Home Left

ସ୍ମରଣ ଶକ୍ତିକୁ ସକ୍ରିୟ କରେ ଅଣ୍ଡା

ଅଣ୍ଡାରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ନିୟମିତ ଅଣ୍ଡା ଖାଇବା ଦ୍ୱାରା ତାହାର ସୁପ୍ରଭାବ ସ୍ମରଣ ଶକ୍ତି ଉପରେ ପଡିଥାଏ। ନିକଟରେ ‘ସ୍ମରଣ ଶକ୍ତି ଓ ଅଣ୍ଡା’ ଶୀର୍ଷକ ବିଷୟକୁ ନେଇ ୟୁନିଭର୍ସିଟି ଅଫ ଓ୍ବାଶିଂଟନ୍‌ର ମନୋବିଜ୍ଞାନୀମାନେ ଏକ…

ମଙ୍ଗଳ ଅଭିମୁଖେ ତିନୋଟି ଅଭିଯାନ

ମଙ୍ଗଳ ହେଉଛି ସୂର୍ଯ୍ୟଠାରୁ ଦୂରତାକ୍ରମରେ ସୌରଜଗତର ଚତୁର୍ଥ ଗ୍ରହ। ଏହା ମଧ୍ୟ ହେଉଛି ସୌରଜଗତର ଦ୍ୱିତୀୟ କ୍ଷୁଦ୍ରତମ ଗ୍ରହ। ଏହା ପୃଷ୍ଠରେ ପ୍ରଚୁର ପରିମାଣର ଲୁହା ଅନିସାଇଡ୍‌ ଥିବାରୁ ଏହା ଆମକୁ ଲାଲ ଦେଖାଯାଏ। ଏଣୁ ଏହାକୁ ‘ଲୋହିତ ଗ୍ରହ’ ମଧ୍ୟ…

ପ୍ରବାସୀ ହେବାକୁ ବାଧ୍ୟ ହେଉଛନ୍ତି ଶ୍ରମିକ

ଯାଜପୁର ଅଫିସ,୧୦।୮: ସାଧାରଣ ଓ ଗରିବ ଲୋକଙ୍କୁ କାମ ଯୋଗାଇ ଆର୍ଥତ୍କ ସ୍ତରରେ ଉନ୍ନତି ଆଣିବା ପାଇଁ ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାର୍ଯ୍ୟକାରୀ ହୋଇଛି। ହେଲେ ଏହା ସଫଳତାର ସହ ହେଉ ନ ଥିବାରୁ ଲୋକେ କାମ…

ମହାତ୍ମାଙ୍କ ଚଷମା ହେଉଛି ନିଲାମ, ଦାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ଲଣ୍ଡନ, ୧୦।୮: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଚଷମା ନିଲାମ କରାଯିବ। ଏନେଇ ଅନ୍‌ଲାଇନ୍‌ରେ ୫ ଲକ୍ଷ ୮୮ ହଜାର ୧୦ ଟଙ୍କା(୬ ହଜାର ପାଉଣ୍ଡ) ପର୍ଯ୍ୟନ୍ତ ଏହାର ଦାମ ଯାଇଛି। ମହାତ୍ମାଙ୍କ ଏହି ଗୋଲାକାର ଚଷମା କିଣିବା ପାଇଁ ଲୋକଙ୍କ…

ଜମ୍ମୁ-କଶ୍ମୀରର ୪ ଭାଜପା ନେତାଙ୍କ ଇସ୍ତଫା

ଜମ୍ମୁ, ୧୦।୮: ଜମ୍ମୁ-କଶ୍ମୀରର ବଡ୍‌ଗାମ ଜିଲାର ଭାଜପା କର୍ମୀ ଅବଦୁଲ୍‌ ହମିତ ନାଜାର ରବିବାର ସକାଳେ ଆତଙ୍କବାଦୀଙ୍କ ଗୁଳିମାଡ଼ରେ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହି ଘଟଣାର କିଛି ଘଣ୍ଟା ପରେ ଉକ୍ତ ଜିଲାର ୪ ଜଣ ଭାଜପା ନେତା…

ବିପଦପୂର୍ଣ୍ଣ ବ୍ରିଜ୍‌, ବାଜିରେ ଜୀବନ

ପୁରୀ ଅଫିସ, ୧୦।୮: ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥ। ଓଡ଼ିଶା ମଧ୍ୟରେ ଥିବା ଜାତୀୟ ରାଜପଥ (ଏନ୍‌ଏଚ୍‌)ଗୁଡ଼ିକ ମଧ୍ୟରୁ ଏହା ଅନ୍ୟତମ ବ୍ୟସ୍ତବହୁଳ ରାସ୍ତା। କରୋନା କଟକଣା ପାଇଁ ଯଦିଓ ବର୍ତ୍ତମାନ ଏହି ରାଜପଥରେ ଗାଡ଼ି ଚଳାଚଳ ସଂଖ୍ୟା କମ୍‌…

ଇଡୁକି ଭୂସ୍ଖଳନ ମୃତ୍ୟୁସଂଖ୍ୟା ୪୩

କୋଚି, ୧୦।୮: କେରଳର ଇଡୁକି ଜିଲାରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଜନିତ ମୃତ୍ୟୁସଂଖ୍ୟା ରବିବାର ୪୩ରେ ପହଞ୍ଚତ୍ଛି। ମାଟି ଅତଡ଼ା ତଳୁ ରବିବାର ଆଉ ୧୬ଟି ମୃତଦେହ ଉଦ୍ଧାର କରାଯାଇଥିଲା। ଭୂସ୍ଖଳନରେ ଚା’ ବଗିଚାରେ କାର୍ଯ୍ୟରତ କର୍ମଚାରୀଙ୍କର ୨୦ଟି ଘର…

ବିହାର ପୋଲିସର ଏତଲା ରାଜନୈତିକ ପ୍ରାୟୋଜିତ

ନୂଆଦିଲ୍ଲୀ, ୧୦।୮(ପି.ଟି.): ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିକୁ ମୁମ୍ବାଇ ପୋଲିସ ସୁପ୍ରିମକୋର୍ଟରେ ବିରୋଧ କରିବା ସହ ଘଟଣାର ନିରପେକ୍ଷ ତଦନ୍ତ କରାଯାଉଥିବା କହିଛି। ଅନ୍ୟପକ୍ଷରେ ବିହାର ପୋଲିସ ଏହି ମାମଲାରେ ଦାଏର କରିଥିବା…

ଗାଁଠାରୁ ସହରରେ ସଂକ୍ରମଣ ଅଧିକ

କଟକ ଅଫିସ,୧୦।୮: କଟକ ଜିଲାରେ ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଗତ ସପ୍ତାହରେ ଚିହ୍ନଟ ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ସହରାଞ୍ଚଳରୁ ଅଧିକ ରହିଛନ୍ତି। ଜିଲାରେ ବର୍ତ୍ତମାନ ସୁଦ୍ଧା ୪୪ ହଜାର ୫୯୬ ଜଣଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଛି।…

ସିନ୍ଧୁନଦୀ ଜଳ ଚୁକ୍ତି ଆଲୋଚନା

ନୂଆଦିଲ୍ଲୀ, ୧୦।୮(ପି.ଟି.): କରୋନା ମହାମାରୀ ଯୋଗୁ ସିନ୍ଧୁନଦୀ ଜଳ ଚୁକ୍ତି (ଆଇଡବ୍ଲ୍ୟୁଟି)ର ବାକି ଥିବା କେତେକ ପ୍ରସଙ୍ଗ ଉପରେ ଆଲୋଚନା ଭିଡିଓ କନ୍‌ଫରେନ୍ସ ଜରିଆରେ କରିବା ପାଇଁ ଭାରତ ପ୍ରସ୍ତାବ ଦେଇଛି। ଅନ୍ୟପକ୍ଷରେ ଓ୍ବାଘା ସୀମାରେ ବୈଠକ କରିବା ପାଇଁ ଇସ୍‌ଲାମାବାଦ…

ଗନ୍ଧମାର୍ଦ୍ଦନରେ ୪ ମାଓବାଦୀ କ୍ୟାମ୍ପ ଧ୍ୱଂସ

ବରଗଡ଼ ଅଫିସ୍‌,୧୦।୮: ବରଗଡ଼ ଜିଲାରେ ପୁଣି ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି। ଶନିବାର ଏସ୍‌ଓଜି ଏବଂ ସିଆର୍‌ପିଏଫ୍‌ ଯବାନମାନେ ଜିଲାର ପାଇକମାଳ ନିକଟ ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେଶନ କରୁଥିବା ବେଳେ ମାଓବାଦୀଙ୍କ ସହିତ ଗୁଳି ବିନିମୟ ହୋଇଥିଲା। ମାତ୍ର…

କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ କରୋନା ଆକ୍ରାନ୍ତ

ବେଙ୍ଗାଲୁରୁ, ୧୦।୮:କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା କରୋନା ଆକ୍ରାନ୍ତ ହେବାର ସପ୍ତାହେ ପରେ ରବିବାର ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ବି. ଶ୍ରୀରାମୁଲୁଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଜ୍ୱର ଲକ୍ଷଣ ଦେଖାଦେବାରୁ ସେ କୋଭିଡ୍‌ ପରୀକ୍ଷା କରାଇଥିଲେ। ଏବେ ସେ ବେଙ୍ଗାଲୁରୁର ବାଓରିଙ୍ଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri