ପ୍ରଥମ ସେଲ୍ଫ ଡ୍ରାଇଭିଂ ବସ୍: ଯାତ୍ରାବେଳେ ମାଗଣାରେ ମିଳିବ ଏସବୁ
ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନା ଭାଇରସ ସମଗ୍ର ବିଶ୍ୱରେ କାୟା ମେଲାଇସାରିଲାଣି। ଏବେ ସମଗ୍ର ବିଶ୍ୱ କରୋନା ସହ ସଂଘର୍ଷ କରୁଥିବା ବେଳେ ଚାଇନା କିନ୍ତୁ ନୂଆ ନୂଆ ଟେକ୍ନୋଲୋଜି ବାହାର କରିବାରେ ଲାଗିଛି। ଏବେ ସେ ଏକ ବସ୍…
କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଲାରାଙ୍କ କରୋନା ରିପୋର୍ଟ କ’ଣ ବାହାରିଲା ଜାଣନ୍ତୁ…
ନୂଆଦିଲ୍ଲୀ,୬।୮: ଓ୍ବେଷ୍ଟଇଣ୍ଡିଜ୍ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା କରୋନା ଭାଇରସ୍ ଦ୍ୱାରା ସଂକ୍ରମିତ ହୋଇଛନ୍ତି ଓ ସେ ପଜିଟିଭ ବୋଲି ଚର୍ଚ୍ଚା ହେଉଥିଲେ ମଧ୍ୟ ସେ ଏହାକୁ ଖଣ୍ଡନ କରିଛନ୍ତି। ଟେଷ୍ଟରେ ମୋର ନେଗେଟିଭ୍ ବାହାରିଛି ବୋଲି ଲାରା ସ୍ପଷ୍ଟ କରିଛନ୍ତି।…
କରୋନାକୁ ମାତ୍ ଦେଲା ମାଲକାନଗିରିର ୧୩ ମାସର ଶିଶୁ
କୋରୁକୋଣ୍ଡା,୬।୮(ଡି.ଏନ.ଏ.): ମାଲକାନଗିରି ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏପରିସ୍ଥଳେ କରୋନାକୁ ହରାଇଛନ୍ତି ୧୩ ମାସର ଜଣେ ଶିଶୁ। ସେ ହେଲେ ଦୀପମ ମଣ୍ଡଳ। ତାଙ୍କ ଘର କାଲିମେଳା ବ୍ଲକ ଅନ୍ତର୍ଗତ ଏମଭି-୪୫ ଗ୍ରାମରେ। ଚେନ୍ନାଇରୁ ମା’ଙ୍କ ସହ ଫେରିଥିବା…
ଆଜି ବରଗଡ଼ରେ ୮୧ ନୂଆ କରୋନା ପଜିଟିଭ୍: ଜାଣନ୍ତୁ କେଉଁ ବ୍ଲକରୁ କେତେ
ବରଗଡ଼ ଅଫିସ,୬ା୮: ବରଗଡ଼ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗୁରୁବାର ଜିଲାରେ ୮୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୩୨ ଆକ୍ରାନ୍ତ ରହିଛନ୍ତି। ସେହିପରି ସୋହେଲାରୁ ୪, ଭେଡ଼େନରୁ ୩,…
ସିଏଜି ଭାବେ ନିଯୁକ୍ତ ହେଲେ ଜମ୍ମୁ-କଶ୍ମୀରର ପୂର୍ବତନ ଏଲ୍ଜି ଗିରୀଶ ମୁର୍ମୁ
ନୂଆଦିଲ୍ଲୀ,୬।୮: ଜମ୍ମୁ-କଶ୍ମୀରର ପୂର୍ବତନ ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଗୁରୁବାର ଭାରତର ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ(ସିଏଜି) ଭାବେ ନିଯୁକ୍ତି ମିଳିଛି। ଠିକ୍ ଆଜିକୁ ବର୍ଷେ ତଳେ ଜମ୍ମୁ-କଶ୍ମୀରର ବିଭାଜନ ହୋଇ ଦୁଇ କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦ୍ଦାଖ…
୯୦୦ କଲ୍ ରେକର୍ଡିଂ ପୋଲିସକୁ ଦେଲେ ସ୍ବାମୀ: ଏଥିରୁ ଫିଟିଲା ସ୍ତ୍ରୀଙ୍କ ଗୁମର, ଆଉ ତା’ ପରେ…
ଜଣେ ମହିଳା କନଷ୍ଟେବଳ ବିବାହର ୨ ମାସ ମଧ୍ୟରେ ସ୍ବାମୀଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲେ। ଯେଉଁଥିରେ କି ତାଙ୍କ ଭଉଣୀ ଏବଂ ପ୍ରେମିକ ସହାୟତା କରିଥିଲେ। ଯେତେବେଳେ ତାଙ୍କ ସ୍ବାମୀଙ୍କର ସନ୍ଦେହ ହେଲା ସେତେବେଳେ ସେ କଲ ରେକର୍ଡିଂ ଆପ୍…
ବରିଷ୍ଠ ସିପିଆଇ(ଏମ୍) ନେତା ଶ୍ୟାମଲ ଚକ୍ରବର୍ତ୍ତିଙ୍କ ପରଲୋକ
କୋଲକାତା,୬।୮: ପଶ୍ଚିମବଙ୍ଗର ବରିଷ୍ଠ ସିପିଆଇ(ଏମ୍) ନେତା ଶ୍ୟାମଲ ଚକ୍ରବର୍ତ୍ତିଙ୍କର ଗୁରୁବାର ପରଲୋକ ହୋଇଛି। ସେ ଟ୍ରେଡ ୟୁନିୟନର ନେତା ଥିବା ସହ ରାଜ୍ୟ ପରିବହନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି। କୋଲକାତାର ଏକ ହସ୍ପିଟାଲରେ ସେ ୭୬ ବର୍ଷ ବୟସରେ ଶେଷ…
ଭେନେଜୁଏଲା ଫୁଟବଲ ଫେଡେରେଶନ ଅଧ୍ୟକ୍ଷଙ୍କ ପରଲୋକ
କାରାକାସ,୬।୮(ଏପି): ଦକ୍ଷିଣ ଆମେରିକୀୟ ଫୁଟବଲ ପାଓ୍ବାର ହାଉସ୍ ଭେନେଜଏଲାର ଫୁଟବଲ ଫେଡେରେଶନ ଅଧ୍ୟକ୍ଷ ଜେସସ୍ ବେରାର୍ଡିନେଲିଙ୍କ ବୁଧବାର ପରଲୋକ ହୋଇଛି। ସେ ହଠାତ୍ ଅଚେତ୍ ହୋଇପଡିଥିଲେ ଓ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହାର ଠିକ୍ ଦୁଇ ସପ୍ତାହପରେ ସେ ମୃତ୍ୟୁବରଣ…
ଫିଲ୍ମ ଷ୍ଟାଇଲ୍ରେ ଶାଶୁଙ୍କୁ ହତ୍ୟା କଲେ ବୋହୂ
ଜୟପୁର,୬।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ବୋହୂ ନିଜ ଶାଶୁଙ୍କୁ ନିର୍ମମ ହତ୍ୟା କରିଛନ୍ତି। ବିଧାନଗର ଥାନା ପୋଲିସ ୫୦ ବର୍ଷୀୟ ଆବିଦା ବାନୋଙ୍କ ହତ୍ୟାର ଖୁଲାସା କରି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ…
‘ପୂଜା ମୋ’ ଝିଅ ହୋଇ ନ ଥିଲେ ବିବାହ କରିନେଇଥାନ୍ତି’: ଜାଣନ୍ତୁ ଏପରି କାହିଁକି କହିିଥିଲେ ମହେଶ ଭଟ୍ଟ
ବମ୍ବେ: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ତଦନ୍ତ ପରିସରକୁ ଆସିଛନ୍ତି ମହେଶ ଭଟ୍ଟ। ନିକଟରେ ମୁମ୍ବାଇ ପୋଲିସ ତାଙ୍କୁ ବିଭିନ୍ନ ପ୍ରସଙ୍ଗରେ ପଚରାଉଚରା କରିଥିଲା। ତେବେ ଏହା ପ୍ରଥମ ଥର ନୁହେଁ ଯେଉଁଠି ମହେଶ ବିବାଦ ଘେରକୁ ଆସିଛନ୍ତି। ପୂର୍ବରୁ…
ଜିଲା ହସ୍ପିଟାଲରେ ରୋଗୀଙ୍କ ମୃତ୍ୟୁକୁ ନେଇ ଭଙ୍ଗାରୁଜା କଲେ ପରିବାର ଲୋକେ
ନଏଡା,୬।୮: କରୋନା କାଳରେ ଯେଉଁଠି ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ କୋଭିଡ ଯୋଦ୍ଧା ସାଜି ଦିନରାତି ଲୋକଙ୍କ ସେବା କରୁଛନ୍ତି ସେଇଠି ପୁଣି ସେମାନଙ୍କୁ ଲୋକଙ୍କ ଆକ୍ରୋଶର ଶୀକାର ମଧ୍ୟ ହେବାକୁ ପଡ଼ୁଛି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ ନଏଡା…
ରୋହିତ ଶର୍ମାଙ୍କ ପ୍ରଥମ ଦରମା କେତେ ଥିଲା ଜାଣନ୍ତି କି, ଏମିତି କରିଥିଲେ ଖର୍ଚ୍ଚ
ଭାରତର ବିସ୍ଫୋରକ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଆଜି କୋଟି କୋଟି ଟଙ୍କାର ମାଲିକ। କିନ୍ତୁ ତାଙ୍କର ପ୍ରଥମ ଦରମା ପାଇ ସେ କ’ଣ କରିଛନ୍ତି ତାହା ଖୁବ କମ ଲୋକ ଜାଣିଥିବେ। ଟିମ ଇଣ୍ଡିଆର ଉପଅଧିନାୟକ ରୋହିତ ଶର୍ମା ସେ ତାଙ୍କର…
Archives


