୧୦ ବର୍ଷ ପୂର୍ବରୁ ସତର୍କ କରାଯାଇଥିଲା
କୋଝିକୋଡ/ନୂଆଦିଲ୍ଲୀ, ୯।୮: କୋଝିକୋଡ ବିମାନବନ୍ଦରର ଟେବୁଲ-ଟପ୍ ରନ୍ଓ୍ବେ ବିମାନ ଅବତରଣ ପାଇଁ ବିପଦ ବୋଲି ୧୦ ବର୍ଷ ପୂର୍ବରୁ ସତର୍କ କରିଦିଆଯାଇଥିଲା। ୨୦୧୦ରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍ର ଏକ ବିମାନ ମାଙ୍ଗାଲୋରରେ ଦୁର୍ଘଟଣାଗ୍ରସ୍ତ ହୋଇ ୧୬୦ ଲୋକଙ୍କ ମୃତ୍ୟୁ ଘଟିଥିଲା। ବିମାନଟି…
ଆଉ ଏକ ଦୁର୍ଘଟଣାରୁ ବର୍ତ୍ତିଲା ବିମାନ
ନୂଆଦିଲ୍ଲୀ, ୯।୮ ଝାଡ଼ଖଣ୍ଡର ରାଞ୍ଚତ୍ସ୍ଥିତ ବିର୍ସାମୁଣ୍ଡା ବିମାନବନ୍ଦରରୁ ଶନିବାର ସକାଳେ ଉଡ଼ାଣ ଆରମ୍ଭ କରିଥିବା ଏୟାରଏସିଆ ଇଣ୍ଡିଆର ଏକ ବିମାନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି। ମୁମ୍ବାଇ ଯାଉଥିବା ଏହି ବିମାନରେ ଏକ ପକ୍ଷୀ ମାଡ଼ ହୋଇଥିଲା। କୋଝିକୋଡ ବିମାନ ଦୁର୍ଘଟଣାର ଦିନକ…
ନାଲ୍କୋରେ ହେବ ଏଚ୍ଆଇଭି ସ୍କ୍ରିନିଂ
ଅନୁଗୋଳ ଅଫିସ୍, ୯।୮ : ଏଡ୍ସ ଓ ଏଚ୍ଆଇଭି ସଂକ୍ରାନ୍ତୀୟ କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲା ଏଡ୍ସ ନିୟନ୍ତ୍ରଣ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ମାସରେ ନାଲ୍କୋଠାରେ ହେବାକୁ…
୫୦୦ ଡେଇଁଲା କରୋନା
ଢେଙ୍କାନାଳ ଅଫିସ, ୯।୮ : ଢେଙ୍କାନାଳ ଜିଲାରେ କାୟାବିସ୍ତାର କରିବାରେ ଲାଗିଛି କରୋନା। ଶନିବାର ଦିନକରେ ୩୬ ପଜିଟିଭ୍ ଚିହ୍ନଟ ହେବାପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୨୯ରେ ପହଞ୍ଚତ୍ଛି। ସେହିପରି ୪୭ଜଣ ସୁସ୍ଥ ହୋଇ ଫେରିଛନ୍ତି। ଏହାପରେ ଆରୋଗ୍ୟଙ୍କ ସଂଖ୍ୟା ୩୧୭ ହୋଇଛି।…
କୁନି ହାତରେ ପରିବା ବଗିଚା
ଭଦ୍ରକ ଅଫିସ, ୯ା୮-ମହାମାରୀ କରୋନା ପ୍ରଭାବରେ ଏବେ ସାରା ବିଶ୍ୱ କବଳିତ। ଲକ୍ଡାଉନ ଓ ଶଟ୍ଡାଉନ ପ୍ରଭାବରେ ସହରଠୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ସବୁଠି ଉଜୁଡିଯାଇଛି ଜୀବନଜୀବିକା। ଏହି ମହାବିପତ୍ତି ସମୟରେ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ର ଓମ୍ପ୍ରକାଶ କିଛି ନୂଆ କରିବାକୁ…
ବକ୍ସିଂ ଡେ ଟେଷ୍ଟ ମେଲବୋର୍ନରେ ଖେଳାଯିବ
ମେଲବୋର୍ନ,୯ା୮(ପି.ଟି.): ଯଦି ଦର୍ଶକଙ୍କୁ ଷ୍ଟାଡିୟମ ଭିତରକୁ ଯିବାକୁ ଅନୁମତି ଦିଆଯାଏ ତା’ହେଲେ ବକ୍ସିଂ ଡେ ଟେଷ୍ଟ ମେଲବୋର୍ନରେ ଆୟୋଜନ ହେବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ମଧ୍ୟବର୍ତ୍ତିକାଳୀନ କାର୍ଯ୍ୟ ନିର୍ବାହୀ ନିକ୍ ହୋକ୍ଲି କହିଛନ୍ତି। ଭାରତ ଅଷ୍ଟ୍ରେଲିଆ ଗସ୍ତରେ ଯିବାର କାର୍ଯ୍ୟକ୍ରମ…
ୟୁଏସ୍ ଓପନରୁ ଓହରିଲେ ଏହି ୨ ମହିଳା ଟେନିସ ଖେଳାଳି
ନ୍ୟୁୟର୍କ, ୮ା୮ (ଏପି)-କରୋନା ଭାଇରସ ଆଶଙ୍କାରେ ଆଉ ଦୁଇଜଣ ଟପ୍ ମହିଳା ଟେନିସ ଖେଳାଳି ଏଲିନା ସ୍ବିତୋଲିନା ଓ କିକି ବର୍ଟେନ୍ସ ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ ପ୍ରତିଯୋଗିତାରୁ ଓହରିଯାଇଛନ୍ତି। ପୂର୍ବରୁ ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗପ୍ରାପ୍ତ ଆଶଲେ ବାର୍ଟି ଇଭେଣ୍ଟରୁ ଓହରିଯାଇ ସାରିଛନ୍ତି।…
ଭାରତୀୟ କ୍ରିକେଟ୍ ଦଳର କିଟ୍ ପ୍ରାୟୋଜକ ଦୌଡ଼ରେ ପୁମା ସର୍ବାଗ୍ରେ
ନୂଆଦିଲ୍ଲୀ,୮।୮(ପି.ଟି.): ଭାରତୀୟ କ୍ରିକେଟ ଦଳର କିଟ୍ ପ୍ରାୟୋଜକ ଦୌଡ଼ରେ ବିଶ୍ୱର ଦୁଇ କ୍ରୀଡ଼ା ପୋଷାକ ଉତ୍ପାଦନକାରୀ କମ୍ପାନୀ ପୁମା ଓ ଆଡିଡାସ ସାମିଲ ହୋଇଛନ୍ତି। ଜର୍ମାନୀ କମ୍ପାନୀ ପୁମା କିନ୍ତୁ ଏହି ଦୌଡ଼ରେ ସମସ୍ତଙ୍କଠାରୁ ଆଗରେ ରହିଛି। ଆଡିଡାସ୍ ମଧ୍ୟ ଏହି…
ସଞ୍ଜୟ ଦତ୍ତ ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ,୮।୮-ବଲିଉଡ ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶନିବାର ଲୀଳାବତି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଞ୍ଜୟଙ୍କ କରୋନା ଟେଷ୍ଟ ନେଗେଟିଭ ଆସିଥିବା ସୂଚନା ମିଳିଛି। ସଞ୍ଜୟଙ୍କ ସ୍ବାସ୍ଥ୍ୟଅବସ୍ଥା ସ୍ଥିର ଥିବା ନେଇ…
ଲାଲ ରଙ୍ଗର ଅତି ଦୁର୍ଲଭ ସାପ ଉଦ୍ଧାର
ଡେରାଡୁନ, ୮।୮: ଉତ୍ତରାଖଣ୍ଡର ନୈନିତାଲ ଜିଲାରୁ ଜଙ୍ଗଲ ବିଭାଗ ପକ୍ଷରୁ ଏକ ଅତି ଦୁର୍ଲଭ ଲାଲ ରଙ୍ଗର କୋରାଲ୍ କୁକ୍ରି ସାପ ଉଦ୍ଧାର କରାଯାଇଛି। ନୈନିତାଲର ବିନ୍ଦୁଖଟ୍ଟା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘରେ ଏହି ସାପଟିକୁ ପଶିଯାଇଥିଲା। ଏହାପରେ ଜଙ୍ଗଲ ବିଭାଗ…
କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କୁ କରୋନା
ନୂଆଦିଲ୍ଲୀ,୮।୮-କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ସେ ମୋଦି ସରକାରରେ କେନ୍ଦ୍ର ଜଳ ସମ୍ପଦ ରାଷ୍ଟ୍ର ମନ୍ତ୍ରୀ ଅଛନ୍ତି। ଏହାପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର…
ରାଜ୍ୟରେ ଖୋଲିବ ୬୫ ସିଭିଲ୍ ଜଜ୍ କୋର୍ଟ
କଟକ ଅଫିସ,୮ା୮ -ରାଜ୍ୟରେ ଆଉ ୬୫ଟି ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) ତଥା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ (ଜେଏମ୍ଏଫ୍ସି) କୋର୍ଟ ଖୋଲାଯିବ। ଏନେଇ ଓଡ଼ିଶା ହାଇକୋର୍ଟର ସ୍ବତନ୍ତ୍ର ଅଧିକାରୀ (ପ୍ରଶାସନିକ)ଙ୍କ ପକ୍ଷରୁ ୨୩ଟି ଜିଲାର ଜିଲା ଜଜ୍ମାନଙ୍କୁ ଚିଠି…
Archives


