ଲାଲ ରଙ୍ଗର ଅତି ଦୁର୍ଲଭ ସାପ ଉଦ୍ଧାର
ଡେରାଡୁନ, ୮।୮: ଉତ୍ତରାଖଣ୍ଡର ନୈନିତାଲ ଜିଲାରୁ ଜଙ୍ଗଲ ବିଭାଗ ପକ୍ଷରୁ ଏକ ଅତି ଦୁର୍ଲଭ ଲାଲ ରଙ୍ଗର କୋରାଲ୍ କୁକ୍ରି ସାପ ଉଦ୍ଧାର କରାଯାଇଛି। ନୈନିତାଲର ବିନ୍ଦୁଖଟ୍ଟା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘରେ ଏହି ସାପଟିକୁ ପଶିଯାଇଥିଲା। ଏହାପରେ ଜଙ୍ଗଲ ବିଭାଗ…
କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କୁ କରୋନା
ନୂଆଦିଲ୍ଲୀ,୮।୮-କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ସେ ମୋଦି ସରକାରରେ କେନ୍ଦ୍ର ଜଳ ସମ୍ପଦ ରାଷ୍ଟ୍ର ମନ୍ତ୍ରୀ ଅଛନ୍ତି। ଏହାପୂର୍ବରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର…
ରାଜ୍ୟରେ ଖୋଲିବ ୬୫ ସିଭିଲ୍ ଜଜ୍ କୋର୍ଟ
କଟକ ଅଫିସ,୮ା୮ -ରାଜ୍ୟରେ ଆଉ ୬୫ଟି ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) ତଥା ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ (ଜେଏମ୍ଏଫ୍ସି) କୋର୍ଟ ଖୋଲାଯିବ। ଏନେଇ ଓଡ଼ିଶା ହାଇକୋର୍ଟର ସ୍ବତନ୍ତ୍ର ଅଧିକାରୀ (ପ୍ରଶାସନିକ)ଙ୍କ ପକ୍ଷରୁ ୨୩ଟି ଜିଲାର ଜିଲା ଜଜ୍ମାନଙ୍କୁ ଚିଠି…
ଏହି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୁଶାନ୍ତଙ୍କ ବାପା, ଭଉଣୀ: ଜାଣନ୍ତୁ କାରଣ
ନୂଆଦିଲ୍ଲୀ, ୮।୮-ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ତେବେ ଶନିବାର ଫରିଦାବାଦରେ ନ୍ୟାୟ ପାଇଁ ସୁଶାନ୍ତଙ୍କ ପିତା କେ.କେ ସିଂ ଏବଂ ଭଉଣୀ ରୀନା ସିଂ ହରିୟାଣା ମୁଖ୍ୟମନ୍ତ୍ରୀ…
ଗିରଫ ହେଲା ନୃଶଂସ ବାପା; ଝରକାରେ ପୁଅକୁ ଓଲଟା ଝୁଲାଇ ପିଟୁଥିଲା
ଆଗ୍ରା, ୮।୮: ଉତ୍ତର ପ୍ରଦେଶର ଆଗ୍ରାରୁ ଏକ ନୃଶଂସ ବାପାର ଚିତ୍ର ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ନିଜର ୧୦ ବର୍ଷର ପୁଅ ଉପରେ ଏତେ ମାତ୍ରାରେ ରାଗିଯାଇଥିଲେ ଯେ ଶେଷରେ କ୍ରୋଧରେ ଅନ୍ଧ ପାଲଟି ଯାଇଥିଲେ। ପୁଅକୁ ଝରକାରେ ଓଲାଟା…
ଦେଶରେ ୧୯୬ଜଣ ଡାକ୍ତରଙ୍କ ଜୀବନ ନେଲାଣି କରୋନା
ନୂଆଦିଲ୍ଲୀ, ୮।୮: କରୋନା ମହାମାରୀ ଏପର୍ଯ୍ୟନ୍ତ ଭାରତରେ ୧୯୬ ଜଣ ଡାକ୍ତରଙ୍କ ଜୀବନ ନେଇସାରିଲାଣି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସାଧାରଣ ଚିକିତ୍ସକ। ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍ଏସ୍) ପକ୍ଷରୁ ଶନିବାର ଏହି ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିପ୍ରତି ବିଶେଷ…
ଅନ୍ଲାଇନ୍ କ୍ଲାସ୍ରେ ହିନ୍ଦୀ ଶିଖୁଛନ୍ତି ଏହି ଷ୍ଟାର୍ କିଡ୍
ମୁମ୍ବାଇ: ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଝିଅ ଆରାଧ୍ୟାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ଅନଲାଇନ୍ ହିନ୍ଦୀ ଶିଖୁଥିବା ନଜର ଆସିଛନ୍ତି। କିଛି ସପ୍ତାହ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ…
କୋରିଓଗ୍ରାଫର ଧନଶ୍ରୀଙ୍କୁ ବିବାହ କରିବେ ଚହଲ
ନୂଆଦିଲ୍ଲୀ, ୮।୮: ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ଭାରତୀୟ ସୀମିତ ଓଭର କ୍ରିକେଟ୍ ଦଳର ପ୍ରମୁଖ ସ୍ପିନର ୟୁଜବେନ୍ଦ୍ର ଚହଲ। ସେ ତାଙ୍କ ଜୀବନ ସାଥୀ ବାଛିସାରିଛନ୍ତି। କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କୁ ବିବାହ କରିବେ ଚହଲ। ଇତିମଧ୍ୟରେ ଚହଲ ଓ…
କଟକରୁ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୮।୮-କଟକ ସହରରୁୁ ଶନିବାର ପୁଣି ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୬ ଜଣ ପୁଣି ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ ଚିହ୍ନଟ ହୋଇଛନ୍ତି। ସେହିପରି ହୋମ କ୍ୱାରାଣ୍ଟାଇନରୁ ୭, ସରକାରୀ କ୍ୱାରାଣ୍ଟାଇନରୁ ୭ ଏବଂ ୧୬…
କରୋନାକୁ ହରାଇ ପୁତ୍ର ସନ୍ତାନ ଜନ୍ମଦେଲେ ଏହି ମହିଳା
ବ୍ରହ୍ମପୁର ଅଫିସ,୮ା୮: ବର୍ତ୍ତମାନ ସମୟରେ ଗର୍ଭବତୀ ମହିଳାମାନେ ପ୍ରସବ ସମୟରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କୌଣସି ସରକାରୀ ଡାକ୍ତରଖାନାକୁ ଜରୁରିକାଳୀନ ପରିସ୍ଥିତିରେ ଚିକିତ୍ସା କିମ୍ବା ପ୍ରସବ ପାଇଁ ଗଲେ ପ୍ରଥମେ ନମୁନା ପରୀକ୍ଷା କରିବା ପାଇଁ ଧାଡ଼ିରେ ଠିଆ ହେବାକୁ…
କୋରାପୁଟରେ କରୋନା: ଆଜି ୬ ଯୋଦ୍ଧାଙ୍କ ସମେତ ୪୯ ପଜିଟିଭ୍ ଚିହ୍ନଟ
କୋରାପୁଟ,୮ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନା ନେଉନି। ଶନିବାର ପୁଣି ଜିଲାରୁ ୬ କରୋନା ଯୋଦ୍ଧାଙ୍କ ସମେତ ୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷରେ ଜିଲାରେ କରୋନା ରୋଗୀ ଓ ପରିବାରକୁ ସହାୟତା ଦେବା ପାଇଁ ଜିଲାର…
ବିବାହ ବନ୍ଧନରେ ଆବଦ୍ଧ ହେଲେ ଏହି ଭାରତୀୟ କ୍ରିକେଟର୍
ବିଶାଖାପାଟନମ, ୮।୮: ଆନ୍ଧ୍ରପ୍ରଦେଶ ଦଳର ଉଇକେଟ୍କିପର ବ୍ୟାଟ୍ସମ୍ୟାନ କୋନା ଶ୍ରୀକର (କେଏସ୍) ଭରତ ବିବାହିତ ଭାରତୀୟ କ୍ରିକେଟର୍ ତାଲିକାରେ ଯୋଡ଼ି ହୋଇଛନ୍ତି। ଭାରତୀୟ ଘରୋଇ କ୍ରିକେଟ୍ର ଏହି ପ୍ରମୁଖ ଉଇକେଟ୍କିପର ଦୀର୍ଘ ଦିନର ବାନ୍ଧବୀ ଅଞ୍ଜଳୀଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ…
Archives


