ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’
ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ ଆରମ୍ଭ କରି ରିସେପ୍ସନ ପର୍ଯ୍ୟନ୍ତ ଭିଡ଼ିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏବେ,…
ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…
ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍ ଖରାପ ହୋଇଯାଇଛି। କ୍ୟାବିନ ଧୂଆଁରେ ପୂର୍ଣ୍ଣ ହୋଇଯାଇଛି। ଉପମୁଖ୍ୟମନ୍ତ୍ରୀ ଏବଂ ସମସ୍ତ ସୁରକ୍ଷା…
ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!
ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ ନାବିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ସମୟରେ, ଆଉ ଏକ ଇରାନୀ…
ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…
ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ ଦଳ ତା’ର ତୃତୀୟ ଟି୨୦ ଟ୍ରଫି ପାଇଁ ଲକ୍ଷ୍ୟ ରଖିବ, ଯେତେବେଳେ ନ୍ୟୁଜିଲାଣ୍ଡ…
ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ
ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟ ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ ରାମ ରହିମଙ୍କୁ ନିର୍ଦ୍ଦୋଷରେ…
କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…
ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଭୀମଭୋଇ…
ଶିଶୁକୈନ୍ଦ୍ରିକ ଶିକ୍ଷା
ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ ସମାନ ମନେହେଉଥିବ। ଆମେ କିନ୍ତୁ ବୁଝିପାରି ନ ଥାଉ ଯେ ଏହି କାରଣରୁ…
ସରକାର ଠିକାରେ ଚାଲିଛି
ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ ସର୍ତ୍ତ ରାଜନୈତିକ ଦଳର ମେମ୍ବରମାନଙ୍କ ପ୍ରତି ଲାଗୁ ହେଉନାହିଁ ବୋଲି ଦେଶରେ ଭ୍ରଷ୍ଟାଚାର…
ସିଇଓ ଅପେକ୍ଷାରେ
ନୀତି ଆୟୋଗ ସିଇଓ ଭାବେ ବିଭିଆର୍ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ ନେଇ ଆଭ୍ୟନ୍ତରୀଣ ଆଲୋଚନା ଚାଲିଛି। ବର୍ତ୍ତମାନ ପାଇଁ ନିଧି ଛିବର ଅତିରିକ୍ତ ଦାୟିତ୍ୱ…
ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଅହମ୍ମଦାବାଦ୍,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ ବିଧାନସଭା ନିର୍ବାଚନମଣ୍ଡଳୀର ପ୍ରତିନିଧିତ୍ୱ କରୁଛନ୍ତି। ସେ ୭୨ ବର୍ଷ ବୟସରେ ଶେଷ ନିଶ୍ୱାସ…
ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି
ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି । ସୂଚନା ଅନୁଯାୟୀ ଗତକାଲି…
ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…
ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। କେତେବେଳେ ସେ ନିଜକୁ ଜଣେ ଭିଜିଲାନ୍ସ ଅଫିସର ଭାବେ…
Archives


