ସମ୍ବଲପୁରୀ ଶାଢ଼ି ପିନ୍ଧି ଏମିତି କହିଲେ ଅଭିନେତ୍ରୀ ବିଦ୍ୟା ବାଲାନ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ବିଦ୍ୟା ବାଲାନ ଏବେ ସମ୍ବଲପୁରୀ ଶାଢ଼ି ପ୍ରେମରେ ପଡ଼ିଛନ୍ତି। ଫିଲ୍ମ ‘ଶକୁନ୍ତଳା ଦେବୀ’ର ଇ-ପ୍ରମୋଶନ ଅବସରରେ ଏକ ସ୍ବତନ୍ତ୍ର ସମ୍ବଲପୁରୀ ଶାଢ଼ି ପିନ୍ଧି ସେ ବେଶ୍ ଖୁସି ଜଣାପଡୁଛନ୍ତି। ଏହାର ଏକ ଫଟୋ ବିଦ୍ୟା ତାଙ୍କ ଇନ୍ଷ୍ଟାଗ୍ରାମରେ…
ପ୍ରଥମେ କାହାକୁ ଦିଆଯିବ କରୋନା ଟିକା
ନ୍ୟୁୟର୍କ,୩୧।୭: କରୋନା ଭୁତାଣୁ ସାରା ବିଶ୍ୱରେ ହୁ ହୁ ହୋଇ ବଢି ଚାଲିଛି। ଏବେ ଏହାର ଟିକା ପାଇଁ ବିଭିନ୍ନ ଦେଶ ଚେଷ୍ଟା ଚଳାଇଛନ୍ତି। କିଛି ଟିକା ପରୀକ୍ଷଣର ଶେୟ ପର୍ଯ୍ୟାୟରେ ଅଛି। ତେବେ ଏହି ଟିକାର ସମ୍ପୂର୍ଣ୍ଣ ମାତ୍ରା ପ୍ରଥମେ…
୨୪ ଘଣ୍ଟାରେ ୫୫ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ନେଇ ଦେଶ ଅତିକ୍ରମ କଲା ୧୬ ଲକ୍ଷ
ନୂଆଦିଲ୍ଲୀ,୩୧।୭: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ମିଳିଥିବା ସୂଚନା ଅନୁଯାୟୀ, ଏବେ ଦେଶ କରୋନା ସଂକ୍ରମଣରେ ପ୍ରତିଦିନ ନୂଆ ନୂଆ ରେକର୍ଡ କରିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୫,୦୭୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା…
ଶେଷରେ ମାନିଲେ ରିୟା, ସୁଶାନ୍ତଙ୍କ ସହ ଏମିତି…
ବଲିଉଡ ଅଭିନେତା ସୁଶାନ୍ତ ସିଂଙ୍କ ଆତ୍ମହତ୍ୟା ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ତଥାକଥିତ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ନାଁରେ ସୁଶାନ୍ତଙ୍କ ପିତା ବିହାର ଥାନାରେ ଏତଲା ଦେବାପରେ ମାମଲା ଆହୁରି ଜଟିଳ ହୋଇପଡିଛି। ରିୟା ମଧ୍ୟ ସୁପ୍ରିମକୋର୍ଟରେ ପହଞ୍ଚି ମାମଲାର…
ଖଣି ଅଞ୍ଚଳରୁ କ୍ରୋମାଇଟ୍ ପରିବହନ ବନ୍ଦ ଚେତାବନୀ
କାଳିଆପାଣି, ୩୧।୭ (ଡି.ଏନ୍.ଏ.) ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳର ଟମକା-ମଙ୍ଗଳପୁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଏହି ରାସ୍ତାରେ ପ୍ରତିଦିନ ଏକାଧିକ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ବେଳେ କରୋନା ପାଇଁ ଅନେକଙ୍କୁ ଠିକ୍ ଭାବେ ଚିକିତ୍ସା ମିଳିପାରୁନି। ଏହାକୁ…
ଅନ୍ଲକ୍-୩: ରାଜଧାନୀରୁ ହଟିଲା ରାତ୍ରୀକାଳିନ କର୍ଫ୍ୟୁ
ନୂଆଦିଲ୍ଲୀ,୩୧।୭: କରୋନା ମହାମାରୀ ପାଇଁ ଦେଶରେ ଲାଗୁ ହୋଇଥିବା ଲକ୍ଡାଉନ୍ ଅବଧି ବହୁ ପୂର୍ବରୁ ଶେଷ ହୋଇଛି। ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ଅନ୍ଲକ-୩। ପୂର୍ବରୁ ମାସ ମାସ ଧରି ଲକ୍ଡାଉନ ହେବା ଫଳରେ ଦେଶର ଅର୍ଥନୀତି ଏକ ପ୍ରକାର ଭୂଷୁଡି…
ଆଜି ହୋଇଥିଲା ଦେଶରେ ପ୍ରଥମ ମୋବାଇଲ କଲ୍, ଜାଣନ୍ତୁ କିଏ କାହାକୁ କରିଥିଲେ ଫୋନ୍
ଆଜିର ସମୟରେ, ମୋବାଇଲ ଫୋନ ବିନା ଜୀବନ କଳ୍ପନା କରାଯାଇପାରିବ ନାହିଁ। କିନ୍ତୁ ୨୫ ବର୍ଷ ପୂର୍ବେ, ଲୋକମାନେ ମୋବାଇଲ ଫୋନ ବିନା ନିଜ କାମ ଚଳାଉଥିଲେ। ମୋବାଇଲ ଫୋନ ଏବେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଟେଲିକମ ବଜାରରେ ପରିଣତ ହୋଇଛି।…
ରୋବଟିକ୍ ନର୍ସ ମେଶିନ କଲେ ବିଜ୍ଞାନ ଛାତ୍ର
ନିମାପଡ଼ା,୩୧।୭(ଡି.ଏନ.ଏ): କରୋନା ବିପତ୍ତି ସମୟରେ ସରକାରଙ୍କୁ ସହାୟତା କରିବା ଉଦ୍ଦେଶ୍ୟରେ ଜଣେ ବିଜ୍ଞାନ ଛାତ୍ର ରୋବଟିକ୍ ନର୍ସ ମେଶିନ ପ୍ରସ୍ତୁତ କରି ଚର୍ଚ୍ଚା ପରିସରକୁ ଆସିଛନ୍ତି। ସେ ହେଉଛନ୍ତି ପୁରୀ ଜିଲା ନିମାପଡ଼ା ବ୍ଲକର ନିମାପଡ଼ା ଡିଏଭି ସ୍କୁଲର ଏକାଦଶ ଶ୍ରେଣୀରେ…
ମହାନଦୀ ପାଇଁ କଟକକୁ ଭୂକମ୍ପ ଭୟ
କଟକ ଅଫିସ,୩୧।୭: ଦେଶର ଯେଉଁ ୩୦ଟି ସହରକୁ ଭୂକମ୍ପ ଭୟ ରହିଛି, ସେହି ତାଲିକାରେ କଟକର ନାମ ସ୍ଥାନ ପାଇଛି। ମହାନଦୀର ତ୍ରିକୋଣ ଭୂମିରେ କଟକ ସହର ରହିଥିବାରୁ ଭୂକମ୍ପ ବିପଦ ରହିଛି। ଏହି ସହର ଉପରେ ଭୂକମ୍ପର ପ୍ରଭାବ କେମିତି…
‘ରାଜ୍ୟ ସରକାର ଜିମ୍ ଖୋଲିବାକୁ ଅନୁମତି ଦିଅନ୍ତୁ’
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଆସନ୍ତା ୫ ତାରିଖରୁ କଣ୍ଟେନ୍ମେଣ୍ଟ ଜୋନ୍ ବାହାରେ ଥିବା ଜିମ୍ ଓ ଯୋଗ ଅନୁଷ୍ଠାନଗୁଡ଼ିକୁ ଗାଇଡ୍ଲାଇନ୍ ଅନୁଯାୟୀ ଖୋଲିବାକୁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ବୁଧବାର ଅନ୍ଲକ୍-୩ରେ ଏ ସମ୍ପର୍କରେ ଘୋଷଣା କରାଯାଇଛି। ଏଭଳିସ୍ଥଳେ ଓଡ଼ିଶା ସରକାର ମଧ୍ୟ କଣ୍ଟେନମେଣ୍ଟ…
ମହାପ୍ରସାଦ ପାଇଁ ହେଉ ଅସ୍ଥାୟୀ ଟେଣ୍ଟ
ପୁରୀ ଅଫିସ,୩୧।୭: କରୋନା କଟକଣା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। କେବଳ ସେବାୟତମାନେ ମହାପ୍ରଭୁଙ୍କ ନୀତିକାନ୍ତି କରୁଛନ୍ତି। ତେବେ ପୂର୍ବଭଳି ମହାପ୍ରସାଦ ସେବା ଜାରି ରହିଛି। ଭକ୍ତଙ୍କୁ ମହାପ୍ରସାଦ ମିଳୁଛି। ମାତ୍ର ପର୍ବପର୍ବାଣିରେ ଅବଢା ନେବାକୁ ଶ୍ରୀମନ୍ଦିର ଭତ୍ତର…
କରୋନା ବ୍ୟାପିବା ଘଟଣା: ଜେଲ ବିଭାଗକୁ ଓଏଚ୍ଆର୍ସିଙ୍କ ନୋଟିସ
ଭୁବନେଶ୍ୱର,୩୧ା୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲ୍ରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ନିକଟରେ ବ୍ରହ୍ମପୁର ଜେଲ୍ରେ ୩୩ କଏଦୀ ଓ ଜେଲରଙ୍କ ସମେତ ୧୦ଜଣ କର୍ମଚାରୀ ପଜିଟିଭ୍ ଚିହ୍ନଟ ହେବା ପରେ କଏଦୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି। ଏ ସଂକ୍ରାନ୍ତ ଏକ…
Archives


