ଖସିପଡିଲା ଛାତ, ଅଳ୍ପକେ ବର୍ତ୍ତିଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୭।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରେ ଏକ ବଡ ଦୁର୍ଘଟଣା ଘଟିଛି। ସିଭିଲ ଲାଇନ୍ସରେ ଥିବା ତାଙ୍କ ଘରର ଛାତର ଏକ ଅଂଶ ପ୍ରବଳ ବର୍ଷା ହେତୁ ଖସିପଡିଥିଲା। ଏଥିରେ କେହି ଆହତ ହୋଇନାହାଁନ୍ତି। ଯଦିଓ ଛାତର ମରାମତି କରାଯାଇଥିଲା,…
‘ଶ୍ରୀମନ୍ଦିରରେ ଅନ୍ଲାଇନ ଦର୍ଶନ ପାଇଁ ବିଚାରବିମର୍ଶ’
ପୁରୀ ଅଫିସ,୭ା୮: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଅନ୍ଲାଇନ୍ ବ୍ୟବସ୍ଥା ଗ୍ରହଣ କରାଯିବ। ଏନେଇ ବିଚାର ବିମର୍ଶ ଚାଲିଛି। ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବା ପରେ ଭକ୍ତ ଶ୍ରୀମନ୍ଦିରକୁ ପ୍ରବେଶ କରି ଠାକୁରଙ୍କୁ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ…
ୟୁଏନ୍ଏସ୍ସିରେ କଶ୍ମୀର ପ୍ରସଙ୍ଗ ଉଠାଇବାକୁ ଚାଇନାର ଉଦ୍ୟମ
ନୂଆଦିଲ୍ଲୀ,୭ା୮(ପି.ଟି./ଆଇଏନ୍ଏସ୍):କଶ୍ମୀର ପ୍ରସଙ୍ଗକୁ ଚାଇନା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ ଉଠାଇବାକୁ ଉଦ୍ୟମ କରୁଥିବାବେଳେ ଭାରତ ଏହାର ସମାଲୋଚନା କରିବା ସହ ବେଜିଂକୁ କଡ଼ା ଚେତାବନୀ ଦେଇଛି। ଭାରତର ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ନ ଖେଳାଇବା ଲାଗି ଗୁରୁବାର ବେଜିଂକୁ ନୂଆଦିଲ୍ଲୀ କହିଛି।…
ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ, ବାଲେଶ୍ୱର ଡିଆର୍ଡିଏ ପିଡି ରାମଚନ୍ଦ୍ର ଜେନାଙ୍କୁ ଦେବଗଡ ଡିଆର୍ଡିଏ ପିଡି, ରବୀନ୍ଦ୍ର କୁମାର ସାହୁଙ୍କୁ ବାଲେଶ୍ୱର ଡିଆର୍ଡିଏ ପିଡି, ରାଜେନ୍ଦ୍ର କୁମାର ରଞ୍ଜିତଙ୍କୁ ଗଜପତି…
ଡକ୍ୟୁମେଣ୍ଟ ହଟାଇଦେଲେ ତଥ୍ୟ ବଦଳିଯିବ ନାହିଁ: କଂଗ୍ରେସ
ନୂଆଦିଲ୍ଲୀ,୭ା୮: ଲଦାଖରେ ଚାଇନା ସୈନ୍ୟଙ୍କ ପ୍ରବେଶ ରିପୋର୍ଟକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଏହାର ଓ୍ବେବ୍ସାଇଟରୁ ହଟାଇଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାର ବିରୋଧୀ ଦଳ ଦ୍ୱାରା ସମାଲୋଚିତ ହୋଇଛନ୍ତି। ଦସ୍ତାବିଜ୍ ହଟାଇଦେଲେ ତଥ୍ୟ ବଦଳିଯିବ ନାହିଁ ବୋଲି ମୁଖ୍ୟ…
ପ୍ରତିରକ୍ଷା ତଥ୍ୟ ଗାଏବ
ନୂଆଦିଲ୍ଲୀ,୭ା୮:ଚାଇନା ସୈନ୍ୟ ମେ’ ପ୍ରଥମ ଭାଗରେ ପୂର୍ବ ଲଦାଖର ଭାରତୀୟ ଅଞ୍ଚଳ ମଧ୍ୟରେ ଅନୁପ୍ରବେଶ କରିଥିଲେ। ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରଣାଳୟ ଓ୍ବେବ୍ସାଇଟର ଖବର ବିଭାଗରେ ଥିବା ଏକ ଦସ୍ତାବିଜ୍ରେ ଏହାକୁ ସ୍ବୀକାର କରାଯାଇଥିଲା। ଦୁଇଦିନ ପରେ ଓ୍ବେବ୍ସାଇଟରୁ ଉକ୍ତ ପୃଷ୍ଠା ଗାଏବ…
ପୁଣି ଆତ୍ମହତ୍ୟା କଲେ ଆଉ ଜଣେ ଲୋକପ୍ରିୟ କଳାକାର, ମୃତ୍ୟୁ ପୂର୍ବରୁ ଫେସ୍ବୁକ୍ ଲାଇଭ୍
ଗତ କିଛି ମାସ ମଧ୍ୟରେ ଅନେକ କଳାକାର ଆତ୍ମହତ୍ୟା କରିଛନ୍ତି। ଏହି କ୍ରମରେ ଭୋଜପୁରୀ ଅଭିନେତ୍ରୀ ଅନୁପମା ପଠକଙ୍କ ଆତ୍ମହତ୍ୟା ସାମ୍ନାକୁ ଆସିଛି। ସେ ନିଜ ମୁମ୍ବାଇର ବାସଭବନରେ ରେ ଆତ୍ମହତ୍ୟା କରିଛନ୍ତି। ତାଙ୍କ ମୃତଦେହ ଘରେ ଝୁଲୁଥିବା ଦେଖିବାକୁ ମିଳିଥିଲା।…
ଓଡ଼ିଶାର ସୁନାମି ପ୍ରସ୍ତୁତିକୁ ୟୁନେସ୍କୋ ସ୍ବୀକୃତି
ଭୁବନେଶ୍ୱର,୭ା୮(ବ୍ୟୁରୋ):ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଅନ୍ତର୍ଜାତୀୟ ସ୍ବୀକୃତି। ୟୁନେସ୍କୋର ଇଣ୍ଟରଗର୍ଭନମେଣ୍ଟାଲ ଓସେନୋଗ୍ରାଫିକ କମିଶନ(ଆଇଓସି) ଓଡ଼ିଶାର ଜଗତ୍ସିଂହପୁର ଜିଲା ନୋଳିଆ ସାହି ଏବଂ ଗଞ୍ଜାମ ଜିଲା ଭେଙ୍କଟରାୟପୁର ଗ୍ରାମକୁ ଦେଶରେ ପ୍ରଥମ କରି ସୁନାମି ପ୍ରସ୍ତୁତ (ସୁନାମି ରେଡି) ଗ୍ରାମ…
ଲକ୍ଷ୍ମୀ: ନାଁକୁ କାମ, ମିଳୁନି ସୁବିଧା
କଟକ ଅଫିସ,୭ା୮:କରୋନା କଟକଣା ଯୋଗୁ ବିଭିନ୍ନ ରାଜ୍ୟରେ ନିଯୁକ୍ତି ହରାଇ ପ୍ରବାସୀମାନେ ନିଜ ଘରକୁ ଫେରିଲେ। ଲୋକଙ୍କ ଜୀବନଜୀବିକାକୁ ଗୁରୁତ୍ୱ ଦେଇ ଜିଲା ପ୍ରଶାସନ ସେମାନଙ୍କୁ ସ୍ଥାନୀୟ ଅଞ୍ଚଳରେ କାମ ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଲେ। ଫଳରେ ପ୍ରବାସୀଙ୍କ ମନରେ ନୂଆ କର୍ମସଂସ୍ଥାନର…
କରୋନାକୁ ହରାଇଲେ ୧୩ ମାସର ଶିଶୁ
କୋରୁକୋଣ୍ଡା,୬ା୮(ଡି.ଏନ.ଏ)-ମାଲକାନଗିରି ଜିଲାରେ କରୋନା ତାର କାୟା ବିସ୍ତାର କରି ଚାଲିଛି। ତେବେ ପ୍ରଥମ କରି ଏକ ୧୩ ମାସର ଛୁଆ କରୋନାରୁ ସୁସ୍ଥ ହୋଇଥିବା ଖବର ପହଞ୍ଚତ୍ଛି। ଏହି ଛୋଟ ଶିଶୁ କାଲିମେଳା ବ୍ଲକ ଅନ୍ତର୍ଗତ ଏମ୍ଭି-୪୫ ଗ୍ରାମର। ଶିଶୁ ଓ…
୫ ହଜାର କୋଟିର ସ୍ବପ୍ନ ଦେଖାଇ ଠକି ନେଲେ ଦେଢ଼କୋଟି ଟଙ୍କା
ଡେରାଡୁନ, ୬।୮: ଅନେକ ପ୍ରକାର ଠକେଇ ଘଟଣା ବିଭିନ୍ନ ସମୟରେ ସାମ୍ନାକୁ ଆସିଥାଏ। ଯେଉଁଥିରେ ଲୋକମାନେ ପ୍ରତାରଣାର ସମ୍ମୁଖୀନ ହୋଇ ଶେଷରେ ବହୁ ପରିମାଣ ହରାଇଥାନ୍ତି। ଏବେ ଉତ୍ତରାଖଣ୍ଡର ରାଜଧାନୀ ଡେରାଡୁନରୁ ଠକେଇର ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଯେଉଁଥିରେ…
ଚଳିତ ବର୍ଷ ଆଇପିଏଲ୍ର ଟାଇଟଲ୍ ସ୍ପନଶର ହେବ ନାହିଁ ଭିଭୋ
ନୂଆଦିଲ୍ଲୀ, ୬ା୮ (ପି.ଟି.)-ଭାରତ ଓ ଚାଇନା ମଧ୍ୟରେ କୂଟନୈତିକ ଉତ୍ତେଜନା ଦେଖା ଦେଇଥିବାରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଚାଇନିଜ ମୋବାଇଲ କମ୍ପାନୀ ଭିଭୋ ସହିତ ବର୍ଷକ ପାଇଁ ଆଇପିଏଲ୍ ଟାଇଟଲ ପାର୍ଟନରଶିପ୍କୁ ସସ୍ପେଣ୍ଡ କରିଛି। ଭିଭୋ ଚଳିତବର୍ଷ ଇଣ୍ଡିଆନ…
Archives


