Home Left

ଧାନ ବିକି ନ ପାରି ଚାଷୀ ଦହଗଞ୍ଜ

ବରଗଡ଼ ଅଫିସ୍‌,୮।୧୨: ବରଗଡ଼ ଜିଲାରେ ନଭେମ୍ବର ୯ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ଧାନ କିଣାବିକାରେ ଏବେ ମଧ୍ୟ ଅବ୍ୟବସ୍ଥା ଜାରି ରହିଛି। ଅମଳ କରିସାରିଥିଲେ ସୁଦ୍ଧା ଅନେକ ଚାଷୀ ସେମାନଙ୍କ ଧାନ ବିକ୍ରି କରି ପାରିନାହାନ୍ତି।…

ପାଳିତ ପ୍ରାଣୀଙ୍କର ହେବ ବୀମା: ରୋଗ ହେଲେ ଚୋରୀ ହେଲେ ମିଳିବ ଟଙ୍କା!

ନୂଆଦିଲ୍ଲୀ,୮ ।୧୨: ଏବେ ଅଧିକାଂଶ ଘରେ ଲୋକେ କୁକୁର, ବିରାଡି ଆଦିଙ୍କୁ ପାଳନ କରୁଛନ୍ତି । ତେବେ ଘରର ସଦସ୍ୟଙ୍କ ଭଳି ଏମାନଙ୍କର ବି ବେଳେ ବେଳେ ଦେଖାଯାଉଥିବା ସ୍ୱାସ୍ଥ୍ୟ ସମସ୍ୟା ପାଇଁ ମାଲିକ ବହୁ ଅର୍ଥ ଖର୍ଚ୍ଚ କରିଥାଆନ୍ତି ।…

ଘରୋଇ ହେୟାର ମାସ୍କ

ଦହିରେ କେଶ ମୂଳକୁ ଭଲଭାବେ ମସାଜ କରନ୍ତୁ। ଦହି ଶୁଖିଗଲା ପରେ ସାମ୍ପୁ କରାଇ ନିଅନ୍ତୁ। ରାତିରେ ମେଥିକୁ ଭିଜାଇ ସକାଳେ ତା’ର ପେଷ୍ଟ ତିଆରି କରନ୍ତୁ। ଏହି ପେଷ୍ଟକୁ କେଶ ମୂଳରେ ଲଗାଇ ଶୁଖିବା ପରେ ଭଲଭାବେ ଧୋଇ ନିଅନ୍ତୁ।…

ମୁକେଶ ଅମ୍ବାନିଙ୍କ ବଡ଼ ଘୋଷଣା: ୨୦୨୧ରେ ଜିଓ ଆଣିବ ୫-ଜି

ନୂଆଦିଲ୍ଲୀ,୮।୧୨: ଦେଶର ଜିଓ ଉପଭୋକ୍ତା ୨୦୨୧ରେ ୫-ଜି ସୁବିଧା ପାଇପାରିବେ। ଏନେଇ ମୁକେଶ ଅମ୍ବାନି ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ଭାରତୀୟ ମୋବାଇଲ କଂଗ୍ରେସର ଉଦ୍‌ଘାଟନୀ ଉତ୍ସବରେ ଯୋଗଦେଇ ମୁକେଶ ଏଭଳି କହିଛନ୍ତି। ଦେଶର ୩୦ କୋଟି ୨-ଜି ଉପଭୋକ୍ତାଙ୍କୁ ସ୍ମାର୍ଟଫୋନ୍‌…

ଶୀତ ପୋଷାକର ଷ୍ଟାଇଲିସ୍‌ ଲୁକ୍‌

ଏବେ ହାଇଟେକ୍‌ ଯୁଗ । ବିଭିନ୍ନ କ୍ଷେତ୍ରରେ ପରିବର୍ତ୍ତନର ଧାରା ଜାରି ରହିଛି। ଠିକ୍‌ ସେହିପରି ଫ୍ୟାଶନ ଦୁନିଆରେ ବି ପୋଷାକ ପରିଧାନରେ ପରିବର୍ତ୍ତନ ହୋଇଥାଏ। ଶୀତଦିନେ ସ୍ବେଟର, ଜ୍ୟାକେଟ୍‌, ଶାଲ୍‌ ଆଦି ପିନ୍ଧିବାକୁ ପଡ଼ିଥାଏ। ତେବେ ଫ୍ୟାଶନ ଟ୍ରେଣ୍ଡରେ ସାମିଲ…

କୃଷକଙ୍କ ସମର୍ଥନରେ ଆନ୍ନା ହଜାରେ, ରଖିଲେ ଗୋଟିଏ ଦିନର ଉପବାସ

ନୂଆଦିଲ୍ଲୀ,୮ ।୧୨: କେନ୍ଦ୍ରର ନୂଆ କୃଷି ଆଇନକୁ ବିରୋଧ କରି ଗତ ୧୨ ଦିନ ହେବ ଦିଲ୍ଲୀ ସୀମାରେ କୃଷକଙ୍କ ଦ୍ୱାରା ବିରୋଧ ପ୍ରଦର୍ଶନ ଜାରି ରହିଛି । ଏହାକୁ ନେଇ ମଙ୍ଗଳବାର କୃଷକମାନେ ଭାରତ ବନ୍ଦ ଡାକରା ଦେଇଛନ୍ତି ।…

ଅନ୍ନଦାତାଙ୍କ ପ୍ରତି ମୋଦି-ଶାହାଙ୍କର ନାହିଁ ଦରଦ: ସଞ୍ଜୟ ରାଉତ

ମୁମ୍ବାଇ,୮।୧୨: ଦେଶବ୍ୟାପୀ ଅନ୍ନଦାତାଙ୍କ ପକ୍ଷରୁ ଜାରି ରହିଥିବା ଆନ୍ଦୋଳନ ନେଇ ଶିବସେନା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ୍‌ କରାଯାଇଛି। ଶିବସେନା ଏମ୍‌ପି ସଞ୍ଜୟ ରାଉତ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ଅନ୍ନଦାତାଙ୍କ ପ୍ରତି…

ବ୍ରିଟେନ୍‌ରେ ଟିକାକରଣ: ଭାରତୀୟ ବଂଶୋଦ୍ଭବ ହାରି ଶୁକ୍ଳାଙ୍କୁ ଟିକା

ନୂଆଦିଲ୍ଲୀ,୮।୧୨: ବ୍ରିଟେନରେ ମଙ୍ଗଳବାରଠାରୁ ଲୋକଙ୍କୁ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକା ଦିଆଯିବା ଆରମ୍ଭ ହୋଇଛି। ପ୍ରଥମ ଟିକା ୯୦ ବର୍ଷ ବୟସ୍କା ମହିଳା ମାଗରିଟ୍‌ କିନାନ୍‌ଙ୍କୁ ଦିଆଯାଇଛି। ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ…

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ନଜରବନ୍ଦୀ

ନୂଆଦିଲ୍ଲୀ,୮ ।୧୨: କେନ୍ଦ୍ର ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ନୂଆ କୃଷି ଆଇନକୁ ବିରୋଧ କରି ଗତ ୧୨ ଦିନ ହେବ ବିରୋଧ ପ୍ରଦର୍ଶନ କରିଛନ୍ତି ବିଭିନ୍ନ ରାଜ୍ୟର କୃଷକ । ଏହାକୁ ବିଭିନ୍ନ ରାଜନୈତିକ ଦଳ ମଧ୍ୟ ସମର୍ଥନ ଜଣାଇଛନ୍ତି…

କୃଷି ଆଇନକୁ ବିରୋଧ: ଚିତ୍ରକୋଣ୍ଡାରେ ଭାରତ ବନ୍ଦ ପ୍ରଭାବ

ଚିତ୍ରକୋଣ୍ଡା,୮।୧୨(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରଖିଥିବାବେଳେ ମଙ୍ଗଳବାର ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି।…

ଏହି ପ୍ରସିଦ୍ଧ ବ୍ୟାଟ୍ସମ୍ୟାନ୍‌ଙ୍କୁ କପି କଲେ ବିରାଟ କୋହଲି: ମିଳିଲା ଏମିତି ପ୍ରତିକ୍ରିୟା

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆ ବିପକ୍ଷରେ ୩ ମ୍ୟାଚ୍‌ ବିଶିଷ୍ଟ ଟି -୨୦ ସିରିଜ୍‌ ଖେଳୁଛି। ଭାରତ ପ୍ରଥମ ମ୍ୟାଚକୁ ୧୧ ରନ ଏବଂ ଦ୍ୱିତୀୟ ମ୍ୟାଚରେ ୬ ଉଇକେଟ ବ୍ୟବଧାନରେ ଜିତିଥିଲା। ଦ୍ୱିତୀୟ ଟି -୨୦…

କୃଷି ଆଇନକୁ ବରଗଡ଼ରେ ବିରୋଧ: ରାଜରାସ୍ତାରେ ଜଳିଲା ନିଆଁ

ବରଗଡ଼ ଅଫିସ,୮।୧୨: କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନକୁ ନେଇ ଦେଶବ୍ୟାପୀ ବିରୋଧ କରାଯାଉଛି। ଏହି କ୍ରମରେ ସାରାଦେଶରେ ଚାଷୀ ଆନ୍ଦୋଳନ ଜାରି ରଖିଥିବାବେଳେ ମଙ୍ଗଳବାର ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରାକୁ ସ୍ବତଃସ୍ଫୁର୍ତ୍ତ ସମର୍ଥନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?