୫ ବର୍ଷର ଶିଶୁ ପେଟରୁ ବାହାରିଲା ଏମିତି ଜିନିିଷ, ଡାକ୍ତରଙ୍କ ଉଡିଗଲା ହୋସ୍
ଚାଇନାରେ ଏକ ଅଦ୍ଭୁତ ଘଟଣା ଘଟିଛି। ଜଣେ କୁନି ଝିଅର ପେଟରୁ ୧୯୦ଟି ଚୁମ୍ବକୀୟ ବଲ ବାହାର କରିଛନ୍ତି ଡାକ୍ତର। ପିଲାଟିର ପେଟ ଯନ୍ତ୍ରଣା ହେବା ପରେ ମାତାପିତା ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତରମାନେ ମଧ୍ୟ ଏକ୍ସ-ରେ ଶିଶୁର ପେଟରେ…
ବରଗଡ଼ରେ ୩୩ ନୂଆ ପଜିଟିଭ୍: ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୬୪ରେ ପହଞ୍ଚିଲା
ବରଗଡ଼ ଅଫିସ,୩ା୮: ବରଗଡ଼ ଜିଲାରେ ସୋମବାର ପୁଣି ୩୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୫ ଜଣ ମହିଳା ଏବଂ ୧୮ ଜଣ ପୁରୁଷ ରହିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ବରଗଡ଼ ପୌର ପରିଷଦ ଅଧୀନ ଓ୍ବାର୍ଡ…
ଭୂମି ପୂଜନରେ କରୋନା ନେଗେଟିଭ୍ ଅତିଥି ହେବେ ସାମିଲ୍
ଅଯୋଧ୍ୟା, ୩।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମ ମନ୍ଦିର ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଅତିଥିଙ୍କ ପାଖକୁ ନିମନ୍ତ୍ରଣ କାର୍ଡ ପଠାଯାଇଛି। ତେବେ ଅତିଥିଙ୍କର ପ୍ରଥମେ ନମୁନା ପରୀକ୍ଷା କରାଯିବ। କରୋନା ନେଗେଟିଭ୍ ରିପୋର୍ଟ ଆସିଥିବା ଅତିଥିଙ୍କୁ ଉତ୍ସବରେ…
ଏସ୍ପିଙ୍କ ସହ ଯାହା ଘଟିଲା ଠିକ୍ ହେଲା ନାହିଁ
ପାଟଣା,୩।୮: ଅଭିନେତା ସୁଶାନ୍ତ ସିଂ ଆତ୍ମହତ୍ୟା ମାମଲାରେ ବିହାର ଏବଂ ମୁମ୍ବାଇ ପୋଲିସ ମୁହାଁମୁହିଁ ହୋଇଛନ୍ତି। ବିହାରର ଆଇପିଏସ ଅଧିକାରୀ ବିନୟ ତିୱାରୀ ଏହି ଘଟଣାର ଅନୁସନ୍ଧାନ ପାଇଁ ମୁମ୍ବାଇରେ ପହଞ୍ଚିଥିଲେ କିନ୍ତୁ ମୁମ୍ବାଇ ମ୍ୟୁନିସିପାଲଟି କର୍ପୋରେସନ(ବିଏମ୍ସି) ତାଙ୍କୁ କ୍ୱାରାଣ୍ଟାଇନରେ ରହିବାକୁ…
ପଶ୍ଚିମବଙ୍ଗ ଲକ୍ଡାଉନ୍ ଯୋଗୁ ରେଳସେବା ପ୍ରଭାବିତ
ଭୁବନେଶ୍ୱର,୩।୮(ବ୍ୟୁରୋ): ପଶ୍ଚିମବଙ୍ଗରେ ଲକ୍ଡାଉନ ଯୋଗୁ ପୂର୍ବତଟ ରେଳପଥର ଟ୍ରେନ ସେବା ପ୍ରଭାବିତ ହୋଇଛି। ଚଳିତ ମାସରେ ଆଉକିଛି ଅଞ୍ଚଳକୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ କରାଯାଉଥିବାରୁ ଟ୍ରେନ ସେବା ବାତିଲ, ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯାଇଛି। ଆସନ୍ତା ୫, ୮, ୧୬,…
ଅମିତ ଶାହାଙ୍କ ଆରୋଗ୍ୟ କାମନା କରି ଉପବାସ ରଖିବେ ଏହି ମୁସଲମାନ ବ୍ୟକ୍ତି
ଶ୍ରୀନଗର,୩।୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କରୋନା ଆକ୍ରାନ୍ତ ହୋଇ ଏବେ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଚିକତ୍ସିତ ହେଉଛନ୍ତି । ତାଙ୍କ ଆରୋଗ୍ୟ କାମନା କରି ଜମ୍ମୁକଶ୍ମୀରସ୍ଥିତ କୁପଓ୍ବାଡାର ଭାଜପା ନେତା ଗୁଫତାର ଅହମ୍ମଦ ତାଙ୍କ ସୁସ୍ଥ ହେବା ପର୍ଯ୍ୟନ୍ତ ଉପବାସ…
ବାଲୁକା କଳାରେ ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଲେ କେନ୍ଦୁଝରର ନିଶିକାନ୍ତ
କେନ୍ଦୁଝର, ୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଟିକରପଡ଼ା ଗ୍ରାମର ନିଶିକାନ୍ତ ବେହେରା ପବିତ୍ର ରକ୍ଷାବନ୍ଧନ ଅବସରରେ ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଶିକାନ୍ତ ନିଜ ଘର ନିକଟରେ ବାଲିରେ ଦେଇଥିବା ଭାଇ ଓ ଭଉଣୀ ମଧ୍ୟରେ ଥିବା…
ବାଟ ହୁଡ଼ିପାରେ ଖରିଫ ଚାଷ
ଖୋର୍ଦ୍ଧା ଅଫିସ, ୩।୮ଖୋର୍ଦ୍ଧା ଜିଲାରେ ପ୍ରାୟ ଦୁଇମାସ ହେଲା ବର୍ଷା ନାହିଁ। ଚାଷଜମି ଫାଟି ଆଁ କଲାଣି। ଏଥର ଖରିଫ ଚାଷ ବାଟ ହୁଡ଼ିପାରେ ବୋଲି ଆଶଙ୍କା ସୃଷ୍ଟି ହେଲାଣି। ତେଣୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ,…
ଭାଜପା ପାଇଁ ବ୍ଲାକ୍ ସଣ୍ଡେ: କରୋନାରେ ଜଣେ ମନ୍ତ୍ରୀଙ୍କ ମୃତ୍ୟୁ, ୫ ଆକ୍ରାନ୍ତ
ନୂଆଦିଲ୍ଲୀ, ୩।୮: ରବିବାର ଭାଜପା ପାଇଁ ବ୍ଲାକ୍ ସଣ୍ଡେ ସାବ୍ୟସ୍ତ ହୋଇଛି। ଗୋଟିଏ ଦିନରେ ଦଳର ଜଣେ କ୍ୟାବିନେଟ୍ ମନ୍ତ୍ରୀଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟିଥିବାବେଳେ ୫ ଜଣ ରାଜନେତା ଆକ୍ରାନ୍ତ ହୋଇଛନ୍ତି। ରବିବାର ସକାଳେ ଉତ୍ତରପ୍ରଦେଶ କ୍ୟାବିନେଟ୍ ମନ୍ତ୍ରୀ…
ମୁମ୍ବାଇରେ ପାଟଣା ଏସ୍ପିଙ୍କୁ କ୍ୱାରାଣ୍ଟାଇନ: ସଞ୍ଜୟ କହିଲେ ପାଗଳ ହୋଇଯାଇଛି ବିଏମ୍ସି
ମୁମ୍ବାଇ,୩।୮: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଘଟଣାରେ ନୂଆ ମୋଡ ଆସିଛି। ଏବେ ଏହି ଘଟଣାକୁ ନେଇ ବିହାର ପୋଲିସ ଏବଂ ମୁମ୍ବାଇ ପୋଲିସ ମଧ୍ୟରେ ତୁ ତୁ ମେଁ ମେଁ ଲାଗିରହିଛି। ଘଟଣାରେ ମୁମ୍ବାଇ ପୋଲିସ ସହଯୋଗ କରୁ…
ପାନପୋଷ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କରୋନା: ୨ ଦିନ ପାଇଁ ହେଲା ବନ୍ଦ
ରାଉରକେଲା ଅଫିସ,୩ା୮: ରାଉରକେଲା ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସରକାରୀ କାର୍ଯ୍ୟାଳୟ ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ । ପାନପୋଷ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉପଜିଲାପାଳ ବିଶ୍ୱଜିତ ମହାପାତ୍ରଙ୍କ…
ସେହ୍ବାଗଙ୍କୁ ପଡିଆରେ ପିଟିଥାନ୍ତି, କାହିଁକି ଏମିତି କହିଲେ ପାକିସ୍ତାନୀ ବୋଲର୍
ବିଶ୍ୱର ପ୍ରସିଦ୍ଧ ଦ୍ରୁତ ବୋଲରମାନଙ୍କ ମଧ୍ୟରୁ ଅନ୍ୟତମ ଶୋଏବ ଅଖତର ଏବଂ ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ବିରେନ୍ଦ୍ର ସେହ୍ବାଗଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଅଖତର କହିଛନ୍ତି ସେହ୍ବାଗ କେବେ ବି ତାଙ୍କୁ ବାପ୍ ବାପ୍ ହୋତା…
Archives


