ସବାଇଘାସର ରାଖୀ
ଭୁବନେଶ୍ୱର,୧।୮(ବ୍ୟୁରୋ): ଆଉ ଗୋଟିଏ ଦିନ ପରେ ଭଉଣୀ-ଭାଇ ବନ୍ଧନର ପବିତ୍ର ପର୍ବ ‘ରାଖୀ ପୂର୍ଣ୍ଣିମା’। ଏଥିପାଇଁ ରାଖୀ ବଜାରରେ ଭିଡ଼ ଲାଗିବା କଥା। କିନ୍ତୁ କରୋନା ମହାମାରୀ ଯୋଗୁ ଏଥର ରାଖୀ ଦୋକାନ ଖୋଲିପାରିନାହିଁ। ତେଣୁ ପ୍ରତିବର୍ଷ ବଜାରକୁ ଆସୁଥିବା ଚାଇନା…
ଜେଲକୁ କର୍ମଚାରୀ ନେଇପାରିବେନି ଫୋନ୍
ଭୁବନେଶ୍ୱର,୧।୮(ବ୍ୟୁରୋ): ଝାରପଡା ଜେଲ ଭିତରେ ଗ୍ୟାଙ୍ଗ୍ଷ୍ଟର ଟିଟୋ ଖଟି କରୁଥିବାର ଏକ ଭିଡିଓ ନିକଟରେ ଭାଇରାଲ ହୋଇଥିଲା। ଏହା ପୂର୍ବରୁ କଏଦୀମାନେ ମୋବାଇଲ୍ ଫୋନ୍ରେ କଥା ହେବା ଓ ଜେଲ ଭିତରକୁ ନିଶାଦ୍ରବ୍ୟ ବାହାରିବା ଘଟଣାକୁ ନେଇ ଅଡୁଆରେ ଫସିଥିଲା ଜେଲ…
୯ ଜେଲରେ କ୍ଷମତାଠୁ ଅଧିକ କଏଦୀ
କଟକ ଅଫିସ,୧।୮: ଜେଲ୍ରେ କରୋନା ସଂକ୍ରମଣ ପ୍ରସଙ୍ଗରେ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚ କ୍ଷମତାସମ୍ପନ୍ନ କମିଟିର ବୈଠକ ଭିଡିଓ କନଫରେନ୍ସରେ ଆୟୋଜିତ ହୋଇଛି। ଜେଲ୍ରେ କ୍ଷମତାଠାରୁ ଅଧିକ କଏଦୀ ରହିବା, ଜେଲ୍ରେ ସଙ୍ଗରୋଧ କେନ୍ଦ୍ର, କୋଭିଡ୍ କେୟାର ସେଣ୍ଟର କରାଯିବା, ନୂଆ…
ପାରାଦୀପ-ହରିଦାସପୁର ରେଳପଥ: ଗଡ଼ିଲା ମାଲବାହୀ ଟ୍ରେନ୍
ପାରାଦୀପ(ସ୍ବ.ପ୍ର.)/କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ/ମହାକାଳପଡ଼ା (ଡି.ଏନ୍.ଏ),୧।୮: ଦୀର୍ଘ ୨୧ ବର୍ଷର ପ୍ରତୀକ୍ଷା ପରେ ଶୁକ୍ରବାର ପ୍ରଥମ କରି ପାରାଦୀପ-ହରିଦାସପୁର ରେଳପଥରେ ମାଲବାହୀ ଟ୍ରେନ୍ ଚଳାଚଳ ହୋଇଛି। ପାରାଦୀପରୁ ୫୨୮୨ ଟନ୍ କୋଇଲା ବୋଝେଇ ଏକ ଟ୍ରେନ୍ (ନଂ-ଏମଇ/ଏଚଏସ୍ପିଜି ୨୨)କୁ ପରୀକ୍ଷାମୂଳକ ଭାବେ ରାଉରକେଲା ଅଭିମୁଖେ…
ଶିଶୁଭବନରେ କରୋନା ଆକ୍ରାନ୍ତ ମୃତଦେହ ନେଇ ମା’-ବାପା ଫେରାର
କଟକ ଅଫିସ,୧।୮: କରୋନା ଆକ୍ରାନ୍ତ ଶିଶୁର ହସ୍ପିଟାଲରେ ମୃତ୍ୟୁ ହେବା ପରେ ତାକୁ ଧରି ମା’ ବାପା ସେଠାରୁ ଫେରାର ହୋଇଯାଇଛନ୍ତି। କଟକସ୍ଥିତ ଶିଶୁଭବନରେ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଣ୍ଟିଜେନ୍ ଟେଷ୍ଟ ରିପୋର୍ଟରେ ଉଭୟ ମା’-ଶିଶୁ ପଜିଟିଭ…
ରାଜ୍ୟ ସଂଗ୍ରହାଳୟରେ ନୌବାଣିଜ୍ୟ ଗ୍ୟାଲେରି ଉଦ୍ଘାଟିତ
ଭୁବନେଶ୍ୱର, ୧।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟଠାରେ ନୌ-ବାଣିଜ୍ୟ ଐତିହ୍ୟ ଗ୍ୟାଲେରି ଶୁକ୍ରବାର ଉଦ୍ଘାଟିତ ହୋଇଛି। ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି…
ମା’ବାପା, ବିଦ୍ୟାଶ୍ରୀଙ୍କୁ କ୍ରାଇମବ୍ରାଞ୍ଚର ପଚରାଉଚରା
ଭୁବନେଶ୍ୱର,୧।୮ (ବ୍ୟୁରୋ) : ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ରହସ୍ୟଜନକ ମୃତ୍ୟୁ ମାମଲାକୁ ଗୁରୁତ୍ୱର ସହ ନେଇଛି କ୍ରାଇମବ୍ରାଞ୍ଚ। ଜିଆର୍ପିଠାରୁ ସମସ୍ତ ଦସ୍ତାବିଜ ନେବା ସହ ତଦନ୍ତକୁ ଜୋର୍ଦାର କରିଛି। ଗୁରୁବାର କ୍ରାଇମ୍ବ୍ରାଞ୍ଚର ୩ ଜଣିଆ ଟିମ୍ ଆଦିତ୍ୟଙ୍କ ୩ ସହଯୋଗୀଙ୍କୁ ପଚରାଉଚରା…
ପିପିଇ କିଟ୍ ନ ଥିବାରୁ ଚିକିତ୍ସା କଲେନି, ଚାଲିଗଲା ଜୀବନ
ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ପୁଣି ଜଣେ ରୋଗୀଙ୍କ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ ଆସିଛି। ପିପିଇ କିଟ ନ ଥିବା ଦର୍ଶାଇ ଶୁକ୍ରବାର ବ୍ରହ୍ମପୁରସ୍ଥିତ ହୋମିଓପାଥି କଲେଜ କୋଭିଡ୍ କେୟାର ସେଣ୍ଟରରେ ଚିକିତ୍ସାରେ ବିଳମ୍ବ କରାଯିବାରୁ ରୋଗୀଙ୍କ ମୃତ୍ୟୁ ଘଟିଥିବା…
ଅନ୍ଲାଇନରେ ମିଳିବ ଅଗ୍ନି ନିରାପତ୍ତା ସାର୍ଟିଫିକେଟ
ଭୁବନେଶ୍ୱର,୧।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ‘ଓଡ଼ିଶା ଅଗ୍ନିଶମ ସେବା ଓ୍ବେବ୍ ପୋର୍ଟାଲ’କୁ ଲୋକାର୍ପିତ କରିଛନ୍ତି। ଏହା ମାଧ୍ୟମରେ ସବୁ କୋଠା ପାଇଁ ଅଗ୍ନି ନିରାପତ୍ତା ସାର୍ଟିଫିକେଟ ପ୍ରଦାନ କରାଯିବ। ପୋର୍ଟାଲ ଜରିଆରେ ତତ୍କାଳ ୮ ସେବା…
ଚାକିରି: ନାହିଁ କିନ୍ତୁ ଅଛି
ଭୁବନେଶ୍ୱର,୧।୮(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାର ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ଯେଉଁସବୁ ପଦକ୍ଷେପ ନେଇଛନ୍ତି ତା’ର ପ୍ରଭାବ ରାଜ୍ୟ ଅର୍ଥ ବ୍ୟବସ୍ଥା ଉପରେ ପଡ଼ିଛି। ଚଳିତ ଆର୍ଥିକ ବର୍ଷ ୨୦୨୦-୨୧ର ପ୍ରଥମ ତିନିମାସରେ ରାଜସ୍ବ ଆଦାୟ ଲକ୍ଷ୍ୟ ପୂରଣ ହୋଇପାରି ନାହିଁ।…
ଅଗଷ୍ଟର ପ୍ରତି ଶନିବାର ସରକାରୀ ଅଫିସ୍ ବନ୍ଦ
ଭୁବନେଶ୍ୱର,୧।୮(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅଗଷ୍ଟ ନିମନ୍ତେ ଶୁକ୍ରବାର ରାଜ୍ୟ ସରକାର ଏକ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଅଗଷ୍ଟ ମାସର ପ୍ରତ୍ୟେକ ଶନିବାର ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ବନ୍ଦ ରହିବ। ଏଥିସହ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ…
ଭିଡିଓ ଜାରି କରି କ’ଣ କହିଲେ ସୁଶାନ୍ତଙ୍କ ପ୍ରେମିକା ରିୟା ଚକ୍ରବର୍ତ୍ତୀ
ମୁମ୍ବାଇ,୩୧।୭-ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଶୁକ୍ରବାର ପ୍ରଥମଥର ଲାଗି ମୁହଁ ଖୋଲିଛନ୍ତି ସୁଶାନ୍ତଙ୍କ ପ୍ରେମିକା ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ। ରିୟା ଏକ ଭିଡିଓ ଜାରି କରି କହିଛନ୍ତି, ଭଗବାନ ଓ ନ୍ୟାୟପାଳିକା ଉପରେ ମୋର ବିଶ୍ବାସ ଅଛି।…
Archives


