Home Left

ଅଧ୍ୟାପକ ହେବେ ଜିତେନ

ରେମୁଣା, ୩୦।୭(ଡି.ଏନ.ଏ.)- ୫୮୩ (୯୭.୧୬%) ମାର୍କ ରଖି ବାଲେଶ୍ୱର ଜିଲା ଟପ୍ପର ହୋଇଛନ୍ତି ରେମୁଣା ହାଇସ୍କୁଲର ଛାତ୍ର ଜିତେନ ମହାଳିକ। ରେମୁଣା ବ୍ଲକ ବଡ଼ପାଳ ଗାଁର ପ୍ରଭାକର ମହାଳିକ ଓ ରଞ୍ଜିତା ମହାଳିକଙ୍କ ପୁତ୍ର ଅଟନ୍ତି। ଚାଷୀ ପରିବାରର ହୋଇଥିଲେ ବି…

ରାତ୍ରିକାଳୀନ କଟକଣା କୋହଳ

ନୂଆଦିଲ୍ଲୀ,୩୦।୭: ଦେଶରେ କୋଭିଡ୍‌-୧୯ ସ୍ଥିତିକୁ ଅନୁଧ୍ୟାନ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଅନ୍‌ଲକ୍‌-୩ ନିର୍ଦ୍ଦେଶନାମା(ଗାଇଡ୍‌ଲାଇନ) ଜାରି କରାଯାଇଛି। ଏହା ଅଗଷ୍ଟ ୩୧ପର୍ଯ୍ୟନ୍ତ ଜାରି ରହିବ। ଜୁନ୍‌ ୨୯ତାରିଖରେ ଜାରି ହୋଇଥିବା ଅନ୍‌ଲକ୍‌-୨ ଆସନ୍ତା ଶୁକ୍ରବାର ଶେଷ ହେଉଛି। ତେଣୁ କଣ୍ଟେନ୍‌ମେଣ୍ଟ…

୬୬୦ ହେକ୍ଟରକୁ ମାଡୁନି ପାଣି

ବଅଁରପାଳ,୩୦ା୭(ଡି.ଏନ.ଏ.) ପ୍ରବାସୀ ଶ୍ରମିକମାନଙ୍କ ଘର ବାହୁଡ଼ାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଚାଷ ଉପରେ ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଆବଶ୍ୟକ ପରିମାଣର ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା ବେଳେ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅଞ୍ଚଳରେ…

ନାଁକୁ ବାହ୍ୟ ମଳମୁକ୍ତ ଗ୍ରାମ: ୨୫ ପରିବାରରେ ନାହିଁ ପାଇଖାନା

ଖଇରା,୩୦।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ନନ୍ଦୁର ଗ୍ରାମ ପଞ୍ଚାୟତ ଅଧୀନ ମଠନୂଆଗାଁ ଗ୍ରାମକୁ ବାହ୍ୟ ମଳମୁକ୍ତ ଗ୍ରାମ ଭାବେ ସରକାର ଘୋଷଣା କରିଛନ୍ତି। ଏଥିସହ ଜିଲା ଜଳ ପରିମଳ ମିଶନ ତରଫରୁ ଜୁଲାଇ ୨୨ ତାରିଖରେ ଗ୍ରାମରେ ସୂଚନାଫଳକ ଲଗାଇ ଦିଆଯାଇଛି।…

ବ୍ୟାରିକେଡ୍‌ରେ ସାନଘାଗରା

କେନ୍ଦୁଝର, ୩୦ା୭ (ସ୍ବ.ପ୍ର.)- ମନୋରମ ପର୍ଯ୍ୟଟନସ୍ଥଳ ସାନଘାଗରା ଦୀର୍ଘ ପ୍ରାୟ ୪ ମାସ ହେଲା ତାଲା ବନ୍ଦ ରହିଛି। ବର୍ଷତମାମ ଚଳଚଞ୍ଚଳ ରହୁଥିବା ଏହି ସ୍ଥାନଟି କରୋନା ଶଟ୍‌ ଡାଉନ ଓ ଲକଡାଉନ ପାଇଁ ଏବେ ଖାଁ ଖାଁ ହୋଇ ପଡ଼ିଛି।…

ଆଦିତ୍ୟ ଦାସ ମୃତ୍ୟୁ ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

କଟକ ଅଫିସ,୩୦।୭: ସାମାଜିକ କର୍ମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ। ଏନେଇ ଗୁରୁବାର ଡିଜିପି ଅଭୟ ଟୁଇଟ କରି ସୂଚନା ଦେଇଛନ୍ତି।  ସୂଚନାଯୋଗ୍ୟ, ଗତ ଜୁଲାଇ ୭ରେ ଆଦିତ୍ୟଙ୍କ…

ଆକମଲଙ୍କ ବାସନ୍ଦ ଅବଧି ୧୮ ମାସକୁ କମିଲା

କରାଚୀ,୩୦।୭ (ପି.ଟି.): ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲଙ୍କ ୩ ବର୍ଷିଆ ବାସନ୍ଦ ଅବଧୀକୁ ପାଖାପାଖି ଅଧା କରିଦିଆଯାଇଛି। ଫିକ୍ସିଂ କରିବାକୁ ତାଙ୍କୁ ଦିଆଯାଇଥିବା ପ୍ରସ୍ତାବକୁ ସେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ଜଣାଇ ନ ଥିଲେ। ଫଳରେ ତାଙ୍କୁ କ୍ରିକେଟରୁ ୩…

ଭାଜପା ନେତାଙ୍କୁ ହତ୍ୟା ଘଟଣାରେ ମୁହଁ ଖୋଲିଲେ କଣ୍ଟାମାଳ ବିଧାୟକ

ବୌଦ୍ଧ,୩୦।୭(ସ୍ବ.ପ୍ର.) ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ତଥା କଣ୍ଟାମାଳ ବ୍ଲକର ସିଆଲଝୁଲି ଗ୍ରାମର ଲୋକନାଥ ପ୍ରଧାନଙ୍କ ହତ୍ୟା ଘଟଣା ନେଇ ରାଜନୀତି ଜୋର ଧରିଛି। ମଙ୍ଗଳବାର ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ରବି ନାରାୟଣ ନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି…

ଇଣ୍ଡିଆନ ସୁପରଲିଗ୍‌ ସିନିୟର ଦଳରେ ୫ ଜୁନିୟର ଚୁକ୍ତିବଦ୍ଧ

ଭୁବନେଶ୍ୱର, ୩୦।୭(କ୍ରୀଡ଼ା ପ୍ରତିନିଧି)- ଗତବର୍ଷ ୧୮ ବର୍ଷରୁ କମ୍‌ ଦଳରେ ଥିବା ୫ ଖେଳାଳିଙ୍କୁ ଓଡ଼ିଶା ଏଫସି ଏଥର ସିନିୟର ଦଳପାଇଁ ଚୁକ୍ତିବଦ୍ଧ କରିଛି। ହିରୋ ଏଲିଟ୍‌ ଲିଗ୍‌ରେ ପ୍ରଭାବୀ ପ୍ରଦର୍ଶନ କରି ସିନିୟର ଦଳରେ ପେସାଦାର କ୍ୟାରିୟର ଆରମ୍ଭ କରିବାକୁ…

ଅଟୋ ଯାତ୍ରା ସୁରକ୍ଷିତ କରିବା ଲାଗି ବଜାଜ-ଉବର ଚୁକ୍ତି

ନୂଆଦିଲ୍ଲୀ,୨୯।୭: କରୋନା ସମୟରେ ଅଟୋ, ବସ୍‌, କ୍ୟାବ୍‌ କିମ୍ବା ଟାକ୍ସି ଭଳି ପରିବହନ ବ୍ୟବସ୍ଥାରେ ଯିବା ଆସିବା କରିବା ଲାଗି ଲୋକମାନେ ଭୟ କରୁଛନ୍ତି। ଏଭଳି ସ୍ଥିତିରେ ଅଟୋ ରିକ୍ସାରେ ଯାତ୍ରାକୁ ସୁରକ୍ଷିତ କରିବା ଲାଗି ବଜାଜ୍‌ ଏବଂ ଉବର ମଧ୍ୟରେ…

ପଣ୍ଡିତଙ୍କ ନିଯୁକ୍ତି ନେଇ ପ୍ରଶ୍ନ ଉଠାଇଲା କ୍ରିକେଟ କମିଟି

ଇନ୍ଦୋର,୩୦।୭(ପି.ଟି.): ପୂର୍ବତନ ଭାରତୀୟ ଉଇକେଟ କିପର ଚନ୍ଦ୍ରକାନ୍ତ ପଣ୍ଡିତଙ୍କୁ ମଧ୍ୟ ପ୍ରଦେଶ ଦଳର କୋଚ୍‌ ନିଯୁକ୍ତି କରାଯିବା ଉପରେ ମଧ୍ୟ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏମ୍‌ପିସିଏ) କ୍ରିକେଟ କମିଟି ପ୍ରଶ୍ନ ଉଠାଇଛି। ପଣ୍ଡିତଙ୍କୁ ଗତ ମାର୍ଚ୍ଚରେ ମଧ୍ୟପ୍ରଦେଶ ରଣଜୀ ଦଳର କୋଚ୍‌…

୩୫ ହଜାର କୋଟି କ୍ଷତି ସହିପାରେ ରେଲଓ୍ବେ

ନୂଆଦିଲ୍ଲୀ,୨୯।୭: ଚଳିତ ବର୍ଷ ରେଲଓ୍ବେ ୩୫ ହଜାର କୋଟି ଟଙ୍କାର କ୍ଷତି ସହିପାରେ। କରୋନା କାରଣରୁ ବର୍ତ୍ତମାନ ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ଥିବାରୁ ଏଭଳି ସ୍ଥିତି ଉପୁଜିପାରେ ବୋଲି ଆଶଙ୍କା କରାଯାଉଛି। ବର୍ତ୍ତମାନ କେବଳ ୨୩୦ ସ୍ପେଶାଲ ଟ୍ରେନ ଚାଲୁଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri