ମହିଳା ଆଇପିଏଲ୍ ନେଇ ଗାଙ୍ଗୁଲିଙ୍କ ଘୋଷଣା
ନୂଆଦିଲ୍ଳୀ,୨।୮(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ମହିଳା ସଂସ୍କରଣ ଆୟୋଜନ ହେବା ସ୍ପଷ୍ଟ ହୋଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଏ ନେଇ ଘୋଷଣା କରିଛନ୍ତି। ମହିଳା ଆଇପିଏଲ ବା ଚ୍ୟାଲେଞ୍ଜର୍ସ ସିରିଜ୍ ନେଇ ଚାଲିଥିବା…
ଖୁବ୍ଶୀଘ୍ର ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, ୨।୮(ବ୍ୟୁରୋ)- ରାଜ୍ୟରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇସାରିଛି। ତେଣୁ ଯୁକ୍ତ୨ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିନେ ଦୁଇଦିନ ଭିତରେ ଯୁକ୍ତ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…
ପବଜୀ ପାଇଁ ପରିବାର ଲୋକଙ୍କ ସହ କଳି କରି ଏମିତି ପଦକ୍ଷେପ ନେଲେ ଛାତ୍ର
ଜଲନ୍ଧରଭାରତୀୟ ବଜାରରେ ସବୁଠାରୁ ଲୋକପ୍ରିୟ ସ୍ମାର୍ଟଫୋନ ଖେଳ ଭାବେ ପବଜୀ ବେଶ୍ ଲୋକପ୍ରିୟ ହୋଇଛି। ଆଜିର ଯୁବଗୋଷ୍ଠୀ ଏହି ଖେଳ ପାଇଁ ପୂରା ପାଗଳ। ଏହାର ଏକ ଜ୍ୱଳନ୍ତ ଉଦାହରଣ ପଞ୍ଜାବର ଜଲନ୍ଧରରେ ଦେଖିବାକୁ ମିଳିଛି। ଏଠାରେ ଜଣେ କଲେଜ ଛାତ୍ର…
ଅମିତ ଶାହାଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୮(ବ୍ୟୁରୋ)-କରୋନାରେ ସଂକ୍ରମିତ ହୋଇଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍-୧୯ରେ ଆକ୍ରାନ୍ତ ହୋଇ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ହସ୍ପିଟାଲରେ ଭର୍ତ୍ତି ହେବା ଖବର ଜାଣି ଚିନ୍ତିତ। ତାଙ୍କ ଆଶୁ ଆରୋଗ୍ୟ କାମନା…
ଛେଳି ହତ୍ୟା ଅଭିଯୋଗରେ ମିଳିଲା ଏମିତି ଦଣ୍ଡ
ରାଞ୍ଚି,୨।୮: ଝାଡଖଣ୍ଡର ଗିରିଡିହ ଜିଲାର ମୁଫାସିଲ ପୋଲିସ ଷ୍ଟେସନ ଅଞ୍ଚଳର ଘାଗାଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଛେଳି ହତ୍ୟା ଅଭିଯୋଗରେ ଦୁଇଜଣ ଦଳିତ ଯୁବକଙ୍କୁ ଗଛରେ ବାନ୍ଧି ନିର୍ଯାତନା ଦିଆଯିବା ସହ ଜରିମାନା ଲଗାଯାଇଛି। ଏନେଇ ମୁଫାସିଲ ପୋଲିସ…
କଟକରେ ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
କଟକ ଅଫିସ,୨।୮-କଟକ ସହରରେ ରବିବାର ଆଉ ୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୫ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୯ ଜଣ ଚିହ୍ନଟ ହୋଇଥିବାବେଳେ ୬ ଲୋକାଲ କଣ୍ଟାକ୍ଟ କେସ। ଏହାକୁ ମିଶାଇ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୪କୁ ବୃଦ୍ଧି ପାଇଛି।…
କରୋନା ଲଢେଇ ଜିତିବା ପରେ ଏମିତି କହିଲେ ଅମିତାଭ ବଚ୍ଚନ
ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ କରୋନା ଲଢେଇ ଜିତିଛନ୍ତି। କରୋନା ରିପୋର୍ଟ ନେଗେଟିଭ୍ ଆସିବା ପରେ ତାଙ୍କୁ ମୁମ୍ବାଇର ନାନାବତୀ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ଡାକ୍ତରଖଶନାରୁ ଛୁଟି ମିଳିବା ପରେ ଅମିତାଭ ବଚ୍ଚନଙ୍କ ପ୍ରଶଂସକମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ବିଗ୍…
ଉତ୍ତରପ୍ରଦେଶ ଭାଜପା ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂହଙ୍କୁ କରୋନା
ଲକ୍ଷ୍ନୌ,୨।୮-ଉତ୍ତରପ୍ରଦେଶ ଭାଜପା ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂହଙ୍କ ରବିବାର କରୋନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ପ୍ରାଥମିକ କରୋନା ଲକ୍ଷଣ ପରିଲକ୍ଷିତ ହେବା ପରେ ସ୍ବତନ୍ତ୍ର ଶନିବାର କରୋନା ଟେଷ୍ଟ କରିଥିଲେ। ରବିବାର…
ରାଜ୍ୟପାଳଙ୍କୁ କରୋନା
ଚେନ୍ନାଇ,୨।୮: ଏବେ ସାରା ଦେଶରେ କରୋନା ସ୍ଥିତି ଅସମ୍ଭାଳ ହୋଇପଡିଛି। ଏବେ କରୋନାରେ ବଡ ବଡ ନେତା ଆକ୍ରାନ୍ତ ହେଉଥିବା ଦେଖାଯାଇଛି। ଏହିକ୍ରମରେ ତାମିଲନାଡୁ ରାଜ୍ୟପାଳ ବନୱାରିଲାଲ ପୂରୋହିତ ସାମିଲ ହୋଇଛନ୍ତି। ସେ କରୋନା ପଜିଟିଭ୍ ଚିହ୍ନଟ ହୋଇ ଏବେ ଆଇସୋଲେଶନରେ…
ସୋମବାରଠାରୁ କାମାକ୍ଷାନଗର ଏନ୍ଏସି ଶଟ୍ଡାଉନ
କାମାକ୍ଷାନଗର,୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍ଏସିକୁ ଆସନ୍ତାକାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ଶଟ୍ଡାଉନ ଘୋଷଣା କରାଯାଇଛି। ଏନ୍ଏସି ଅଞ୍ଚଳରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ପ୍ରକାଶ କରିଛନ୍ତି। ତେବେ ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ…
ପୋଲିସ ଗାଡିରେ ବସି ଫଟୋ ଉଠାଇବା ମହଙ୍ଗା ପଡ଼ିଲା: ବନ୍ଧା ହେଲେ ୩ ଯୁବକ
ମୁଜାଫାନଗର,୨।୮-ପୋଲିସ ଗାଡିରେ ବସି ଫଟୋ ଉଠାଇ ଭାଇରାଲ କରିବା ୩ ଯୁବକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ ଉତ୍ତରପ୍ରଦେଶ ପୋଲିସ ରବିବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଶାହାଜାଦ, ସଲିମ, ଏବଂ ମାଉ। ପୋଲିସ କହିଛି, ହଜିପୁରା ଗ୍ରାମର…
ଏଣିକି ହେଲମେଟ୍ ଉପରେ ନଜର ରଖିବେ ସରକାର, ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨।୮:ସାଧାରଣତଃ ଚାଲାଣରୁ ବର୍ତ୍ତିବା ପାଇଁ କିଛି ଲୋକ ଯେକୌଣସି ପ୍ରକାରର ହେଲମେଟ ପିନ୍ଧନ୍ତି। ଯାହା ସୁରକ୍ଷା ଦୃଷ୍ଟିକୋଣରୁ ବେଳେବେଳେ ବିପଜ୍ଜନକ ପ୍ରମାଣିତ ହୁଏ। କାରଣ ସଡ଼କ ଦୁର୍ଘଟଣା ସମୟରେ ସ୍ଥାନୀୟ ହେଲମେଟ ସୁରକ୍ଷିତ ନୁହେଁ। ତଥାପି କିଛି ବାଇକ ଆରୋହୀ ଅଛନ୍ତି…
Archives


