Home Left

ଭକ୍ତ-ଭଗବାନ ଦର୍ଶନ ପ୍ରତିବନ୍ଧକ ହଟୁ

ପୁରୀ ଅଫିସ,୫।୮: ଦେଶର ପ୍ରମୁଖ ମନ୍ଦିର ମଧ୍ୟରୁ ଶ୍ରୀମନ୍ଦିର ଅନ୍ୟତମ। ଏଠାକୁ ପ୍ରତ୍ୟହ ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ଆସିଥାନ୍ତି। ସାଧାରଣ ଦିନଗୁଡ଼ିକରେ ପ୍ରାୟ ୬୦ରୁ ୭୦ ହଜାର ଦର୍ଶନାର୍ଥୀ ଆସୁଥିବାବେଳେ ଛୁଟି ତଥା ବିଭିନ୍ନ ପର୍ବପର୍ବାଣିରେ ଏହି…

୩ ଜଣଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହୋଇପାରେ

ଭୁବନେଶ୍ୱର,୫ା୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ମାସେ ବିତିବାକୁ ବସିଲାଣି। କିନ୍ତୁ କ୍ରାଇମ୍‌ବ୍ରାଞ୍ଚ ହାତରେ ସେଭଳି କିଛି ବଳିଷ୍ଠ ସୁରାକ ଲାଗିନାହିଁ। କେବଳ ଜିଆରପିର ତଦନ୍ତ ରିପୋର୍ଟ ଓ ସମସ୍ତ ବୟାନକୁ ନେଇ ଅନ୍ଧାରରେ ବାଡ଼ି ବୁଲାଉଛି କ୍ରାଇମ୍‌ବ୍ରାଞ୍ଚ ସ୍ପେଶାଲ…

ଶୁଣାଣି ବେଳେ କ୍ୟାମେରା ବନ୍ଦ

ନୂଆଦିଲ୍ଲୀ,୫ା୮: ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ଅଦାଲତ ଅବମାନନା ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହାର ରାୟ ସଂରକ୍ଷିତ ରଖିଛନ୍ତି। ତେବେ ଉକ୍ତ ମାମଲାର ଶୁଣାଣି ବେଳେ କୋର୍ଟରୁମ୍‌ର ସମସ୍ତ…

‘ପ୍ରାପ୍ୟ ନ ଦେଲେ ରଥ ଖୋଲିବୁନି’

ପୁରୀ ଅଫିସ,୫ା୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠରେ ସଂରକ୍ଷଣ କରି ରଖାଯିବ। ଶ୍ରୀମନ୍ଦିର ପ୍ରଶାସନର ଏହି ନିଷ୍ପତ୍ତି ପରେ ରଥ ଖୋଲା କାମ ଜାରିରହିଛି। ମାତ୍ର ଏଥିରେ ଅସହଯୋଗ ଚେତାବନୀ ଦେଇଛନ୍ତି…

୪ ଦିନ ଅଚଳ ଆର୍‌ଏମ୍‌ଏସ୍‌

ଭୁବନେଶ୍ୱର,୫ା୮(ବ୍ୟୁରୋ): କମ୍‌ ସମୟରେ ଡାକ ସେବା ଯୋଗାଇଦେବା ପାଇଁ ସ୍ପିଡ୍‌ ପୋଷ୍ଟ ସୁବିଧା ରହିଛି। ହେଲେ ଭୁବନେଶ୍ୱରରେ ଗତ ଶନିବାରଠାରୁ ଏହି ସେବାରେ ବ୍ୟାହତ ସୃଷ୍ଟି ହୋଇଛି। ସ୍ଥାନୀୟ ରେଲୱେ ମେଲ୍‌ ସର୍ଭିସ୍‌(ଆର୍‌ଏମ୍‌ଏସ୍‌) କାର୍ଯ୍ୟାଳୟରେ ଏହି ଅବ୍ୟବସ୍ଥା ଦେଖାଦେଇଛି। ଫଳରେ ଭୁବନେଶ୍ୱରର…

ମାଟ୍ରିକ ପରୀକ୍ଷା: ୬ରୁ ପୁନଃ ଯାଞ୍ଚ ପାଇଁ ଆବେଦନ

କଟକ ଅଫିସ,୫ା୮ : ମାଟ୍ରିକ ପରୀକ୍ଷାର ବିଭିନ୍ନ ବିଷୟ ପୁନଃ ଯାଞ୍ଚ, ପରୀକ୍ଷା ଖାତାର ନକଲ ପାଇଁ ଦରଖାସ୍ତ ଓ ଫି’ ଦାଖଲ ପ୍ରକ୍ରିୟା ଆସନ୍ତା ୬ ତାରିଖରୁ ଆରମ୍ଭ ହେବ। ଅଗଷ୍ଟ ୧୮ ମଧ୍ୟରାତ୍ରି ସୁଦ୍ଧା ଫି’ ଦାଖଲ କରାଯିବ।…

ଅଯୋଧ୍ୟା ସୁରକ୍ଷା ଦାୟିତ୍ୱରେ ଓଡ଼ିଆ ଆଇପିଏସ୍‌ ଅଧିକାରୀ

ଜୟପୁର,୫।୮(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ବୁଧବାର ଭୂମିପୂଜନ କାଯର୍ର୍‌ୟକ୍ରମ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଅନ୍ୟମାନଙ୍କ ମଧ୍ୟରେ ଉତ୍ତରପ୍ରଦେଶ ମୁଖମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଅନେକ କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀ…

ବିଲରୁ ହଳଦିଆ କଇଁଛ ଉଦ୍ଧାର

ଖଇରା, ୫।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ବରପଦା ଗ୍ରାମ ନିକଟସ୍ଥ ଧାନବିଲରୁ ଏକ ହଳଦିଆ ରଙ୍ଗର କଇଁଛ ଉଦ୍ଧାର କରାଯାଇଛି। ପରେ ଏହାକୁ ବନ ବିଭାଗକୁ ହସ୍ତାନ୍ତର କରାଯାଇଛି। ପ୍ରଦୀପ କୁମାର ସାହୁ ମଙ୍ଗଳବାର ଜମିରେ…

ଲଘୁଚାପ: ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର,୫ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଲଘୁଚାପ ଯୋଗୁ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ପିପିଲିରେ ୧୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନିମାପଡ଼ା ୧୩, ବାଲିପାଟଣା…

ସାହସୀ ଯୁବତୀ ମାନସୀଙ୍କ ଯୋଗୁ ଉଦ୍ଧାର ହେଲେ ୬ ହଜାର ଦାଦନ ଶ୍ରମିକ

ଖପ୍ରାଖୋଲ, ୫ା୮ (ଡି.ଏନ.ଏ.) – ଚଳିତବର୍ଷ କରୋନା କଟକଣା ଦେଶାନ୍ତରୀ ଶ୍ରମିକଙ୍କ ଦୁଃଖକୁ ଦ୍ୱିଗୁଣିତ କରିଥିଲା ।ବାହାର ରାଜ୍ୟରେ ଲକ୍ଷାଧିକ ଶ୍ରମିକ ଫସି ରହି ନିଜ ଭିଟାମାଟିକୁ ଫେରିବା ପାଇଁ ଅଣନିଃଶ୍ୱାସୀ ହୋଇଯାଇଥିଲେ। ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ପ୍ରବାସୀ…

ଲଘୁଚାପଜନିତ ବର୍ଷା, ଚାଷୀ ଆଶ୍ୱସ୍ତ

ବାଲେଶ୍ୱର ଅଫିସ, ୫।୮-ବାଲେଶ୍ୱର ଜିଲାରେ ଲଘୁଚାପଜନିତ ବର୍ଷା ଯୋଗୁ ଚାଷୀକୁଳ ଆଶ୍ୱସ୍ତ ହୋଇଛନ୍ତି। ଗତ ସୋମବାରଠାରୁ ଜିଲାରେ ମୋଟ୍‌ ୩୩୮ମି.ମି. ବର୍ଷା ହୋଇଥିବା ବେଳେ ହାରାହାରି ୨୮.୧୭ମି.ମି. ବର୍ଷା ରେକର୍ଡ଼ କରାଯାଇଛି। ବାହାନଗା ବ୍ଲକରେ ସର୍ବାଧିକ ୮୫ମି.ମି. ବର୍ଷା ହୋଇଛି। ସୋରରେ…

ଅବସର ନେଲେ ସ୍ପେନର ଏହି ଲିଜେଣ୍ଡ ଗୋଲକିପର

ମାଡ୍ରିଡ୍‌, ୫ । ୮ (ଏପି)-ରିୟଲ ମାଡ୍ରିଡ୍‌ ଓ ସ୍ପାନିଶ ଫୁଟ୍‌ବଲ ଇତିହାସର ଶ୍ରେଷ୍ଠ ଗୋଲକିପର ବୋଲି କୁହାଯାଉଥିବା ଇକର କାସିଲାସ୍‌ ମଙ୍ଗଳବାର ବିଧିବଦ୍ଧ ଫୁଟ୍‌ବଲରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ସେ ତାଙ୍କର ଶେଷ ମ୍ୟାଚ ବର୍ଷକ ପୂର୍ବେ ଖେଳିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri