Home Left

ଆଉ ଅପେକ୍ଷା କରି ହେଉନାହିଁ, କାହିଁକି ଏମିତି କହିଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଦେଶ ପାଇଁ ଖେଳିବାବେଳେ ଅନେକ ଐତିହାସିକ ବିଜୟ ହାସଲ କରିଛନ୍ତି। କିନ୍ତୁ ଆଇପିଏଲରେ ତାଙ୍କ ଅଧିନାୟିକତ୍ୱରେ ରୟାସ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଏପର୍ଯ୍ୟନ୍ତ ସେତେଟା ଆଖିଦୃଶିଆ ପ୍ରଦର୍ଶନ କରିପାରି ନାହିଁ। ଦଳ ଏପର୍ଯ୍ୟନ୍ତ ଗୋଟିଏ…

ଲକ୍‌ଡାଉନ୍‌ରେ ବୃଦ୍ଧି ପାଉଛି ଧଳା ଜହର କାରବାର…

ମୁମ୍ବାଇ, ୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ କାମଧନ୍ଧା ଅଭାବରୁ ଲୋକଙ୍କ ପାଖରେ ଟଙ୍କାର ଘୋର ଅଭାବ…

ସୁନିଦ୍ରାକୁ ପ୍ରଭାବିତ କରେ ଅଧିକ ଚା’ ପିଇବା

କ୍ଳାନ୍ତ ମନକୁ ହାଲକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଦୂରେଇ ରଖିବା ଦରକାର ବୋଲି ମତବ୍ୟକ୍ତ କରିଛନ୍ତି ଓ୍ବାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ।…

ମମି ମମି କହି ୧୬୦ ଫୁଟ୍‌ ଉଚ୍ଚ ମୋବାଇଲ୍‌ ଟାଓ୍ବାର ଉପରେ ଚଢିଗଲେ ଯୁବକ, ଆଉ ତା’ପରେ

ଲକ୍ଷ୍ନୌ,୧୦।୮: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ମୋବାଇଲ୍‌ ଟାଓ୍ବାର୍‌ ଉପରେ ଚଢି ଆତ୍ମହତ୍ୟା କରିଛନ୍ତି। ପୋଲିସ ମୃତ୍ୟୁଦେହ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି। ବିଶୁନଗଢର ଖରୌଲି ଗ୍ରାମରେ ଏହି ଘଟଣା…

ମାସ୍କର ଦାମ ୧୧ କୋଟି

ମୋତ୍ଜା,୧୦।୮: କରୋନା ସଂକ୍ରମଣକୁ ରୋକିବାକୁ ସମସ୍ତ ବିକାଶଶୀଳ ଦେଶ ଭ୍ୟାକ୍ସିନ ବା ଟିକା ପ୍ରସ୍ତୁତ କରିବାରେ ଲାଗି ପଡିଥିବା ବେଳେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କିନ୍ତୁ କହୁଛି ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବା ଜରୁରୀ। ମାସ୍କ ହିଁ ଆମକୁ ଅନେକାଂଶରେ କରୋନା…

ବର୍ଷାରେ ବେହାଲ ପାକିସ୍ତାନ: ଗଲାଣି ୫୦ ଜୀବନ

ଇସ୍‌ଲାମାବାଦ,୧୦।୮: ଗତ ୩ଦିନ ହେବ ପାକିସ୍ତାନରେ ଲଗାଣ ବର୍ଷା ଲାଗି ରହିଛି। ମୌସୁମୀ ସକ୍ରିୟ ଥିବା ବେଳେ ଲଗାଣ ବର୍ଷାରେ ବେହାଲ ହେଲାଣି ପାକିସ୍ତାନ। ପ୍ରବଳ ବର୍ଷା ଯୋଗୁ ଏପର୍ଯ୍ୟନ୍ତ ୫୦ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ପାକିସ୍ତାନର ଜାତୀୟ ବିପର୍ଯ୍ୟୟ…

ମାଟିତଳୁ ଆସୁଥିଲା କାନ୍ଦ ଶବ୍ଦ, ପରେ ଯାହା ଦେଖିଲେ ପାଦତଳୁ ଖସିଗଲା ମାଟି

କୁହାଯାଏ, ରଖେ ହରି ତ ମାରେ କିଏ? କେବେ କେବେ ଏହି କଥାର ପ୍ରକୃତ ଅର୍ଥ ଅସଲ ଜୀବନରେ ମଧ୍ୟ ପ୍ରତିଫଳିତ ହୋଇଥାଏ। ଏମିତି ଏକ ଘଟଣା ଝାଡ଼ଖଣ୍ଡର ଲୋହରଦଗା ଜିଲାରେ ଦେଖିବାକୁ ମିଳିଛି। ଯେଉଁଠାରୁ ଏକ ଶିଶୁକୁ ଜୀବନ୍ତ ଅବସ୍ଥାରେ…

ଗୋଟିଏ ମାସର ବିଦ୍ୟୁତ ବିଲ୍‌ ଆସିଲା ୪୦ ହଜାର ଟଙ୍କା, ଏହା ଦେଖି ଏମିତି ନିଷ୍ପତ୍ତି ନେଲେ ବ୍ୟକ୍ତି

ମୁମ୍ବାଇ,୧୦।୮: ମହାରାଷ୍ଟ୍ର ନାଗପୁରରେ ବିଦ୍ୟୁତ୍‌ ବିଲ୍‌ ଦେଖି ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ବିଜୁଳି ବିଲ୍‌ ୪୦ ହଜାର ଦେଖି ଆଶ୍ଚର୍ଯ୍ୟ ହୋଇ ଏଭଳି ନିଷ୍ପତ୍ତି ନେଇଛନ୍ତି ବୋଲି ମୃତ ବ୍ୟକ୍ତିଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ଯଶୋଧରା ନଗର ଅଞ୍ଚଳରେ…

ସ୍କୁଲରେ ଆଉ ମିଳିବନି ସିଙ୍ଗଡ଼ା-ପିଜା-ବର୍ଗର-କୋଲ୍ଡଡ୍ରିଙ୍କ୍ସ୍‌

ନୂଆଦିଲ୍ଲୀ, ୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଅନ୍‌ଲକ୍‌ର ତୃତୀୟ ପର୍ଯ୍ୟାୟ ଆରମ୍ଭ ହୋଇଥିଲେ ମଧ୍ୟ ସମସ୍ତ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ ସରକାର ସେପ୍ଟେମ୍ବରଠାରୁ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ଏବଂ…

କୋଭିଡ୍‌-୧୯, ଗୋଷ୍ଠୀ ପ୍ରତିପିଣ୍ଡ ଓ ଟିକା

କରୋନା (କୋଭିଡ୍‌-୧୯) ଆକ୍ରାନ୍ତରେ ଭାରତ ବିଶ୍ୱକୁ ଅତିକ୍ରମ କଲାଣି। ପ୍ରତିଦିନ ପ୍ରାୟ ୫୦ ହଜାରରୁ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି। ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଅନ୍ୟପକ୍ଷରେ ଏହି ମହାମାରୀ ଗୋଷ୍ଠୀ ସଂକ୍ରମଣରେ ପରିଣତ ହେଲାଣି। ଅନେକ ସୁସ୍ଥ ଯୁବକଙ୍କ ଦେହରେ…

କାର୍‌ ଚକାରେ ଥିଲା ବିରାଟକାୟ ଅଜଗର..ଆଉ ତା’ପରେ

ନ୍ୟୁମେକ୍ସିକୋରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ମହିଳାଙ୍କ କାର ଚକାରେ ଅଜଗର ଦେଖି ଚକିତ ହୋଇପଡିଥିଲେ। ସେ ତୁରନ୍ତ ପୋଲିସରେ ଏନେଇ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ବହୁ କଷ୍ଟରେ କାର ଚକାରୁ ୩ ଫୁଟ ଲମ୍ବର…

ନିଷ୍ପତ୍ତି ନେବ ରୋବୋ

ଆଜିକାଲି ବିଭିନ୍ନ କ୍ଷେତ୍ରରେ ରୋବୋର ବ୍ୟବହାର କରାଯାଉଛି। ଏପରି କି ଚିକିତ୍ସା ବିଜ୍ଞାନରେ ଅପରେସନ ପରି ଗୁରୁତ୍ୱପୂର୍ଣ୍ଣ କାମରେ ଏହା ସହାୟତା କରିପାରୁଛି। ବିଶେଷଭାବରେ ବିଶେଷଜ୍ଞଙ୍କ ଆଦେଶାନୁସାରେ ରୋବୋ କାମ କରିଥାଏ। ହେଲେ ନିକଟରେ ଏପରି ଏକ ରୋବୋ ପ୍ରସ୍ତୁତ ହୋଇଛି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri