Home Left

ସିଂହୀର ଗର୍ଜନ ଶୁଣି ଏମିତି ହେଲା ଜଙ୍ଗଲ ରାଜାଙ୍କ ଅବସ୍ଥା

ସାଧାରଣତଃ ପଶୁ ପକ୍ଷୀଙ୍କୁ ନେଇ ସୋସିଆଲ ମିଡିଆରେ କେତେ ଗୁଡିଏ ଭିଡିଓ ଭାଇରାଲ ହୋଇଥାଏ। ବର୍ତ୍ତମାନ ସିଂହ ଏବଂ ସିଂହୀର ଏକ ଭିଡିଓ ଭାଇରାଲ ହେଉଛି। ଜଙ୍ଗଲରେ ଯେକୌଣସି ସ୍ଥାନରେ ସିଂହ ବା ସିଂହୀକୁ ଦେଖିଲେ, ସେଠାରୁ ଅନ୍ୟ ବନ୍ୟଜନ୍ତୁମାନେ ଭୟଭୀତ…

ମରିଯିବ ବୋଲି ଏମିତି ଅଭିନୟ କଲା ପକ୍ଷୀ, କୁକୁର ବି ଜାଣି ପାରିଲାନି ଚାଲାକି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଦେଖି ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭିଡିଓ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ…

ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ପ୍ରତିକ୍ରିୟା ରଖୁଛନ୍ତି ରାଜନେତା

ମୁମ୍ବାଇ,୩୦।୭: ସୁଶାନ୍ତ ସିଂ ରାଜପୁତ। ଏବେ ଏହି ନାଁଟି ଘରେ ଘରେ ପରିଚିତ। ବଲିଉଡ୍‌ ନାୟକ ଭାବେ ସେ ଯେତିକି ପରିଚୟ ପାଇଥିଲେ ଏବେ ତାଙ୍କ ମୃତ୍ୟୁ ମାମଲାକୁ ନେଇ ସେ ଆସିଛନ୍ତି ବେଶ୍‌ ଚର୍ଚ୍ଚାକୁ। ଗୋଟିଏ ପଟେ ମୁମ୍ବାଇ ପୋଲିସ…

କରୋନାକୁ ହରାଇଲେ ଗଞ୍ଜାମର ୮୫ ବର୍ଷୀୟ ଅଭିମନ୍ୟୁ: ମୁଖ୍ୟମନ୍ତ୍ରୀ କଲେ ପ୍ରଶଂସା

ଛତ୍ରପୁର,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମର ଜଣେ ୮୫ ବର୍ଷୀୟ ବୃଦ୍ଧ କରୋନାକୁ ହରାଇ ସୁସ୍ଥ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଟୁଇଟ୍‌ କରି କହିଛନ୍ତି ଯେ, ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡିର ୮୫ ବର୍ଷୀୟ ବୃଦ୍ଧ ଅଭିମନ୍ୟୁ ସାହୁ କୋଭିଡ୍‌-୧୯ରୁ ସୁସ୍ଥ ହେବା…

ମାତ୍ର ଏତିକି ଟଙ୍କା ଦେଇ ୨୫ ବର୍ଷ ପର୍ଯ୍ୟନ୍ତ ପାଇବେ ମାଗଣା ବିଜୁଳି

ବିଦ୍ୟୁତ୍‌ ବିଲ୍‌ କ୍ରମାଗତ ଭାବରେ ମହଙ୍ଗା ହେଉଛି। ଯାହାର ପ୍ରଭାବ ସିଧାସଳଖ  ସାଧାରଣ ଲୋକଙ୍କ ଉପରେ ପଡିଛି। ତେବେ ବିଦ୍ୟୁତ୍‌ ବିଲ ହ୍ରାସ କରିବା କଷ୍ଟସାଧ୍ୟ ନୁହେଁ। ଏଥିପାଇଁ ନିଜ ଛାତରେ ସୋଲାର ପ୍ୟାନେଲ ସ୍ଥାପନ କରିବାକୁ ପଡିବ। ଛାତ ଉପରେ…

ରାଇନା କହିଲେ- ଏହି ଖେଳାଳି ଭାରତୀୟ ଟିମ୍‌ର ଆଗାମୀ ଏମ୍‌ଏସ୍‌ ଧୋନୀ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀ ଏକ ଉପଲବ୍ଧିଠାରୁ କମ୍‌ ନୁହଁନ୍ତି। ଟିମ୍‌ ପ୍ରତି ତାଙ୍କ ଯୋଗଦାନକୁ କାହା ସହ ତୁଳନା କରାଯାଇପାରିବ ନାହିଁ। ତାଙ୍କ ସ୍ଥାନ କିଏ ନେଇପାରେ ବୋଲି ଯଦି ପ୍ରଶ୍ନ ହୁଏ ତେବେ ହୁଏତ…

‘ଲୋକଙ୍କ ହୃଦୟ ଜିତିବି’

ମୁମ୍ବାଇ: ଟେଲି ଅଭିନେତ୍ରୀ ହୀନା ଖାନ୍‌ଙ୍କୁ କିଏ ନ ଜାଣେ। କିଛିଦିନ ହେବ ସେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଲକ୍‌ଡାଉନ୍‌ରେ ହୀନା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ମଧ୍ୟ ଅଛନ୍ତି। ସେ ତାଙ୍କ ଭିନ୍ନ ଶୈଳୀରେ ଫ୍ୟାନ୍‌ମାନଙ୍କ ଏଣ୍ଟରଟେନମେଣ୍ଟ କରୁଥିବା ଦେଖିବାକୁ…

୪୩ ହଜାର ଛାଡ଼ିଲେଣି ଘରୋଇ ସ୍କୁଲ

ଗୁଡ଼ଗାଓଁ: କରୋନା ମହାମାରୀ ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛ। ଏପରିସ୍ଥଳେ ସମସ୍ତ ସ୍କୁଲ ବନ୍ଦ ରହିଛି। ତେବେ ପ୍ରାଇଭେଟ୍‌ ସ୍କୁଲରେ ପାଠ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଲଗାତାର ଫି ଦେବାକୁ କୁହାଯାଉଛି। ଏଥିରେ ବ୍ୟସ୍ତ ବିବ୍ରତ ହୋଇ ଦିଲ୍ଲୀର…

ପରିବାକୁ କୀଟାଣୁମୁକ୍ତ କରୁଛି ପ୍ରେସର କୁକର

ନୂଆଦିଲ୍ଲୀ: କରୋନା ଭାଇରସ୍‌ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଏବେ ପ୍ରାୟ ସମସ୍ତେ ପରିବାପତ୍ରକୁ ସାନିଟାଇଜ୍‌ କରି ଜୀବାଣୁମୁକ୍ତ କରିବା ପାଇଁ ବିଭିନ୍ନ ପ୍ରକାରର ଉପାୟ ଅବଲମ୍ବନ କରୁଛନ୍ତି। ଏ ଦୃଷ୍ଟିରୁ ଆଇଏଏସ୍‌ ଅଫିସର ସୁପ୍ରିୟା ସାହୁଙ୍କର ଏକ ଭିଜୁଆଲ୍‌ ଏବେ…

ସୋସିଆଲ ମିଡିଆରେ କଙ୍ଗନାଙ୍କ ଗିରଫ ଦାବି !

ମୁମ୍ବାଇ: ବଲିଉଡ୍‌ କୁଇନ୍‌ କଙ୍ଗନା ରାନାଓ୍ବତ ଏବେ ଖୁବ୍‌ ଚର୍ଚ୍ଚାରେ। ବିଶେଷ କରି ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରଠାରୁ ଚର୍ଚ୍ଚାରେ ରହୁଛନ୍ତି ଏହି ଅଭିନେତ୍ରୀ। ସୁଶାନ୍ତଙ୍କ ମୃତ୍ୟୁକୁ ମୁମ୍ବାଇ ପୋଲିସ ଆତ୍ମହତ୍ୟା କହୁଥିବା ବେଳେ କଙ୍ଗନା କିନ୍ତୁ…

ଟାଇମ୍‌ କ୍ୟାପ୍‌ସୁଲ୍‌

ନୂଆଦିଲ୍ଲୀ: ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ରାମ ମନ୍ଦିର ଭିତ୍ତିଭୂମିର ୨୦୦ ଫୁଟ ତଳେ ‘ଟାଇମ୍‌ କ୍ୟାପ୍‌ସୁଲ’ ରଖାଯିବ। ଏହା ହେଉଛି ଏକପ୍ରକାର ଐତିହାସିକ ଦସ୍ତାବିଜ୍‌, ଯେଉଁଥିରେ ରାମ ମନ୍ଦିରର ଇତିହାସଠାରୁ ଆରମ୍ଭ କରି ବିବାଦ, ଆଇନଗତ ଲଢ଼େଇ ଭଳି ଅନେକ…

ରିଟେଲର ନେଇଛନ୍ତି ଏକାଧିକ କାର୍ଡ

ଯାଜପୁର ଅଫିସ, ୩୦।୭:ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ପଞ୍ଚାୟତରେ ରିଟେଲରମାନେ ତାଙ୍କ ପରିବାରବର୍ଗଙ୍କ ନାମରେ ଏକାଧିକ ରାଶନକାର୍ଡ ଓ ଅନ୍ତ୍ୟୋଦୟ କାର୍ଡ ହାତେଇଥିବା ସୂଚନା ମିଳିଛି। ଗଳାବାଟରେ ରିଟେଲରମାନେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ କାର୍ଡ ରଖିଥିବାବେଳେ ବାସ୍ତବ ହିତାଧିକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri