Home Left

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ ପରାସ୍ତ କରିଛି। ଭାରତ ପକ୍ଷରୁ ଶେଫାଳୀ ବର୍ମା ୬୪ ରନ୍‌ର ଦମଦାର ଇନିଂସ…

ଗ୍ଲୋବାଲ ୱାର୍ମିଂ ଭାଙ୍ଗୁଛି ୨ ମହାସାଗରର ଜଳବାୟୁ ସମ୍ପର୍କ

ୱାଶିଂଟନ/ଲଣ୍ଡନ, ୩୧ା୮ ଗ୍ଲୋବାଲ ୱାର୍ମିଂ (ବିଶ୍ୱତାପନ ବୃଦ୍ଧି) ଏବଂ ମାନବକୃତ କାରଣ ଯୋଗୁ ପ୍ରଶାନ୍ତ ମହାସାଗର ଏବଂ ଭାରତ ମହାସାଗର ମଧ୍ୟରେ ଶତାବ୍ଦୀ ଶତାବ୍ଦୀ ଧରି ରହିଆସିଥିବା ଜଳବାୟୁ ସମ୍ପର୍କ ଭାଙ୍ଗିବାରେ ଲାଗିଛି। ‘ନେଚର କମ୍ୟୁନିକେଶନ୍ସ’ ଜର୍ନାଲରେ ପ୍ରକାଶିତ ଏକ ଗବେଷଣା…

ତୁଳା ରାଶିକୁ ଗୋଚର କରିବେ ଶୁକ୍ର; ୨ ସେପ୍ଟେମ୍ବରରେ ସୃଷ୍ଟି ହେବ ଅଦ୍ଭୁତ ଯୋଗ, ୪ରାଶିର ବଢ଼ିବ ଧନ

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଦେବଙ୍କୁ ପ୍ରେମ, ବିବାହ, ସୌନ୍ଦର୍ଯ୍ୟ, ସୁଖ-ସମୃଦ୍ଧି, କଳା, ଯାନବାହନ ଏବଂ ଧନର କାରକ ବୋଲି ବିଚାର କରାଯାଏ। ୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ଦେବ ନିଜର ସ୍ବରାଶି ତୁଳାକୁ ଗୋଚର କରିବାକୁ ଯାଉଛନ୍ତି । ତୁଳା ରାଶି…

ନିର୍ଭୟା ଘଟଣାର ପୁନରାବୁତ୍ତି! ୟୁପିର ୧୬ ବର୍ଷୀୟା ଝିଅକୁ ୪୭ କିଲୋମିଟର ଦୂରତା ଚଳନ୍ତା ବସରେ ବଳାତ୍କାର

ନୂଆଦିଲ୍ଲୀ,୩୧।୮: ‘ନିର୍ଭୟା ମାମଲା’କୁ ମନେ ପକାଇବା ଭଳି ଏକ ୧୬ ବର୍ଷୀୟା ଛାତ୍ରୀଙ୍କ ସହିତ ବଳାତ୍କାର ମାମଲା ରାଜଧାନୀ ଦିଲ୍ଲୀରେ ପୁଣି ଥରେ ସାମ୍ନାକୁ ଆସିଛି। ଚଳନ୍ତା ବସ ଭିତରେ ପୀଡିତାଙ୍କୁ ବଳାତ୍କାର କରିବା ପରେ, ଡ୍ରାଇଭର ଏବଂ କଣ୍ଡକ୍ଟର ତାଙ୍କୁ…

ଜିଲାସ୍ତରୀୟ ଜନଶୁଣାଣିରେ ଯୋଗଦେଲେ କନ୍ଧମାଳ ଜିଲାପାଳ-ଏସ୍‌ପି

ଦାରିଙ୍ଗବାଡ଼ି,୩୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଜିଲାସ୍ତରୀୟ ସାମୂହିକ ଜନଶୁଣାଣି କାର୍ଯ୍ୟକ୍ରମ ରହିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ବେଦଭୂଷଣ ଦାରିଙ୍ଗବାଡ଼ି ଗସ୍ତରେ ରହିଥିବାବେଳେ ସିମନବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟକୁ ଗସ୍ତ କରିଥିଲେ।…

ଆହୁରି ସକ୍ରିୟ ହେଲା ଲଘୁଚାପ, ଆସନ୍ତା ୨ ଦିନ ଯାଏ ଏହି ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ବର,୩୧ା୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର । ସୋମବାର ଭୋର ୫ଟା ୩୦ ସୁଦ୍ଧା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ବେଳେ ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି…

ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କ ଘରୁ ତଲାସୀ ବେଳେ ମିଳିଲା ୭.୨୯ ଲକ୍ଷ ଟଙ୍କା, ୩୦୦ ଗ୍ରାମ ସୁନା ଗହଣା

କେନ୍ଦୁଝର,୩୧।୮,(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସାରେ, କେନ୍ଦୁଝରର ଜିଲା ଶ୍ରମ ଅଧିକାରୀ, ଆକାଶ ବିଶୋଇ ଜଣେ ବୈଦ୍ୟୁତିକ ଠିକାଦାରଙ୍କ ଠାରୁ ଶ୍ରମିକ ଲାଇସେନ୍ସ ପ୍ରଦାନ କରିବା ପାଇଁ ୨୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗିରଫ କରିଥିଲା। ଏହାକୁ…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ ଜଣେ ବୟସ୍କ ବ୍ୟକ୍ତି ନାବାଳିକାଙ୍କୁ ଅପହରଣ କରିନେଉଥିବା ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଛି।…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ମୃତକଙ୍କ ସ୍ବାମୀଙ୍କ ସମେତ ପରିବାରର ଅନ୍ୟ ସଦସ୍ୟଙ୍କ ନାମରେ ମାମଲା ରୁଜୁ…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ ଆଦାନପ୍ରଦାନକୁ ନେଇ ଚାଇନା ଏବଂ ନେପାଳ ମଧ୍ୟରେ ବିବାଦ ଦେଖାଦେଇଛି। ପ୍ରାକୃତିକ ବିପର୍ଯ୍ୟୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ ପୁନର୍ବିଚାର କରିବାକୁ ନିଷ୍ପତ୍ତି ନେଇଛି। କିଛି ସମୟ ପୂର୍ବରୁ, BCCI ସଚିବ ଦେବଜିତ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁପାଳନରେ ଅବହେଳା କରାଯାଇଛି। ଏହାକୁ ନେଇ ହାଇକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?