Home Left

କଂଗ୍ରେସରୁ ଇସ୍ତଫା ଦେଲେ ବିଜୟାଶାନ୍ତି: ଭାଜପାରେ ହେବେ ସାମିଲ

ହାଇଦ୍ରାବାଦ,୬।୧୨-କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ଅଭିନେତ୍ରୀ ବିଜୟା ଶାନ୍ତି ରବିବାର ଦଳରୁ ଇସ୍ତଫା ଦେଇଛନ୍ତି। ଫଳରେ ତେଲେଙ୍ଗାନା କଂଗ୍ରେସକୁ ଶକ୍ତ ଝଟକା ଲାଗିଛି। ସୋମବାର ବିଜୟା ଦିଲ୍ଲୀରେ ଭାଜପା ସଭାପତି ଜେପି ନଡ୍ଡାଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହେବେ। ଏହାପୂର୍ବରୁ ଆଜି…

ଅନ୍‌ଲାଇନ୍‌ରେ ଅବଢ଼ା ବିକ୍ରିକୁ ନେଇ ଅସନ୍ତୋଷ

ଭୁବନେଶ୍ୱର,୬ା୧୨(ବ୍ୟୁରୋ): ଅନ୍‌ଲାଇନରେ ଲିଙ୍ଗରାଜ ଓ ଅନନ୍ତ ବାସୁଦେବଙ୍କ ଅବଢ଼ା ବିକ୍ରିକୁ ନେଇ ଅସନ୍ତୋଷ ଦେଖାଦେଇଛି। ଅନ୍‌ଲାଇନ୍‌ରେ କିଛି ସଂସ୍ଥା ଏହି ଦୁଇ ମନ୍ଦିରର ଅବଢ଼ା ଯୋଗାଉଥିବାରୁ ଏହାକୁ ନେଇ ଥାନାରେ ଏତଲା ହୋଇଛି। ଭୁବନେଶ୍ୱର ଲିଙ୍ଗରାଜ ଥାନାରେ ସଂପୃକ୍ତ ସଂସ୍ଥା ନାଁରେ…

କିମ୍‌-ଜୋଙ୍ଗ୍‌-ଉନ୍‌ଙ୍କ କଠୋର ନିଷ୍ପତ୍ତି: କରୋନା ନିୟମ ଭାଙ୍ଗିବାରୁ ଗୁଳି କରି ହତ୍ୟା

ପ୍ୟୋଙ୍ଗୟାଙ୍ଗ୍‌,୬ା୧୨: ଉତ୍ତରକୋରିଆର ଏକଛତ୍ରବାଦ ଶାସକ କିମ୍‌-ଜୋଙ୍ଗ-ଉନ୍‌ଙ୍କ ନିଷ୍ଠୁରତା ବିଷୟରେ କାହାକୁ ବା ଅଜଣା । ପୁଣି ଥରେ ସେ ତାଙ୍କର ନିଷ୍ଠୁରତା ପାଇଁ ଚର୍ଚ୍ଚାକୁ ଆସିଛନ୍ତି । କରୋନା ଭାଇରସ ସଂକ୍ରମଣକୁ ନେଇ ଉତ୍ତରକୋରିଆରେ ଖାଲି କଡ଼ା ନିୟମ ଲାଗୁ କରାଯାଇନି,…

ଅଭିନେତା ରବି ପଟବର୍ଦ୍ଧନଙ୍କ ପରଲୋକ

ମୁମ୍ବାଇ,୬।୧୨- ଭେଟେରାନ ଅଭିନେତା ରବି ପଟବର୍ଦ୍ଧନଙ୍କର ରବିବାର ହୃଦଘାତରେ ପରଲୋକ ହୋଇଯାଇଛି। ୮୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଶନିବାର ରାତିରେ ରବିଙ୍କୁ ନିଶ୍ୱାସ ନେବାରେ ସମସ୍ୟା ହୋଇଥିଲା। ପରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି…

ଏ ସବୁ କାମ କରି ଜଣେ ବ୍ୟକ୍ତି ସମଗ୍ର ବିଶ୍ୱକୁ ନିୟନ୍ତ୍ରଣ କରିପାରିବେ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ଅନେକ ସମସ୍ୟାର ସମାଧାନ କରିବା ସହିତ ଜୀବନ ସହ ଜଡିତ ମୂଲ୍ୟବୋଧ ବିଷୟରେ ଆଲୋଚନା କରିଛନ୍ତି। ଏଥି ସହିତ ସେ ଅନେକ ଶ୍ଲୋକ ବର୍ଣ୍ଣନା କରିଛନ୍ତି ଏବଂ କହିଛନ୍ତି ଯେ, ଜଣେ ବ୍ୟକ୍ତି ମଧୁର…

ଏହି ଅଭିନେତ୍ରୀଙ୍କ ଝିଅକୁ ମିଳୁଥିଲା ବଳାତ୍କାର ଧମକ : ବନ୍ଧାହେଲେ ଏମ୍‌ବିଏ ଛାତ୍ର

ପାକିସ୍ତାନରେ ଜନ୍ମିତ ବ୍ରିଟିଶ ଅଭିନେତ୍ରୀ ସଲ୍‌ମା ଆଗାଙ୍କ ଝିଅ ଜାରା ଖାଁଙ୍କୁ କିଛି ଦିନ ହେବ ସୋସିଆଲ ମିଡିଆରେ ବଳାତ୍କାର ଧମକ ଦିଆଯାଉଥିଲା। ଏ ନେଇ ଜାରା ପୋଲିସ ନିକଟରେ ଅଭିଯୋଗ କରିଥିଲେ। ପୋଲିସ ଏହି ମାମଲାରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମଙ୍ଗଳସୂତ୍ର, ସିନ୍ଦୁର ଧରି ଶ୍ରେଣୀଗୃହରେ ପଶିଲେ ନାବାଳକ, ଆଉ ତା’ ପରେ…

ହାଇଦ୍ରାବାଦ,୬ା୧୨: ବାଲ୍ୟ ବିବାହ ପ୍ରଥା ଆଇନସଙ୍ଗତ ହୋଇ ନ ଥିବା ବେଳେ ଦୁଇ ନାବାଳିକା-ନାବାଳକ ଶ୍ରେଣୀଗୃହରେ ବିବାହ କରିବା ଘଟଣା ସାମ୍ନାକୁ ଆସିଛି। ଏହି ବିବାହ ସମୟର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ଏକ…

ମୃତ୍ୟୁ ପୂର୍ବରୁ ପଡ଼ୋଶୀଙ୍କ ନାମରେ ୫୫ କୋଟିର ସମ୍ପତ୍ତି ଲେଖିଦେଲେ ବୃଦ୍ଧା, ଜଣାପଡ଼ିବା ପରେ…

ସାଧାରଣତଃ ଯଦି ପରିବାରରେ କୌଣସି ଝଗଡ଼ା ହୁଏ ତେବେ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହୋଇଥାଏ। ଏପରି ସ୍ଥିତିରେ କୌଣସି ବ୍ୟକ୍ତି ଇଞ୍ଚେ ଜାଗା ବି କାହାକୁ ଛାଡ଼ିବା ପାଇଁ ରାଜି ହୋଇ ନ ଥାନ୍ତି। ଫଳରେ ମାମଲା କୋର୍ଟ କଚେରୀ ପର୍ଯ୍ୟନ୍ତ…

ରାହୁଲ ମହାଜନଙ୍କ ପାଇଁ ହିନ୍ଦୁ ଧର୍ମ ଗ୍ରହଣ କଲେ ରୁଷୀୟ ପତ୍ନୀ: ନୀତି ପଢ଼ୁଛନ୍ତି ଗୀତା

ବମ୍ବେ: ଏକାଧିକ ଥର ବିବାହକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ବିଗ୍‌ବସ୍‌ ଫେମ୍‌ ରାହୁଲ ମହାଜନ। ଦୁଇ ଦୁଇ ଥର ବିବାହ କରି ବିଫଳ ହେବା ପରେ ଏବେ ସେ ନିଜର ରୁଷୀୟ ପ୍ରେମିକା ନତାଳୟାଙ୍କ ହାତ ଧରିଛନ୍ତି। ନତାଳୟା ବିବାହ ପରେ…

ଏକଦା ଚକମା ଦେଖାଇ ମୃତ୍ୟୁ ମୁହଁରୁ ଫେରି ଆସିଥିଲେ ସୋନୁ ସୁଦ୍‌

ଅନେକ ଥର ଦେଖିଥିବେ ଫିଲ୍ମରେ, ଅଭିନେତାମାନେ ଗୁରୁତର ଦୁର୍ଘଟଣାର ଶିକାର ହୁଅନ୍ତି। କିନ୍ତୁ ସେମାନେ ମୃତ୍ୟୁ ମୁଖରୁ ବଞ୍ଚିକି ଆସିଥାନ୍ତି। ମାତ୍ର ଆପଣ କ’ଣ ଜାଣନ୍ତି ବାସ୍ତବ ଜୀବନରେ ନନେକ କଳାକାରଙ୍କ ସହିତ ମଧ୍ୟ ଏହା ଘଟିଛି। ଅନେକ ତାରକା ଅଛନ୍ତି…

ମୃତ୍ୟୁ ମୁହଁରୁ ଓ୍ବରର୍ଥୋଗକୁ ଟାଣି ଆଣିଲେ ୨ ଜଳହସ୍ତୀ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ…

କଙ୍ଗନା କହିଲେ ମୁଁ ଦେଶର ସବୁଠାରୁ ବଡ ଟାର୍ଗେଟ

ମୁମ୍ବାଇ:ବଲିଉଡ୍‌ର ପଙ୍ଗା କୁଇନ୍ କଙ୍ଗନା ରାନାୱତ ନିଜ ବୟାନ ବାଜି ପାଇଁ ସବୁବେଳେ ରହି ଆସୁଛନ୍ତି ଚର୍ଚ୍ଚାରେ । ନିକଟରେ ଅଭିନେତ୍ରୀ କୃଷକ ଆନ୍ଦୋଳନକୁ ନେଇ ଏଥିରେ ସାମିଲ ହୋଇଥିବା ଜଣେ ବୟସ୍କ ମହିଳାଙ୍କୁ ନେଇ ଟୁଇଟରରେ ଟିପ୍ପଣୀ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?