କୋଣାର୍କ ଉତ୍ସବ: ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ
ଭୁବନେଶ୍ୱର,(ବ୍ୟୁରୋ)/କୋଣାର୍କ,୧।୧୨(ଡି.ଏନ୍.ଏ.) : କୋଭିଡ୍ କଟକଣା ମଧ୍ୟରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ କୋଣାର୍କ ଉତ୍ସବ। ଏଥିପାଇଁ ସୂର୍ଯ୍ୟମନ୍ଦିର ପାଦଦେଶ ଉତ୍ସବମୁଖର ହୋଇଉଠିଥିବାବେଳେ ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ। ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୫ଦିନ ଧରି ଚାଲିବାକୁ ଥିବା ଏହି ଉତ୍ସବରେ ଚଳିତବର୍ଷ…
କରୋନା ଭ୍ୟାକ୍ସିନ: ଜଣେ ବ୍ୟକ୍ତିଙ୍କ ପାଇଁ ସରକାର ଖର୍ଚ୍ଚ କରିବେ ଚାରିଶହ ଟଙ୍କା!
ନୂଆଦିଲ୍ଲୀ,୧ ।୧୨: କରୋନା ମହାମାରୀକୁ ଦୂରେଇବା ପାଇଁ ଏହାର ଭ୍ୟାକ୍ସିନ ପ୍ରସ୍ତୁତି କାର୍ଯ୍ୟ ପ୍ର୍ରାୟତଃ ଶେଷ ପର୍ଯ୍ୟାୟରେ ପହଞ୍ଚିଗଲାଣି । ଆଉ ଅଳ୍ପଦିନ ମଧ୍ୟରେ ଏହା ଉପଲବ୍ଧ ହେବ ବୋଲି କୁହାଯାଉଛି । ତେବେ ଏହାକୁ ନେଇ ସରକାର ଯୋଜନା ପ୍ରସ୍ତୁତ…
ଟିକାକରଣକୁ ଜନ-ଅଭିଯାନ ରୂପ ଦେବ ଓଡ଼ିଶା
ଭୁବନେଶ୍ୱର, ୧।୧୨(ବ୍ୟୁରୋ): କୋଭିଡ୍ ଟିକାକୁ ନେଇ ଦିନକୁ ଦିନ ଆଶା ଦୃଢ଼ୀଭୂତ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟରେ ଟିକାକରଣ ପାଇଁ ଜୋର୍ଦାର ପ୍ରସ୍ତୁତି ଚାଲିଛି। ତେବେ ଏହି ଟିକାକରଣକୁ ଏକ ଜନ-ଅଭିଯାନ ରୂପ ଦେବା ପାଇଁ ଓଡ଼ିଶା ପ୍ରସ୍ତୁତ ଥିବା ମୁଖ୍ୟ…
ଟାର୍ଗେଟରେ ପ୍ରଦୀପ, ପାଠକ
ବ୍ରହ୍ମପୁର ଅଫିସ,୧।୧୨: ଏବେ କ୍ରାଇମ୍ବ୍ରାଞ୍ଚର ଟାର୍ଗେଟରେ ରହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବଂ ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ। ଉଭୟ ବାପପୁଅ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଠକେଇ ଅଭିଯୋଗରେ ଜେଲରେ ଅଛନ୍ତି।…
୨ ଅଧିକାରୀଙ୍କ ସମେତ ୬ ଜଣଙ୍କୁ ଏସ୍ଆଇଟିର ଜେରା
ଭୁବନେଶ୍ୱର,୧।୧୨(ବ୍ୟୁରୋ): ଜେଲ ଯାଇଥିବା ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକଙ୍କ ଆୟବହିର୍ଭୂତ ସମ୍ପତ୍ତିର ଖୋଳତାଡ଼ ପାଇଁ ଭିଜିଲାନ୍ସ ଦ୍ୱାରା ଗଠିତ ସ୍ପେଶାଲ ଇନଭେଷ୍ଟିଗେଶନ ଟିମ୍ (ଏସ୍ଆଇଟି) ସୋମବାର ୨ଜଣ ସରକାରୀ ଅଧିକାରୀଙ୍କ ସମେତ ୬ ଜଣଙ୍କୁ ଗୋପନୀୟ ସ୍ଥାନରେ ଜେରା କରିଛି। ତେବେ…
ଆସିଲା ବାର୍ଡ ଫ୍ଲୁ: ୧୮ ଲକ୍ଷରୁ ଊର୍ଦ୍ଧ୍ୱ କୁକୁଡାଙ୍କୁ ମାରି ଦିଆଗଲା
ଟୋକିଓ,୧ ।୧୨: ପାଖାପାଖି ୧ ବର୍ଷ ହେବାକୁ ଯାଇଛି ସାରା ବିଶ୍ୱବାସୀ କରୋନା ଭାଇରସ ଭଳି ମହାମାରୀ ସହ ଲଢି ଚାଲିଛନ୍ତି । ଆଉ ଏବେ ଦାଉ ସାଧିଲାଣି ବାର୍ଡ ଫ୍ଲୁ । ଜାପାନ କୃଷି ମନ୍ତ୍ରଣାଳୟ ମଙ୍ଗଳବାର ପ୍ରକାଶ କରିଛି…
ଲୋକତନ୍ତ୍ରକୁ ମଜଭୁତ କରିବାକୁ ଭୋଟ ଦିଅନ୍ତୁ: ଓୱାସି
ହାଇଦ୍ରାବାଦ,୧ ।୧୨: ବୃହତ ହାଇଦ୍ରାବାଦ ନଗର ନିଗମ(ଜିଏଚ୍ଏମ୍ସି) ନିର୍ବାଚନ ଏବେ ରାଷ୍ଟ୍ରୀୟ ରାଜନୀତିର କେନ୍ଦ୍ର ପାଲଟି ଯାଇଛି । ଏବେ ସମସ୍ତଙ୍କ ନଜର ଏହି ନିର୍ବାଚନ ଫଳାଫଳ ଉପରେ ରହିଛି । ମଙ୍ଗଳବାର ୧୫୦ ୱାର୍ଡ ପାଇଁ ମତଦାନ ଆରମ୍ଭ କରାଯାଇଛି…
ଆଜିଠୁ ଖୋଲିବ ମେଡିକାଲ କଲେଜ
ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟ ସରକାର ଡିସେମ୍ବର ମାସ ପାଇଁ କୋଭିଡ୍-୧୯ ଗାଇଡ୍ଲାଇନ ଜାରି କରିଛନ୍ତି। ଏ ନେଇ ସୋମବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଡିସେମ୍ବର ପହିଲାରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ…
ଧାନ ବୋଝେଇ ଟ୍ରାକ୍ଟରରେ ଲାଗିଲା ନିଆଁ
କପ୍ତିପଦା,୧ା୧୨(ଡ଼ି.ଏନ୍.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଅନ୍ତର୍ଗତ ବିଶୋଳ ଛକରେ ଏକ ଧାନ ବୋଝେଇ ଟ୍ରାକ୍ଟରରେ ସୋମବାର ନିଆଁ ଲାଗି ଯାଇଥିଲା। ବିଶୋଳ ଗ୍ରାମର ଅଞ୍ଜନ ବେହେରା ବିଲରୁ ଧାନ କଳେଇ ବୋଝେଇ କରି ଆସୁଥିବାବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ…
୧୭ ବର୍ଷରେ ୨୦୫୦ ସଂକ୍ରମିତ
ଅନୁଗୋଳ ଅଫିସ, ୧ା୧୨ ସଞ୍ଜମ ଓ ସତର୍କତା ଅବଲମ୍ବନ ଦ୍ୱାରା ଏଡ୍ସକୁ ରୋକିହେବ। ନିଜେ ସଚେତନ ହୋଇ ଅନ୍ୟମାନଙ୍କୁ ସଚେତନ କରିପାରିଲେ ଜିଲା ଏଡ୍ସ ମୁକ୍ତ ହୋଇପାରିବ ବୋଲି ପ୍ରତିବର୍ଷ ବିଶ୍ୱ ଏଡ୍ସ ଦିବସରେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ…
ତେନ୍ଦୁଲକରଙ୍କ ସହାୟତା
ମୁମ୍ବାଇ, ୧ା୧୨ (ପି.ଟି.)-ଭାରତୀୟ କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ଗୁରୁତର ରୋଗରେ ପୀଡ଼ିତ ୬ଟି ରାଜ୍ୟର ୧୦୦ ଜଣ ଅନଗ୍ରସର ଶିଶୁଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବେ। ଇକାମ ନାମକ ଫାଉଣ୍ଡେଶନ ସହିତ ପାର୍ଟନରଶିପ୍ରେ ସେ ଏହି କାର୍ଯ୍ୟ…
ଓ୍ବାର୍ନର ଓହରିଲେ, କୁମିନ୍ସଙ୍କୁ ବିଶ୍ରାମ
ସିଡ୍ନୀ,୧ା୧୨(ପି.ଟି.): ଅଷ୍ଟ୍ରେଲୀୟ ଓପନର ଡେଭିଡ ଓ୍ବାର୍ନର ଭାରତ ବିପକ୍ଷ ଅବଶିଷ୍ଟ ସୀମିତ ଓଭର କ୍ରିକେଟ ସିରିଜରୁ ଓହରି ଯାଇଛନ୍ତି। ଏଠାରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ ମ୍ୟାଚ ଅବସରରେ ସେ ଉରୁସନ୍ଧିରେ ଆଘାତ ପାଇଥିଲେ। ସେହିପରି ଫାଷ୍ଟ ବୋଲର ପ୍ୟାଟ୍ କୁମିନ୍ସଙ୍କୁ ମଧ୍ୟ…

