Home Left

ଏହି ପ୍ରତିଷ୍ଠିତ କମ୍ପାନୀର ସେଲ୍ସମ୍ୟାନ୍‌ ସାଜିଲା କୁକୁର

ମଣିଷ ପରି କୁକୁର ଏବେ ସେଲସ୍‌ମ୍ୟାନ ସାଜିଛି। ତାହାପୁଣି ଏକ ପ୍ରତିଷ୍ଠିତ କାର କମ୍ପାନୀରେ। ଶୁଣିବାକୁ ଏହା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କୁକୁର ବେକରେ ଆଇଡି କାର୍ଡ ମଧ୍ୟ ଝୁଲୁଛି। ଏଥିପାଇଁ କୁକୁରଟି ଏବେ ଷ୍ଟାର ପାଲଟିଯାଇଥିବା ବେଳେ ସୋସିଆଲ…

ଏହି ଏଟିଏମ୍‌ କାର୍ଡରୁ ମିଳିବ ଆକର୍ଷଣୀୟ ଲାଭ, ସଙ୍କଟ ସମୟରେ ମିଳିବ ୧୦ ଲକ୍ଷ ଟଙ୍କା

ସାଧାରଣତଃ କେବଳ ନଗଦ ଟଙ୍କା ଉଠାଇବା କିମ୍ବା ସପିଂ କରିବା ପାଇଁ ଏଟିଏମ କାର୍ଡ ବ୍ୟବହାର କରିଯାଏ। ଯଦି ରୁପେ(RuPay)ର ଏଟିଏମ୍‌ କାର୍ଡ ଅଛି, ତେବେ ଏଥିରୁ ଅନେକ ସୁବିଧା ମିଳିପାରିବ। କାରଣ ଏହି ଏଟିଏମ୍‌ କାର୍ଡ ଅସୁବିଧାରେ ବହୁତ ଉପଯୋଗୀ…

ମନ୍ଦିର ଶିଳାନ୍ୟାସକୁ ନେଇ ଅସହିଷ୍ଣୁ ପାକିସ୍ତାନ: କହିଲା ‘ଭାରତ ଏବେ ରାମନଗର ହୋଇଯାଇଛି’

ଇସଲାମାବାଦ,୫।୮: ଅଯୋଧ୍ୟାରେ ରାମମନ୍ଦିର ଲାଗି ବୁଧବାର ଶିଳାନ୍ୟାସ କରାଯାଇଛି। ଏହାକୁ ଲାଗି ସମଗ୍ର ଭାରତ ଉତ୍ସବମୁଖର ହୋଇଥିବା ବେଳେ ପାକିସ୍ତାନ ଅସହିଷ୍ଣୁ ହୋଇପଡ଼ିଛି। ପାକ୍‌ ପ୍ରଧାନମନ୍ତ୍ରୀ ଇମରାନ୍‌ ଖାନ୍‌ ସରକାରରେ ରେଳ ମନ୍ତ୍ରୀ ଥିବା ଶେଖ ରଶିଦ ମୋଦି ସରକାରଙ୍କୁ ସମାଲୋଚନା…

ମୁନିଗୁଡ଼ା ବ୍ଲକ ଅମ୍ଲାଭଟ୍ଟା ପଞ୍ଚାୟତ ୩ ଦିନ ଶଟ୍‌ଡାଉନ: ଜିଲାର ଏହି ବ୍ଲକକୁ ଛୁଇଁ ପାରିନି କରୋନା

ମୁନିଗୁଡ଼ା,୫।୮(ଡି.ଏନ୍‌.ଏ.): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଲକ୍‌ଡାଉନ ଓ ଶଟ୍‌ଡାଉନ ଲାଗୁ ହେଉଛି। ଯାହାଫଳରେ ସଂକ୍ରମଣକୁ ରୋକାଯାଇ ପାରିବ। ତେବେ ରାୟଗଡା ଜିଲରେ ଗତ କିଛି ଦିନ ହେଲା କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଛି ।…

ଟ୍ରେନ୍‌ରେ ଯାତ୍ରା କରୁଥିଲେ ସାବଧାନ… : ୮ ଫୁଟ ଦୂରତାରେ ବସିଲେ ମଧ୍ୟ ହେବେ କରୋନା ସଂକ୍ରମିତ

ଟ୍ରେନ୍‌ରେ ଯାତ୍ରାକରିବା ସମୟରେ ଯଦି ଜଣେ ବ୍ୟକ୍ତି କରୋନା ସଂକ୍ରମିତଙ୍କ ଠାରୁ ୮ ଫୁଟ ଦୂରରେ ବସନ୍ତି ତେବେ ମଧ୍ୟ ସେ ସଂକ୍ରମିତ ହେବାର ଆଶଙ୍କା ରହିଛି। ନିକଟରେ କରାଯାଇଥିବା ଏକ ଗବେଷଣାରୁ ଏହା ଜଣାପଡ଼ିଛି। ଉକ୍ତ ଗବେଷଣା ଅନୁଯାୟୀ, ଏକ…

ପ୍ରେମିକାଙ୍କ ପାଇଁ ପ୍ରେମିକଙ୍କ ଘର ପାଉଁଶ ହୋଇଗଲା, ଜାଣନ୍ତୁ କେମିତି

ଇଂଲଣ୍ଡର ସେଫିଲ୍ଡ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ପ୍ରେମିକାଙ୍କୁ ବିବାହ ପାଇଁ ପ୍ରପୋଜ କରିବା ବେଳେ ଏକ ଅଘଟଣ ଘଟିଛି। ଯୁବକ ଜଣଙ୍କ ପ୍ରେମିକାଙ୍କୁ ରୋମାଣ୍ଟିକ ଅନ୍ଦାଜରେ ପ୍ରପୋଜ କରିବା ପାଇଁ ଘରକୁ ୧୦୦ଟି ମହମବତୀରେ…

ମାତ୍ର ୫ ଟଙ୍କା ପାଇଁ ଅଣ୍ଡା ଦୋକାନୀଙ୍କ ସହ ଘଟିଲା ଏମିତି କିଛି

ଲକ୍ଷ୍ନୌ,୫।୭: ଉତ୍ତରପ୍ରଦେଶର ବାଲିଆରେ ଜଣେ ଅଣ୍ଡା ବ୍ୟବସାୟୀଙ୍କୁ ମାତ୍ର ପାଞ୍ଚ ଟଙ୍କା ପାଇଁ ପିଟିପିଟି ହତ୍ୟା କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ୬ ଜଣ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରି ସେମାନଙ୍କୁ ଗିରଫ କରିଛି। ପରିବାର ସଦସ୍ୟ ଅଭିଯୋଗ…

ନିଶ ପାଇଁ ପ୍ରସିଦ୍ଧ ଭଗବାନ ଶ୍ରୀରାମ: ଜାଣନ୍ତୁ କେଉଁଠି

ଭାରତରେ ଅନେକ ଧର୍ମର ଲୋକ ବାସ କରନ୍ତି। ତନ୍ମଧ୍ୟରେ ହିନ୍ଦୁମାନଙ୍କ ସଂଖ୍ୟା ସବୁଠାରୁ ଅଧିକ। ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ଅନେକ ବର୍ଷ ହେବ ଲାଗିରହିଥିବା ଆଶା ଆଶଙ୍କାର ଶେଷରେ ଅନ୍ତ ଘଟିଛି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିପାଇଁ…

ପ୍ରଥମ ଥର ପାଇଁ ଘରକୁ ଆଣିଥିଲେ ଗ୍ୟାସ ଟାଙ୍କି : ସଂଯୋଗ ସମୟରେ ହେଲା ବିସ୍ଫୋରଣ

ବାଲେଶ୍ୱର ଅଫିସ,୫।୮: ବାଲେଶ୍ବର ଜିଲା ରେମୁଣା ବ୍ଲକ ରସାଳପୁର ପଞ୍ଚାୟତ ଛେଳିଆପଦା ଗାଁରେ ଗ୍ୟାସ ଟାଙ୍କି ଫାଟି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ ସୌଦାମିନ ବେଜ୍‌। ଏଥିରେ ମଧ୍ୟ ଅନ୍ୟ ୨ଜଣ ଅଜୟ ଦାସ ଓ ସୁରେନ୍ଦ୍ର ବେଜ୍‌…

ଅଯୋଧ୍ୟାରେ ମନ୍ଦିର ନିର୍ମାଣକୁ ନେଇ ଖୁସିରେ ବିଭୋର ‘ସୀତା’: ଭଗବାନ ରାମଙ୍କୁ ଏପରି କଲେ ସ୍ବାଗତ

ବମ୍ବେ: ଶ୍ରୀରାମ ଜନ୍ମଭୂମି ଅଯୋଧ୍ୟା ନଗରୀରେ ଭୂମିପୂଜନ ଉତ୍ସବ ଅନୁଷ୍ଠିତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମିପୂଜା କରିବା ସହ ରାମମନ୍ଦିର ନିମନ୍ତେ କରିଛନ୍ତି ଶିଳାନ୍ୟାସ। ସାରା ଦେଶରେ ଏହାକୁ ନେଇ ଉତ୍ସବର ମାହୋଲ। ଲୋକମାନେ ସୋସିଆଲ ମିଡିଆରେ ନିଜ ଖୁସି…

ଏହି ଦେଶରେ ସାପ ମାଂସକୁ ପୁଷ୍ଟିକର ଖାଦ୍ୟ ଭାବେ ଖିଆଯାଏ, ଦୂର ହୋଇଥାଏ ଅନେକ ରୋଗ

ବିଶ୍ୱର ବିଭିନ୍ନ ସ୍ଥାନରେ ଲୋକଙ୍କ ଖାଦ୍ୟପେୟ ଭିନ୍ନ ଭିନ୍ନ। କେତେକ ସ୍ଥାନରେ ଏପରି ଅଜବ ଖାଦ୍ୟ ପ୍ରସ୍ତୁତ କରାଯାଏ, ଯାହା ବିଷୟରେ ଜାଣି ଆଶ୍ଚର୍ଯ୍ୟ ହେବେ। ଏମିତି ଏକ ଦେଶ ହେଉଛି ଭିଏତନାମା। ଏହି ଦେଶର ଲୋକମାନେ ସାପକୁ ସ୍ବାଦିଷ୍ଟ ଏବଂ…

ପୁରୀ ସହକାରୀ ବନ ସଂରକ୍ଷକଙ୍କ ଅଫିସ୍‌ ସମେତ ଏସବୁ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ପୁରୀ ଅଫିସ,୫।୮: ପୁରୀ ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ ସ୍ବାଇଁଙ୍କ ଘରେ ବୁଧବାର ବେଆଇନ୍‌ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ଏକ କାଳୀନ ଭିଜିଲାନ୍ସର ୫ଟି ଟିମ୍‌ ଏହି ଚଢ଼ାଉ କରୁଛନ୍ତି। ପୁରୀରେ ଥିବା ଅଫିସ୍‌, ଭଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri