କରୋନା ଚିକିତ୍ସାରେ ଖର୍ଚ୍ଚ ହେଲା ୪୦ ଲକ୍ଷ ଟଙ୍କା: ଶେଷରେ ଘଟିଲା ଏମିତି କିଛି…
ହାଇଦ୍ରାବାଦ, ୩୧।୭: କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ଏଥିରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେବେ କରୋନା ଚିକିତ୍ସା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ମୂଲ୍ୟ ନିର୍ଦ୍ଧାରିତ…
ଝାଟିମାଟି ଘରେ ରହୁଥିବା ମହିଳାଙ୍କ ବିଲ୍ ଆସିଲା ୬୨ ହଜାର ଟଙ୍କା, ଆଉ ତା ପରେ..
ମହାରାଷ୍ଟ୍ରର ଚନ୍ଦ୍ରପୁର ଅଞ୍ଚଳରେ ରହୁଥିବା ଜଣେ ଗରିବ ମହିଳାଙ୍କ ବିଜୁଳି ବିଲ୍ ଆସିଛି ୬୨ହଜାର ଟଙ୍କା। ଏହାଦେଖି ମହିଳା ଚକିତ ହୋଇଯାଇଥିଲେ। କାରଣ କଷ୍ଟରେ ଗୁଜରାଣ ମେଣ୍ଟାଉଛନ୍ତି ସେ । ଏଭଳି ସ୍ଥିତିରେ ଏତେ ଟଙ୍କା କିଭଳି ପୈଠ କରିବେ ସେନେଇ…
କରୋନା ନେଲା ଏଏସ୍ଆଇଙ୍କ ଜୀବନ
ବ୍ରହ୍ମପୁର ଅଫିସ,୩୧।୭: ଗଞ୍ଜାମ ଜିଲାରେ କରୋନା ଏବେ ବିସ୍ଫୋରକ ସ୍ଥିତି ଦେଇ ଗତି କରୁଛି । ଆକ୍ରାନ୍ତଙ୍କ ସଂଖ୍ୟ ହୁ ହୁ ହୋଇ ବଢୁଥିବା ବେଳେ ମୃତ୍ୟୁ ହାର ମଧ୍ୟ ବଢ଼ିବାରେ ଲାଗିଛି। ତେବେ ଶୁକ୍ରବାର ସକାଳେ ବ୍ରହ୍ମପୁର ପୋଲିସ ଏଏସ୍ଆଇ…
ସାଇକେଲ ଚାଳକ ହେବାର ସ୍ବପ୍ନ ଦେଖିଥିଲେ, ଏମିତି ଉପହାର ଦେଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୩୧।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜଣେ ସ୍କୁଲ ଛାତ୍ରଙ୍କୁ ରେସିଂ ସାଇକେଲ ଦେଇଛନ୍ତି। ରିୟାଜ୍ ନାମକ ଜଣେ ସ୍କୁଲ ଛାତ୍ର ସାଇକେଲିଷ୍ଟ ହେବାକୁ ସ୍ବପ୍ନ ଦେଖିଥିଲେ। ରାଷ୍ଟପତି ମହାନତା ପ୍ରଦର୍ଶନ କରି ରିୟାଜଙ୍କୁ ଏକ ରେସିଂ ସାଇକେଲ ପ୍ରଦାନ କରିଛନ୍ତି। କଠିନ…
ପାଣିରେ ମରିପାରନ୍ତି କରୋନା ଭାଇରସ୍!
ମସ୍କୋ,୩୧।୭: ମହାମାରୀ କରୋନା ଭାଇରସ୍ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ପ୍ରତିଦିନ ବିଭିନ୍ନ ଦେଶରେ କରୋନାର ବର୍ଦ୍ଧିତ ମାମଲା ସାମ୍ନାକୁ ଆସୁଛି। ଏଥିରୁ ରକ୍ଷା ପାଇବା ପାଇଁ ସଫାସୁତୁରା ରହିବା ସହ ବାରମ୍ବାର ହାତ ଧୋଇବା, ମାସ୍କ ପିନ୍ଧିବା ଓ…
କେତେ ଜଣଙ୍କୁ କରିବେ ପ୍ରେମ, କେତେଥର ହେବ ବିବାହ: ହସ୍ତରେଖାରୁ ଜାଣନ୍ତୁ
ଟଙ୍କା ଏବଂ ଚାକିରି ସହିତ ପ୍ରେମ ଜୀବନ ମଧ୍ୟ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। କିଛି ଲୋକ ପରସ୍ପରକୁ ବହୁତ ଭଲ ପାଆନ୍ତି, କିନ୍ତୁ କିଛି କାରଣରୁ ସେମାନଙ୍କ ବିବାହ କିମ୍ବା ପ୍ରେମ ଅଧାରୁ ଭାଙ୍ଗିଯାଏ। ହସ୍ତ ରେଖା ଏହି ପ୍ରସଙ୍ଗରେ…
ଶେଷରେ ମୁହଁ ଖୋଲିଲେ ଅଙ୍କିତା: ସୁଶାନ୍ତଙ୍କ ମୃତ୍ୟୁକୁ ନେଇ କହିଲେ….
ବମ୍ବେ: ପ୍ରେମିକା ହେବ ତ ଅଙ୍କିତା ଲୋଖଣ୍ଡେଙ୍କ ଭଳି। ରିୟା ଚର୍କବର୍ତ୍ତୀଙ୍କ ଭଳି ନୁହେଁ। ଏକଥା ଆମେ କହୁନାହୁଁ କହୁଛନ୍ତି ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଶଂସକ। ଦୀର୍ଘ ଏକ ମାସରୁ ଅଧିକ ସମୟ ଧରି ଚୁପ୍ ରହିବା ପରେ…
ଅଗଷ୍ଟରେ ୧୭ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି
ଆପଣଙ୍କର ଯଦି ବ୍ୟାଙ୍କରେ ଜରୁରୀ କାମ ଥାଏ ତେବେ ଆଜି ହିଁ ସାରିଦିଅନ୍ତୁ। କାରଣ ଅଗଷ୍ଟ ମାସରେ ପ୍ରାୟ ୧୭ ଦିନ ବ୍ୟାଙ୍କ ବନ୍ଦ ରହିବ। ଏମିତିରେ ସମସ୍ତେ ଜାଣନ୍ତି ପ୍ରତି ସପ୍ତାହର ଦ୍ୱିତୀୟ ଏବଂ ଚତୁର୍ଥ ଶନିବାର ବ୍ୟାଙ୍କ ବନ୍ଦ…
ଡ୍ୟୁଟିରେ ଥିବାବେଳେ ଛତ୍ରପୁର ବ୍ଲକ ଜେଇଙ୍କୁ କରୋନା: ଜାଣନ୍ତୁ କିପରି ହେଲେ ଆକ୍ରାନ୍ତ
ଛତ୍ରପୁର,୩୧।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ଜେଇ ଜୟସେନ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ କରୋନା ମୁକାବିଲା ଡ୍ୟୁଟିରେ ଥିବାବେଳେ ପଜିଟିଭ୍ଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ବ୍ଲକ ପ୍ରଶାସନ ପକ୍ଷରୁ ତାଙ୍କ ଆସୁ ଆରୋଗ୍ୟ କାମନା କରାଯାଇଛି।
ପ୍ରଥମ ଦିନିକିଆ: ଇଂଲଣ୍ଡ ୬ ଉଇକେଟରେ ବିଜୟୀ
ସାଉଥାମ୍ପଟନ,୩୧।୭(ଏପି): ପ୍ରତ୍ୟାବର୍ତ୍ତନରେ ଡେଭିଡ୍ ଓ୍ବିଲି ଦମ୍ଦାର ବୋଲିଂ କରି ଇଂଲଣ୍ଡକୁ ଆୟର୍ଲାଣ୍ଡ ବିପକ୍ଷରେ ବିଜୟୀ କରାଇଛନ୍ତି। ସ୍ଥାନୀୟ ରୋଜ ବାଉଲ ଗ୍ରାଉଣ୍ଡରେ ଗୁରୁବାର ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍ରେ ଇଂଲଣ୍ଡ ୬ ଉଇକେଟରେ ଭ୍ରମଣକାରୀ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଟସ୍ ହାରି…
୧୦ ବର୍ଷରୁ କମ୍ ବୟସର ଶିଶୁଙ୍କଠାରୁ କରୋନା ବ୍ୟାପିବାର ସମ୍ଭାବନା ଅଧିକ !
ଓ୍ବାଶିଂଟନ,୩୧।୭: କରୋନା ମହାମାରୀ ଏବେ ଭୟଙ୍କର ରୂପ ନେଇଥିବା ବେଳେ କେତେକ ସ୍ଥାନରେ ଏହା ଗୋଷ୍ଠୀ ସଂକ୍ରମଣରେ ପରିଣତ ହୋଇଥିବା କୁହାଯାଉଛି। ଏଭଳି ସମୟରେ ଜେଏଏମ୍ଏ ପେଡିଆଟ୍ରିକ୍ସ ଦ୍ୱାରା କରାଯାଇଥିବା ଏକ ଗବେଷଣା କହୁଛି ଯେ ୧୦ ବର୍ଷରୁ କମ୍ ବୟସର…
ରାତାରାତି ୨୪,୦୦୦ କରୋଡର ମାଲିକାଣୀ ହେଲେ ମହିଳା, ସେଦିନର ଘଟଣା ଜାଣି ଉଡିଯିବ ହୋସ୍
କୁହାଯାଏ ଭଗବାନ ଯେତେବେଳେ ଦିଅନ୍ତି, ଛପର ଫାଡିକି ଦିଅନ୍ତି। କେତେକ ଲୋକଙ୍କ ଠାରେ ଏହା ସତ୍ୟ ପ୍ରମାଣିତ ହୋଇଥାଏ। ସେମାନଙ୍କ ମଧ୍ୟରୁ ଚାଇନାର ଜଣେ ମହିଳା ଅନ୍ୟତମ। ଯାହାଙ୍କ ଭାଗ୍ୟ ରାତାରାତି ବଦଳି ଯାଇଛି। ଫଳରେ ସେ କୋଟି କୋଟି ଟଙ୍କାର…
Archives


