Home Left

୮ବର୍ଷ ହେଲା ପଲିଥିନ ତଳେ ବିପନ୍ନ ପରିବାର

ଖୋର୍ଦ୍ଧା ଅଫିସ,୧।୮:ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ଗଡ଼ହଳଦିଆ ହାଟସାହି ଗ୍ରାମରେ ଅଗ୍ନିକାଣ୍ଡ ଘଟି ମନୋରଞ୍ଜନ ପୃଷ୍ଟି ଓ ପ୍ରହଲ୍ଲାଦ ବେହେରାଙ୍କ ଘର ପୋଡ଼ି ପାଉଁଶ ହୋଇଯାଇଥିଲା। ଏଥି ସହ ସମସ୍ତ ଆସବାବପତ୍ର ନଷ୍ଟ ହୋଇଯାଇଥିଲା। ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏହି ବିପନ୍ନ ପରିବାରକୁ…

ପ୍ଲାଷ୍ଟିକ ବୋତଲରେ ଫୁଲବଗିଚା

ପୁରୀ ଅଫିସ, ୧।୮:  ପ୍ରତି ତାଙ୍କର ଆଗ୍ରହ ଥିଲା। ଆଉ ତାଙ୍କ ହାତରେ ଗଛ ଭଲ ହୁଏ ବୋଲି ମା’ କୁହନ୍ତି। ତେଣୁ ବର୍ଷାଦିନେ ତାଙ୍କ ଘରବାଡ଼ିିରେ ଯେଉଁ ଗଛ ଲଗାଯାଏ ତାକୁ ସେ ହିଁ ଲଗାଇଥାନ୍ତି। ଏବେବି ତାଙ୍କର ଏହି…

ସବାଇଘାସର ରାଖୀ

ଭୁବନେଶ୍ୱର,୧।୮(ବ୍ୟୁରୋ): ଆଉ ଗୋଟିଏ ଦିନ ପରେ ଭଉଣୀ-ଭାଇ ବନ୍ଧନର ପବିତ୍ର ପର୍ବ ‘ରାଖୀ ପୂର୍ଣ୍ଣିମା’। ଏଥିପାଇଁ ରାଖୀ ବଜାରରେ ଭିଡ଼ ଲାଗିବା କଥା। କିନ୍ତୁ କରୋନା ମହାମାରୀ ଯୋଗୁ ଏଥର ରାଖୀ ଦୋକାନ ଖୋଲିପାରିନାହିଁ। ତେଣୁ ପ୍ରତିବର୍ଷ ବଜାରକୁ ଆସୁଥିବା ଚାଇନା…

ଜେଲକୁ କର୍ମଚାରୀ ନେଇପାରିବେନି ଫୋନ୍‌

ଭୁବନେଶ୍ୱର,୧।୮(ବ୍ୟୁରୋ): ଝାରପଡା ଜେଲ ଭିତରେ ଗ୍ୟାଙ୍ଗ୍‌ଷ୍ଟର ଟିଟୋ ଖଟି କରୁଥିବାର ଏକ ଭିଡିଓ ନିକଟରେ ଭାଇରାଲ ହୋଇଥିଲା। ଏହା ପୂର୍ବରୁ କଏଦୀମାନେ ମୋବାଇଲ୍‌ ଫୋନ୍‌ରେ କଥା ହେବା ଓ ଜେଲ ଭିତରକୁ ନିଶାଦ୍ରବ୍ୟ ବାହାରିବା ଘଟଣାକୁ ନେଇ ଅଡୁଆରେ ଫସିଥିଲା ଜେଲ…

୯ ଜେଲରେ କ୍ଷମତାଠୁ ଅଧିକ କଏଦୀ

କଟକ ଅଫିସ,୧।୮: ଜେଲ୍‌ରେ କରୋନା ସଂକ୍ରମଣ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚ କ୍ଷମତାସମ୍ପନ୍ନ କମିଟିର ବୈଠକ ଭିଡିଓ କନଫରେନ୍ସରେ ଆୟୋଜିତ ହୋଇଛି। ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ ରହିବା, ଜେଲ୍‌ରେ ସଙ୍ଗରୋଧ କେନ୍ଦ୍ର, କୋଭିଡ୍‌ କେୟାର ସେଣ୍ଟର କରାଯିବା, ନୂଆ…

ପାରାଦୀପ-ହରିଦାସପୁର ରେଳପଥ: ଗଡ଼ିଲା ମାଲବାହୀ ଟ୍ରେନ୍‌

ପାରାଦୀପ(ସ୍ବ.ପ୍ର.)/କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ/ମହାକାଳପଡ଼ା (ଡି.ଏନ୍‌.ଏ),୧।୮: ଦୀର୍ଘ ୨୧ ବର୍ଷର ପ୍ରତୀକ୍ଷା ପରେ ଶୁକ୍ରବାର ପ୍ରଥମ କରି ପାରାଦୀପ-ହରିଦାସପୁର ରେଳପଥରେ ମାଲବାହୀ ଟ୍ରେନ୍‌ ଚଳାଚଳ ହୋଇଛି। ପାରାଦୀପରୁ ୫୨୮୨ ଟନ୍‌ କୋଇଲା ବୋଝେଇ ଏକ ଟ୍ରେନ୍‌ (ନଂ-ଏମଇ/ଏଚଏସ୍‌ପିଜି ୨୨)କୁ ପରୀକ୍ଷାମୂଳକ ଭାବେ ରାଉରକେଲା ଅଭିମୁଖେ…

ଶିଶୁଭବନରେ କରୋନା ଆକ୍ରାନ୍ତ ମୃତଦେହ ନେଇ ମା’-ବାପା ଫେରାର

କଟକ ଅଫିସ,୧।୮: କରୋନା ଆକ୍ରାନ୍ତ ଶିଶୁର ହସ୍ପିଟାଲରେ ମୃତ୍ୟୁ ହେବା ପରେ ତାକୁ ଧରି ମା’ ବାପା ସେଠାରୁ ଫେରାର ହୋଇଯାଇଛନ୍ତି। କଟକସ୍ଥିତ ଶିଶୁଭବନରେ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଆଣ୍ଟିଜେନ୍‌ ଟେଷ୍ଟ ରିପୋର୍ଟରେ ଉଭୟ ମା’-ଶିଶୁ ପଜିଟିଭ…

ରାଜ୍ୟ ସଂଗ୍ରହାଳୟରେ ନୌବାଣିଜ୍ୟ ଗ୍ୟାଲେରି ଉଦ୍‌ଘାଟିତ

ଭୁବନେଶ୍ୱର, ୧।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟଠାରେ ନୌ-ବାଣିଜ୍ୟ ଐତିହ୍ୟ ଗ୍ୟାଲେରି ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି…

ମା’ବାପା, ବିଦ୍ୟାଶ୍ରୀଙ୍କୁ କ୍ରାଇମବ୍ରାଞ୍ଚର ପଚରାଉଚରା

ଭୁବନେଶ୍ୱର,୧।୮ (ବ୍ୟୁରୋ) : ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ରହସ୍ୟଜନକ ମୃତ୍ୟୁ ମାମଲାକୁ ଗୁରୁତ୍ୱର ସହ ନେଇଛି କ୍ରାଇମବ୍ରାଞ୍ଚ। ଜିଆର୍‌ପିଠାରୁ ସମସ୍ତ ଦସ୍ତାବିଜ ନେବା ସହ ତଦନ୍ତକୁ ଜୋର୍‌ଦାର କରିଛି। ଗୁରୁବାର କ୍ରାଇମ୍‌ବ୍ରାଞ୍ଚର ୩ ଜଣିଆ ଟିମ୍‌ ଆଦିତ୍ୟଙ୍କ ୩ ସହଯୋଗୀଙ୍କୁ ପଚରାଉଚରା…

ପିପିଇ କିଟ୍‌ ନ ଥିବାରୁ ଚିକିତ୍ସା କଲେନି, ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ପୁଣି ଜଣେ ରୋଗୀଙ୍କ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ ଆସିଛି। ପିପିଇ କିଟ ନ ଥିବା ଦର୍ଶାଇ ଶୁକ୍ରବାର ବ୍ରହ୍ମପୁରସ୍ଥିତ ହୋମିଓପାଥି କଲେଜ କୋଭିଡ୍‌ କେୟାର ସେଣ୍ଟରରେ ଚିକିତ୍ସାରେ ବିଳମ୍ବ କରାଯିବାରୁ ରୋଗୀଙ୍କ ମୃତ୍ୟୁ ଘଟିଥିବା…

ଅନ୍‌ଲାଇନରେ ମିଳିବ ଅଗ୍ନି ନିରାପତ୍ତା ସାର୍ଟିଫିକେଟ

ଭୁବନେଶ୍ୱର,୧।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ‘ଓଡ଼ିଶା ଅଗ୍ନିଶମ ସେବା ଓ୍ବେବ୍‌ ପୋର୍ଟାଲ’କୁ ଲୋକାର୍ପିତ କରିଛନ୍ତି। ଏହା ମାଧ୍ୟମରେ ସବୁ କୋଠା ପାଇଁ ଅଗ୍ନି ନିରାପତ୍ତା ସାର୍ଟିଫିକେଟ ପ୍ରଦାନ କରାଯିବ। ପୋର୍ଟାଲ ଜରିଆରେ ତତ୍କାଳ ୮ ସେବା…

ଚାକିରି: ନାହିଁ କିନ୍ତୁ ଅଛି

ଭୁବନେଶ୍ୱର,୧।୮(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାର ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ଯେଉଁସବୁ ପଦକ୍ଷେପ ନେଇଛନ୍ତି ତା’ର ପ୍ରଭାବ ରାଜ୍ୟ ଅର୍ଥ ବ୍ୟବସ୍ଥା ଉପରେ ପଡ଼ିଛି। ଚଳିତ ଆର୍ଥିକ ବର୍ଷ ୨୦୨୦-୨୧ର ପ୍ରଥମ ତିନିମାସରେ ରାଜସ୍ବ ଆଦାୟ ଲକ୍ଷ୍ୟ ପୂରଣ ହୋଇପାରି ନାହିଁ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri