Home Left

ମଣିସ ହସିଲେ ହସୁଛି ମାସ୍କ

ମହାମାରୀ କରୋନା ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏହା ଦ୍ୱାରା ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏଥିରୁ ରକ୍ଷା ପାଇବା ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଟିକା ବାହାରି ନାହିଁ। ତେଣୁ…

ସ୍ବାମୀଙ୍କଠାରୁ ଅଲଗା ହେଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ମିନିଶା ଲାମ୍ବା ସ୍ବାମୀ ରିଆନ ଥାମଙ୍କୁ ଛାଡପତ୍ର ଦେଇଛନ୍ତି। ୨୦୧୮ରୁ ମିନିଶା ଏବଂ ରିଆନ ଅଲଗା ରହୁଥିଲେ। ନିକଟରେ ଏକ ସାକ୍ଷାତକାରରେ ମିନିଶା କହିଛନ୍ତି, ମୁଁ ଏବଂ ରିଆନ ପରସ୍ପରଠାରୁ ଅଲଗା ହୋଇଯାଇଛୁ। ଆଇନଗତ କାର୍ଯ୍ୟ ମଧ୍ୟ ସମାପ୍ତ…

ଶିବରାଜ ସିଂହଙ୍କ ତୃତୀୟ ରିପୋର୍ଟ ବି ପଜିଟିଭ୍‌

ଭୋପାଳ,୪।୮: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଆସିଥିବା ତୃତୀୟ କରୋନା ରିପୋର୍ଟ ବି ପିଜିଟିଭ୍‌ ରହିଛି। ଫଳରେ ଚିକିତ୍ସା ପାଇଁ ଆଉ କିଛି ଦିନ ଶିବରାଜଙ୍କୁ ହସ୍ପିଟାଲରେ ରହିବାକୁ ପଡ଼ିବ ବୋଲି ଜଣାପଡ଼ିଛି। ତାଙ୍କ ନିକଟରେ କରୋନାର କୌଣସି ଲକ୍ଷଣ…

ସ୍ତନ୍ୟପାନ ସମୟରେ ସତର୍କତା

ଶିଶୁକୁ କ୍ଷୀର ଖୁଆଇବା ସମୟରେ ପ୍ରତ୍ୟେକ ମା’ଙ୍କୁ ସୁରକ୍ଷା ଦୃଷ୍ଟିରୁ କେତେକ ଦିଗ ପ୍ରତି ସଚେତନ ହେବା ନିହାତି ଆବଶ୍ୟକ। ଜାଣି ରଖନ୍ତୁ ସେ ସମ୍ପର୍କରେ… ଅନେକ ମା’ ଅଣ୍ଟା ଏବଂ ପିଠିରେ କଷ୍ଟ ନ ହେବା ଲାଗି ଶୋଇକି ଶିଶୁକୁ…

ମା’ କ୍ଷୀର ବୃଦ୍ଧି ଲାଗି

ଶିଶୁର ଶାରୀରିକ ବିକାଶ ଲାଗି ଆବଶ୍ୟକ ସମସ୍ତ ଉପାଦାନ ତା’କୁ ମା’ କ୍ଷୀରରୁ ମିଳିଥାଏ। ହେଲେ କେତେକ ମା’ଙ୍କ କ୍ଷେତ୍ରରେ କ୍ଷୀର କ୍ଷରଣ କମ ହେବା ଫଳରେ ଶିଶୁକୁ ଆବଶ୍ୟକ ମାତ୍ରାରେ କାର୍ବୋହାଇଡ୍ରେଟ୍‌, କ୍ୟାଲ୍‌ସିଅମ୍‌, ପ୍ରୋଟିନ୍‌, ମିନେରାଲ୍ସ, ଭିଟାମିନ୍ସ ଭଳି ସମସ୍ତ…

ଶିଶୁ ଲାଗି ସର୍ବୋତ୍ତମ ଖାଦ୍ୟ

ମା’ କ୍ଷୀର ଅମୃତ, ଯାହାକୁ ପାନ କଲେ ଶିଶୁର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୁଏ ଓ ସେ ଦୀର୍ଘାୟୁ ହୁଏ। ଏହି କ୍ଷୀର ଶିଶୁ ପାଇଁ ସଂଜୀବନୀ ସଦୃଶ । ଶିଶୁକୁ ଏହା ଦିଏ ନୂଆ ଜୀବନ । ଶିଶୁର…

ଟିକ୍‌ଟକ୍‌ ସେପ୍ଟେମ୍ବର ୧୫ ସୁଦ୍ଧା ହେବ ବିକ୍ରି: ଚାଇନାର ବଢ଼ିଲା ଚିନ୍ତା

ଓ୍ବାଶିଂଟନ, ୪।୮: ଶର୍ଟ ଭିଡ଼ିଓ ମେକିଂ ଆପ୍‌ ଟିକ୍‌ଟକ୍‌କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଇଥିବା ମନ୍ତବ୍ୟ ଯୋଗୁ ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି। ଟ୍ରମ୍ପ୍‌ କହିଛନ୍ତି ଯେ, ଟିକ୍‌ ଟକ୍‌ ସେପ୍ଟେମ୍ବର ୧୫ ସୁଦ୍ଧା ବିକ୍ରି ହେବ। ଯଦି…

କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ,୪।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରୁପ୍ପାଙ୍କ ପରେ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଏସ୍‌ ସିଦ୍ଧରମେୟା କରୋନାରେ ପୀଡ଼ିତ ହୋଇଛନ୍ତି। ମଙ୍ଗଳାବର ସକାଳେ ଏନେଇ ସିଦ୍ଧରମେୟା ଟୁଇଟ କରି ସୂଚନା ଦେଇଛନ୍ତି। ଟୁଇଟରରେ ସେ ଲେଖିଛନ୍ତି, ସୋମବାର…

ବେଶ୍‌ ଉପକାରୀ ସ୍ତନ୍ୟପାନ: ଶିଶୁ ପାଇଁ ସଂଜୀବନୀ

ଶିଶୁଟି ଭୂମିଷ୍ଠ ହେବା ପରେ ତା’ର ପ୍ରଥମ ଓ ଗୁରୁତ୍ୱପୂର୍ଣ୍ଣ ଖାଦ୍ୟ ହେଲା ଜନ୍ମଦାତ୍ରୀ ମା’ର କ୍ଷୀର; ଯାହାକୁ ଅମୃତ ସହ ତୁଳନା କରାଯାଏ। ଆଜିର ଅଲଟ୍ରାମଡର୍ନ ଯୁଗରେ ବିଭିନ୍ନ ଜିନିଷର ବିକଳ୍ପ ମିଳୁଛି। ହେଲେ ଶିଶୁ ପାଇଁ ମା’ କ୍ଷୀରର…

୧୬ ବର୍ଷ ଧରି ପ୍ରେମ କରିବା ପରେ ବିବାହ କଲେ ପ୍ରଧାନମନ୍ତ୍ରୀ, ଅଛି ଗୋଟିଏ ସନ୍ତାନ

ହେଲସିନିକ୍‌,୪।୮: ବିଶ୍ୱର ସବୁଠୁ କମ୍‌ ବୟସରେ ପ୍ରଧାନମନ୍ତ୍ରୀ ହୋଇଥିବା ସନା ମାରିନ୍‌(୩୪) ଶେଷରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଫିନଲାଣ୍ଡ ପ୍ରଧାନମନ୍ତ୍ରୀ ଥିବା ସନା ଦୀର୍ଘ ଦିନର ପ୍ରେମିକ ମାର୍କ୍ସ ରାଇକୋନେନଙ୍କୁ ବିବାହ କରିଛନ୍ତି। ରାଇକୋନେନ୍‌ ପୂର୍ବତନ ଫୁଟବଲ୍‌ ଖେଳାଳି ଅଟନ୍ତି।…

ଅଗଷ୍ଟ ୩ୟ ସପ୍ତାହରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ, ଶେଷ ସପ୍ତାହରେ କଳା ପରୀକ୍ଷାଫଳ

ଭୁବନେଶ୍ୱର, ୪।୮(ବ୍ୟୁରୋ): ଚଳିତ ମାସରେ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା ଶେଷ ହୋଇଛି। ବର୍ତ୍ତମାନ ଟାବୁଲେସନ ଚାଲିଛି। ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା…

ଅମାନବୀୟ ଘଟଣା: ଯୁବକଙ୍କୁ ଅଧା ଲଣ୍ଡାକରି ଗାଁରେ ବୁଲାଇଲେ, ପାଣି ମାଗିବାରୁ ପରିସ୍ରା ପିଆଇଲେ

ଭଦ୍ରକ ଅଫିସ, ୪।୮: ଭଦ୍ରକ ଜିଲା ତିହିଡି ଥାନା ଅନ୍ତର୍ଗତ ବାଉଁଶବାଗ ଗ୍ରାମରେ ଏକ ଅମାନବୀୟ କାଣ୍ଡ ଘଟିଛି। ବିବାହିତାଙ୍କ ସହ ସମ୍ପର୍କ ରଖିବାକୁ ନେଇ ୧୭ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଜଣେ ଯୁବକଙ୍କୁ ଅଧା ଲଣ୍ଡା କରାଇବା ସହ ଜୋତାମାଳ ପିନ୍ଧାଇ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri