Home Left

ଭୁବନେଶ୍ୱରରେ ୧.୪% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର, ୩।୮(ବ୍ୟୁରୋ)-ଭୁବନେଶ୍ୱରରେ ସେରୋଲୋଜିକାଲ୍‌ ସର୍ଭେ ସରିଛି। ଏଠାରେ ୧.୪% ଲୋକଙ୍କ ଦେହରେ ରୋଗ ପ୍ରତିରୋଧକ ଶକ୍ତି ବା ଆଣ୍ଟିବଡି ସୃଷ୍ଟି ହୋଇଛି। ଏନେଇ ସୋମବାର ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା.ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଂକ୍ରମଣ ହାର, ସ୍ଥିତି…

ଛେଳି ପିଠିରେ ମାଙ୍କଡ଼, ଆଉ ତାପରେ….

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଦେଖି ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭିଡିଓ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…

ହାତୀଙ୍କ ଲିପ୍‌ କିସ୍‌: ଯାହା ମଣିଷଙ୍କ କିସ୍‌ ସିନ୍‌କୁ ପଛରେ ପକାଇଦେବ

ସାଧାରଣତଃ ପଶୁ ପକ୍ଷୀଙ୍କୁ ନେଇ ସୋସିଆଲ ମିଡିଆରେ କେତେ ଗୁଡିଏ ଭିଡିଓ ଭାଇରାଲ ହୋଇଥାଏ। ବର୍ତ୍ତମାନ ଦୁଇ ହାତୀଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଦୁଇ ହାତୀଙ୍କ ମଧ୍ୟରେ ପ୍ରେମ ଆଦାନ ପ୍ରଦାନ ଚାଲଛି। ଏମାନେ ପରସ୍ପର ପରସ୍ପରଙ୍କୁ ଲିପ୍‌କିସ୍‌…

୨୦ ଘଣ୍ଟା ଘରେ ପଶି ରହିଲା ବାଘ

ମାଲକାନଗିରି,୩।୮(ସ୍ବ.ପ୍ର.): ଗୋଟିଏ ଚିତା ବାଘ ଜଣେ ଗ୍ରାମବାସୀଙ୍କ ଘରେ ପଶି ପ୍ରାୟ ୧୮ ରୁ ୨୦ ଘଣ୍ଟା ରହିଛି । ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ସୀମାନ୍ତ ଛତିଶଗଡ଼ର କଙ୍କେଇ ଜିଲା ଅନ୍ତର୍ଗତ ଚାମର ବ୍ଲକର ବଗଡ଼ଙ୍ଗରି ଗ୍ରାମରେ।…

ଲଘୁଚାପ ପ୍ରଭାବ: ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୨(ବ୍ୟୁରୋ): ଲଘୁଚାପ ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଗଞ୍ଜାମ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଆଦି ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡା ପୁରୀ,…

ସାମ୍ନାକୁ ଆସିଲା ଭୂମି ପୂଜନର ନିମନ୍ତ୍ରଣ କାର୍ଡ

ଆଯୋଧ୍ୟା,୩।୮: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣର ଭୂମିପୂଜା ଆରମ୍ଭ ହୋଇଛି। ୩ଦିନ ଧରି ହେବାକୁ ଥିବା ଏହି ଭୂମିି ପୂଜନ ସୋମବାରଠାରୁ ବୈଦିକ ରୀତିନୀତିରେ ଆରମ୍ଭ ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅଳ୍ପସଂଖ୍ୟକ ଅତିଥିଙ୍କୁ ଏହି କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ…

କରୋନା କବଳରେ ଗୃହମନ୍ତ୍ରୀ: ଆଶୁ ଆରୋଗ୍ୟ କାମନା କରି ଭାଜପାର ଦୀପଦାନ

ଚୌଦ୍ୱାର,୩।୮(ଡି.ଏନ୍‌.ଏ): ମହାମାରୀ କରୋନା କବଳରେ ଦେଶର ଗୃହମନ୍ତ୍ରୀ ଅମିତ ଶାହା। ତେଣୁ ତାଙ୍କର ଆଶୁ ଆରୋଗ୍ୟ କାମନା କରି କଟକ ଜିଲା ଚୌଦ୍ୱାର ମଣ୍ଡଳ ଭାଜପା ତରଫରୁ ବାଣୀପଦା ବାଲୁକେଶ୍ୱର ଶିବ ମନ୍ଦିରରେ ସମୂହ ଦୀପଦାନ କରାଯାଇଛି । ମଣ୍ଡଳ ସଭାପତି…

ରେଳ ଟ୍ରାକ୍‌ରେ ଚାଲିବ ଏହି ସ୍ବତନ୍ତ୍ର ସାଇକେଲ

ମହିନ୍ଦ୍ରା ଗ୍ରୁପ୍‌ର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା ପ୍ରାୟ ସମୟରେ ସୋସିଆଲ ମିଡିଆ ଟୁଇଟରରେ ନିଆରା ଭିଡିଓମାନ ଶେୟାର କରିଥାନ୍ତି। ତେବେ ଚଳିତଥର ସେ ଜଣେ ଭାରତୀୟଙ୍କ ଦ୍ୱାରା ଏକ ନିଆରା ଆବିଷ୍କାରକୁ ଶେୟାର କରିଛନ୍ତି। ସେ ହେଉଛି ଏକ ସାଇକେଲ, ଯାହା…

୪ ଦିନ ହେବ ନିଖୋଜ ଥିଲେ ନାବାଳକ; କୁମ୍ଭୀର ପେଟରୁ ମିଳିଲା ମୃତଦେହ

୧୪ ବର୍ଷର ଜଣେ ନାବାଳକ ନଦୀ କୂଳରୁ ଗେଣ୍ଡା ଗୋଟାଉଥିବା ବେଳେ ନିଖୋଜ ହୋଇଯାଇଥିଲେ। ଦୀର୍ଘ ୪ ଦିନ ପରେ କୁମ୍ଭୀର ପେଟରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲେସିଆରେ। ମୃତ ନାବାଳକ ହେଲେ ରିକି…

ଯୋଗ କେନ୍ଦ୍ର, ଜିମ୍‌ ଖୋଲିବା ପାଇଁ ଜାରି ହେଲା ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୮: ଦେଶରେ ଅଗଷ୍ଟ-୧ରୁ ଅନ୍‌ଲକ-୩ ଆରମ୍ଭ ହୋଇଛି। ଏଥିରେ ପୂର୍ବରୁ ଲାଗୁ ହୋଇଥିବା କେତେକ କଟକଣା ଉପରେ କେନ୍ଦ୍ରସରକାର କୋହଳ କରିଛନ୍ତି। ସେଥିମଧ୍ୟରୁ ଯୋଗ କେନ୍ଦ୍ର ଓ ଜିମ୍‌ ସାମିଲ ରହିଛି। ଅଗଷ୍ଟ ୫ରୁ ଦେଶରେ ପୁଣି ଯୋଗ କେନ୍ଦ୍ର ଓ…

ଏମ୍‌କେସିଜିରେ ଅକ୍ସିଜେନ୍‌ ଅଭାବ: ଗୁଜବ କହିଲେ ଜିଲାପାଳ

ଛତ୍ରପୁର,୩।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବ ନେଇ ଭିଡିଓ ଭାଇରାଲ ହୋଇଥିଲା। ତେବେ ଅକ୍ସିଜେନ୍‌ର କୌଣସି ଅଭାବ ନ ଥିବା ସୋମବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସ୍ପଷ୍ଟ କରିଛନ୍ତି ।…

ଆତ୍ମହତ୍ୟା କରିବାକୁ ଚାହୁଁଥିବା ବନ୍ଧୁଙ୍କୁ ରୋକିଥିଲେ ସୁଶାନ୍ତ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଇତିମଧ୍ୟରେ ଦେଢ଼ ମାସ ହୋଇଯାଇଛି। କିନ୍ତୁ ଏବେ ବି ତାଙ୍କୁ ଭୁଲିପାରି ନାହାନ୍ତି ପରିବାର ଲୋକେ ଏବଂ ପ୍ରଶଂସକ। ପ୍ରତିଦିନ ତାଙ୍କୁ ନେଇ ଚର୍ଚ୍ଚା ହେଉଛି। ସୁଶାନ୍ତ ଆତ୍ମହତ୍ୟା ଭଳି ନିଷ୍ପତ୍ତି ନେବେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri