Home Left

ଏମ୍‌କେସିଜିରେ ଅକ୍ସିଜେନ୍‌ ଅଭାବ: ଗୁଜବ କହିଲେ ଜିଲାପାଳ

ଛତ୍ରପୁର,୩।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବ ନେଇ ଭିଡିଓ ଭାଇରାଲ ହୋଇଥିଲା। ତେବେ ଅକ୍ସିଜେନ୍‌ର କୌଣସି ଅଭାବ ନ ଥିବା ସୋମବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସ୍ପଷ୍ଟ କରିଛନ୍ତି ।…

ଆତ୍ମହତ୍ୟା କରିବାକୁ ଚାହୁଁଥିବା ବନ୍ଧୁଙ୍କୁ ରୋକିଥିଲେ ସୁଶାନ୍ତ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା କରିବା ଇତିମଧ୍ୟରେ ଦେଢ଼ ମାସ ହୋଇଯାଇଛି। କିନ୍ତୁ ଏବେ ବି ତାଙ୍କୁ ଭୁଲିପାରି ନାହାନ୍ତି ପରିବାର ଲୋକେ ଏବଂ ପ୍ରଶଂସକ। ପ୍ରତିଦିନ ତାଙ୍କୁ ନେଇ ଚର୍ଚ୍ଚା ହେଉଛି। ସୁଶାନ୍ତ ଆତ୍ମହତ୍ୟା ଭଳି ନିଷ୍ପତ୍ତି ନେବେ,…

ଶ୍ରୀମନ୍ଦିରରେ ଗହ୍ମାପୂର୍ଣ୍ଣିମା: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ

ପୁରୀ ଅଫିସ,୩ା୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି । ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ଶ୍ରୀଭୂଜରେ ପାଟ ରାଖୀ ଏବଂ ଗୁଆ ମାଳ ପିନ୍ଧଛନ୍ତି। ଶ୍ରୀମନ୍ଦିରରେ ଏହି…

ପଞ୍ଚଭୂତରେ ବିଲୀନ ରାଜ୍ୟସଭା ଏମ୍‌ପି

ନୂଆଦିଲ୍ଲୀ,୩।୮: ପଞ୍ଚଭୂତରେ ବିଲୀନ ହେଲେ ରାଜ୍ୟସଭା ଏମ୍‌ପି ଅମର ସିଂହ। ସୋମବାର ଦିଲ୍ଲୀ ଛତ୍ରପୁର ସ୍ଥିତ ଶ୍ମଶାନ ଘାଟରେ ଅମର ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଅମର ସିଂହଙ୍କ ଦୁଇ ଝିଅ ତାଙ୍କୁ ମୁଖାଗ୍ନି ଦେଇଥିଲେ। କରୋନା ଭାଇରସ୍‌ ଯୋଗୁ ଅନ୍ତିମ…

ଚିନ୍ତା ବଢ଼ାଇଲାଣି କଟକ ବେହେରା ସାହି: ଆଉ ୫୭ ପଜିଟିଭ ଚିହ୍ନଟ

କଟକ ଅଫିସ, ୩।୮: କଟକ ସହରରୁ ସୋମବାର ୮୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୯ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏ ନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌କରି…

ଭଉଣୀକୁ ପସନ୍ଦ ନ ଥାଏ ଭାଇର ଏହି ୪ଟି କଥା

ଭଉଣୀ ଭାଇର ସମ୍ପର୍କ ସବୁଠୁ ନିଆରା। ସେଠି ଝଗଡ଼ା ତ ଥାଏ ହେଲେ ତା’ଠାରୁ ଯଥେଷ୍ଟ ଅଧିକ ଥାଏ ଭଲ ପାଇବା। ହେଲେ କେବେ କେବେ ଭାଇର କେତୋଟି ଗୁଣ ପସନ୍ଦ ଆସି ନ ଥାଏ ଭଉଣୀକୁ, ଯାହାକି ଏହି ମଧୁର…

ଏମ୍‌କେସିଜି ମେଡିକାଲରେ ବେଡର ଅଭାବ: ବାରଣ୍ଡାରେ କରୋନା ସନ୍ଧିଗ୍ଧ

ବ୍ରହ୍ମପୁର ଅଫିସ,୩।୮: ଗଞ୍ଜାମ ଜିଲାରେ କରୋନା ବର୍ତ୍ତମାନ ବଢ଼ିବାରେ ଲାଗିଛି। ପ୍ରତିଦିନ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ତେବେ ବ୍ରହ୍ମପୁର ମହାନଗର ନିଗମର କୁଠାରୀ ମନ୍ଦିର ସାହିର ଜଣେ ଯୁବକଙ୍କ ଗତ ୨୮ ତାରିଖରେ କରୋନାରେ ମୃତ୍ୟୁ ଘଟିଥିବା…

ଆମେରିକା, ବ୍ରାଜିଲ୍‌କୁ ପଛରେ ପକାଇଲା ଭାରତ: ଗୋଟିଏ ଦିନରେ ସର୍ବାଧିକ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ, ୩।୮: ଭାରତରେ କରୋନା ମାମଲା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର, ଦିଲ୍ଲୀ ପରେ ବିହାର, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶରେ କରୋନା ସଂକ୍ରମଣର ଗତି ଦିନକୁ ଦିନ ବଢ଼ିବାରେ ଲାଗିଛି। ଦେଶରେ ଗତ ୨୪ ଘଣ୍ଟାରେ ୫୨,୯୭୨ କରୋନା ଆକ୍ରାନ୍ତ ଚିହ୍ନଟ…

ଶ୍ରୀମନ୍ଦିର ଖୋଲିବାକୁ ହାଇକୋର୍ଟରେ ମାମଲା ଦାୟର

କଟକ ଅଫିସ, ୩।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ବିଭିନ୍ନ ମନ୍ଦିରକୁ ବନ୍ଦ ରଖାଯାଇଛି। ତେବେ ମନ୍ଦିର ଖୋଲିବାକୁ ହାଇକୋର୍ଟରେ ୨ଟି ପୃଥକ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୁରୀ ଶ୍ରୀମନ୍ଦିର ସମେତ ରାଜ୍ୟର ସବୁ ମନ୍ଦିର ଖୋଲିବାକୁ…

ଜନ ଧନ ଆକାଉଣ୍ଟ ସଂଖ୍ୟା ୪୦ କୋଟି ଟପିଲା, ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ, ୩।୮: ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା(ପିଏମ୍‌ଜେଡିଓ୍ବାଇ)ଅଧୀନରେ ୪୦ କୋଟିରୁ ଅଧିକ ବ୍ୟାଙ୍କ ଆକାଉଣ୍ଟ ଖୋଲାଯାଇଛି। ଏହି ଯୋଜନା ୬ ବର୍ଷ ପୂର୍ବରୁ ଆରମ୍ଭ ହୋଇଥିଲା। ସର୍ବଶେଷ ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ଜନ ଧନ ବ୍ୟାଙ୍କ ଆକାଉଣ୍ଟ ୪୦.୦୫ କୋଟି ଲୋକ…

ଅଯୋଧ୍ୟାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ: ଭୂମି ପୂଜନ ପ୍ରସ୍ତୁତିର କଲେ ସମୀକ୍ଷା

ଅଯୋଧ୍ୟା,୩।୮: ଅଯୋଧ୍ୟାରେ ଅଗଷ୍ଟ ୫ରେ ହେବାକୁ ଥିବା ଭୂମି ପୂଜନ ପାଇଁ ରାମନଗରୀ ପୁରା ସଜେଇ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ଦିରର ଶିଳାନ୍ୟାସ ରଖିବା ପାଇଁ ମାତ୍ର ୪୮ଘଣ୍ଟାରୁ ବି କମ୍‌ ସମୟ ବାକି ରହିଛି। ଇତିମଧ୍ୟରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ…

ରାମଙ୍କ ପୂର୍ବରୁ ହନୁମାନ ଜୀଙ୍କ ଦର୍ଶନ କରିବେ ମୋଦି

ନୂଆଦିଲ୍ଲୀ,୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଗଷ୍ଟ ୫ ତାରିଖରେ ଅଯୋଧ୍ୟାରେ ପହଞ୍ଚି ରାମ ମନ୍ଦିର ନିର୍ମାଣର ଶିଳାନ୍ୟାସ କରିବେ। ରାମଲଲାଙ୍କ ଦର୍ଶନ ପୂର୍ବରୁ ସେ ହନୁମାନଗଢୀ ଯିବେ। ଏହା ପୂର୍ବରୁ ପରମ୍ପରା ରହିଛି। ଯାହାକୁ ପାଳନ କରିବେ ମୋଦି। ହନୁମାନଗଢୀ ପ୍ରଭୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri