Home Left

ଆକମଲଙ୍କ ବାସନ୍ଦ ଅବଧି ୧୮ ମାସକୁ କମିଲା

କରାଚୀ,୩୦।୭ (ପି.ଟି.): ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲଙ୍କ ୩ ବର୍ଷିଆ ବାସନ୍ଦ ଅବଧୀକୁ ପାଖାପାଖି ଅଧା କରିଦିଆଯାଇଛି। ଫିକ୍ସିଂ କରିବାକୁ ତାଙ୍କୁ ଦିଆଯାଇଥିବା ପ୍ରସ୍ତାବକୁ ସେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ଜଣାଇ ନ ଥିଲେ। ଫଳରେ ତାଙ୍କୁ କ୍ରିକେଟରୁ ୩…

ଭାଜପା ନେତାଙ୍କୁ ହତ୍ୟା ଘଟଣାରେ ମୁହଁ ଖୋଲିଲେ କଣ୍ଟାମାଳ ବିଧାୟକ

ବୌଦ୍ଧ,୩୦।୭(ସ୍ବ.ପ୍ର.) ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ତଥା କଣ୍ଟାମାଳ ବ୍ଲକର ସିଆଲଝୁଲି ଗ୍ରାମର ଲୋକନାଥ ପ୍ରଧାନଙ୍କ ହତ୍ୟା ଘଟଣା ନେଇ ରାଜନୀତି ଜୋର ଧରିଛି। ମଙ୍ଗଳବାର ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ରବି ନାରାୟଣ ନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି…

ଇଣ୍ଡିଆନ ସୁପରଲିଗ୍‌ ସିନିୟର ଦଳରେ ୫ ଜୁନିୟର ଚୁକ୍ତିବଦ୍ଧ

ଭୁବନେଶ୍ୱର, ୩୦।୭(କ୍ରୀଡ଼ା ପ୍ରତିନିଧି)- ଗତବର୍ଷ ୧୮ ବର୍ଷରୁ କମ୍‌ ଦଳରେ ଥିବା ୫ ଖେଳାଳିଙ୍କୁ ଓଡ଼ିଶା ଏଫସି ଏଥର ସିନିୟର ଦଳପାଇଁ ଚୁକ୍ତିବଦ୍ଧ କରିଛି। ହିରୋ ଏଲିଟ୍‌ ଲିଗ୍‌ରେ ପ୍ରଭାବୀ ପ୍ରଦର୍ଶନ କରି ସିନିୟର ଦଳରେ ପେସାଦାର କ୍ୟାରିୟର ଆରମ୍ଭ କରିବାକୁ…

ଅଟୋ ଯାତ୍ରା ସୁରକ୍ଷିତ କରିବା ଲାଗି ବଜାଜ-ଉବର ଚୁକ୍ତି

ନୂଆଦିଲ୍ଲୀ,୨୯।୭: କରୋନା ସମୟରେ ଅଟୋ, ବସ୍‌, କ୍ୟାବ୍‌ କିମ୍ବା ଟାକ୍ସି ଭଳି ପରିବହନ ବ୍ୟବସ୍ଥାରେ ଯିବା ଆସିବା କରିବା ଲାଗି ଲୋକମାନେ ଭୟ କରୁଛନ୍ତି। ଏଭଳି ସ୍ଥିତିରେ ଅଟୋ ରିକ୍ସାରେ ଯାତ୍ରାକୁ ସୁରକ୍ଷିତ କରିବା ଲାଗି ବଜାଜ୍‌ ଏବଂ ଉବର ମଧ୍ୟରେ…

ପଣ୍ଡିତଙ୍କ ନିଯୁକ୍ତି ନେଇ ପ୍ରଶ୍ନ ଉଠାଇଲା କ୍ରିକେଟ କମିଟି

ଇନ୍ଦୋର,୩୦।୭(ପି.ଟି.): ପୂର୍ବତନ ଭାରତୀୟ ଉଇକେଟ କିପର ଚନ୍ଦ୍ରକାନ୍ତ ପଣ୍ଡିତଙ୍କୁ ମଧ୍ୟ ପ୍ରଦେଶ ଦଳର କୋଚ୍‌ ନିଯୁକ୍ତି କରାଯିବା ଉପରେ ମଧ୍ୟ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏମ୍‌ପିସିଏ) କ୍ରିକେଟ କମିଟି ପ୍ରଶ୍ନ ଉଠାଇଛି। ପଣ୍ଡିତଙ୍କୁ ଗତ ମାର୍ଚ୍ଚରେ ମଧ୍ୟପ୍ରଦେଶ ରଣଜୀ ଦଳର କୋଚ୍‌…

୩୫ ହଜାର କୋଟି କ୍ଷତି ସହିପାରେ ରେଲଓ୍ବେ

ନୂଆଦିଲ୍ଲୀ,୨୯।୭: ଚଳିତ ବର୍ଷ ରେଲଓ୍ବେ ୩୫ ହଜାର କୋଟି ଟଙ୍କାର କ୍ଷତି ସହିପାରେ। କରୋନା କାରଣରୁ ବର୍ତ୍ତମାନ ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ଥିବାରୁ ଏଭଳି ସ୍ଥିତି ଉପୁଜିପାରେ ବୋଲି ଆଶଙ୍କା କରାଯାଉଛି। ବର୍ତ୍ତମାନ କେବଳ ୨୩୦ ସ୍ପେଶାଲ ଟ୍ରେନ ଚାଲୁଛି।…

ସନ୍‌ରାଇଜ ମସଲାକୁ କିଣିଲା ଆଇଟିସି

ନୂଆଦିଲ୍ଲୀ,୨୯।୭: ମସଲା ପ୍ରସ୍ତୁତ କରୁଥିବା ଭାରତର ପ୍ରମୁଖ କମ୍ପାନୀ ସନ୍‌ରାଇଜକୁ ଏଫ୍‌ଏମ୍‌ସିଜି କମ୍ପାନୀ ଆଇଟିସି କ୍ରୟ କରିଛି। ଏହି ଡିଲ୍‌ ୨୧୫୦ କୋଟି ଟଙ୍କାରେ ହୋଇଥିବା କମ୍ପାନୀ ପ୍ରକାଶ କରିଛି। ସନ୍‌ରାଇଜର ଆରମ୍ଭ କୋଲକାତାରୁ ହୋଇଥିଲା। ପୂର୍ବ ଭାରତରେ ଏହା ଭଲ…

ଗଛରେ ଝୁଲୁଛି ୩ ମୃତଦେହ

ଛେଣ୍ଡିପଦା,୨୯ା୭(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ବାଲିପଟା ପଞ୍ଚାୟତର ଡିମିରିପଦା ପାହାଡ଼କୁ ଲାଗିଥିବା ବାଲିକୁଦିଆ ଜଙ୍ଗଲର ଏକ ଗଛରେ ୩ ଜଣଙ୍କ ମୃତଦେହ ଝୁଲୁଥିବା ବୁଧବାର ରାତିରେ ଦେଖିବାକୁ ମିଳିଛି। ବାଲିପଟା ଗାଁର ଜଣେ ଗାଈ ଚରାଳି ସାରେ ଫେରୁଥିବା ବେଳେ…

କୋଭିଡ୍‌ରେ ସେନ୍‌କୋ ଗୋଲ୍ଡ ଅଧ୍ୟକ୍ଷଙ୍କ ପରଲୋକ

କୋଲକାତା,୨୯।୭: ଗହଣା ରିଟେଲିଂ କ୍ଷେତ୍ରରେ ପ୍ରମୁଖ କମ୍ପାନୀ ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡର ଅଧ୍ୟକ୍ଷ ଶଙ୍କର ସେନ୍‌ଙ୍କର କରୋନା ସଂକ୍ରମଣ ଯୋଗୁ ପରଲୋକ ଘଟିଛି। ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ନିକଟରେ ତାଙ୍କର ଏକ ଅପରେଶନ ହୋଇଥିବା ବେଳେ ସେ…

ଚଳିତବର୍ଷ ପ୍ରଦର୍ଶନୀ ପଡିଆରେ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର,୨୯।୭(ବ୍ୟୁରୋ)-ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟ ସରକାର ଚଳିତବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସକୁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ କରିବାକୁ ନିଷ୍ପତି ନେଇଛନ୍ତି। ପରେଡ କେବଳ ପୋଲିସ ବ୍ୟାଣ୍ଡ ପାର୍ଟି, ୩ଟି…

କରୋନା ବ୍ରେକ୍‌ ପରେ ପ୍ରଥମ ଦିନିକିଆ ସିରିଜ

ସାଉଥାମ୍ପଟନ, ୨୯।୭- କରୋନା ଭାଇରସ ସଂକ୍ରମଣ ଜନିତ ଅନିଶ୍ଚିତତା ମଧ୍ୟରେ ଅନ୍ତର୍ଜାତୀୟ ସ୍ତରରେ ଇଂଲଣ୍ଡ-ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ କ୍ରିକେଟ ସିରିଜ ଅନୁଷ୍ଠିତ ହୋଇ ଯାଇଛି। ପ୍ରଥମ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ବିଜୟୀ ହୋଇଥିଲେ ହେଁ ପରବର୍ତ୍ତୀ ୨ଟି ଟେଷ୍ଟ ଜିତି ଇଂଲଣ୍ଡ ୨-୧ରେ ସିରିଜ…

ଫେରାର୍‌ ହେଲେ ରିୟା; ଖାଲି ହାତରେ ଫେରିଲା ପୋଲିସ !

ମୁମ୍ବାଇ, ୨୯।୭: ଦିଗଂବତ ବଲିଉଡ୍‌ ଯୁବ ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ସୁଶାନ୍ତଙ୍କ ବାପା କେ.କେ. ସିଂ ଗତକାଲି ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଓ ତାଙ୍କ ପରିବାରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri