କୋହଲି ସବୁଠୁ ଲୋକପ୍ରିୟ କ୍ରିକେଟର
ନୂଆଦିଲ୍ଲୀ, ୧୦।୮- କରୋନା ଭାଇରସ ସଂକ୍ରମଣ ଯୋଗୁ ଭାରତୀୟ କ୍ରିକେଟ ଦଳ ଖେଳିବା ତ ଦୂରର କଥା ଏପର୍ଯ୍ୟନ୍ତ ଅଭ୍ୟାସ ମଧ୍ୟ ଆରମ୍ଭ କରି ପାରିନାହିଁ। ମାତ୍ର ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଏବେ ମଧ୍ୟ ଦର୍ଶକଙ୍କ ପସନ୍ଦର କ୍ରିକେଟର…
ଅବସର ଯୋଜନାକୁ ଖଣ୍ଡନ କଲେ ଏହି କ୍ରିକେଟର୍
ମାଞ୍ଚେଷ୍ଟର, ୧୦।୮- ନିକଟ ଅତୀତରେ ଦକ୍ଷତା ଅନୁସାରେ ପ୍ରଦର୍ଶନ କରିପାରି ନ ଥିଲେ ହେଁ ଏବେ ଅବସର ନେବାକୁ ତାଙ୍କର କୌଣସି ଯୋଜନା ନାହିଁ ବୋଲି ଇଂଲଣ୍ଡ ଫାଷ୍ଟ ବୋଲର ଜେମ୍ସ ଆଣ୍ଡରସନ ପ୍ରକାଶ କରିଛନ୍ତି। ୨୦୨୧-୨୨ ଆଶେସ ସିରିଜ ଖେଳିବା…
ଆମେରିକାରୁ ୪ କୋଟି ଟଙ୍କା ସ୍କଲାରଶିପ୍ ପାଇଥିବା ଭାରତୀୟ ଛାତ୍ରୀଙ୍କ ଦୁର୍ଘଟଣାରେ ମୃତ୍ୟୁ
ନୋଏଡା, ୧୦।୮: ଆମେରିକାର ବାବସନ କଲେଜରୁ ୪ କୋଟି ଟଙ୍କା ସ୍କଲାରଶିପ ପାଇ ଅଧ୍ୟୟନ କରୁଥିବା ଭାରତୀୟ ଛାତ୍ରୀ ସୁଦୀକ୍ଷା ଭାଟିଙ୍କର ସୋମବାର ଏକ ସଡ଼କ ଦୁର୍ଘଟଣାରେ ବିୟୋଗ ଘଟିଛି। ଦାଦ୍ରି ଅଞ୍ଚଳର ଡେରି ସ୍କାନର ଗ୍ରାମର ବାସିନ୍ଦା ସୁଦୀକ୍ଷା ନିଜ…
କୂଅରେ ଦେଖାଗଲେ ହଜାର ହଜାର ସଂଖ୍ୟକ ସାପ
ଛତ୍ରପୁର, ୧୦।୮: ମଧ୍ୟପ୍ରଦେଶ ଓ ଉତ୍ତର ପ୍ରଦେଶ ସୀମାନ୍ତ ଛତ୍ରପୁର ଜିଲାରେ ଚକିତ କଲାଭଳି ଏକ ଘଟଣା ଦେଖିବାକୁ ମିଳିଛି। ଜିଲାର ହର୍ପାଲପୁର ଅନ୍ତର୍ଗତ ଭଣ୍ଡାର ଗ୍ରାମର ଏକ ରାସ୍ତା ପାର୍ଶ୍ୱସ୍ଥ କୂଅରେ ଅଚାନକ ହଜାର ହଜାର ସଂଖ୍ୟକ ସାପକୁ ଦେଖି…
ପିଜି ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା: ଜାଣନ୍ତୁ କେବେଠାରୁ କରିବେ ଆବେଦନ…
ଭୁବନେଶ୍ୱର(ବ୍ୟୁରୋ),୧୦ା୮-ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଓ କଲେଜର ସ୍ନାତକୋତ୍ତର(ପିଜି) ପାଠ୍ୟକ୍ରମରେ ନାମଲେଖା ଲାଗି ଆସନ୍ତା ୧୨ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। କରୋନା ସଂକ୍ରମଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ଚଳିତବର୍ଷ ଏକକ ପ୍ରବେଶିକା ପରୀକ୍ଷା କରାଯାଇ ଯୋଗ୍ୟତା ଭିତ୍ତିରେ ଛାତ୍ରୀଛାତ୍ରଙ୍କ…
୭ ଶିଳ୍ପୀଙ୍କୁ ଧର୍ମପଦ ପୁରସ୍କାର
ଭୁବନେଶ୍ୱର(ବ୍ୟୁରୋ),୧୦ା୮- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ଚିତ୍ରକଳା, ସ୍ଥାପତ୍ୟ ଓ ଭାସ୍କର୍ଯ୍ୟକଳା କ୍ଷେତ୍ରରେ ପ୍ରଦାନ କରାଯାଉଥିବା ରାଜ୍ୟର ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ସୋମବାର ପ୍ରଦାନ କରାଯାଇଛି। ଜୀବନବ୍ୟାପୀ ସାଧନା ଓ…
୫୩ ବର୍ଷ ବୟସରେ ଯୁକ୍ତ ୨ରେ ଆଡ୍ମିଶନ କଲେ ଏହି ରାଜ୍ୟର ଶିକ୍ଷାମନ୍ତ୍ରୀ
ରାଞ୍ଚି, ୧୦।୮: କୁହାଯାଏ ପାଠ ପଢ଼ିବାର କୌଣସି ବୟସ ନାହିଁ। ଯେକୌଣସି ବୟସରେ ମଧ୍ୟ ଜଣେ ଚାହିଁଲେ ଶିକ୍ଷା ଗ୍ରହଣ କରିପାରିବ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଝାଡ଼ଖଣ୍ଡରେ ଦେଖିବାକୁ ମିଳିଛି। ଝାଡ଼ଖଣ୍ଡର ଶିକ୍ଷାମନ୍ତ୍ରୀ ଜଗରନାଥ ମହତୋ ବର୍ତ୍ତମାନ ରାଜ୍ୟ ଶିକ୍ଷା…
ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
ଭୁବନେଶ୍ୱର,୧୦।୮(ବ୍ୟୁରୋ)-ସେପ୍ଟେମ୍ବର ୧୪ରୁ ୨୨ ଯାଏ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ସେପ୍ଟେମ୍ବର ୧୪ରୁ ୨୪ ଯାଏ ଓପନ ଲର୍ଣ୍ଣିଂ ସ୍କୁଲର ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଏ ନେଇ ସୋମବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜାନ…
ସୁଶାନ୍ତଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ଅଙ୍କିତାଙ୍କୁ ଘରକୁ ଆସିଲେ ଦୁଇ କୁନି ଅତିଥି
ନୂଆଦିଲ୍ଲୀ: ଦିଗଂବତ ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ତାଙ୍କ ପୂର୍ବତନ ପ୍ରେମିକା ଅଙ୍କିତା ଲୌଖଣ୍ଡେ ବହୁତ ଦିନ ହେବ ଦୁଃଖୀ ଥିଲେ। କିନ୍ତୁ ଏବେ ତାଙ୍କ ମୁହଁରେ ହସ ଫୁଟିଛି। ଏହି ଖୁସିର ରହସ୍ୟ ଅଙ୍କିତା ସୋସିଆଲ…
କଟକରେ ଆଉ ୫୩ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ, ୧୦।୮-ସୋମବାର କଟକରୁ ପୁଣି ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୩ ଆକ୍ରାନ୍ତଙ୍କ ମଧ୍ୟରୁ କଣ୍ଟେନମେଣ୍ଟ ଜୋନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ କ୍ୱାରାଣ୍ଟାଇନରୁ ୨୪ ଓ ୧୦ ଲୋକାଲ କଣ୍ଟାକ୍ଟ କେସ ରହିଛି। ଚୌଧୁରୀ ବଜାରରୁ…
ଜନ୍ମ ନେଲା ଅଜବ ଛେଳି ଛୁଆ; ନାକ ଜାଗାରେ ରହିଛି ଆଖି
ବିଳାସପୁର, ୧୦।୮: ଛତିଶଗଡ଼ର ବିଳାସପୁରରେ ଏକ ଅଜବ ଛେଳି ଛୁଆ ଜନ୍ମ ନେଇଛି। ନବଜାତ ଛେଳି ଛୁଆର ନାକ ନ ଥିବାବେଳେ ଏହି ସ୍ଥାନରେ ଆଖି ରହିଛି। ଏଭଳି ବିଚିତ୍ର ଛେଳି ଛୁଆକୁ ନେଇ ଏବେ ବେଶ୍ ଚର୍ଚ୍ଚା। ବିଳାସପୁର ବାସିନ୍ଦା…
କରୋନାକୁ ହରାଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ
ବେଙ୍ଗାଲୁରୁ,୧୦।୮-କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦୁରପ୍ପା ବର୍ତ୍ତମାନ ସୁସ୍ଥ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରୁ ମୁକ୍ତ କରାଯାଇଛି। ଏ ନେଇ ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ପ୍ରକାଶ ଯେ, ଅଗଷ୍ଟ ୨ରେ ୟେଦୁରପ୍ପାଙ୍କ କରୋନା…
Archives


