Home Left

ମା’-ବାପାଙ୍କୁ ହରାଇଥିବା ଦିବେଶ ମାଟ୍ରିକ ଟପ୍ପର

ଝାରସୁଗୁଡ଼ା ଅଫିସ,୨୯ା୭: କଥାରେ ଅଛି ଇଚ୍ଛାଶକ୍ତି ଥିଲେ ସଫଳତା ଆପଣାଛାଏଁ ମିଳିଥାଏ। ଏହି କଥାର  ବାସ୍ତବତା ଦେଖିବାକୁ ମିଳିଛି ଝାରସୁଗୁଡ଼ା ଜିଲାରେ। ଏହି ଜିଲାର ନିକତିମାଲ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ର ଦିବେଶ ବେହେରା ଏ-୧ ଗ୍ରେଡ୍‌ ରଖି ମାଟ୍ରିକ ଟପ୍ପର…

କରୋନା ସହ ଲଢ଼ିଲଢ଼ି ଶେଷରେ ଆଖିବୁଜିଲେ ଯୋଦ୍ଧା

ବୁଗୁଡ଼ା,୨୯।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ଜଣେ କରୋନା ଯୋଦ୍ଧାଙ୍କ ବୁଧବାର ମୃତ୍ୟୁ ଘଟିଛି। ସେ ହେଲେ ବୁଗୁଡ଼ା ବ୍ଲ୍ଳକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ଶେଷଦେବ ବେହେରା (୪୨)। କୋଭଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…

କରୋନା ନାମରେ ସହାୟତା ନେଇ ଲମ୍ବୋର୍ଗିନି ଗାଡି କିଣିଲେ ଏହି ବ୍ୟକ୍ତି

କରୋନା ସମୟରେ ଗରିବ ଏବଂ ବେରୋଜଗାର ସଂଖ୍ୟା ବଢ଼ିଯାଇଛି। ଅନେକ ବ୍ୟବସାୟ ବନ୍ଦ ହୋଇଯାଇଛି। ଏହି ସମୟରେ ସରକାର ଗରିବ ଏବଂ ଶ୍ରମିକଙ୍କୁ ସହାୟତା କରୁଛନ୍ତି। ମାତ୍ର ଆମେରିକାରେ ରହୁଥିବା ଡେଭିଡ୍‌ ଟି ହାଇନ୍ସ ନାମକ ଜଣେ ବ୍ୟକ୍ତି କରୋନା ନାମରେ…

ରାଫାଲ ଭାରତରେ ପହଞ୍ଚିବା ପରେ ପଡ଼ୋଶୀ ଦେଶରେ ଆସିଲା ୮.୫ ତୀବ୍ରତାର ଭୂକମ୍ପ

ନୂଆଦିଲ୍ଲୀ,୨୯।୭: ଫ୍ରାନ୍ସରୁ ପ୍ରଥମ ପର୍ଯ୍ୟାୟରେ ୫ଟି ରାଫାଲ ବିମାନ ବୁଧବାର ଭାରତରେ ପହଞ୍ଚିଛି। ପ୍ରାୟ ୭ ହଜାର କିମି ପାର୍‌ହୋଇ ଅମ୍ବାଲା ବାୟୁସେନା ଘାଟିରେ ଏହି ଶକ୍ତିଶାଳୀ ଯୁଦ୍ଧବିମାନଗୁଡିକ ପହଞ୍ଚିଛି। ରାଫାଲ ଭାରତରେ ପହଞ୍ଚିବା ପରେ ପଡୋଶୀ ଦେଶରେ ଭୂକମ୍ପ ସୃଷ୍ଟି…

ରବିନ୍ଦ୍ର ମେଡିକାଲ ହଲ୍‌କୁ ବନ୍ଦ କଲା ବିଏମ୍‌ସି

ଭୁବନେଶ୍ୱର,୨୯।୭(ବ୍ୟୁରୋ): ବନ୍ଦ ହେଲା ବାପୁଜି ନଗରସ୍ଥିତ ରବୀନ୍ଦ୍ର ମେଡିକାଲ ହଲ। ଏହାର ଜଣେ କର୍ମଚାରୀ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହେବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବୁଧବାର ଏହାକୁ ବନ୍ଦ କରି ଦିଆଯାଇଛି। ଏ ବିଏମ୍‌ସି । ସତର୍କତାମୂଳକ…

ଗୁରୁତର ହେବା ପରେ ହସ୍ପିଟାଲରେ ପହଞ୍ଚୁଛନ୍ତି କରୋନା ରୋଗୀ, ବଞ୍ଚାଇ ହେଉନାହିଁ: ଜିଲାପାଳ

ଛତ୍ରପୁର, ୨୯।୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଭୟାବହତାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଦୈନିକ ଶତାଧିକ ଲୋକେ କରୋନାରେ ସଂକ୍ରମିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା କରୋନାରେ ଗଞ୍ଜାମର ୮୬ ଜଣଙ୍କ ଜୀବନ ଗଲାଣି। ଅପରପକ୍ଷରେ ଜ଼ିଲାରେ ଗତ ସପ୍ତାହ ତୁଳନାରେ…

ଝାରସୁଗୁଡ଼ାରେ ୩ ଶହ ଛୁଇଁଲା ଆକ୍ରାନ୍ତ ସଂଖ୍ୟା

ଝାରସୁଗୁଡ଼ା ଅଫିସ,୨୯।୭: ଝାରସୁଗୁଡ଼ା ଜିଲାରେ ବୁଧବାର ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୩ ରେ ପହଞ୍ଚିଛି। ସେହିପରି ବୁଧବାର ସୁଦ୍ଧା ଉପରୋକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୫ ଜଣ ସୁସ୍ଥ…

ମାଟ୍ରିକ୍‌ ପରୀକ୍ଷା ଫଳ: ଜାଣନ୍ତୁ ଅନୁଗୋଳରେ କେତେଜଣ ହୋଇଛନ୍ତି କୃତକାର୍ଯ୍ୟ

ଅନୁଗୋଳ ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ତେବେ ଅନୁଗୋଳ ଜିଲାରେ ମୋଟ ୭୫.୨୩% ଛାତ୍ରୀଛାତ୍ର ପାସ୍‌ କରିଥିବା ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରୁ ସୂଚନା ପ୍ରଦାନ କରାଯାଇଛି। ଜିଲାରେ…

ଡେଟଲ ରଚିଲା ଇତିହାସ

ନୂଆଦିଲ୍ଲୀ,୨୯।୭: କରୋନା ଯୋଗୁ ଲୋକେ ଏବେ ନିଜ ହାତକୁ ପରିଷ୍କାର ରଖିବା ପାଇଁ ସାବୁନରେ ହାତ ଧୋଉଛନ୍ତି। ଫଳରେ ଭାରତୀୟ ସାବୁନ ବଜାରରେ ଅନେକ ପରିବର୍ତ୍ତନ ହୋଇଛି। ଏହି ସମୟରେ ଅନେକ ଭାରତୀୟ ଡେଟଲ ସାବୁନ ବ୍ୟବହାର କରୁଛନ୍ତି। ଫଳରେ ଏହି…

ମୃତ୍ୟୁ ପରେ ବି ମିଳିଲାନି ସମ୍ମାନ: ଷ୍ଟ୍ରେଚରରେ ମୃତଦେହକୁ ୨ କିମି ବୋହିଲେ ପରିବାରଲୋକେ

ମାଲକାନଗିରି,୨୯।୭(ସ୍ବ.ପ୍ର.): ହଜିଗଲା ମାନବିକତା,ମୃତ୍ୟୁ ପରେ ମଧ୍ୟ ମିଳିଲାନାହିଁ ସମ୍ମାନ। ଶେଷରେ ମେଡିକାଲ ଷ୍ଟ୍ରେଚରରେ ପରିବାରଲୋକେ ମୃତଦେହକୁକୁ ବୋହି ନେଲେ ଘରକୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ପଡିଆ ବ୍ଲକ ସଦର ମହକୁମାରେ। ପଡିଆ ବ୍ଲକ ଅନ୍ତର୍ଗତ ମୁସାକୀଗୁଡା…

ନିମିଷକରେ ଜୀବନ ନେଇପାରେ ଜାଇଫଳ, ଜାଣନ୍ତୁ କାହିଁକି

ଆଜି ମଧ୍ୟ ଖାଦ୍ୟ ସାମଗ୍ରୀ ଏବଂ ଏହାର ପ୍ରଭାବ ବିଷୟରେ ବିଶ୍ୱର ଅନେକ ବିଶ୍ୱବିଦ୍ୟାଳୟରେ ଅନୁସନ୍ଧାନ ଚାଲୁରହିଛି। ଗତ କିଛି ବର୍ଷ ମଧ୍ୟରେ କରାଯାଇଥିବା ଅନୁସନ୍ଧାନରେ ବୈଜ୍ଞାନିକମାନେ ଏହିପରି ଅନେକ ଖାଦ୍ୟ, ପଦାର୍ଥ ଆବିଷ୍କାର କରିଛନ୍ତି, ଯାହାକୁ ଖାଇ ଲୋକେ ଗୁରୁତର…

୧୦ ହଜାର ଶିକ୍ଷକଙ୍କୁ ପିଅନ, ମାଳି କରାଇବାକୁ ଚାହୁଁଛନ୍ତି ଏହି ରାଜ୍ୟ ସରକାର

ଅଗରତାଲା,୨୯।୭: ତ୍ରିପୁରା ସରକାର ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଛନ୍ତି। ଏହି ପିଟିଶନରେ ୧୦ ହଜାରର ପୋଷ୍ଟ ଗ୍ରାଜୁଏଟ, ଗ୍ରାଜୁଏଟ ଏବଂ ଅଣ୍ଡର ଗ୍ରାଜୁଏଟ୍‌ ଶିକ୍ଷକଙ୍କୁ ପୁନଃନିଯୁକ୍ତି ମାଗିଛନ୍ତି। ଏହି ୧୦, ୦୦୦ ଶିକ୍ଷକଙ୍କୁ ନିଯୁକ୍ତିକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ରୋଚକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri