ଅଗଷ୍ଟ ୧୨,୧୩ ତାରିଖ ବନ୍ଦ ରହିବ ଜୁନାଗଡ଼ ସହର: ଜାଣନ୍ତୁ କାହିଁକି
ଜୁନାଗଡ଼,୯।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଦିନକୁ ଦିନ କରୋନା ପଜିଟିଭ୍ ସଂଖ୍ୟା ବୃଦ୍ଧି ପାଉଛି । ଏ ନେଇ ସହରକୁ ଶଟଡାଉନ ଘୋଷଣା କରି ସ୍କ୍ରିନିଂ କରିବା ପାଇଁ ସହରବାସୀ ଦାବି କରିଥିଲେ। ତେବେ କଳାହାଣ୍ଡି ଜିଲାପାଳ ଡା. ଗାଭାଲି…
ସାନଭାଇଙ୍କ ଆତ୍ମହତ୍ୟା ଖବର ପାଇ ବଡଭାଇ କଲେ ଏମିତି
ଧର୍ମଗଡ,୯।୮(ଡି.ଏନ.ଏ.)- କଳାହାଣ୍ଡି ଜିଲା ଧର୍ମଗଡ ଥାନା ଅନ୍ତର୍ଗତ ରାଜମୋଟେର ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ପ୍ରଥମେ ସାନ ଭାଇ ଆତ୍ମହତ୍ୟା କରିଥିବା ବେଳେ ବଡ ଭାଈ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା…
ହାତ ଯୋଡି ଅନୁରୋଧ କଲେ ସୋନୁ: ଅତିକମରେ ଜଣେ ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କରନ୍ତୁ
ମୁମ୍ବାଇ,୯।୮: କରୋନା ମହାମାରୀ ସମୟରେ ଦେଶରେ ଲାଗୁ କରାଯାଇଥିବା ଲକ୍ଡାଉନ ବେଳେ ବହୁ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏହି ସମୟରେ କିନ୍ତୁ ଦେବଦୂତ ସାଜିଛନ୍ତି ବଲିଉଡ୍ର ଖଳନାୟକ ଚରିତ୍ରରେ ନଜର ଆସୁଥିବା ଅଭିନେତା ସୋନୁ ସୁଦ।…
ସ୍ତ୍ରୀଙ୍କ ସହ ଏହି ଉପାୟରେ ଫଟୋ ଉଠାଉଛନ୍ତି ସ୍ବାମୀ, ପୂରା ଭିଡିଓ ଦେଖିଲେ ରୋକିହେବନି ହସ
ସୋସିଆଲ ମିଡିଆରେ ବର୍ତ୍ତମାନ ଅଧିକରୁ ଅଧିକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଉପଭୋଗ କରି ଜଣେ ଅନ୍ୟ ଜଣଙ୍କୁ ଶେୟାର କରୁଛନ୍ତି। ମାତ୍ର ଏପରି କିଛି ଭିଡିଓ ଅଛି ଯାହାକୁ ଆପଣ ବାରମ୍ବାର ଦେଖିବାକୁ ଇଚ୍ଛାକରିବେ। ଯାହାକୁ ଦେଖି ହସ ନିୟନ୍ତ୍ରଣ…
ଚାଷଜମିରେ ୧୧ ପାକିସ୍ତାନୀ ଶରଣାର୍ଥୀଙ୍କ ମୃତଦେହ: ହତ୍ୟା ସନ୍ଦେହ
ଯୋଧପୁର, ୯।୮: ରାଜସ୍ଥାନର ଯୋଧପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଦେଚୁ ଅଞ୍ଚଳର ଲୋଡ଼ତା ଗାଁର ଏକ ଚାଷ ଜମିରୁ ୧୧ ଜଣ ପାକିସ୍ତାନୀ ଶରଣାର୍ଥୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନଙ୍କୁ ହତ୍ୟା କରାଯାଇଥିବା ନେଇ ସାଧାରଣରେ ସନ୍ଦେହ କରାଯାଉଛି।…
ସୁସ୍ଥ ହେଲେ ଶାହା!
ନୂଆଦିଲ୍ଲୀ,୯।୮: କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବେ ସୁସ୍ଥ ହୋଇଛନ୍ତି। ରବିବାର ତାଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଥିବା ଟୁଇଟ୍ କରି ସୂଚନା ଦେଇଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ପି ମନୋଜ ତିଓ୍ବାରୀ। ସୂଚନାଯୋଗ୍ୟ, ଅଗଷ୍ଟ…
୨ ଦିନ ପରେ କବରରୁ ଉଠିଲେ ମୃତ ବ୍ୟକ୍ତି !
କାନପୁର, ୯।୮: ଉତ୍ତରପ୍ରଦେଶରେ ପୋଲିସ ବିଭାଗର ମନମୁଖୀ ତଦନ୍ତ ଯୋଗୁ ସାଧାରଣ ଲୋକେ ହଇରାଣ ହେବାରେ ଲାଗିଛିନ୍ତି। ପୋଲିସ ବାବୁମାନେ ଜୀବିତ ଲୋକଙ୍କୁ କାଗଜପତ୍ରରେ ମୃତ ଘୋଷିତ କରି ଦେଉଛନ୍ତି। ଏହାର ସଦସ୍ୟତମ ଘଟଣା କାନପୁରର କଲୋନେଲଗଞ୍ଜ୍ରେ ଘଟିଛି। ଜଣେ ବ୍ୟକ୍ତିଙ୍କୁ…
ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମହିନ୍ଦା ରାଜପାକ୍ସେ
କଲମ୍ବୋ,୯।୮: ଶ୍ରୀଲଙ୍କାର ପ୍ରଧାନମନ୍ତ୍ରୀ ଭାବେ ମହିନ୍ଦା ରାଜପାକ୍ସେ ରବିବାର ଶପଥ ଗ୍ରହଣ କରିଛନ୍ତି। କଲମ୍ବୋର ଏକ ବୁଦ୍ଧ ମନ୍ଦିରରେ ସେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସରକାରର ମନ୍ତ୍ରୀମାନେ ସୋମବାର ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ବିଶେଷ ସୂତ୍ରରୁ ମିଳିଥିବା…
୨୦୨୦ କଳାକାର ଜଗତ ପାଇଁ କଳାବର୍ଷ: ଏସବୁ ତାରକାଙ୍କ ଆତ୍ମହତ୍ୟାକୁ ନେଇ ଇଣ୍ଡଷ୍ଟ୍ରି ପ୍ରକମ୍ପିତ
୨୦୨୦ ଏକ କଳାବର୍ଷ। ସମଗ୍ର ବିଶ୍ୱ ପାଇଁ ଏହି ବର୍ଷ ଅଶୁଭ ପାଲଟି ଯାଇଛି। କରୋନା ମହାମାରୀ ପ୍ରତିଦିନ ହଜାର ହଜାର ଲୋକଙ୍କ ଜୀବନ ନେଉଥିବା ବେଳେ ଚଳଚ୍ଚିତ୍ର ଜଗତ ମଧ୍ୟ ବହୁ ମୂଲ୍ୟବାନ ତାରକାଙ୍କୁ ହରାଇଛି। ଚଳିତ ବର୍ଷ ଅନେକ…
ଚାଇନା-ପାକିସ୍ତାନର ମିଳିତ ୫୧ ହଜାର କୋଟିର ରେଳ ପ୍ରୋଜେକ୍ଟ, ଭାରତ ପାଇଁ ଚିନ୍ତାର କାରଣ
ନୂଆଦିଲ୍ଲୀ,୯ା୮: ଚାଇନା ଏବଂ ପାକିସ୍ତାନ ମିଳିତ ଭାବେ ଭାରତ ସହିତ ଜଡ଼ିତ ବିବାଦୀୟ କ୍ଷେତ୍ର ଉପରେ ହଇରାଣ ହରକତ କରୁଛନ୍ତି। ବର୍ତ୍ତମାନ ଚାଇନା ଏବଂ ପାକିସ୍ତାନ ମିଳିତ ଭାବେ ସେମାନଙ୍କ ଆର୍ଥିକ କରିଡର ପାଇଁ ହଜାରେ କୋଟି ମୂଲ୍ୟର ଏକ ରେଳ…
ଭଦ୍ରକରେ ସଙ୍ଗରୋଧକୁ ପଛରେ ପକାଇଲା ସ୍ଥାନୀୟ ସଂକ୍ରମଣ: ଜାଣନ୍ତୁ ଗୋଟିଏ ଦିନରେ କେତୋଟି ରହିଛି ଲୋକାଲ କେସ୍
ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲାରେ ରବିବାର ୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ପଜିଟିଭ୍ ସଂଖ୍ୟା ୯୧୫ ଛୁଇଁଛି। ରବିବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ଜଣେ ଚିହ୍ନଟ ହୋଇଥିବା ବେଳେ…
ଖୁବ୍ ବିଳାସମୟ ମହେଶ ବାବୁଙ୍କ ଭ୍ୟାନିଟି ଭ୍ୟାନ
ଚେନ୍ନାଇ: ତେଲଗୁ ସୁପରଷ୍ଟାର ମହେଶ ବାବୁ କଳାକାର ପରିବାରରୁ ଆସିଥିଲେ ବି ବଡ ପରଦାରେ ତିଷ୍ଠି ରହିବାକୁ ସେ ଖୁବ୍ ପରିଶ୍ରମ କରିଛନ୍ତି। ନିଜର ପରିଶ୍ରମ ହିଁ ଆଜି ତାଙ୍କୁ ଦେଇଛି ଏକ ଭିନ୍ନ ପରିଚୟ। କେବଳ ତେଲଗୁ ଇଣ୍ଡଷ୍ଟ୍ରି ନୁହେଁ…
Archives


