Home Left

ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିଆ, ସାମ୍ନାକୁ ଆସିଲା ପ୍ରଥମ Video

ମୁମ୍ବାଇ,୫।୩: ପୂର୍ବତନ ଭାରତୀୟ କ୍ରିକେଟର ତଥା କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ମୁମ୍ବାଇରେ ସାନିଆ ଚନ୍ଦୋକଙ୍କୁ ବହୁତ ଧୁମଧାମରେ ​​ବିବାହ କରିଛନ୍ତି । ଦୁହେଁ ଅଗ୍ନିକୁ ସାଖି ରଖି ସାତ ଜନ୍ମର ସାଥି ହୋଇଛନ୍ତି । ଅର୍ଜୁନଙ୍କ…

ବିଜୁବାବୁଙ୍କ ନିର୍ଭୀକ ନେତୃତ୍ୱକୁ ନେଇ ନେତା କହିଲେ…

ପାଟଣା,୫ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ୧୧୦ତମ ବିଜୁ ଜୟନ୍ତୀ ପାଟଣା ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିର ସନ୍ନିକଟ କଲ୍ୟାଣମଣ୍ଡପଠାରେ ବିଜେଡି ତରଫରୁ ଗୁରୁବାର ଅନୁଷ୍ଠିତ ହୋଇଛି। ପାଟଣା ନିର୍ବାଚନ ମଣ୍ଡଳୀର ପାଟଣା, ସାହାରପଡ଼ା, ଚମ୍ପୁଆ ଓ ଝୁମ୍ପୁରା…

ନୀତୀଶଙ୍କ ପରେ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଏହି ୫ ନାମ, ଜାଣନ୍ତୁ ସେମାନେ କିଏ…

ବିହାର,୫।୩: ହୋଲି ଅବସରରେ ବିହାର ରାଜନୀତି ଜୋର ଧରିଛି। ହୋଲିରେ ହିଁ ବିହାରରେ ନୂତନ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଆଲୋଚନା ଆରମ୍ଭ ହୋଇଛି। ପ୍ରାରମ୍ଭରେ ଏହା ବିଶ୍ୱାସଯୋଗ୍ୟ ନଥିଲା, କିନ୍ତୁ JDU ନେତାମାନେ ଏହାକୁ ନିଶ୍ଚିତ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…

ଦିନଦ୍ୱିପ୍ରହରରେ ଭଞ୍ଜନଗର କୋର୍ଟ ଆଗରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ଖେଳିଗଲା ଆତଙ୍କ

ଭଞ୍ଜନଗର,୫।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କୋର୍ଟ ସମ୍ମୁଖରେ ଗୁରୁବାର ଦିନଦ୍ୱିପ୍ରହରରେ ସର୍ବସମ୍ମୁଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ହେଲେ ବୁଦୁଲୀର ଅଶୋକ ସାଇଁ (୪୫) । ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।…

ବିଜୁବାବୁଙ୍କୁ ଭାରତରତ୍ନ ମିଳିବା ନେଇ ଦାବି ଉଠାଇଲା ବିଜେଡି

ବରଗଡ଼,୫ା୩(ପ୍ରେମାନନ୍ଦ ଖମାରୀ): ମହାନ ଜନନାୟକ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକ ୧୧୦ତମ ଜୟନ୍ତୀ ବିଜୁ ଜନତା ଦଳ ବରଗଡ଼ ଜିଲା ତରଫରୁ ଗୁରୁବାର ପାଳିତ ହୋଇଯାଇଛି। ପୂର୍ବତନ ବିଧାୟକ ତଥା ରାଜ୍ୟ ବରିଷ୍ଠ ସାଧାରଣ ସମ୍ପାଦକ ଦେବେଶ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଜେଡି କର୍ମୀ…

ଏନଏସି ବିଜେଡି ପକ୍ଷରୁ ବିଜୁବାବୁଙ୍କୁ ପୁଷ୍ପମାଲ୍ୟ: ବିଜୁ ବାବୁ ଅମର ରହେ ସ୍ଲୋଗାନରେ ପ୍ରକମ୍ପିତ ହେଲା ଅଞ୍ଚଳ

ଗଞ୍ଜାମ,୫।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଷ୍ଟେଶନ ରୋଡ଼ ସାମନ୍ତରା ସାହି ଛକଠାରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ଏନଏସି ବିଜେଡି ପକ୍ଷରୁ ଗୁରୁବାର ପୁଷ୍ପମାଲ୍ୟ ଅର୍ପଣ କରାଯାଇଛ। ବିଜେଡି ନଗର ସଭାପତି ସୁଧୀର କୁମାର ପାଢ଼ୀଙ୍କ…

ବିଜୁବାବୁଙ୍କ ୧୧୦ତମ ଜନ୍ମଜୟନ୍ତୀ ପାଳିତ, ବିଜୁ ବାବୁ ଅମର ରହେ ନାରାରେ କମ୍ପିଲା….

ନନ୍ଦପୁର/ପାଡୁଆ, ୫ା୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କୂଲାବିର ପଞ୍ଚାୟତ ସ୍ଥିତ ଧବଳେଶ୍ଵର ମନ୍ଦିର ପରିସରରେ ଗୁରୁବାର ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳନ କରାଯାଇଛି । ପାଡୁଆ, ଚାଟୁଆ, ହାତୀବାରି, ଖିନବର୍,…

ଓଡ଼ିଶାରେ ବିଜେଡି-କଂଗ୍ରେସ ମେଣ୍ଟ ସମ୍ପର୍କରେ ନବୀନଙ୍କ ବିସ୍ଫୋରକ ବୟାନ, କହିଲେ…

ଭୁବନେଶ୍ୱର,୫।୩: ରାଜ୍ୟ ସଭା ପାଇଁ ଗୁରୁବାର ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର, ଦତ୍ତେଶ୍ବର ହୋତା। ସଂତୃପ୍ତ ଓ ଦତ୍ତେଶ୍ବରଙ୍କ ପ୍ରାର୍ଥିପତ୍ର ଦାଖଲ ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ଦେଇ କହିଛନ୍ତି, ପ୍ରାର୍ଥିପତ୍ର ଦାଖଲ କରିଥିବା ୨ ପ୍ରାର୍ଥୀଙ୍କୁ ମୁଁ…

‘ବିଜୁବାବୁଙ୍କ ନୀତି ଆଦର୍ଶକୁ ପାଥେୟ କରି ସମାଜସେବାରେ ବ୍ରତୀ ହେବାକୁ ଆହ୍ବାନ’

ବଞ୍ଚୋ,୫ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ହାଟଡିହୀ ବ୍ଲକରେ ଗୁରୁବାର ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ଏକ ସ୍ମୃତିଚାରଣ କାର୍ଯ୍ୟକ୍ରମ ଓ ସେବା କାର୍ଯ୍ୟକ୍ରମ ଆୟୋଜିତ…

ଖୁସିରେ ଜେଜେ ମା’ଙ୍କୁ ରଙ୍ଗ ଲଗାଇଲେ ନାତି, ରାଗରେ ପଞ୍ଚମ ହୋଇ ଗରମ ପାଣି ଢ଼ାଳିଦେଲେ….

ମୁମ୍ବାଇ,୫ା୩: ନାଗପୁର ଜିଲାର କୋରାଡି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ହୋଲିରେ ରଙ୍ଗ ଖେଳୁଥିବା ସମୟରେ ଜେଜେ ମା’ ଉପରେ ପକାଇ ଦେଇଥିଲେ । ଏହାପରେ ସେ କ୍ରୋଧିତ ହୋଇ ଫୁଟୁଥିବା ଗରମ ପାଣି ଆଣି ନାତି…

ଯୁଦ୍ଧ ମଧ୍ୟରେ ବିନାଶକାରୀ କ୍ଷେପଣାସ୍ତ୍ର ପରୀକ୍ଷଣ କଲା ଆମେରିକା, ହିରୋସିମା ପରମାଣୁ ବୋମାଠାରୁ ୨୦ ଗୁଣ ଅଧିକ ଘାତକ

ଓ୍ବାଶିଂଟନ,୫।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ମଙ୍ଗଳବାର କାଲିଫର୍ନିଆ ଉପକୂଳରେ ଏକ ଡୁମ୍ସଡେ ବାଲିଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି। ରିପୋର୍ଟ ଅନୁସାରେ, ମିନିଟ ମ୍ୟାନ III ବାଲିଷ୍ଟିକ କ୍ଷେପଣାସ୍ତ୍ର ରାତି ୧୧ ଟାରେ ସାଣ୍ଟା ବାର୍ବାରା ନିକଟସ୍ଥ ବେଣ୍ଡେନବର୍ଗ…

ଭାରତ ସହ ସେମିଫାଇନାଲ ମ୍ୟାଚ ପୂର୍ବରୁ ବଡ଼ ଚେତାବନୀ ଦେଲେ ଇଂଲଣ୍ଡର ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୫।୩: ଭାରତ ବିପକ୍ଷ ସେମିଫାଇନାଲ ପୂର୍ବରୁ ଇଂଲଣ୍ଡର ପୂର୍ବତନ ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ ତାଙ୍କ ଦଳକୁ କିଛି ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ବ୍ରଡ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଜଣେ ଖେଳାଳି ଭାବରେ ବର୍ଣ୍ଣନା କରିଛନ୍ତି ଯିଏ ଏକାକୀ ସମ୍ପୂର୍ଣ୍ଣ ମ୍ୟାଚର ମୋଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?