Home Left

ଫାଇଜର ଟିକାକୁ ସିଙ୍ଗାପୁରରେ ମଞ୍ଜୁରୀ

ସିଙ୍ଗାପୁର,୧୫।୧୨: ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକାକୁ ସିଙ୍ଗାପୁରରେ ଦିଆଯିବା ଲାଗି ମଞ୍ଜୁରୀ ମିଳିଛି। ଚଳିତ ମାସରେ ପ୍ରଥମ ଅର୍ଡର ଟିକା ଏଠାରେ ପହଞ୍ଚିବ ବୋଲି ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ଶେନ୍‌ ଲାଙ୍ଗ୍‌ ଜାତୀୟ ଟେଲିଭିଜନରେ…

ଫିଟ୍‌ନେସ୍‌ ମନ୍ତ୍ର

କାର୍ଯ୍ୟବ୍ୟସ୍ତତା ଭିତରେ ନିଜକୁ ଅଣଦେଖା କରିବା କାରଣରୁ ଅଧିକାଂଶ ମହିଳା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ତେଣୁ ଫିଟ୍‌ନେସ୍‌ ଲାଗି ଅଳ୍ପ ବୟସରୁ ହିଁ କେତେକ କଥା ପ୍ରତି ଯନତ୍ଶୀଳ ହେବା ଆବଶ୍ୟକ। ଜାଣି ରଖନ୍ତୁ ସେ ସମ୍ପର୍କରେ… ପ୍ରତିଦିନ…

ସାଥୀ ଖେଳାଳିଙ୍କୁ ଚାପୁଡା ମାରିବାରୁ ହାତ ଉଠାଇଲେ ଏହି କ୍ରିକେଟର୍‌, ଆଉ ତା’ପରେ

ଘରୋଇ ଟି-୨୦ ଟୁର୍ନାମେଣ୍ଟରେ ବାଂଲାଦେଶ ଖେଳାଳି ମୁଶଫିକୁର ରହିମ ନିଜ ସାଥୀଙ୍କୁ ପଡ଼ିଆରେ ଚାପୁଡ଼ା ମାରିବାକୁ ଚେଷ୍ଟା କରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଏହା ସ୍ପଷ୍ଟ ହୋଇଛି ଯେ ବଙ୍ଗବନ୍ଧୁ ଟି-୨୦ ଟୁର୍ନାମେଣ୍ଟରେ ଢାକା…

ଅଳିଆ ହଟୁନି, ଡ୍ରେନ୍‌ ପୋତି ହେଲାଣି

ଖୋର୍ଦ୍ଧା ଅଫିସ,୧୫।୧୨: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଖୋର୍ଦ୍ଧା ସହରକୁ ଶୀର୍ଷତା ସ୍ଥାନରେ ରଖିବା ଲାଗି ପୌର ପରିଷଦ ପକ୍ଷରୁ ‘ସ୍ବଚ୍ଛ ଭାରତ ସୁସ୍ଥ ଭାରତ’ ଅଭିଯାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ସହରରେ ୨୨ଟି ଓ୍ବାର୍ଡ ରହିଛି। ତନ୍ମଧ୍ୟରୁ ୨୦ ଓ୍ବାର୍ଡର ଅଳିଆ…

ହିମାଳୟ ପାଇଁ ଖୋଲିବ ଜଳବାୟୁ କେନ୍ଦ୍ର

ନୂଆଦିଲ୍ଲୀ, ୧୫।୧୨(ପି.ଟି.): ହିମାଳୟ ପାର୍ବତ୍ୟାଞ୍ଚଳ ପାଇଁ ଏକ ଆଞ୍ଚଳିକ ଜଳବାୟୁ କେନ୍ଦ୍ର ଖୋଲିବା ଲାଗି ଭାରତ ସରକାର ଯୋଜନା କରୁଛନ୍ତି। ଏହା କେବଳ ଆମ ଦେଶକୁ ପାଣିପାଗ ସମ୍ପର୍କିତ ତଥ୍ୟ ଓ ପରାମର୍ଶ ଦେବନାହିଁ, ପଡୋଶୀ ଦେଶଗୁଡ଼ିକ ମଧ୍ୟ ଏଥିରୁ ଉପକୃତ…

ବଢୁଛି ମାଟିପାତ୍ର ଚା’ର ଚାହିଦା

ଖୋର୍ଦ୍ଧା ଅଫିସ,୧୫।୧୨: ଶୀତୁଆ ସକାଳେ ଚାହା ଟିକିଏ ମିଳିଗଲେ ମନ ଖୁସି ହୁଏ। ତେଣୁ ରାତି ପାହିଲେ ଲୋକେ ଚା’ ଦୋକାନରେ ଭିଡ଼ ଜମାନ୍ତି। ଖୋର୍ଦ୍ଧା ସହରରେ ଏବେ ମାଟିପାତ୍ର ଚା’ର ଚାହିଦା ବୃଦ୍ଧି ପାଇଛି। ପୁରୁଣା ମେଡିକାଲ ଛକ ପେଟ୍ରୋଲ…

କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ, ୧୫।୧୨(ପି.ଟି.): ଭାରତରେ ୧୯୭୫ରେ ଜାରି ହୋଇଥିବା ଜରୁରୀ ପରିସ୍ଥିତି (ଏମର୍ଜେନ୍ସି)କୁ ସମ୍ପୂର୍ଣ୍ଣ ଅସାମ୍ବିଧାନିକ ଘୋଷଣା କରିବା ଲାଗି ଜଣେ ୯୪ ବର୍ଷୀୟ ମହିଳା ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଏହା ଉପରେ ସର୍ବୋଚ୍ଚ ଅଦାଲତ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ଜଷ୍ଟିସ…

ଡାର୍କ ଓ୍ବେବ୍‌ରେ ନକଲି ଟିକା

ନୂଆଦିଲ୍ଲୀ, ୧୫ା୧୨: କୋଭିଡ୍‌-୧୯ ମହାମାରୀରୁ ବର୍ତ୍ତିବା ପାଇଁ ଟିକା ଏକମାତ୍ର ଆଶା ହୋଇଥିବାବେଳେ ଏହାର ଫାଇଦା ଉଠାଉଛନ୍ତି ସାଇବର ଅପରାଧୀ। କୌଣସି ବିଶ୍ୱସ୍ତ ସର୍ଚ୍ଚ ଇଞ୍ଜିନ ଦ୍ୱାରା ଅନୁମୋଦିତ ହୋଇ ନ ଥିବା ସାଇଟ୍‌ ତଥା ଡାର୍କ ଓ୍ବେବରେ ଲୋକଙ୍କୁ ନିଜ…

ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ପୁରୀ ଏସ୍‌ପି

କଟକ ଅଫିସ,୧୫।୧୨: ପୁରୀ ହାଜତ ମୃତ୍ୟୁ ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଉକ୍ତ ମାମଲାର ଶୁଣାଣି କରିଥିଲେ ା ଏହି ମାମଲାର ଅଗ୍ରଗତି…

ସାରା ଦେଶକୁ ବ୍ୟାପିଲା ଆନ୍ଦୋଳନ

ନୂଆଦିଲ୍ଲୀ, ୧୫।୧୨: କେନ୍ଦ୍ରର ନୂଆ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଚାଷୀମାନଙ୍କ ଆନ୍ଦୋଳନ ସୋମବାର ୧୯ ଦିନରେ ପହଞ୍ଚତ୍ଥିବାବେଳେ ଏହା ସାରା ଦେଶକୁ ବ୍ୟାପିଛି। କୃଷକ ସଂଘର ନେତାମାନେ ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଅନଶନରେ ବସିଥିଲେ। କୃଷକ…

ଗାଁ ଦାଣ୍ଡରେ ଖେଳ…‘ନା ବାବା ନା’

ନୟାଗଡ ଅଫିସ,୧୫।୧୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ଯଦୁପୁରରେ ୫ ବର୍ଷର ଶିଶୁକନ୍ୟା ପରୀକୁ ଅପହରଣ ଓ ହତ୍ୟା ପରେ ଆଉ ଜଣେ ଶିଶୁକନ୍ୟା ରଣପୁର ଥାନା ବଧିପାଟଣାର ସ୍ବାତୀ(୩) ନିଖୋଜ ହୋଇଯାଇଛନ୍ତି। ଏହା ପୋଲିସ ପାଇଁ ଚାଲେଞ୍ଜ ସୃଷ୍ଟି କରିଥିବାବେଳେ…

ଇଣ୍ଟିମେଣ୍ଟ ସିନ୍‌କୁ ନେଇ ଅଭିନେତ୍ରୀଙ୍କୁ ମାରିଦେଲେ ସ୍ବାମୀ: ଆଉ ତା ପରେ…

ସାଉଥ୍‌ ଅଭିନେତ୍ରୀ ଭିଜେ ଚିତ୍ରା ଗତ ଡିସେମ୍ବତ ୯ରେ ଆତ୍ମହତ୍ୟା କରିଥିଲେ। ଏକ ହୋଟେଲରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଥିଲା। ଏହି ଘଟଣାପରେ ପୋଲିସ ଚିତ୍ରାଙ୍କ ସ୍ବାମୀ ହେମନାଥଙ୍କୁ ପଚରାଉଚରା ଚଳାଇଥିଲା। ଏବେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଚିତ୍ରାଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?