Home Left

ଯାଆନ୍ତୁନି ଷ୍ଟାର କିଡଙ୍କ ଫିଲ୍ମ ଦେଖିବାକୁ : କରିନା

ମୁମ୍ବାଇ: ବଳିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ରହସ୍ୟଜନକ ଆତ୍ମହତ୍ୟା ପରେ ବଲିଉଡ୍‌ରେ ନେପୋଟିଜନ ବା ପ୍ରିୟାପ୍ରୀତି ପୋଷଣକୁ ନେଇ ଖୁବ୍‌ ଆଲୋଚନା ହେଉଛି। ଏଥିରେ ଇଣ୍ଡଷ୍ଟ୍ରିର ବଡ ବଡ ପରିଚିତ ବ୍ୟକ୍ତିତ୍ୱ ମଧ୍ୟ ସମାଲୋଚନାର ଶିକାର ହେଉଥିବା ଦେଖାଯାଇଛି। ଏବେ…

ସମୁଦ୍ରରେ କେବୁଲ ବିଛାଇବାରେ ଆତ୍ମନିର୍ଭରଶୀଳ ହେଲା ଭାରତ

ନୂଆଦିଲ୍ଲୀ, ୧୦।୮: ସମୁଦ୍ରରେ କେବୁଲ ବିଛାଇବାରେ ଭାରତ ଆତ୍ମନିର୍ଭରଶୀଳ ହୋଇଛି। ଏହା ଅର୍ନ୍ତଗତ ଚେନ୍ନାଇଠାରୁ ପୋର୍ଟବ୍ଲେୟାର ପର୍ଯ୍ୟନ୍ତ ୨୩୦୦ କିଲୋମିଟରର କେବୁଲ ବିଛାଯାଇଛି। ବିଏସ୍‌ଏନ୍‌ଏଲ୍‌ ପକ୍ଷରୁ ଏହା କରାଯାଇଛି। ଅପ୍ଟିକାଲ ଫାଇବର ବିଛା ହେବା ଦ୍ୱାରା ଏଠାରେ ଟେଲିକମ୍‌ ଯୋଗାଯୋଗ ବ୍ୟବସ୍ଥା…

ମନ୍ଦିର ଖୋଲିବା ନିଷ୍ପତ୍ତି ସରକାର ନେବେ

କଟକ ଅଫିସ,୧୦।୮: କରୋନା ପାଇଁ ମାର୍ଚ୍ଚ ମାସରୁ ବନ୍ଦ ରହିଥିବା ମନ୍ଦିର ଏବଂ ଧର୍ମାନୁଷ୍ଠାନଗୁଡ଼ିକ ଖୋଲିବ କି ନାହିଁ ସେ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ। ଏ ନେଇ ଦାୟର ମାମଲାର ଶୁଣାଣିକରି ହାଇକୋର୍ଟ ଏଭଳି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି।…

ଝାରସୁଗୁଡାରେ ୪ ଶହ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ଝାରସୁଗୁଡା ଅଫିସ,୧୦।୮: ଝାରସୁଗୁଡା ଜିଲାରୁ ସୋମବାର ୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଶହରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୩୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୨ ଜଣବିଭିନ୍ନ…

ପାଇଲଟଙ୍କ ବିମାନ ପୁଣିଥରେ କଂଗ୍ରେସ ରନ୍‌ଓ୍ବେ ମୁହାଁ

ଜୟପୁର,୧୦।୮: ରାଜସ୍ଥାନରେ ଲାଗି ରହିଥିବା ରାଜନୈତିକ ସଙ୍କଟ ଏବେ ଶେଷ ହେବା ଭଳି ଦେଖାଯାଉଛି। ରାଜସ୍ଥାନ ସରକାରକୁ ଭାଙ୍ଗିବାର ସୂତ୍ରଧର ସାଜିଥିବା ଓ ବିଧାୟକଙ୍କୁ କିଣାବିକା କରିଥିବା ଅଭିଯୋଗ ଆସିଥିବା ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଏବେ କଂଗ୍ରେସର ଶୀର୍ଷ…

ମହଙ୍ଗା ପଡିଲା ଭକ୍ତଙ୍କ ପାଇଁ ମନ୍ଦିର ଖୋଲିବା: ୭୪୩ କର୍ମଚାରୀ କରୋନା ସଂକ୍ରମିତ

ତିରୁପତି,୧୦।୮: କରୋନା ମାହାମାରୀ ବେଳକୁ ବେଳ ତା’ର କାୟା ବିସ୍ତାର କରି ଚାଲିଛି। ଦୀର୍ଘ ୨ ମାସର ଲକ୍‌ଡାଉନ ପରେ ଏବେ ଏଥିରେ କିଛିଟା କୋହଳ କରାଯିବା ସହ ଅନ୍‌ଲକରେ ପ୍ରାୟ ସମସ୍ତ ସ୍ଥାନକୁ ସର୍ବସାଧାରଣ ପ୍ରବେଶ ପାଇଁ ଅନୁମତି ପ୍ରଦାନ…

ପ୍ରଚଣ୍ଡ ବିସ୍ଫୋରଣ: ନିମିଷକେ ଚାଲିଗଲା ୫ ଜୀବନ

ଇସଲାମାବାଦ୍‌, ୧୦।୮: ପାକିସ୍ତାନର ଚମନ ସହରରେ ସୋମବାର ପ୍ରଚଣ୍ଡ ବିସ୍ଫୋରଣରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୦ଜଣ ଆହତ ହୋଇଛନ୍ତି। ଆଫଗାନିସ୍ତାନ ଏବଂ ପାକିସ୍ତାନର ସୀମାରେ ଥିବା ବାଲୁଚିସ୍ତାନ ପ୍ରଦେଶର ଏହି ସହରର ଜନ ଗହଳିପୂର୍ଣ୍ଣ ହାଜି ନିଦା…

ଏହି ବିଶ୍ୱସୁନ୍ଦରୀ କରୋନା ପଜିଟିଭ

ବଲିଉଡ୍‌ ଅଭିନେତ୍ରୀ ତଥା ପୂର୍ବତନ ବିଶ୍ୱ ସୁନ୍ଦରୀ ନତାଶା ସୁରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏବେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଏ ନେଇ ନିଜେ ନତାଶା ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି। ୬ ଦିନ ପୂର୍ବେ ଏକ…

ଶପିଂମଲ୍‌ ଭିତରୁ ଦେଖନ୍ତୁ କେମିତି ଚୋରି କରୁଛି ପାରା, ଆଉ ତାପରେ…

ସାଧାରଣତଃ ପଶୁପକ୍ଷୀଙ୍କୁ ନେଇ ସୋସିଆଲ ମିଡିଆରେ ଅନେକ ଗୁଡିଏ ଭିଡିଓ ଭାଇରାଲ ହୋଇଥାଏ। ବର୍ତ୍ତମାନ ସେଭଳି ଏକ ପାରାର ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ଧଳା ପାରାଟି ଏକ ଶପିଂମଲ୍‌ ଭିତରକୁ ପଶୁଛି। ଓ ଚାରିପଟକୁ ଚାହିଁ ଏକ ଜରି…

ସୁଶାନ୍ତ ଆତ୍ମହତ୍ୟା ମାମଲା: ସାମ୍ନାକୁ ଆସିଲା ଆଉ ଏକ ଭିଡିଓ, ପଣ୍ଡିତ କହିଲେ…

ମୁମ୍ବାଇ,୧୦ା୮: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁର ପ୍ରାୟ ୨ ମାସ ପରେ ତାଙ୍କ ଜୀବନ ସହ ଜଡ଼ିତ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ସେ ପରିବାର ସହିତ ରୁଦ୍ରାଭିଷେକ ଏବଂ କାଳସର୍ପ ଯୋଗ ପୂଜାରେ ବସିଥିବା ନଜର…

ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ

ନୂଆଦିଲ୍ଲୀ,୧୦।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ତାଙ୍କର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗତ ଦୁଇ ସପ୍ତାହ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି…

ପିପିଇ କିଟ୍‌ ପିନ୍ଧି କରୋନା ପଜିଟିଭ୍‌ ସ୍ତ୍ରୀଙ୍କୁ ଭେଟିବାକୁ ହସ୍ପିଟାଲ ଗଲେ ସ୍ବାମୀ: ଘଟିଲା ଏମିତି କିଛି….

ଓ୍ବାସିଂଟନ୍‌, ୧୦।୮: ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ସ୍ତ୍ରୀଙ୍କୁ ଭେଟିବା ପାଇଁ ଯାଇଥିଲେଳ ୯୦ ବର୍ଷୀୟ ସ୍ବାମୀ। ଏହାର କିଛି ସମୟ ପରେ ତାଙ୍କ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ସେ ମଧ୍ୟ କରୋନା ପଜିଟିଭ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri