ଲଦାଖରେ ଶକ୍ତି ବଢ଼ାଉଛି ଭାରତ
ନୂଆଦିଲ୍ଲୀ,୪।୮: ଚାଇନା ସହ ସୀମା ବିବାଦ ସମାଧାନ ହେବା ପରିବର୍ତ୍ତେ ସ୍ଥିତି ବିଗିଡ଼ିବାରେ ଲାଗିଛି। ଚାଇନାର ସାମ୍ରାଜ୍ୟବାଦୀ ଆଭିମୁଖ୍ୟ ଯୋଗୁ ଭାରତ ସୀମାରେ ଶକ୍ତି ବୃଦ୍ଧି କରିବାରେ ଲାଗିଛି। ଦୌଲତବେଗ୍ ଓଲ୍ଡି ଓ ଦେପ୍ସାଙ୍ଗ ନିକଟରେ ୧୭ ହଜାରରୁ ଅଧିକ ସୈନ୍ୟ…
କୁଳଭୂଷଣଙ୍କ ଓକିଲ ନିଯୁକ୍ତି ପାଇଁ ଭାରତକୁ ଅନୁମତି
ଇସ୍ଲାମାବାଦ, ୪ା୮: ପାକିସ୍ତାନ ଜେଲ୍ରେ ବନ୍ଦୀ ଥିବା ଭାରତର ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କ ମାମଲାର ଶୁଣାଣି ସୋମବାର ଇସ୍ଲାମାବାଦ ହାଇକୋର୍ଟରେ ଅନୁଷ୍ଠିତ ହୋଇଥିଲା। ଅଦାଲତ ଶୁଣାଣି ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ସ୍ଥଗିତ ରଖିବା ସହ ତାଙ୍କ ପାଇଁ ଓକିଲ…
ବିଧାନସଭାରେ ସିବିଆଇ ତଦନ୍ତ ଦାବି
ମୁମ୍ବାଇ,୪।୮:ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲାକୁ ନେଇ ବାଦବିବାଦ ଲାଗିଥିବାବେଳେ ମୁମ୍ବାଇ ପୋଲିସ ସୋମବାର ରହସ୍ୟ ଖୋଲିଛି। ଆତ୍ମହତ୍ୟା ପୂର୍ବରୁ ସୁଶାନ୍ତ ମାନସିକ ଭାବେ ଚାପଗ୍ରସ୍ତ ଥିଲେ। ବାଇପୋଲାର ଡିଜ୍ଅର୍ଡର ଯୋଗୁ ସେ ଚିକିତ୍ସିତ ହେବା ସହ ଔଷଧ ମଧ୍ୟ ଖାଉଥିଲେ…
ଓଡ଼ିଶା ପର୍ଯ୍ୟଟନକୁ ସାହା ‘ରୋଡ୍ ଟ୍ରିପ୍’
ଭୁବନେଶ୍ୱର,୪। ୮(ବ୍ୟୁରୋ): କରୋନା ସ୍ଥିତି ସୁଧୁରିବା ପରେ ଓଡ଼ିଶା ପ୍ରତି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ‘ସଡକ ପଥେ ପର୍ଯ୍ୟଟନ’ କାର୍ଯ୍ୟକ୍ରମ ଆରମ୍ଭ ହେବ। ‘ରୋଡ୍ ଟ୍ରିପ୍ସ ଟୁ ଆଣ୍ଡ୍ ଥ୍ରୁ ଓଡ଼ିଶା’ ନାମକ ଏହି ଯୋଜନା…
ତ୍ରିଭାଷୀ ସୂତ୍ରକୁ ତାମିଲନାଡୁର ବିରୋଧ
ଚେନ୍ନାଇ, ୪ା୮: ନୂତନ ଜାତୀୟ ଶିକ୍ଷାନୀତିରେ ତ୍ରିଭାଷୀ ସୂତ୍ର ଦୁଃଖଦ ଓ ଯନ୍ତ୍ରଣାଦାୟକ ବୋଲି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଇ.କେ. ପାଲାନିସ୍ବାମୀ କହିବା ସହ ଏହାକୁ କାର୍ଯ୍ୟକାରୀ ହେବାକୁ ଦେବେନାହିଁ ବୋଲି କହିଛନ୍ତି। ତାମିଲନାଡୁର ପିଲାମାନଙ୍କ ଉପରେ ହିନ୍ଦୀ ଭାଷାକୁ ଜୋରଜବରଦସ୍ତ ଲାଗୁ…
ବଜ୍ରପାତ ନେଲା ୭ ଜୀବନ
ବାଲେଶ୍ୱର ଅଫିସ/ ରେମୁଣା/ସଜନାଗଡ/ ଚାନ୍ଦବାଲି/ଭଦ୍ରକ ଅଫିସ/କେନ୍ଦୁଝର, ୪। ୮(ଡି.ଏନ.ଏ./ସ୍ବ.ପ୍ର.) ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ହୋଇ ଅକାଳରେ ୭ଜଣଙ୍କ ଜୀବନ ଯାଇଛି। ମୃତକଙ୍କ ମଧ୍ୟରେ ଭଉଣୀଭାଇ ଅଛନ୍ତି। ରାଖୀ ପୂର୍ଣ୍ଣିମା ଅବସରରେ ଏଭଳି ଦୁଃଖଦ ଘଟଣା ସ୍ଥାନୀୟ…
ରାମମନ୍ଦିର ଭୂମିପୂଜନ ଉତ୍ସବ ଆରମ୍ଭ
ଅଯୋଧ୍ୟା, ୪ା୮: ରାମମନ୍ଦିର ଭୂମିପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ସୋମବାରଠାରୁ ୩ ଦିନିଆ ଉତ୍ସବ ଆରମ୍ଭ ହୋଇଛି। ବୁଧବାର ଭୂମିପୂଜନ ବେଳେ ମଞ୍ଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୫ ଜଣ ରହିବେ। ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି…
ଖାଦ୍ୟ ସଙ୍କଟ ସୃଷ୍ଟି କରିପାରେ ସବୁଜ କୃଷି
ଭୁବନେଶ୍ୱର,୪। ୮(ବ୍ୟୁରୋ) କୃଷି କ୍ଷେତ୍ରରୁ ନିର୍ଗତ ହେଉଥିବା ଗ୍ରୀନ ହାଉସ ଗ୍ୟାସ୍କୁ ହ୍ରାସ କରିବା ଲକ୍ଷ୍ୟରେ ଗତ ଜୁଲାଇ ୨୮ରେ କେନ୍ଦ୍ର ସରକାର ଗ୍ରୀନ-ଏଜି(ସବୁଜ କୃଷି) ପ୍ରକଳ୍ପ ନାମରେ ଏକ ପାଇଲଟ୍ ପ୍ରକଳ୍ପ ଆରମ୍ଭ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ଏହା ମିଜୋରାମ୍ରେ…
ସ୍ଲୁଇସ୍ ଗେଟ୍ର ଫାଟକ ମରାମତି କଲେ ଚାଷୀ
ପଦ୍ମପୁର, ୪ା୮(ଡି.ଏନ୍.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତର ମେଳକସାହି ଠାରେ ଅବସ୍ଥିତ ସ୍ଲୁଇସ ଗେଟର ଫାଟକକୁ ସୋମବାର ଚାଷୀ ମାନେ ମିଳିତ ଉଦ୍ୟମରେ ମରାମତି କରିଛନ୍ତି। କଞ୍ଚୁଡ଼ି ନଦୀ ଉପରେ ଅବସ୍ଥିତ ଏହି ସ୍ଲୁଇସ ଗେଟ୍ ଉପରେ ଜଳସେଚନ…
କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ବ୍ରହ୍ମକୁମାରୀ
ଲଖନପୁର,୪।୮(ଡି.ଏନ୍.ଏ) ରକ୍ଷା ବନ୍ଧନ ଉତ୍ସବ ଅବସରରେ ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ଇବ୍ ଥର୍ମାଲ (ତେଲେନପାଲି) ଶାଖା ତରଫରୁ ପୋଲିସ୍, ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଖବରଦାତା ଆଦି ଯୋଦ୍ଧାମାନଙ୍କୁ ରାଖୀ ବାନ୍ଧିବା ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଛି । କରୋନା…
ମହିଳା ବିଶ୍ୱ ସ୍କ୍ବାଶ ଚାମ୍ପିୟନଶିପ୍ରୁ ଓହରିଲା ଭାରତ
ଚେନ୍ନାଇ, ୪ା୮ (ପି.ଟି.)-ମାଲେସିଆର କୁଆଲାଲମ୍ପୁରରେ ଡିସେମ୍ବର ୧୫ରୁ ୨୦ ପର୍ଯ୍ୟନ୍ତ ହେବାକୁଥିବା ମହିଳା ବିଶ୍ୱ ଟିମ୍ ସ୍କ୍ବାଶ ଚାମ୍ପିୟନଶିପ୍ରୁ ଭାରତ ଓହରିଯାଇଛି। କୋଭିଡ୍-୧୯ ମହାମାରୀ ଯୋଗୁ ଗସ୍ତ କଟକଣା ନେଇ ଅନିଶ୍ଚିତତା ଏବଂ ପ୍ରସ୍ତୁତି ପାଇଁ ସମୟ ଅଭାବରୁ ଏହି ନିଷ୍ପତ୍ତି…
ଥୋମାସ୍ ଓ ଉବର କପ୍:ସହଜ ଡ୍ର’ରେ ଭାରତ
ନୂଆଦିଲ୍ଲୀ, ୪ା୮ (ପି.ଟି.)-କୋଭିଡ୍-୧୯ ଯୋଗୁ ଦୁଇଥର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯିବା ପରେ ଥୋମାସ୍ ଓ ଉବର କପ୍ ଫାଇନାଲ ଡେନମାର୍କର ଆରହସ୍ଠାରେ ଅକ୍ଟୋବର ୩ରୁ ୧୧ ପର୍ଯ୍ୟନ୍ତ ଆୟୋଜନ ପାଇଁ ସ୍ଥିର ହୋଇଛି। ଏଥିରେ ଭାରତ ଅପେକ୍ଷାକୃତ ସହଜ ଡ୍ର’ରେ ସ୍ଥାନ…
Archives


