନ୍ତାଧାରା ଭିନ୍ନ ପ୍ରକାରର। ସମୟ ସାଙ୍ଗକୁ ସମ୍ପର୍କ ଅଧିକ ଶକ୍ତ ହୋଇଥାଏ। ବେଳେ ବେଳେ କିଛି ବ୍ୟକ୍ତି ନ ବୁଝି ବିଚାରି ପ୍ରେମ ନିବେଦନ କରିଥାନ୍ତି। ଆଉ କିଛି ଏଥିପାଇଁ ବହୁତ ସମୟ ନେଇଥାନ୍ତି। ମାତ୍ର…

୨.୫ କୋଟି ଟଙ୍କାର ବୃତ୍ତି ପାଇଲେ ୧୯ ବର୍ଷୀୟ ଛାତ୍ର

ପାଟନା,୧୫।୧୨: ବିବାହାର ଜଣେ ଛାତ୍ର କମାଲ କରିଛନ୍ତି। ୧୯ ବର୍ଷୀୟ ହ୍ରିତିକ ରାଜ ନାମକ ଏହି ଛାତ୍ର ଜଣଙ୍କ ୨.୫ କୋଟି ଟଙ୍କାର ବୃତ୍ତ ପାଇଛନ୍ତି। ଛାତ୍ରଙ୍କ ଏଭଳି ପ୍ରଦର୍ଶନରେ ପରିବାର ଲୋକେ ଗର୍ବିତ ଅନୁଭବ କରିଛନ୍ତି। ଅଧ୍ୟୟନ ପ୍ରତି ହ୍ରିତିକ୍‌ଙ୍କ…

୩୦୦କୁ କମିଲା କରୋନା ପଜିଟିଭ୍‌ ସଂଖ୍ୟା , ୪ ମୃତ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍‌ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୨୬ ଜଣ ଲୋକାଲ…

ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି

ନୂଆଦିଲ୍ଲୀ,୧୫।୧୨: ଆଗକୁ ୨୦୨୨ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଟକ୍କର ଦେବା ଲାଗି ଏଏପି ଅଣ୍ଟା ଭିଡ଼ିଛି। ଏଏପିର ରାଷ୍ଟ୍ରୀୟ ସଂଯୋଜକ…

ଘରେ ପାଦ ଦେଉ ଦେଉ ଘଟିଲା ଏମିତି…

ନିଜର ଗୋଟିଏ ଘର ହେଉ ଏହି ସ୍ବପ୍ନ ସମସ୍ତେ ଦେଖିଥାନ୍ତି। ମାତ୍ର ବେଳେବେଳେ ଏହି ସ୍ବପ୍ନ ଡରାଇ ଦେଇଥାଏ। ଏମିତି କିଛି ଘଟିଛି ଲଣ୍ଡନରେ ରହୁଥିବା ଜେମି ଭିଲକିସଙ୍କ କ୍ଷେତ୍ରରେ। ଜେମି ଅନେକ ଦିନ ହେବ ନିଜ ପାଇଁ ଏକ ପ୍ଲାଟ୍‌…

ସ୍ତ୍ରୀ, ୨ ପିଲାଙ୍କୁ ଛାଡି ପ୍ରେମିକାଙ୍କ ହାତ ଧରିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ଟେଷ୍ଟ ସିରିଜ ଆରମ୍ଭ ହେବାକୁ ମାତ୍ର ୨ ଦିନ ବାକି ଅଛି। ଏହି ସିରିଜରେ ଆୟୋଜକ ଦଳ ଅଷ୍ଟ୍ରେଲୀୟ ଅଫ ସ୍ପିନର ନାଥାନ ଲିଅନ ଭାରତୀୟ ଦଳ ପାଇଁ ଘାତକ ହୋଇପାରନ୍ତି। ସେ ସର୍ବଦା…

୧୪୦୦ ଘରୋଇ ସ୍କୁଲରେ ଅନ୍‌ଲାଇନ୍‌ କ୍ଲାସ୍‌ ବନ୍ଦ: ଫି ଦେବାକୁ ସକ୍ଷମ ନୁହନ୍ତି ଅଭିଭାବକ

ପୁଣେ,୧୫।୧୨: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ସ୍କୁଲ କଲେଜକୁ ବନ୍ଦ କରିଦିଆଯାଇଥିଲା। ଏବେ କେତେକ ରାଜ୍ୟରେ ସର୍ତ୍ତମୂଳକ ଭାବେ ସ୍କୁଲ ଖୋଲିଛି। ତେବେ ଅନ୍ୟ ରାଜ୍ୟରେ ସ୍କୁଲ ଖୋଲିବା ନେଇ କୌଣସି ନିଷ୍ପତ୍ତି ଗ୍ରହଣ କରାଯାଇନାହିଁ। ସ୍କୁଲ ବନ୍ଦ…

ଟ୍ରମ୍ପଙ୍କ ଆଶାର ଘଟିଲା ଅନ୍ତ, ବାଇଡେନ୍‌ଙ୍କ ବିଜୟରେ ଲାଗିଲା ମୋହର

ୱାଶିଂଟନ,୧୫ ।୧୨: ପପୁଲାର ଭୋଟିଂ ପରେ ଏବେ ଇଲେକ୍ଟୋରାଲ କଲେଜ ଭୋଟିଂର ଫଳାଫଳ ଆସିଯାଇଛି । ଏହା ମଧ୍ୟ ଜୋ ବାଇଡେନ୍‌ଙ୍କ ପକ୍ଷରେ ଯାଇଛି । ଫଳରେ ଜୋ ବାଇଡେନ୍‌ଙ୍କ ବିଜୟରେ ଅଧିକାରୀ ସ୍ତରରେ ମୋହର ଲାଗିଯାଇଛି । ଏହାସହ ରାଷ୍ଟ୍ରପତି…

ଏସବୁ କଥା ମାନି ଚଳିଳେ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ହେବନି ଝଗଡ଼ା, ବଢ଼ିବ ଧନ

କୁହାଯାଏ, ସ୍ତ୍ରୀ-ସ୍ବାମୀ ଗୋଟିଏ ଗାଡିର ଦୁଇଟି ଚକ। ଯଦି ଗୋଟିଏ ଚକ ନ ରୁହେ, ତେବେ ଗାଡି ଚାଲିବା କଷ୍ଟକର ହୋଇପଡେ। ଠିକ୍‌ ସେହିପରି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଘଟିଥାଏ। ଜଣଙ୍କ ବିନା ଅନ୍ୟ ଜଣଙ୍କ ପାଇଁ ଜୀବନ ବିତାଇବା କଷ୍ଟକର ହୋଇପଡ଼େ।…

ହାଇଜାକ ହୋଇଛି କୃଷକ ଆନ୍ଦୋଳନ: କଂଗ୍ରେସ ଏମ୍‌ପି

ଲୁଧିଆନା,୧୫ ।୧୨: କେନ୍ଦ୍ରର କୃଷି ଆଇନକୁ ନେଇ ଚାଲିଥିବା କୃଷକ ଆନ୍ଦୋଳନ ଏବେ ଭିନ୍ନ ମୋଡ ନେବାରେ ଲାଗିଲାଣି । ଏହାକୁ ନେଇ ଏବେ ରାଜନୀତି ଆରମ୍ଭ ହୋଇ ଗଲାଣି । ଲୁଧିଆନାର କଂଗ୍ରେସ ଏମ୍‌ପି ରବନିତ ସିଂ ବିଟ୍ଟୁ ପୁଣିଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?