ମଞ୍ଜି ପ୍ୟାକେଟରେ କରୋନା ଭୂତାଣୁ: ଲୋକେ ଆତଙ୍କିତ !
ଓ୍ବାଶିଂଟନ, ୪।୮: ଚାଇନା କରୋନା ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିତ୍ବାବେଳେ ଏବେ ଏହାର ପ୍ରତିଟି କାର୍ଯ୍ୟ ସନ୍ଦେହ ଜନକ ରହୁଥିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେଉଛି। ସମ୍ପ୍ରତି ଚାଇନା ଆମେରିକାକୁ କିଛି ମଞ୍ଜିି ପ୍ୟାକେଟ ପଠାଇଛି। ଏସବୁ ସାଧାରଣ ମଞ୍ଜିଠାରୁ ଭିନ୍ନ…
କରୋନା ରୋଗୀଙ୍କୁ ଧରିବା ପାଇଁ ପୋଲିସ ନେଲା ଏମିତି ପଦକ୍ଷେପ, ଦେଖିଲେ ହେବେ ଆଶ୍ଚର୍ଯ୍ୟ
ଭୋପାଳ,୪।୮:କରୋନା ଜୀବାଣୁ ବୃଦ୍ଧି ପାଉଥିବା ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଏହାକୁ ରୋକିବା ପାଇଁ ସଂକ୍ରମିତ ରୋଗୀଙ୍କଠୁ ଦୂରେଇ ରହିବ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ମଧ୍ୟପ୍ରଦେଶର ଛତ୍ରପୁରରୁ ମଧ୍ୟ ଏଭଳି ମାମଲା ସାମ୍ନାକୁ ଆସିଛି। ଯାହା ଦେଖିଲେ ଆଶ୍ଚର୍ଯ୍ୟ ଲାଗିବ। ଏଠାରେ…
ଶେରଗଡ଼ରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୨୭୭; ସୁସ୍ଥ ହେଲେଣି ୨୫୪, ୨ ମୃତ
ଶେରଗଡ଼, ୪।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଶେରଗଡ଼ ବ୍ଲକକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଥିଲା। ତେବେ ବିଗତ ୪ମାସ ମଧ୍ୟରେ ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୭ରେ ପହଞ୍ଚିଛି।…
ବିବାହ ପୂର୍ବରୁ ୨ ସନ୍ତାନର ପିତା ହୋଇଥିଲେ ଏହି ପ୍ରସିଦ୍ଧ କ୍ରିକେଟର, ପିଠିରେ କରିଛନ୍ତି ଏମିତି
ଇଂଲଣ୍ଡ ତାରକା ଅଲରାଉଣ୍ଡର ବେନ ଷ୍ଟୋକ୍ସ କ୍ରିକେଟରେ ଅନେକ ଉପଲବ୍ଧି ହାସଲ କରିନ୍ତି। ଏହି ଖେଳାଳି ତାଙ୍କ ବ୍ୟକ୍ତିଗତ ଜୀବନରେ ଅନେକ ବିବାଦର ସାମ୍ନା କରିଥିଲେ ମଧ୍ୟ ତାଙ୍କ ପ୍ରେମିକା ସବୁବେଳେ ତାଙ୍କ ସହ ରହିଆସିଛନ୍ତି। ୨୦୧୩ରେ ପ୍ରଥମ ଥର ପାଇଁ…
ଧରାପଡ଼ିଲା ଦୁଇ ଲୁଟେରା ଗ୍ୟାଙ୍ଗ୍, ୮ ଗିରଫ
ଭୁବନେଶ୍ୱର,୪। ୮(ବ୍ୟୁରୋ): କମିଶନରେଟ ପୋଲିସର ନିଦ ହଜାଇଥିବା ଦୁଇ ଲୁଟେରା ଗ୍ୟାଙ୍ଗ୍ ଧରାପଡିଛି। ଏଥିସହ ୮ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୭୦ ମୋବାଇଲ ଫୋନ୍, ୨୩ ଲାପ୍ଟପ୍, ୯ ବାଇକ ଓ ୨ ଏଲ୍ଇଡି ଟିଭି ଜବତ କରିଛି। ଗିରଫ…
ସୁନାମୁଦି ବନ୍ଧକ ରଖି ମାଟ୍ରିକ ପଢ଼ାଇଥିଲେ ମା’
ମା’ ସୁନାମୁଦି ବନ୍ଧକ ରଖି ଯେଉଁ ଟଙ୍କା ଆଣିଥିଲେ, ସେଥିରେ ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇଥିଲେ ଝିଅ ସ୍ବର୍ଣ୍ଣପ୍ରଭା। ସୁନାର ଧାତୁଟି ସିନା ଅନ୍ୟ ପାଖକୁ ଚାଲିଗଲା, କିନ୍ତୁ ଅସଲ ସୁନା ହୋଇ ଚମକିଲେ ସ୍ବର୍ଣ୍ଣପ୍ରଭା। ଏଇ ନିକଟରେ ପ୍ରକାଶ…
ବୋହୂ ଜୀବିତ: ହତ୍ୟା ଅପରାଧରେ ଜେଲରେ ସ୍ବାମୀ-ଶାଶୁ-ଶ୍ୱଶୁର
ବୁଲନ୍ଦସହର, ୪।୮: ଉତ୍ତରପ୍ରଦେଶ ଅପରାଧୀଙ୍କ ଚରାଭୂଇଁ ପାଲଟିଛି। ରାଜ୍ୟ ପୋଲିସ ଅପରାଧୀଙ୍କୁ ଦଣ୍ଡଦେବା ପରିବର୍ତ୍ତେ ସାଧାରଣ ଲୋକଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗ ହେଉଛି। ଏହାର ସଦ୍ୟତମ ଉଦାହରଣ ବୁଲନ୍ଦ ସହରର ଘଟିଛି। ଏଠାରେ ବରିଶା ନାମକ ଜଣେ ମହିଳାଙ୍କୁ ଯୋତୁକ ନିର୍ଯାତନ…
ଉଡିକି ଆସିଲେ ଅଟୋ ଡ୍ରାଇଭର୍,ମହିଳାଙ୍କୁ ଦେଲେ ଧକ୍କା: ଆଉ ତା’ପରେ
ବେଙ୍ଗାଲୁରୁ,୪।୮: ବେଙ୍ଗାଲୁରୁରେ ଜଣେ ମହିଳା ରାସ୍ତାରେ ଯାଉଥିବାବେଳେ ଏକ ହୃଦୟଥରା ଘଟଣା ଘଟିଛି। ଅଚାନକ ଜଣେ ବ୍ୟକ୍ତି ଉଡିକି ଆସି ମହିଳାଙ୍କୁ ଏତେ ଜୋରରେ ଧକ୍କା ଦେଇଥିଲେ ଯେ, ମହିଳା ତଳେ ପଡିଯାଇଥିଲେ। ଏହାଦ୍ୱାରା ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ…
ଜୁନ୍ରେ ବଢ଼ିଲା, ଜୁଲାଇରେ କମିଲା
ସମ୍ବଲପୁର, ୪। ୮(ବ୍ୟୁରୋ) ମୌସୁମୀ ବର୍ଷା ଠିକ୍ ସମୟରେ ଆସିଥିଲେ ମଧ୍ୟ ଧୋକା ଦେଇଛି। ଓଡ଼ିଶାର ବିଭିନ୍ନ ଜିଲାରେ ଅଦ୍ୟାବଧି ବର୍ଷା ପରିମାଣ ସ୍ବାଭାବିକ ହୋଇନାହିଁ। ପଡୋଶୀ ରାଜ୍ୟ ଛତିଶଗଡ଼ରେ ମଧ୍ୟ ଜୁଲାଇ ମାସରେ ବର୍ଷା ସ୍ବାଭାବିକ ହୋଇ ନ ଥିବା…
ପଞ୍ଜୁରି ଭିତରେ ମାଛଚାଷ ଲାଗି ସରକାରଙ୍କ ପ୍ରୋତ୍ସାହନ
ଭୁବନେଶ୍ୱର,୪। ୮(ବ୍ୟୁରୋ): ଓଡ଼ିଶାରେ ୬.୮୪ ଲକ୍ଷ ହେକ୍ଟର ପରିମିତ ବିସ୍ତୃତ ମଧୁରଜଳ ଉତ୍ସ ରହିଛି। ୨୦୧୯-୨୦ ଆର୍ଥିକ ବର୍ଷରେ ରାଜ୍ୟରେ ପ୍ରାୟ ୮.୧୬ ଲକ୍ଷ ମେଟ୍ରିକ୍ ଟନ୍ ମାଛ ଉତ୍ପାଦିତ ହୋଇଛି। ଓଡ଼ିଶାରେ ଭାରତୀୟ କାର୍ପ ମାଛ ଓ ଅନ୍ୟ ପ୍ରଜାତି…
କ୍ରାଇମବ୍ରାଞ୍ଚରେ ପଡ଼ିରହିଛି ଅଧାରୁ ଅଧିକ ମାମଲା
ତ୍ରିନାଥ ମହାନ୍ତି ଭୁବନେଶ୍ୱର, ୪। ୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ସର୍ବୋଚ୍ଚ ତଥା ଭରସାଯୋଗ୍ୟ ତଦନ୍ତକାରୀ ସଂସ୍ଥା ହେଉଛି କ୍ରାଇମ୍ବ୍ରାଞ୍ଚ। ଯେତେବେଳେ ପୋଲିସ ଫେଲ୍ ମାରେ ସେତେବେଳେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଦାବି ଉଠେ। ଲୋକେ କ୍ରାଇମବ୍ରାଞ୍ଚର ଦ୍ୱାରସ୍ଥ ହୁଅନ୍ତି ବା କ୍ରାଇମବ୍ରାଞ୍ଚ…
୫୦%କର୍ମଚାରୀକୁ ନେଇ କାର୍ଯ୍ୟ କରିବ ବ୍ୟାଙ୍କ
ଭୁବନେଶ୍ୱର,୪। ୮: କରୋନା ପାଇଁ ସରକାର ବ୍ୟାଙ୍କ କ୍ଷେତ୍ରଗୁଡ଼ିକ ପାଇଁ କାର୍ଯ୍ୟକ୍ଷମତାକୁ କମାଇ ୩୦% କରିଥିଲେ। ବର୍ତ୍ତମାନ ପରିସ୍ଥିତିରେ ଓଡ଼ିଶା ସରକାର ଏହି ନିୟମରେ ସାମାନ୍ୟ ପରିବର୍ତ୍ତନ କରିଛନ୍ତି। ସୋମବାର ସରକାରଙ୍କ ପକ୍ଷରୁ ଆଉ ଏକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଉକ୍ତ…
Archives


