ଓଲିଙ୍କ ଦାବିକୁ ଧର୍ମୀୟ ନେତାଙ୍କ ବିରୋଧ
ନୂଆଦିଲ୍ଲୀ, ୧୦।୮: ଭଗବାନ ରାମଙ୍କ ଜନ୍ମସ୍ଥାନ ନେପାଳରେ ବୋଲି ଏହାର ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ପୁଣିଥରେ ଦୋହରାଇଛନ୍ତି। ଏହାକୁ ନେଇ ଜାନକୀ ମନ୍ଦିରର ପୂଜକମାନଙ୍କ ସମେତ ନେପାଳର ଧର୍ମୀୟ ନେତାମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରାମ ଉତ୍ତରପ୍ରଦେଶର ଅଯୋଧ୍ୟାରେ…
ସୋନିଆ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ରହିବେ
ନୂଆଦିଲ୍ଲୀ, ୧୦।୮(ପି.ଟି.): ନୂଆ ଅଧ୍ୟକ୍ଷ ନିର୍ବାଚନ ଲାଗି ଉପଯୁକ୍ତ ପ୍ରକ୍ରିୟା କାର୍ଯ୍ୟକାରୀ ନ ହେବା ଯାଏ ସୋନିଆ ଗାନ୍ଧୀ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ରହିବେ ବୋଲି ରବିବାର ଦଳ ପକ୍ଷରୁ କୁହାଯାଇଛି। ଗତବର୍ଷ ଅଗଷ୍ଟ ୧୦ରେ ସୋନିଆ ଦଳର ଅନ୍ତରୀଣ ଅଧ୍ୟକ୍ଷ…
ଆଦିତ୍ୟ ମୃତ୍ୟୁ ଘଟଣା: ବିଦ୍ୟାଶ୍ରୀ ଥାନାର ଦ୍ୱାରସ୍ଥ
ଭୁବନେଶ୍ୱର, ୧୦।୮(ବ୍ୟୁରୋ) : ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ଇତିମଧ୍ୟରେ ଗୋଟିଏ ମାସ ବିତିଗଲାଣି। ଜିଆର୍ପି ପୋଲିସ ରହସ୍ୟ ଉନ୍ମୋଚନ କରିବାରେ ବିଫଳ ହେବା ପରେ ତଦନ୍ତ ଭାର କ୍ରାଇମ୍ବ୍ରାଞ୍ଚ ନେଇଛି। ହେଲେ ଆରମ୍ଭରୁ ତତ୍ପରତା ଦେଖାଇଥିବା କ୍ରାଇମବ୍ରାଞ୍ଚ ଏବେ…
‘ଓଡ଼ିଶା ମୋ ପରିବାର’ରେ ଫାଟ
ଅନୁଗୋଳ ଅଫିସ, ୧୦ା୮: ଅନୁଗୋଳ ଜିଲାରେ ବିଜୁ ଜନତା ଦଳର ‘ଓଡ଼ିଶା ମୋ ପରିବାର’ ଓ ‘ଜୀବନ ବିନ୍ଦୁ’ର ପୁନର୍ଗଠନ ହେଉ ହେଉ ଏଥିରେ ଫାଟ ଦେଖାଦେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ରବିବାର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଜିଲା କଳାକେନ୍ଦ୍ରଠାରେ ଓଡ଼ିଶା…
୧୭୪ ହସ୍ପିଟାଲରେ ଅଗ୍ନି ନିରାପତ୍ତା ଯାଞ୍ଚ: ତ୍ରୁଟି ଥିଲେ ପଦକ୍ଷେପ
କଟକ ଅଫିସ, ୧୦ା୮ : ରାଜ୍ୟର ୧୭୪ଟି କୋଭିଡ୍ ହସ୍ପିଟାଲ ଏବଂ କୋଭିଡ୍ କେୟାର ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ କରାଯାଇଛି। ଅଗ୍ନିଶମ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଯେଉଁଠି ନିରାପତ୍ତା ବ୍ୟବସ୍ଥାରେ ତ୍ରୁଟି ଥିବା ନଜରକୁ ଆସିଛି, ସେଠାରେ…
ଅଭାବ ହେଲାଣି ଆଇସିୟୁ
କଟକ ଅଫିସ,୧୦।୮: କରୋନା ସଂକ୍ରମଣରେ ଗୁରୁତର ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ କଟକ ଜିଲାରେ ଆଉ ଇଣ୍ଟେନ୍ସିଭ୍ କେୟାର୍ ୟୁନିଟ୍ (ଆଇସିୟୁ) ନାହିଁ। ସବୁ ଆଇସିୟୁ ଭର୍ତ୍ତି ହୋଇଯାଇଛି। ଜିଲାରେ ଥିବା ୩୪ଟି ଆଇସିୟୁରୁ ସବୁଥିରେ ରୋଗୀଙ୍କ ଚିକିତ୍ସା ଚାଲିଛି। ସେହିଭଳି ୨୦ଟି…
ବଢୁଛନ୍ତି ଅହିରାଜ, ଅଜଗର
ଢେଙ୍କାନାଳ ଅଫିସ, ୧୦।୮: ଢେଙ୍କାନାଳର ପ୍ରାକୃତିକ ପରିବେଶ ସର୍ପବଂଶ ବୃଦ୍ଧିରେ ସହାୟକ ହୋଇଛି। ଏଠାକାର ସଂରକ୍ଷିତ ଜଙ୍ଗଲ, ପାହାଡ଼ ଖୋଲ ସାପଙ୍କ ସୁରକ୍ଷିତ ଆବାସସ୍ଥଳୀ ପାଲଟିଛି। ବୁଦୁବୁଦିଆ ଜଙ୍ଗଲ, ଜମି, ଜଳାଶୟ ଅବବାହିକାରେ ପର୍ଯ୍ୟାପ୍ତ ପରିମାଣରେ ଖାଦ୍ୟ ମିଳୁଥିବାରୁ ଗତ କିଛିବର୍ଷ…
ଆଉଏକ ଲଘୁଚାପ ସୃଷ୍ଟି: ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୦।୮ (ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ରବିବାର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ସୋମବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଏଥିସହ କେତେକ ଅଞ୍ଚଳରେ ବନ୍ୟା ପରିସ୍ଥିତି…
ଆଜି ଦିଆଯିବ ୭ବର୍ଷର ଧର୍ମପଦ ପୁରସ୍କାର
ଭୁବନେଶ୍ୱର, ୧୦।୮(ବ୍ୟୁରୋ): ଚିତ୍ରକଳା ଓ ସ୍ଥାପତ୍ୟକଳା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ବହୁ ପ୍ରତୀକ୍ଷିତ ଧର୍ମପଦ ପୁରସ୍କାର ସୋମବାର ପ୍ରଦାନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ରାଜ୍ୟର…
ବଦଳୁନି ଆଦିବାସୀଙ୍କ ଜୀବନଧାରା
କେନ୍ଦୁଝର, ୧୦ା୮(ସ୍ବ.ପ୍ର.)-ଆଦିବାସୀଙ୍କ ବିକାଶ ଲାଗି ସରକାର ଯୋଜନା ପରେ ଯୋଜନା କରିଚାଲିଛନ୍ତି, ହେଲେ ଉପଯୁକ୍ତ ତଦାରଖ ଅଭାବରୁ ସେସବୁ ଫଳପ୍ରଦ ହେଉନାହିଁ। ଫଳରେ ସେମାନଙ୍କ ଜୀବନଧାରା ବଦଳିପାରୁନି। କେନ୍ଦୁଝର ଜିଲାରେ ବଣପାହାଡ଼ ଘେରା ଅଞ୍ଚଳରେ ବସବାସ କରୁଥିବା ଆଦିବାସୀମାନେ ଏବେବି ଜଙ୍ଗଲ…
ମଧୁର ଜଳ ମୁକ୍ତା ଚାଷ
ବାରିପଦା ଅଫିସ, ୧୦।୮- କରୋନା ଯୋଗୁ ସମଗ୍ର ବିଶ୍ୱରେ ମାନ୍ଦାବସ୍ଥା। ଏହିଭଳି ପରିସ୍ଥିତିରେ ନିଜେ ଆତ୍ମନିର୍ଭରଶୀଳ ହେବା ସହ ୩୫ ଜଣଙ୍କୁ ରୋଜଗାର ଯୋଗାଇ ଦେବା କମ୍ ବଡ଼ କଥା ନୁହେଁ। ଆତ୍ମନିଭରଶୀଳତାର ମାର୍ଗ ଦେଖାଇ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଥିବା…
ପାକିସ୍ତାନ ବିପକ୍ଷରେ ୫ମ ସର୍ବାଧିକ ରନ୍ ଚେଜ୍
ମାଞ୍ଚେଷ୍ଟର, ୧୦।୮ମାଞ୍ଚେଷ୍ଟରଠାରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ୩ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ଏଥିସହ ୩ ମ୍ୟାଚ ବିଶିଷ୍ଟ ସିରିଜରେ ଇଂଲଣ୍ଡ ୧-୦ରେ ଅଗ୍ରଣୀଲାଭ କରିଛି। ୨୭୭ ରନ ବିଜୟ ଲକ୍ଷ୍ୟ ନେଇ ଦ୍ୱିତୀୟ ଇନିଂସ ଆରମ୍ଭ କରିଥିବା…
Archives


